Latest Odisha News

BREAKING NEWS

Browsing Category

ଫିଚର

ଚୋର ଭାବି ପ୍ରାଣାନ୍ତକ ଆକ୍ରମଣ, ଜଣଙ୍କର ମୃତ୍ୟୁ ଅନ୍ୟ ଜଣେ ଗୁରୁତର

ବରଗଡ: ବରଗଡ଼ ଜିଲ୍ଲା ସାହୁଟିକ୍ରାରେ ଚୋରି ସନ୍ଦେହରେ ଚାରି ଜଣ ଯୁବକଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି ଗ୍ରାମବାସୀ। ଏହି ଆକ୍ରମଣରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମଙ୍ଗଳବାର ଦିନ 4 ଜଣ ଯୁବକ ସାହୁଟିକ୍ରା ଗାଁ ଦେଇ ଯାଉଥିବା ବେଳେ ଏହି ଘଟଣା…

କମିସନରେଟ ପୋଲିସର ‘ସେଫ୍ ସିଟି’ ନାରାର ଧଜିଆ ଉଡାଇଲେ ଦୁର୍ବୃତ୍ତ, ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର: ରାଜଧାନୀକୁ ଅପରାଧମୁକ୍ତ ଏବଂ ସେଫ୍ ସିଟିରେ ପରିଣତ କରିବାକୁ ନାରା ଦେଇଥିବା କମିସନରେଟ ପୋଲିସର ପାଟ୍ରୋଲିଂ ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି। ରାଜଧାନୀ ସ୍ଥିତ ନୟାପଲ୍ଲୀ ଡିଏଭି ସ୍କୁଲ ନିକଟରେ ମଙ୍ଗଳବାର ଜଣେ ଦୋକାନୀଙ୍କୁ ୬ରୁ ୭ ଜଣ ଦୁର୍ବୃତ୍ତ ନିର୍ଧୁମ ମାଡ଼ ମାରିଛନ୍ତି।…

ଚୌଧୁରୀ ମହାବିଦ୍ୟାଳୟର ବିଏମପି ହୋଷ୍ଟେଲରୁ ଯୁକ୍ତ ଦୁଇ ଛାତ୍ର ନିଖୋଜ

ଯାଜପୁର: ଜିଲ୍ଲାର ସର୍ବ ପୁରାତନ ନରସିଂହ ଚୌଧୁରୀ ମହାବିଦ୍ୟାଳୟର ବିଏମପି ଛାତ୍ର ନିବାସରୁ ଛାତ୍ର ନିଖୋଜ। ନିଖୋଜ ଛାତ୍ର ଜଣଙ୍କ ହେଲେ ନରସିଂହ ଚୌଧୁରୀ ମହାବିଦ୍ୟାଳୟର ଯୁକ୍ତ ଦୁଇ ବାଣିଜ୍ୟ ବିଭାଗର ଛାତ୍ର ଚିରଞ୍ଜୀବ ସାହୁ। ଚିରଞ୍ଜୀବ ବିଂଝାରପୁର ଥାନା ଅନ୍ତର୍ଗତ ମଲ୍ଲିଆ ଗ୍ରାମର ଭରତ…

ପଞ୍ଚୁକ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀତି କମିଟି ବୈଠକ ଅନୁଷ୍ଠିତ

ପୁରୀ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ପଞ୍ଚୁକ ପାଇଁ ନୀତି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ଶେଷ ହେବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରତିକ୍ରିୟା ଦେଇ କହିଛନ୍ତି ପଞ୍ଚୁକ ସମୟରେ ହବିଷ୍ୟାଳୀଙ୍କ ପାଇଁ ସେଡ୍ ର ବ୍ୟବସ୍ଥା ହେବ। ଗତକାଲି ମୋର…

