Latest Odisha News

BREAKING NEWS

Browsing Category

ଫିଚର

ଆଗାମୀ ୧୨ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହେବ ସାମୁଦ୍ରିକ ଝଡ଼

ନୂଆଦିଲ୍ଲୀ: ବଙ୍ଗାପସାଗରରେ ସୃଷ୍ଟି ହେବ ସାମୁଦ୍ରିକ ଝଡ଼ । ଦକ୍ଷିଣପୂର୍ବ ବଙ୍ଗୋପସାଗରେ ସୃଷ୍ଟି ଡିପ୍ରେସନ ଅଧୀକ ଘନୀଭଊତ ହୋଇ ଡିପ ଡିପ୍ରେସନରେ (ଗଭୀର ଅବପାତ) ପରିଣତ ହୋଇଛି । ଆଗାମୀ ୧୨ ଘଣ୍ଟାରେ ନେବ ସାଇକ୍ଲୋନିକ ଷ୍ଟର୍ମ (ସାମୁଦ୍ରିକ ଝଡ଼) ରୂପ । ଗତ ୬ ଘଣ୍ଟା ହେବ ଏହା ପଶ୍ଚିମ…

ଦିନକରେ ଦେଶରୁ ୩୧ ହଜାର କରୋନା ପଜିଟିଭ୍, ୪୧ ହଜାର ସୁସ୍ଥ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିଲେ ବି ସ୍ଥିତି ଏବେ ନିୟନ୍ତ୍ରଣରେ ରହିଛି । ନୂଆ ଆକ୍ରାନ୍ତଙ୍କ ଅପେକ୍ଷା ଅଧିକ ସୁସ୍ତ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୧ହଜାର ୧୧୮ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୪ଲକ୍ଷ ୬୨ହଜାର ୮୧୦କୁ…

ଦିଲ୍ଲୀରେ ଶୀତ ଭାଙ୍ଗିଲା ୭୧ ବର୍ଷର ରେକର୍ଡ

ନୂଆଦିଲ୍ଲୀ: ପ୍ରବଳ ଥଣ୍ଡାରେ ଥରୁଛି ଉତ୍ତର ଭାରତ । ଦେଶ ରାଜଧାନୀ ଦିଲ୍ଲୀରେ ହାଡ଼ଭଙ୍ଗା ଶୀତ । ନଭେମ୍ବର ମାସରେ ଜାଡ଼ ଭାଙ୍ଗିଛି ୭୧ବର୍ଷର ରେକର୍ଡ । ଚଳିତ ମାସରେ ଦିଲ୍ଲୀରେ ସର୍ବନିମ୍ନ ତାପମାତ୍ରା ୧୦.୨ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି । ଭାରତୀୟ ପାଣିପାଗ ବିଭାଗର ସୂଚନା…

ତେଜୁଛି କୃଷକ ଆନ୍ଦୋଳନ: ଆଜି ଆଲୋଚନା ପାଇଁ ଡାକିଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ: ରାଜରାସ୍ତାରେ ଦେଶର ଅନ୍ନଦାତା । ନୂଆ କୃଷି ବିଲକୁ ବିରୋଧ କରିବା ସହ ନିଜ ହକ ପାଇଁ ଦିଲ୍ଲୀ ସୀମାରେ ଆନ୍ଦୋଳନ ଚଳାଇଛନ୍ତି ହଜାର ହଜାର କୃଷକ । ଦାବି ପୂରଣ ନେହେଲେ ଆନ୍ଦୋଳନରୁ ଓହରିବେ ନାହିଁ ବୋଲି ସଫା ସଫା ଶୁଣାଇ ଦେଇଛନ୍ତି । ଅଡୁଆରେ ପଡିଥିବା କେନ୍ଦ୍ର ସରକାର ଆଜି କୃଷକଙ୍କ…

ଆଜିଠୁ ଖୋଲୁଛି ରାଜ୍ୟର ସବୁ ମେଡିକାଲ କଲେଜ

ଭୁବନେଶ୍ୱର: ଆଜିଠୁ ଖୋଲୁଛି ରାଜ୍ୟର ସମସ୍ତ ମେଡିକାଲ କଲେଜ । କୋଭିଡ୍ କଟକଣା ସହ ମେଡିକାଲ କଲେଜଗୁଡ଼ିକୁ ଖୋଲିବା ପାଇଁ ସରକାର ଅନୁମତି ଦେଇଛନ୍ତି । କରୋନା ଯୋଗୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ଏଭଳି ସ୍ଥିତିରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ମେଡିକାଲ କଲେଜ…

