Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟର ୭ ଟି ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା; ବିଭାଗ ପକ୍ଷରୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର ୭ଟି ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପନିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କଟକ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ କନ୍ଧମାଳ ଜିଲ୍ଲାକୁ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।…

ଟ୍ରାଫିକ ଡିସିପି ସୌମ୍ୟା ମିଶ୍ରଙ୍କ କ୍ୟାଡର ପରିବର୍ତ୍ତନ ଆବେଦନକୁ ମଞ୍ଜୁରୀ

ଭୁବନେଶ୍ୱର: ପଞ୍ଜାବ ଯିବେ ଓଡ଼ିଶା କ୍ୟାଡର୍‌ ଆଇପିଏସ୍‌ ଅଫିସର୍‌ ତଥା ଟ୍ରାଫିକ ଡିସିପି ସୌମ୍ୟା ମିଶ୍ର । କ୍ୟାଡର୍‌ ପରିବର୍ତ୍ତନ ପାଇଁ ସେ କରିଥିବା ଆବେଦନକୁ ମଞ୍ଜୁରି ମିଳିଛି । ପୂର୍ବରୁ ରାଜ୍ୟ ସରକାର ଆବେଦନକୁ ମଞ୍ଜୁରୀ ଦେଇଥିବାବେଳେ ଏବେ ମୋହର ମାରିଛନ୍ତି କେନ୍ଦ୍ର ସରକାର ।…

ରାଜଧାନୀରୁ ୩୦ ଲକ୍ଷ ଟଙ୍କା ସହ ଯୁବକକୁ ଧରିଲା ପୋଲିସ

ଭୁବନେଶ୍ୱର: ଅଖାରେ ଟଙ୍କା ରଖି ବସକୁ ଅପେକ୍ଷା କରିଥିଲେ ଯୁବକ । ହଜାରେ କି ଲକ୍ଷେ ନୁହେଁ ଅଖା ଭିତରେ ଥିଲା 30 ଲକ୍ଷ ଟଙ୍କା । ଯୁବକଙ୍କୁ ଗିରଫ କରିଛି ଖଣ୍ଡଗିରି ଥାନା ପୋଲିସ । ତପୋବନ ପେଟ୍ରୋଲ ପମ୍ପ ନିକଟରୁ ଯୁବକଙ୍କୁ ଧରିଛି ପୋଲିସ । ଯୁବକ ଜଣଙ୍କ କେଉଁଠୁ ଏତେ ଟଙ୍କା ଆଣିଲେ ?…

ଜଣେ ବ୍ୟକ୍ତିଙ୍କୁ ଛାଡି ଏହି ଗାଁର ସମସ୍ତେ କରୋନା ପଜିଟିଭ ଚିହ୍ନଟ

ମନାଲି: ହିମାଚଳ ପ୍ରଦେଶର ଲାହାଉଲ୍ ଭ୍ୟାଲିରେ ଥିବା ଥୋରାଙ୍ଗ ଭିଲେଜର ଜଣେ ବ୍ୟକ୍ତିଙ୍କୁ ଛାଡି ସମସ୍ତ ଗ୍ରାମବାସୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଭଳି ସ୍ଥଳେ ଉକ୍ତ ଗ୍ରାମର ୫୨ ବର୍ଷୀୟ ଭୂଷଣ ଠାକୁର କରୋନା ସଂକ୍ରମଣରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏପରିକି ଜନସଂଖ୍ୟା…

ଲାଞ୍ଚ ନେଇ ନିଲମ୍ୱିତ ହେଲେ ସିଡିପିଓ

ଜୟପୁର: ଚାକିରିରୁ ନିଲମ୍ବିତ ହେଲେ ନନ୍ଦପୁର ସିଡିପିଓ ସ୍ନିଗ୍ଧାରାଣୀ ମିଶ୍ର । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ଚାକିରିରୁ ସସପେଣ୍ଡ କରିଛନ୍ତି କୋରାପୁଟ ଜିଲ୍ଲାପାଳ .। ଲାଞ୍ଚ ନେବାବେଳେ ସିଡିପିଓଙ୍କୁ ଧରିଥିଲା ଜୟପୁର ଭିଜିଲାନ୍ସ । ଏସଏଚଜି ଗ୍ରୁପଠାରୁ ୧ଲକ୍ଷ ୭୫ ହଜାର ଟଙ୍କା…

