Latest Odisha News

BREAKING NEWS

Browsing Category

ଫିଚର

ଆମାଜାନ୍‌ରେ କିଏ ବିକୁଛି ନିର୍ମାଲ୍ୟ ମହାପ୍ରସାଦ ?

ପୁରୀ: ବ୍ୟବସାୟ ଆଗରେ ଫିକା ପଡିଛି ଧାର୍ମିକ ମନୋଭାବନା । ଆମାଜନ୍ ଭଳି ବିଶ୍ୱସ୍ତରୀୟ ଅନ୍‌ଲାଇନ୍ ସପିଂ ସାଇଟ୍‌ରେ ମିଳୁଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିର୍ମାଲ୍ୟ ମହାପ୍ରସାଦ । ପୁରୀ ଶ୍ରୀମନ୍ଦରର ଜଣେ ସେବାୟତ ଏ ନେଇ ଅଭିଯୋଗ ଆଣିବା ସାମ୍ନାକୁ ଆସିଥିଲା ଏପରି ଲଜ୍ଜାକର ତଥ୍ୟ ।…

ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ୨ ମୃତ, ୩ ଗୁରୁତର

ମୋହନା(ଗଜପତି): ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅକାଳେ ଚାଲିଗଲା ଦୁଇ ଜୀବନ । ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଡ଼ମାଟୁଆ ଗାଁ ଛକରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା…

ପରୀ ପାଇଁ ନ୍ୟାୟ ଦାବି: ଜାତୀୟ ଶିଶୁ ସୁରକ୍ଷା କମିଶନଙ୍କୁ ଭେଟିଲେ ସମ୍ବିତ ପାତ୍ର

ନୂଆଦିଲ୍ଲୀ: ନୟାଗଡର ନାବାଳିକା ‘ପରୀ’କୁ ନ୍ୟାୟ ମାମଲା ଏବେ ଦିଲ୍ଲୀରେ ପହଞ୍ଚିଛି । ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଡକ୍ଟର ସମ୍ବିତ ପାତ୍ର ଆଜି ଜାତୀୟ ଶିଶୁ ସୁରକ୍ଷା କମିଶନଙ୍କୁ ଭେଟି ଏସମ୍ପର୍କିତ ଏକ ଦାବି ପତ୍ର ପ୍ରଦାନ କରିଛନ୍ତି । ଦାବିପତ୍ରରେ ଦୁଇଟି ପ୍ରସଙ୍ଗ ଉଠାଇଛନ୍ତି । ଡକ୍ଟର…

କମୁଛି କରୋନା ମୃତ୍ୟୁସଂଖ୍ୟା: ରାଜ୍ୟରୁ ଆଖି ବୁଜିଲେ ୫ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି କରୋନା । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା ବି କମୁଛି । ଗତ ୨୪ ଘଣ୍ଟାରେ ୫ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ଖୋର୍ଦ୍ଧା ଜିଲ୍ଲାରୁ ତିନି ଜଣ ଆକ୍ରାନ୍ତ । ସେହିପରି…

ରାଜ୍ୟବାସୀଙ୍କୁ ଭଲ ଖବର: ୫୦୦ ତଳକୁ ଖସିଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ଟ୍ରେଣ୍ଡ । ଦୀର୍ଘ ମାସ ପରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୫୦୦ ତଳକୁ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୧୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୪୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୭୭ଟି ।…

ଅଷ୍ଟ୍ରେଲିଆକୁ ଝଟକା: ଭାରତ ବିପକ୍ଷ ଓ୍ୱାନ ଡେ ଓ ଟି-ଟ୍ୱେଣ୍ଟି ଖେଳିବେନି ଏହି କ୍ରିକେଟର

ସିଡନୀ: ଭାରତ ବିପକ୍ଷରେ ଦ୍ୱିତୀୟ ଦିନିକିଆରେ ବିଜୟ ହାସଲ କରିଥିବା ଅଷ୍ଟ୍ରେଲିଆକୁ ଝଟକା । ଦିନିକିଆ ଓ ଟି-ଟ୍ୱେଣ୍ଟି ଖେଳିବେନି ଧୂରନ୍ଧର ଓପନର ଡେଭିଡ୍ ଓ୍ୱାର୍ଣ୍ଣର । ଆହତ କାରଣରୁ ସେ ଦଳରୁ ବାଦ ପଡ଼ିଛନ୍ତି । ଆସନ୍ତା ୨ ତାରିଖରେ କାନବେରାରେ ଶେଷ ଦିନିକିଆ ସହ ଆସନ୍ତା ୪ ତାରିଖରୁ ଆରମ୍ଭ…

