Latest Odisha News

BREAKING NEWS

Browsing Category

ଫିଚର

କମିଲା କରୋନା ଡେଥ୍ କେସ୍: ୨୪ ଘଣ୍ଟାରେ ରାଜ୍ୟରୁ ୪ ମୃତ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସିଛୁ କରୋନା । କମିଲା ଦୈନିକ ମୃତ୍ୟୁସଂଖ୍ୟା । ରାଜ୍ୟବାସୀଙ୍କ ପାଇଁ ଏକ ଭଲ ଖବର । ଗତ ୨୪ ଘଣ୍ଟାରେ ରାଜ୍ୟରୁ ମହାମାରୀ ୪ ଜଣଙ୍କର ଜୀବନ ନେଇଛି । ମାତ୍ର ତିନିଟି ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ…

ରାଜ୍ୟରେ କମୁଛି କରୋନା କାୟା: ୨୪ ଘଣ୍ଟାରେ ୫୧୮ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା କାୟା । ୪୦ ହଜାର ଟେଷ୍ଟ ହେଉଛି । ଚିହ୍ନଟ ହେଉଛନ୍ତି ଦୈନିକ ୬୦୦-୭୦୦ ନୂଆ ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ କରୋନା ସଂକ୍ରମିତ ହୋଇଛନ୍ତି ୫୧୮ ଜଣ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୯୭ ଜଣ ଅଛନ୍ତି । ଲୋକାଲ କଣ୍ଟାକ୍ଟ କେସ୍ ବା ସ୍ଥାନୀୟ…

ବିଧାନସଭାରେ ଉଠିଲା ପ୍ରଦୀପ ପାଣିଗ୍ରାହୀ ପ୍ରସଙ୍ଗ

ଭୁବନେଶ୍ୱର: ଜନ ବିରୋଧୀ କାର୍ଯ୍ୟ ଯୋଗୁ ବିଜେଡିରୁ ବହିଷ୍କୃତ ହୋଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ତାଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରାଯିବା ପରେ ଏହି ପ୍ରସଙ୍ଗକୁ ବିଧାନସଭାରେ ଉଠାଇଛି କଂଗ୍ରେସ । ଦଳର ବିଧାୟକ ଅଭିଯୋଗ କରିଛନ୍ତି, ଶାସକ ବିଜେଡି ଦଳର ବହୁତ…

ବିଜେଡିରୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ବହିଷ୍କୃତ

ଭୁବନେଶ୍ୱର: ବିଜେଡିରୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ବହିଷ୍କୃତ । ତାଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରାଯାଇଛି । ଜନ ବିରୋଧୀ କାର୍ଯ୍ୟକଳାପ ଯୋଗୁ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଦଳ କାର୍ଯ୍ୟାନୁଷ୍ଠାନ ନେଇଛି । ତତ୍କାଳ ତାଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ…

ଡକାୟତ ଗ୍ୟାଙ୍ଗ-ଗ୍ରାମବାସୀ ହାତାହାତି, ଆକ୍ରମଣରେ ୪ ଜଣ ଆହତ

ବାଲେଶ୍ୱର: ଡକାୟତଙ୍କ ସହ ଗାଁ ଲୋକଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ । ଆକ୍ରମଣ ଓ ପ୍ରତିଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ହରିଡାପଡା ଅଞ୍ଚଳରେ ଗତକାଲି ରାତିରେ ଘଟିଛି ଏହି ଘଟଣା । ଗାଁର ସୁଦାମ ଚରଣ ବାଉଲି ରାତିରେ ଘରକୁ ଫେରିବା ରାସ୍ତାରେ ପିତାକାଳିଆ ଛକ…

