Latest Odisha News

BREAKING NEWS

Browsing Category

ଫିଚର

ଭାରତରେ ରହିଛି ବିଶ୍ୱର ପ୍ରଥମ ଶାକାହାରୀ ସହର !

ପାଲିତାନା : ଅନନ୍ୟ ପରମ୍ପରା ଓ ସଂସ୍କୃତି ପାଇଁ ସାରା ବିଶ୍ୱରେ ଭାରତ ହାସଲ କରିଛି ସ୍ୱତନ୍ତ୍ର ପରିଚୟ । ତେବେ ଭାରତ ଏକ ରହସ୍ୟମୟ ଦେଶ କହିଲେ ଅତ୍ୟୁକ୍ତି ହେବ ନାହିଁ । ଇତିହାସ ହେଉ କି ପୌରାଣିକ ଗାଥା । କାହିଁ କେଉଁ ଅଜଣା ଯୁଗରୁ ଭାରତ ଅନେକ ଅକୁହା ଓ ଅଜଣା ରହସ୍ୟକୁ ନେଇ ଲୋକଙ୍କର…

ଆଜି ମଧ୍ୟରାତ୍ରିରୁ ସାକ୍ଷୀଗୋପାଳ ମନ୍ଦିର ପରିସରରେ ଲାଗୁ ହେବ ୧୪୪ ଧାରା

ପିପିଲି (ପୁରୀ): ଆସନ୍ତାକାଲି ପବିତ୍ର ଅଁଳା ନବମୀ । ଏହି ଦିନ ପୁରୀ ଜିଲ୍ଲା ସାକ୍ଷୀଗୋପାଳ ମନ୍ଦିରରେ ଶ୍ରୀରାଧାପଦ ଦର୍ଶନ କରାଯାଏ । ଏବର୍ଷ କରୋନା କଟକଣା ଯୋଗୁ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ । ତାପୂର୍ବରୁ ଆଜି ସାକ୍ଷୀଗୋପାଳ ମନ୍ଦିରରେ ଲାଗୁ ହେବ ୧୪୪ ଧାରା । ଅଁଳା ନବମୀରେ ଭକ୍ତ ଆସିବା…

ଏବେଠାରୁ ଦୁଇ ମାସ ପର୍ଯ୍ୟନ୍ତ ଅନ୍ଧାର ରହିବ ଏହି ସହର; ୨୦୨୧ରେ ଦେଖାଯିବେ ସୂର୍ଯ୍ୟ

ନୂଆଦିଲ୍ଲୀ: ଆମେରିକାରେ ଏପରି ଏକ ସହର ଅଛି ଯେଉଁଠାରେ ଲୋକମାନେ ଦୁଇମାସ ପର୍ଯ୍ୟନ୍ତ ସୂର୍ଯ୍ୟଙ୍କ ରଶ୍ମି ଦେଖିପାରିବେ ନାହିଁ। ଆମେରିକାର ଆଲାସ୍କାର ଲୋକମାନେ ଆସନ୍ତା ୨ ମାସ ପାଇଁ ଅନ୍ଧକାରରେ ରହିବେ। ଏହି ସହରରେ ଜାନୁଆରୀ ୨୩ରେ, ସ୍ଥାନୀୟ ସମୟ ଅପରାହ୍ନ ୧ ଟାରେ ସୂର୍ଯ୍ୟୋଦୟ ହେବ। ୬୫ ଦିନ…

କରୋନା ମୁକାବିଲା ଚିନ୍ତା: ଏସବୁ ରାଜ୍ୟକୁ ସ୍ୱତନ୍ତ୍ର ଟିମ୍ ପଠାଇଲା କେନ୍ଦ୍ର

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କାୟା ବିସ୍ତାର କରିବା ଆରମ୍ଭ କରିଛି କରୋନା । ଦିଲ୍ଲୀ, ମହାରାଷ୍ଟ୍ର, ଗୁଜରାଟ ଭଳି ବିଭିନ୍ନ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ମୁକାବିଲା ପାଇଁ କେନ୍ଦ୍ର ସରକାର ଉତ୍ତରପ୍ରଦେଶ, ପଞ୍ଜାବ ଓ ହିମାଚଳପ୍ରଦେଶକୁ ସ୍ୱାସ୍ଥ୍ୟ ବିଶେଷଜ୍ଞ ଟିମ୍…

ଜୀବନ ନେଉଛି ମହାମାରୀ: ୨୪ ଘଣ୍ଟାରେ ଓଡ଼ିଶାରୁ ଆଉ ୧୫ ମୃତ

ଭୁବନେଶ୍ୱର: ପ୍ରାଣ ନେଉଛି ପ୍ରାଣଘାତୀ କରୋନା । ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଆଉ ୧୫ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୯ଟି ଜିଲ୍ଲାର ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରେ ଗତ କିଛି ଦିନ ହେବ କରୋନା ମୃତ୍ୟୁସଂଖ୍ୟା…

