Latest Odisha News

BREAKING NEWS

Browsing Category

ଫିଚର

ଛାଡପତ୍ର ପାଇଁ ଆବେଦନ କଲେ ଚର୍ଚ୍ଚିତ ଆଇଏଏସ୍ ଯୋଡି

ନୂଆଦିଲ୍ଲୀ : ଆଇଏଏସ୍ ଟ୍ରେନିଂ ବେଳେ ଦୁହେଁ ଦୁହିଁଙ୍କୁ ଭେଟିଥିଲେ । ଜଣେ ଥିଲେ ୨୦୧୫ ମସିହାର ୟୁପିଏସି ଟପ୍ପର ଟିନା ଦାବି ଓ ଅନ୍ୟ ଜଣେ ଦ୍ୱିତୀୟ ଟପ୍ପର ଅଥର ଖାନ । ସକାଳେ ଦୁହିଁଙ୍କର ଟ୍ରେନିଂ ବେଳେ ଦେଖା ହୋଇଥିଲା ଆଉ ସନ୍ଧ୍ୟାରେ ଅଥର ଟିନାଙ୍କୁ ପ୍ରପୋଜ କରିଥିଲେ । ଏମିତି ଭାବରେ…

୪ଟି ଭାଷାର‌େ ରାଇମସ୍ ଗାଇ ୱାଲ୍ଡ ରେକର୍ଡ କଲେ କଟକର କୁନି ପୁଅ

କଟକ: ଓଡିଆ ଭାଷା ସମେତ ପ୍ରାୟ ୪ଟି ଭାଷା‌ରେ ୩୬ ପ୍ରକାରର ରାଇମସ୍ ଗାଇ ବିଶ୍ବ ରେକର୍ଡ କରିବାର ହକଦାର ହୋଇଛନ୍ତି କଟକର ଜଣେ କୁନି ପୁଅ। କେ. ସାଇ ପ୍ରତ୍ୟୁଷ ନାମକ ଏହି ଶିଶୁର ବୟସ ୩ ବର୍ଷରୁ କମ୍ ହେବ ବୋଲି ଜଣାପଡିଛି। ସେ ଓଡିଆ, ହିନ୍ଦୀ, ଇଂରାଜୀ ଓ ତେଲୁଗୁ ଭଳି ୪ଟି ଭାଷାର‌େ…

ଧର୍ମା ପ୍ରଡକ୍ସନକୁ ମିଳିଲା ନୋଟିସ୍

ମୁମ୍ବାଇ: କରଣ ଜୋହରଙ୍କ ଧର୍ମା ପ୍ରଡକ୍ସନ୍ସ ପୁଣି ବିବାଦରେ। ବଲିଉଡର ଜଣାଶୁଣା ନିର୍ଦ୍ଦେଶକ ମଧୁର ଭଣ୍ଡାରକର ଏହି ପ୍ରଡକ୍ସନ ହାଉସକୁ ନୋଟିସ୍ ଜାରି କରିଛନ୍ତି।। ସୂଚନା ଅନୁଯାୟୀ ତାଙ୍କର ଏକ ସିରିଜର ନାମ ଓ କରନ ଜୋହରଙ୍କ ୱେବ୍ ସିରିଜର ନାମ ପାଖପାଖି ଏକସମାନ ରହିଛି। ଏମିତିକି…

ସଂକ୍ରମଣ ବଢିଲ‌େ ବି ‌ଲାଗୁ ‌ହେବନି ଜାତୀୟ ସଟଡାଉନ୍: ବାଇଡେନ୍

ୱାଶିଂଟନ୍: ଆମେରିକାରେ କରୋନା ସଂକ୍ରମଣ ବଢିଲ‌େ ମଧ୍ୟ ଏହାର ମୁକାବିଲା କରିବାକୁ ଯାଇ ଜାତୀୟ ସଟଡାଉନ୍ ଘୋଷଣା କରାଯିବ ନାହିଁ ବୋଲି କହିଛନ୍ତି ଆମେରିକାର ନବ-ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇ‌ଡେନ୍। କରୋନା ଯୋଗୁଁ ଆମେରିକା ଅଧିକ ଭାବରେ ପ୍ରଭାବିତ ହୋଇଥିଲେ ହେଁ ଜାତୀୟ ସଟଡାଉନର…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶି ଫଳ    ତା୨୧-୧୧-୨୦୨୦ ଶନିବାର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୨୦ ମସିହା ନଭେମ୍ବର ତା ୨୧ ରିଖ ଶନିବାର ବିଛା ୬ ଦିନ କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ସପ୍ତମୀ ତିଥି ଶ୍ରବଣା ନକ୍ଷତ୍ର ମକର ଚନ୍ଦ୍ର ଘାତ ବାର-: ବୃଷ ସିଂହ ଓ କନ୍ୟା ରାଶିର ଘାତ ଚନ୍ଦ୍ର-: ସିଂହ…