ସୋନପୁର ସବୁଠୁ ଥଣ୍ଡା ସହର, ୧୦ଟି ସହରରେ ୧୫ ଡିଗ୍ରୀରୁ କମ୍ ତାପମାତ୍ରା

ଭୁବନେଶ୍ୱର: କମୁଛି ପାରଦ, ବଢୁଛି ଥଣ୍ଡା । ଫୁଣି ଥରେ ଫେରିଲା ଶୀତ । ପାଖାପାଖି ଅଧା ଜିଲ୍ଲାରେ ତାପମାତ୍ରା ଖସିବାରେ ଲାଗିଛି । ୧୨ଟି ସହରରେ ପାରଦ ୧୫ ଡିଗ୍ରୀ କିମ୍ୱା ତାଠାରୁ କମ୍ ରେକର୍ଡ କରାଯାଇଛି । ସବୁଠୁ ଥଣ୍ଡା ସହର ପାଲଟିଛି ସୋନପୁର । ସେଠାରେ ୯.୪ ଡିଗ୍ରୀ ସେଲସିୟସ ତାପମାତ୍ରା…

ଦେଶରେ କରୋନା ସଂକ୍ରମିତ ହେଲେଣି ପାଖାପାଖି ୯୪ ଲକ୍ଷ ଲୋକ

ନୂଆଦିଲ୍ଲୀ: ଦେଶରେ ୯୪ ଲକ୍ଷ ପାଖାପାଖି କରୋନାରେ ସଂକ୍ରମିତଙ୍କ ହେଲେଣି । ପଜିଟିଭ୍ କେସ୍ ବଢୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୪୧ହଜାର ୮୧୦ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୩ଲକ୍ଷ ୯୨ହଜାର ୯୨୦କୁ ବୃଦ୍ଧି ପାଇଛି । କରୋନାରେ ଦେଶରେ ମୃତ୍ୟୁବରଣ କଲେଣି…

ବାବା ଧବଳେଶ୍ୱରଙ୍କୁ ରାତି ୩ଟାରେ ଲାଗି ହେଲା ଗଜଭୋଗ

ଆଠଗଡ଼(କଟକ): କଟକ ଜିଲ୍ଲା ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠରେ ପାଳିତ ହୋଇଛି ବଡ଼ଓଷା । ଏହି ଅବସରରେ ଗତକାଲି ରାତି ୩ଟାରେ ଗଜଭୋଗ ଲାଗି ହୋଇଥିଲା । ରାତି ଗୋଟାଏରେ ପହଡ଼ ଖୋଲାଯାଇ ମଙ୍ଗଳ ଆଳତି, ବାଳଭୋଗ ସହ ଅନ୍ୟାନ୍ୟ ନୀତିକାନ୍ତି ହୋଇଥିଲା । ଏହାପରେ ରାତି ୩ଟାରେ ବାବା…

ସିଡନୀ ଦ୍ୱିତୀୟ ଦିନିକିଆ: ଟସ୍ ଜିତି ପ୍ରଥମେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ

ସିଡନୀ: ଭରାତ-ଅଷ୍ଟ୍ରେଲିଆ ମଧ୍ୟରେ ଆଜି ଖେଳାଯାଉଛି ଦ୍ୱିତୀୟ ଦିନିକିଆ । ସିଡନୀରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରୁଛି ଘରୋଇ ଦଳ । ଆଜିର ମ୍ୟାଚ୍ ଟିମ୍ ଇଣ୍ଡିଆ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ । ପ୍ରଥମ ମ୍ୟାଚରେ ପରାଜୟ ପରେ ଆଜି ବିଜୟ ସହ ସିରିଜକୁ ଫେରିବା ପାଇଁ ଲକ୍ଷ୍ୟ ନେଇ ପଡ଼ିଆକୁ…

ଛତିଶଗଡ଼ରେ IED ବିସ୍ଫୋରଣ: ଜଣେ ଯବାନ ସହିଦ, ୧୦ ଗୁରୁତର

ରାୟପୁର: ମାଲକାନଗିରି ସୀମାନ୍ତ ଛତିଶଗଡର ସୁକୁମା ଜିଲ୍ଲାରେ ପୁଣି ମାତିଲେ ମାଓବାଦୀ । ଆଇଡି ବିସ୍ଫୋରଣ କରିଛନ୍ତି । ଏଥିରେ ସିଆରପିଏଫ୍ କୋବ୍ରା ବାହିନୀର ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସହିଦ ହୋଇଛନ୍ତି ଆହତ ହୋଇଛନ୍ତି ଆଉ ୧୦ ଯବାନ । ସହିଦ ଯବାନ ହେଉଛନ୍ତି ନୀତିନ ଭାଲେରାଓ । ସେ…