କୋଭିଡ୍ କଟକଣାରେ ଆଜିଠୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହେଉଛି ବିଧାନସଭାର ଶୀତ ଅଧିବେଶନ । ଡିସେମ୍ବର ୩୧ ତାରିଖ ଯାଏ ଚାଲିବାକୁ ଥିବା ଏହି ଗୁରୁତ୍ୱପୂର୍ଣ୍ଣ ଅଧିବେଶନର ପ୍ରଥମ ଦିନରେ ଆଜି ୨୦୨୦-୨୧ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଉପସ୍ଥାପିତ ହେବ। କୋଭିଡ୍ କଟକଣା ଓ ଗାଇଡଲାଇନ ଭିତରେ ଏହି ଅଧିବେଶନ…

ଆସନ୍ତା ବର୍ଷ ଏପ୍ରିଲ୍ ସୁଦ୍ଧା ଆସିପାରେ ଅକ୍ସଫୋର୍ଡ କୋଭିଡ-୧୯ ଟିକା

ନୂଆଦିଲ୍ଲୀ: ସ୍ୱାସ୍ଥ୍ୟ କର୍ମୀ ଏବଂ ବୟସ୍କଙ୍କ ଲାଗି ଅକ୍ସଫୋର୍ଡ କୋଭିଡ-୧୯ ଟିକା ଆସନ୍ତା ବର୍ଷ ଫେବୃଆରୀ ଏବଂ ସାଧାରଣ ଲୋକଙ୍କ ପାଇଁ ଏପ୍ରିଲ ସୁଦ୍ଧା ଆସିବାର ସମ୍ଭାବନା ରହିଛି ବୋଲି ଗୁରୁବାର ଦିନ କହିଛନ୍ତି ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଆଦର…

ପୁରୀରେ ପୋଲିସ୍‌ ମାଡ଼ରେ ଅଭିଯୁକ୍ତର ମୃତ୍ୟୁ ଅଭିଯୋଗର ତଦନ୍ତ ଆରମ୍ଭ

ପୁରୀ: ପୋଲିସ୍‌ ହେପାଜତରେ ପୁରୀରେ ଅଭିଯୁକ୍ତର ମୃତ୍ୟୁ ଅଭିଯୋଗର ତଦନ୍ତ ଆରମ୍ଭ ହୋଇଛି । ପୁରୀରେ ମାମଲାର ସମୀକ୍ଷା କରିଛନ୍ତି ପୋଲିସ ଆଇଜି ଇନ୍‌ଚାର୍ଜ ଏସ୍. ପ୍ରବୀଣ କୁମାର । ପୁରୀ ଏସପି ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସେ ମାମଲା ସମ୍ପର୍କରେ ଆଲୋଚନା କରିଛନ୍ତି । ତଦନ୍ତରେ ଜାତୀୟ…

ଉତ୍ତରପ୍ରଦେଶରେ ବୋଲେରୋ-ଟ୍ରକ ଧକ୍କା, ୧୪ ଜଣଙ୍କର ମୃତ୍ୟୁ

ଟ୍ରକକୁ ପିଟିଲା ବୋଲେରୋ । ଦୁର୍ଘଟଣାରେ ୧୪ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ଭିତରେ ଅଛନ୍ତି ୬ଜଣ ଶିଶୁ । ଦୁର୍ଘଟଣାସ୍ଥଳରେ ସମସ୍ତଙ୍କର ମୃତ୍ୟୁ ହୋଇଛି । ଉତ୍ତରପ୍ରଦେଶ ପ୍ରତାପଗଡରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ମାଣିକପୁର ଥାନା ଅନ୍ତର୍ଗତ ପ୍ରୟାଗରାଜ-ଲକ୍ଷ୍ନୌ ହାଇଓ୍ୱେରେ…

ପୁରୀରୁ ୧୪ ଗ୍ରାମର ବ୍ରାଉନ ସୁଗାର ଜବତ

ପୁରୀ: ପୁରୀରେ ପୋଲିସର ଅପରେସନ ବ୍ରାଉନ ସୁଗାର ଅଭିଯାନ ଜାରି ରହିଛି। ଏହି ଅବସରରେ ପ୍ରାୟ ୧୪ ଗ୍ରାମର ବ୍ରାଉନ ସୁଗାର ଜବତ କରାଯାଇଛି। ଏଥିସହିତ ପିପିଲି ପୋଲିସ ୭ ଜଣ ନିଶା ବେପାରୀଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ ଗିରଫ ବ୍ୟକ୍ତି ମାନେ ହେଲେ ସେହି ଥାନା ଅଧିନସ୍ତ ଭବାନୀପୁର…