ଖୋଲିବ ଆକାଶ ପାଠକଙ୍କ ଟାଟା ମୋଟର୍ସ ଠକେଇ ରହସ୍ୟ, ତଦନ୍ତ ପାଇଁ ବ୍ରହ୍ମପୁରରେ କ୍ରାଇମବ୍ରାଞ୍ଚ ଟିମ୍

ଭୁବନେଶ୍ୱର: ଆୟ ବହିର୍ଭୁତ ସମ୍ପତ୍ତି ଠୁଅ ଅଭିଯୋଗରେ ଗିରଫ ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକଙ୍କ ନାଁରେ ଆସିଥିବା ଠକେଇର ଗୁମର । ଟାଟା ମୋଟର୍ସରେ ଚାକିରି ଦେବା ନାଁରେ ଠକେଇର ଖୋଳତାଡ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ । ଆଜି ବ୍ରହ୍ମପୁରରେ ପହଞ୍ଚିଛି କ୍ରାଇମବ୍ରାଞ୍ଚର ଦୁଇ ଜଣିଆ…

ଭାଙ୍ଗିଗଲା ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତିଙ୍କ ଗୋଡ଼; ଜାଣନ୍ତୁ କିପରି

ୱାଶିଂଟନ: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବିଡେନଙ୍କ ଗୋଡ଼ରେ ଫ୍ୟାକଚର୍। ତାଙ୍କ ଡାହାଣ ଗୋଡର ହାଡରେ ସାମାନ୍ୟ ଫାଟ ସୃଷ୍ଟି ହୋଇଛି। ତେବେ ସେ ଆଗାମୀ କିଛି ସପ୍ତାହ ପର୍ଯ୍ୟନ୍ତ  ବିନା ସହାୟତାରେ ଚାଲି ପାରିବେ ନାହିଁ ବୋଲି ଡାକ୍ତର କହିଛନ୍ତି। ସୂଚନାନୁସାରେ, ଜୋ ବିଡେନ…

ବଙ୍ଗୋପସାଗରରେ ଅବପାତ, ନେଇପାରେ ସାଇକ୍ଲୋନିକ ଷ୍ଟର୍ମ ରୂପ

ଭୁବନେଶ୍ୱର: ଡିପ୍ରେସନ୍ ପରେ ଡିପ୍ରେସନ୍ । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ନେଇଛି ଅବପାତର ରୂପ । ଆଗକୁ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ଡିପ ଡିପ୍ରିସେନରେ ପରିଣର ହେବ । ଏହି ମଡେଲ୍ ପଶ୍ଟିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଆସନ୍ତା…

ବିନିକାରେ ହାତୀ ପଲଙ୍କ ଉତ୍ପାତ କମୁନି, ୧୦ ଦିନ ହେଲାଣି ନୟାନ୍ତ କରୁଛନ୍ତି

ସୋନପୁର: ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କମୁନି ହାତୀଙ୍କ ଉପଦ୍ରବ । ୬୦ ଟିକିଆ ହାତୀ ପଲ ଉତ୍ପାତ ଚଲାଇଛନ୍ତି । ଭୟଭୀତ ଅବସ୍ଥାରେ ଅଛନ୍ତି ସ୍ଥାନୀୟ ଲୋକ । ଗତ ରାତିରେ ବିନିକା ଝରାପଡା ଗାଁରେ ପଶି ଘର ଭାଙ୍ଗିବା ସହ ବ୍ୟାପକ ଅଞ୍ଚଳରେ ଫସଲ ନଷ୍ଟ କରିଛନ୍ତି । ନଷ୍ଟ କରୁଛନ୍ତି ବ୍ୟାପକ…