Latest Odisha News

BREAKING NEWS

Browsing Category

ଫିଚର

ପାଠକ ବାପାପୁଅଙ୍କ ପାଇଁ ବଢ଼ିଲା ଅଡ଼ୁଆ; ଆସିଲା ଆଉ ଏକ ଠକେଇ ଅଭିଯୋଗ

ଭୁବନେଶ୍ୱର: ଗିରଫ ଆଇଏଫଏସ ଅଧିକାରୀ ଅଭୟ କାନ୍ତ ପଠକ ଏବଂ ତାଙ୍କ ପୁଅ ଆକାଶ ପଠକଙ୍କ ପାଇଁ ବଢ଼ିଲା ଅଡ଼ୁଆ। ପାଠକ ବାପପୁଅଙ୍କ ବିରୋଧରେ ରୁଜୁ ହୋଇଛି ଆଉ ଏକ ନୂଆ ଠକେଇ ମାମଲା । ଭୁବନେଶ୍ୱର ସ୍ଥିତ ଟ୍ରାଭେଲ ଏଜେନ୍ସି ‘ସ୍କାଏକିଙ୍ଗ’ର ପରିଚାଳନା ସହଯୋଗୀ ଅଭୟ ଏବଂ ଆକାଶଙ୍କ ବିରୋଧରେ ଖାରବେଳ…

ବିରାଟ କୋହଲି ଭାଙ୍ଗିଲେ ସଚିନ ତେନ୍ଦୁଲକରଙ୍କ ୧୭ ବର୍ଷ ପୁରୁଣା ରେକର୍ଡ

କାନବେରା(ଅଷ୍ଟ୍ରେଲିଆ): ଦିନିକିଆରେ ବିରାଟ କୋହଲିଙ୍କ ଆଉ ଏକ ରେକର୍ଡ । ଦ୍ରୁତ ୧୨ ହଜାର ରନ୍ କ୍ଲବରେ ସାମିଲ ହୋଇଛନ୍ତି । ସଚିନ ତେନ୍ଦୁଲକରଙ୍କ ରେକର୍ଡକୁ ପାର କରିଛନ୍ତି ବିରାଟ କୋହଲି । ଅଷ୍ଟ୍ରେଲିଆ ବିପକ୍ଷ ଶେଷ ଦିନିକିଆରେ ସେ ଦ୍ରୁତ ୧୨ ହଜାର ରନ୍ କରିବା ସହ ସଚିନଙ୍କ ରେକର୍ଡକୁ…

ଦେଶରେ ଲକ୍ଷେ ୩୮ ହଜାର ଟପିଲା କରୋନା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା କାୟା ନିୟନ୍ତ୍ରଣ ଭିତରେ ରହିଛି । ଯଦିଓ ନିର୍ଦ୍ଦିଷ୍ଟ ଭାବରେ କିଛି ରାଜ୍ୟରେ ବଢୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୬ହଜାର ୬୦୪ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୯୪ଲକ୍ଷ ୯୯ହଜାର ୪୨୪କୁ ବୃଦ୍ଧି ପାଇଛି…

ଭିଜିଲାନ୍ସ ଜାଲରେ ଜଗତସିଂହପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସିନିଅର ଆସିଷ୍ଟାଣ୍ଟ

ଜଗତସିଂହପୁର: ଭିଜିଲାନ୍ସ ଜାଲରେ ଜଗତସିଂହପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସିନିଅର ଆସିଷ୍ଟାଣ୍ଟ । ତାଙ୍କ ନାଁ ସଂଯୁକ୍ତ ଦାସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୪ଟି ଜାଗାରେ ରେଡ୍ ଚାଲିଛି । ସଂଯୁକ୍ତାଙ୍କ ଜଗତସିଂହପୁର ଜିଲ୍ଲା ସାତପୁରରେ ଥିବା ଦୁଇ ମହଲା ଘରେ ଚଢ଼ାଉ…

ଏମିତି ବି ଆସେ ମୃତ୍ୟୁ: ସ୍କର୍ପିଓ ଉପରେ ଓଲଟି ପଡ଼ିଲା ବାଲି ବୋଝେଇ ଟ୍ରକ, ୮ ମୃତ

ଲକ୍ଷ୍ନୌ: ବିବାହ ଭୋଜିରେ ଯୋଗ ଦେଇ ହସଖୁସିରେ ଘରକୁ ଫେରୁଥିଲେ । ବାଟରେ ଅନାଇ ବସିଥିଲା ମୃତ୍ୟୁ । ଉତ୍ତରପ୍ରଦେଶର କୌଶାମ୍ବିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ ହୋଇଛି । ଗୁରୁତର ହୋଇଛନ୍ତି ଦୁଇ ଜଣ । ସ୍କର୍ପିଓ ଉପରେ ଓଲଟି ପଡ଼ିଲା ବାଲି ବୋଝେଇ ଟ୍ରକ । ବାଲି ଭିତରେ…