ଓଡ଼ିଶାରୁ ଦକ୍ଷିଣ ଭାରତକୁ ଗଡିବ ‘ଭାରତ ଦର୍ଶନ’ ସ୍ୱତନ୍ତ୍ର ଟ୍ରେନ୍: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ

ଭୁବନେଶ୍ୱର: ଭାରତୀୟ ରେଳବାଇ ଦ୍ୱାରା ଦକ୍ଷିଣ ଭାରତକୁ ଏକ ଭାରତ ଦର୍ଶନ' ନାମକ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ। ଏହି ସ୍ୱତନ୍ତ୍ର ଟ୍ରେନ୍ ଆସନ୍ତା ଜାନୁଆରୀ ମାସ ୨ ତାରିଖ ଦିନ ଭୁବନେଶ୍ୱରରୁ ରାତ୍ର ୧୦ ଘଟିକାରେ ରାମେଶ୍ୱରମ, ମଦୁରାଇ ଏବଂ ତିରୁପତି ଦର୍ଶନ ପାଇଁ ଯାତ୍ରା କରିବ।…

ବୀରମିତ୍ରପୁର IIC ସ୍ମୃତିପ୍ରଭା ପ୍ରଧାନ ନିଲମ୍ବିତ

ସୁନ୍ଦରଗଡ଼: ବୀରମିତ୍ରପୁର ଆଇଆଇସି ସ୍ମୃତିପ୍ରଭା ପ୍ରଧାନ ସସପେଣ୍ଡ । ଦୁର୍ବ୍ୟବହାର ଓ କର୍ତ୍ତବ୍ୟରେ ଅବହେଳା ପାଇଁ ତାଙ୍କୁ ଚାକିରିରୁ ନିଲମ୍ୱନ କରାଯାଇଛି । ସ୍ମୃତିପ୍ରଭା ପ୍ରଧାନଙ୍କୁ ନିଲମ୍ବନ କଲେ ପୋଲିସ ଡିଜି ଅଭୟ । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ଗତକାଲି ବୀରମିତ୍ରପୁର…

ନିଆରା ଅନ୍ଦାଜରେ ଗୀତ ଗାଇଲେ ବିଧାୟକ ସୁର ରାଉତରାୟ

ଭୁବନେଶ୍ୱର: ପ୍ରଥମ ଥର ପାଇଁ ରାପ ଗୀତ ଗାଇଲେ ବିଧାୟକ ସୁର ରାଉତରାୟ। ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ଜାପାନୀ ଭାଇଙ୍କ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି। ନିଜର ବେଫିକର ଅନ୍ଦାଜ଼, ବିତର୍କିତ ବୟାନବାଜି, ନିଜସ୍ୱ ନିଆରା ଶୈଳୀ ସାଙ୍ଗକୁ କୌତୁକିଆ ମିଜାଜ ପାଇଁ ସବୁବେଳେ ଚର୍ଚ୍ଚାରେ ରହି…

ବଦଳିଲେ ପୁରୀ ଏସପି ଅଖିଳେଶ୍ୱର ସିଂ, ସମ୍ୱଲପୁର ଏସପିଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର: ବଦଳିଲେ ପୁରୀ ଏସପି ଅଖିଳେଶ୍ୱର ସିଂ । ତାଙ୍କ ସ୍ଥାନରେ ସମ୍ବଲପୁର ଏସପି ଥିବା କେ. ବିଶାଳ ସିଂଙ୍କୁ ପୁରୀ ଏସ୍‌ପି ଭାବେ ମିଳିଛି ନୂଆ ଦାୟିତ୍ୱ । ଅଖିଳେଶ୍ୱରଙ୍କୁ ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି । ପୁରୀ ହାଜତ ମୃତ୍ୟୁ ମାମଲାକୁ ନେଇ ପୋଲିସ ଭୂମିକାକୁ ପ୍ରଶ୍ନବାଚୀ ଉଠିବା…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୧୦୧ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗୋଟିଏ ଦିନରେ ପ୍ରାୟ ୧୧୦୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ଯାହାକୁ ମିଶାଇ ସୁସ୍ଥତାଙ୍କ ସଂଖ୍ୟା ୩ ଲକ୍ଷ ୦୩ ହଜାର ୮୯୭ରେ ପହଞ୍ଚିଛି। https://twitter.com/HFWOdisha/status/1329798203009495043?s=19 ଏନେଇ ରାଜ୍ୟ…