କମୁଛି ପଜିଟିଭ୍ କେସ୍: ରାଜ୍ୟରୁ ୨୪ ଘଣ୍ଟାରେ ୬୩୮ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ହଜାରେରୁ କମ୍ ରହିଛି ଦୈନିକ କରୋନା କେସ୍ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୬୩୮ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୩୭୩ ଜଣ ସଂକ୍ରମିତ ହୋଇଛନ୍ତି । ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୨୬୫ଟି । ଗଜପତି ଜିଲ୍ଲାକୁ ଛାଡ଼ି ଦେଲେ ବାକି ୨୯ ଜିଲ୍ଲାରୁ ନୂଆ ଆକ୍ରାନ୍ତ…

ବିଧାନସଭାରେ ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ସମ୍ପର୍କିତ ମୋସନ୍ ଉପରେ ଆଲୋଚନା

ଭୁବନେଶ୍ୱର: ବିଧାନସଭା ଶୀତ ଅଧିବେଶନର ଆଜି ତୃତୀୟ ଦିନ । ସ୍ୱାଭାବିକ ଭାବରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଛି । ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ପ୍ରସଙ୍ଗରେ ଆସିଥିବା ମୋସନରେ ଆଲୋଚନା ଚାଲିଛି । ପ୍ରାଥମିକ ଶିକ୍ଷାର ଏକତ୍ରୀକରଣ ଓ ସୁବ୍ୟବସ୍ଥିକରଣ ମୋସନ ଉପରେ ଆଲୋଚନା ଜାରି ରହିଛି । ଗୃହରେ ଏହି…

ପୁଣି ବଢ଼ିଲା ଜାଡ଼: ୧୫ ଡିଗ୍ରୀ ତଳେ ରାଜ୍ୟର ୪ଟି ସହର ତାପମାତ୍ରା

ଭୁବନେଶ୍ୱର: ଖସୁଛି ପାରଦ, ବଢୁଛି ଥଣ୍ଡା । ରାଜ୍ୟରେ ପୁଣି ଥରେ ଶୀତ ଅନୁଭୂତ ହୋଇଛି । ଗତକାଲି ସବୁଠୁ ଥଣ୍ଡା ସହର ଥିଲା ସୋନପୁର । ସେଠାରେ ୧୧.୪° ସେଲସିୟସ୍ ତାପମାତ୍ରା ରେକର୍ଡ କରାଯାଇଥିଲା । ସୋନପୁର ସମେତ ରାଜ୍ୟର ୪ଟି ସହରରେ ପାରଦ ୧୫° ତଳେ ରହିଥିଲା । ଝାରସୁଗୁଡ଼ାରେ ୧୩°C,…

ଦେଶରେ ପାଖାପାଖି ୯୧ ଲକ୍ଷ କରୋନା ସଂକ୍ରମିତ

ନୂଆଦିଲ୍ଲୀ: ଆସନ୍ତାକାଲି ଦେଶରେ ୯୧ ଲକ୍ଷ ପାର କରିବ କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୫ ହଜାର ୨୦୯ ଆକ୍ରାନ୍ତ । ମୋଟ୍ ପଜିଟିଭ୍ କେସ୍ ୯୦ ଲକ୍ଷ ୯୫ ହଜାର ୮୦୭କୁ ବୃଦ୍ଧି ପାଇଛି । ଲକ୍ଷେ ୩୩ ହଜାର ମୃତ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଚାରେ…

ନୂଆପଡ଼ା ଜିଲ୍ଲା ସୀମାନ୍ତ ଜଙ୍ଗଲରୁ ମାଓ କ୍ୟାମ୍ପ ଠାବ, ବନ୍ଧୁକ ଓ ଗୁଳି ଜବତ

ନୂଆପଡ଼ା: ଛତିଶଗଡ଼ ସୀମାନ୍ତ ନୂଆପଡ଼ା ଜିଲ୍ଲାର ଜଙ୍ଗଲରେ ମାଓବାଦୀ ଚଳାଇଥିଲେ କ୍ୟାମ୍ପ । ସୂଚନା ପାଇଁ ଚଢ଼ାଉ କରିଥିଲା ସିଆରପିଏଫ୍ । ନୂଆପଡ଼ା ଜିଲ୍ଲା ପାଟଦରହା ଭଇଁଶମୁଣ୍ଡି ଗାଁ ନିକଟ ଜଙ୍ଗଲରେ ମାଓ କ୍ୟାମ୍ପ ଠାବ ହୋଇଛି । ସେଠାରୁ ୫ଟି ରାଇଫଲ, ଗୋଟିଏ ପିସ୍ତଲ ଓ ୩୩ଟି ଡିଟୋନେଟର ସହ…