ଖସୁଛି ପାରଦ; ୧୫ ଡିଗ୍ରୀ ତଳେ ରାଜ୍ୟର ୧୩ଟି ସହର

ଭୁବନେଶ୍ୱର: ରାଜ୍ୟରେ ଖସୁଛି ପାରଦ, ବଢୁଛି ଶୀତ । ଗତ ୨୪ ଘଣ୍ଟାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ପ୍ରାୟ ୧ରୁ ଦେଢ଼ ଡିଗ୍ରି ପର୍ଯ୍ୟନ୍ତ ଖସିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା। ବିଭାଗର ସୂଚନାନୁସାରେ, ୧୦ ଡିଗ୍ରି ତଳେ ରାଜ୍ୟର ୨ ଟି ସହର ରହିଥିବା ରେକର୍ଡ ହୋଇଥିବା ବେଳେ…

ଆଜିଠୁ ଆରମ୍ଭ ହେଉଛି ପ୍ରସିଦ୍ଧ କୋଣାର୍କ ମହୋତ୍ସବ ସହିତ ଆନ୍ତର୍ଜାତୀୟ ବାଲୁକା କଳା ଉତ୍ସବ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ବିଶ୍ଵ ପ୍ରସିଦ୍ଧ କୋଣାର୍କ ମହୋତ୍ସବ। ଓଡ଼ିଶାର ପ୍ରମୁଖ ଉପକୂଳ ନାଭିକେନ୍ଦ୍ର କୋଣାର୍କ ପୁନଶ୍ଚ ଦେଖିବ ବିଶ୍ୱବ୍ୟାପି ଦ୍ୱୈତ ଘଟଣାର ମିଳନବିନ୍ଦୁରେ କୋଣାର୍କର ବିବିଧ ଶାସ୍ତ୍ରୀୟ ନୃତ୍ୟ ସହିତ ସର୍ବୋକୃଷ୍ଟ ସୂର୍ଯ୍ୟମନ୍ଦିରର ପୃଷ୍ଠଭୂମିରେ ଆନ୍ତର୍ଜାତୀୟ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ   ତା୦୧-୧୨-୨୦୨୦ ମଙ୍ଗଳବାର ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୦ ମସିହା ଡିସେମ୍ବର ୧ ରିଖ ମଙ୍ଗଳବାର ବିଛା ୧୬ ଦିନ ମାର୍ଗଶିର ମାସ କୃଷ୍ଣ ପକ୍ଷ ପ୍ରତିପ୍ରଦା ତିଥି ରୋହିଣୀ ନକ୍ଷତ୍ର ବୃଷ ଚନ୍ଦ୍ର ସକାଳ ୮ଟା ୩୩ ମିନିଟ ପର୍ଯ୍ୟନ୍ତ ତାପରେ ମୃଗଶିରା ନକ୍ଷତ୍ର ବୃଷ ଚନ୍ଦ୍ର…

ଓଡ଼ିଶାରେ ଆରମ୍ଭ ହେବ ଓସିଏଲ ଟି-ଟ୍ୱେଣ୍ଟି

କଟକ: କଟକ ବାରବାଟୀଠାରେ ଡିସେମ୍ବର ୧୪ରୁ ଓସିଏଲ ଟି-ଟ୍ୱେଣ୍ଟି ଆରମ୍ଭ ଲାଗି ଓସିଏ ପକ୍ଷରୁ ଯୋଜନା କରାଯାଇଛି। TCM ସହଯୋଗରେ ଓସିଏ ଆୟୋଜନ କରିବ ଏହି ଟୁର୍ଣ୍ଣାମେଣ୍ଟ। ଓଡ଼ିଶା କ୍ରିକେଟ ଆସୋସିଏସନ୍ ସଂପାଦକ ସଂଜୟ ବେହେରା ଏହି ସୂଚନା ଦେଇଛନ୍ତି। ଏହି ଟୁର୍ଣ୍ଣାମେଣ୍ଟ ଆୟୋଜନ ନେଇ ଓସିଏ…

୧୬ ବର୍ଷ ପରେ ରିଲିଜ ହେବାକୁ ଯାଉଛି ଅଜୟ ଦେବଗନଙ୍କ ନାମ ଫିଲ୍ମ

ମୁମ୍ବାଇ: କରୋନା ଭାଇରସ ଯୋଗୁ ଟିଭି ଓ ଓଟିଟି ପ୍ଲାଟଫର୍ମର ଚାହିଦା ବଢ଼ିଯାଇଛି । ଏହାର ଫାଇଦା ଉଠାଇବାକୁ ଏବେ ସମସ୍ତେ ଚାହୁଁଛନ୍ତି । ଏଥିରେ ସାମିଲ ହୋଇଛନ୍ତି ଅନୀସ ବାଜମି । ସେ ୧୬ ବର୍ଷ ତଳେ ଅଜୟ ଦେବଗନଙ୍କୁ ନେଇ ବେନାମ ଫିଲ୍ମ ତିଆରି କରିଥିଲେ । ପରେ ସେ ଏହାର ଟାଇଟଲ ବଦଳାଇ ନାମ…