ଭାରତ-ଅଷ୍ଟ୍ରେଲିଆ ତୃତୀୟ ଦିନିକିଆ: ଟିମ୍ ଇଣ୍ଡିଆ ପ୍ଲେଇଂ ଇଲେଭନରେ ଏମାନଙ୍କୁ ସୁଯୋଗ

କାନବେରା: ଆଜି ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଛି ଶେଷ ଦିନିକିଆ । ଟସ୍ ଜିତି ପ୍ରଥମେ ବ୍ୟାଟିଂ କରୁଛି ଟିମ୍ ଇଣ୍ଡିଆ । ଟି-ଟ୍ୱେଣ୍ଟି ସିରିଜ ପୂର୍ବରୁ ଆଜିର ମ୍ୟାଚ ଜିତି ସମ୍ମାନ ବଞ୍ଚାଇବାକୁ ଚେଷ୍ଟ କରିବା କୋହଲି ବାହିନୀ । ସେପଟେ ସିରିଜ କ୍ଲିନ ସୁଇପ୍ ଲକ୍ଷ୍ୟରେ ରହିଛି କଙ୍ଗାରୁ…

କଟକ IIFL ଲୁଟ୍ ଘଟଣାରେ ଆଉ ଦୁଇ ଜଣ ଗିରଫ

କଟକ: ନୂୟାସଡ଼କ IIFL ଫାଇନାନ୍ସ କମ୍ପାନୀରୁ ଲୁଟ୍ ଲୁଟ ଘଟଣାରେ ଆଉ ଦୁଇ ଅଭିଯୁକ୍ତ ଗିରଫ । ସେମାନେ ହେଲେ ଦେବାଶିଷ ହାଜରା ଓ ନୀଳମଣି ସାହୁ । ଦୁଇ ଅଭିଯୁକ୍ତ ଚଞ୍ଚକତା କରି ବ୍ୟାଙ୍କରୁ ସୁନା ହଡ଼ପ କରିବା ସହିତ ଋଣ କାରବାରରେ ସଂପୃକ୍ତ ଥିଲେ । ଗିରଫ ପରେ ସେମାନଙ୍କୁ କୋର୍ଟ ଚାଲାଣ…

ଆଜିଠୁ ମାଓବାଦୀଙ୍କ ପିଏଲଜିଏ ସପ୍ତାହ, ନକ୍ସଲ ଅଧ୍ୟୁଷିତ ଜିଲ୍ଲା ସୀମା ସିଲ୍

ଭୁବନେଶ୍ୱର: ଆଜିଠାରୁ ନକ୍ସଲ ପିଏଲଜିଏ ସପ୍ତାହ ପାଳନ କରୁଛନ୍ତି । ଆସନ୍ତା ୮ ତାରିଖ ଯାଏ ଏହି ସପ୍ତାହ ପାଳନ ପାଇଁ ଆହ୍ୱାନ ଦେଇଛନ୍ତି ମାଓବାଦୀ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ମାଓ ଅଧ୍ୟୁଷିତ ଜିଲ୍ଲାରଗୁଡ଼ିକରେ ସୁରକ୍ଷାକୁ କଡ଼ାକଡ଼ି କରାଯାଇଛି । ସୀମାକୁ ସିଲ୍ କରି ଯାଞ୍ଚକୁ କଡ଼ାକଡ଼ି…

ରାଜ୍ୟରେ ଶୀତ ଲହରୀ; ୧୦ ଡିଗ୍ରୀ ତଳେ ୪ ସହର

ଭୁବନେଶ୍ବର: ରାଜ୍ୟରେ ଧୀରେଧିରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ରାଜ୍ୟରେ ୪ ସହରର ତାପମାତ୍ରା ୧୦ ଡିଗ୍ରି ତଳକୁ ଖସିଛି।ସୋନପୁରରେ ସର୍ବନିମ୍ନ ତାପମାତ୍ରା ୮.୮ ରେକର୍ଡ ହୋଇଛି। ରାଜ୍ୟର ସବୁଠାରୁ ଥଣ୍ଡା ସହରରେ ପରିଣତ ହୋଇଛି ସୋନପୁର। ୧୦ ଡିଗ୍ରି…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ   ତା୦୨-୧୨-୨୦୨୦ ବୁଧବାର ଆଜି ଦିନର ମହତ୍ତ୍ୱ.  ଆଜି ୨୦୨୦ ମସିହା ଡିସେମ୍ବର ତା ୨ ରିଖ ବୁଧବାର ବିଛା ୧୭ ଦିନ ମାର୍ଗଶିର ମାସ କୃଷ୍ଣ ପକ୍ଷ ଦ୍ବିତୀୟା ତିଥି ମୃଗଶିରା ନକ୍ଷତ୍ର ଦିନ ୧୦ଟା ୪୦ ପର୍ଯ୍ୟନ୍ତ ଆଦ୍ରା ନକ୍ଷତ୍ର ମିଥୁନ ଚନ୍ଦ୍ର    ଘାତ ବାର-: କର୍କଟ ରାଶିର…