ଚୋର ସନ୍ଦେହରେ ନିର୍ଧୁମ ଛେଚିଲେ ଲୋକେ: ୨ ମୃତ୍ୟୁ, ଜଣେ ଗୁରୁତର

ବରଗଡ଼: ୩ ଜଣଙ୍କୁ ଚୋର ଭାବି ନିସ୍ତୁକ ମାଡ଼ ମାରିଲେ ଗ୍ରାମବାସୀ। ଚୋରି କରିବାକୁ ଯାଇ ଗ୍ରାମବାସୀଙ୍କ ହାତରେ ଧରାପଡ଼ି ମାଡ଼ ଖାଇ ୨ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଘଟଣାଟି ଘଟିଛି ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ସାହୁଟିକ୍ରାରେ। ମୃତ ଦୁଇ ଯୁବକ ହେଉଛନ୍ତି ବିଜୟ ବାଗ ଓ…

ନୂଆଦିଲ୍ଲୀର ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଅହିଂସାର ବାର୍ତ୍ତା ଦେଉଛି ଓଡ଼ିଶାର ‘କରୁଣା ସିଲ୍କ’

ଭୁବନେଶ୍ୱର: ରେଶମ ଉତ୍ପାଦନ ବେଳେ ପାରମ୍ପରିକ ପଦ୍ଧତିରୁ ବାହାରି ଏକ ନୂଆ ବାଟ ଆପଣାଇଛି ଓଡ଼ିଶା। ଅହିଂସା ଉପାୟରେ ଏଣ୍ଡିକୀଟ ଖୋସାରୁ ପ୍ରସ୍ତୁତ ‘କରୁଣା ସିଲ୍କ’ ଓଡ଼ିଶାର ରେଶମ ଚାଷ ପରମ୍ପରାକୁ ଏକ ନୂଆ ଦିଗ ଦେଇଛି। ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ଚାଲିଥିବା ଭାରତ ଅର୍ନ୍ତଜାତୀୟ ବାଣିଜ୍ୟ…

ରାହୁଲ ବୁଝାଇଲେ ବିଜେପିର ସିଷ୍ଟମ, ରାସ୍ତାରେ ବୁଲିଲେ ମୋଦି !

ଭୁବନେଶ୍ୱର: ରାଜସ୍ଥାନ ବିଧାନସଭା ନିର୍ବାଚନ ମତଦାନ ତାରିଖ ପାଖେଇ ଆସୁଥିବାବେଳେ ଉଭୟ ପ୍ରମୁଖ ଦଳ କଂଗ୍ରେସ ଓ ବିଜେପିର ପ୍ରଚାର ଆହୁରି ତୀଵ୍ର ହୋଇଛି। ଉଭୟ ଦଳର କେନ୍ଦ୍ରୀୟ ଶୀର୍ଷ ନେତୃତ୍ୱ ଲୋକଙ୍କୁ ନିଜ ଆଡକୁ ଆକର୍ଷିତ କରିବା ପାଇଁ ସବୁ ଶକ୍ତି ଲଗାଇ ଦେଇଛନ୍ତି। ଏହି ଅବସରରେ କଂଗ୍ରେସ…

ବିଆରଏସକୁ ହରାଇବ ସତ୍ତା ବିରୋଧୀ ଲହର, ସୁନାମୀ ଭଳି ଆସୁଛି କଂଗ୍ରେସ !

ଭୁବନେଶ୍ୱର: ଦେଶର ପାଞ୍ଚୋଟି ରାଜ୍ୟର ନିର୍ବାଚନ ପ୍ରକ୍ରିୟା ଚାଲିଥିବା ବେଳେ ତିନୋଟି ରାଜ୍ୟର ମତଦାନ ଶେଷ ହୋଇଛି। ଏବେ ରାଜସ୍ଥାନ ଓ ତେଲେଙ୍ଗାନା ଉପରେ ସମସ୍ତଙ୍କର ନଜର ରହିଛି। ତେଣୁ ତେଲେଙ୍ଗାନାକୁ ନେଇ ଏବେ ନାନା ଆକଳନ କରାଯାଉଛି। ଅନ୍ୟ ପ୍ରମୁଖ ରାଜ୍ୟଗୁଡିକରେ କଂଗ୍ରେସ ଓ ବିଜେପି…

ପାରଳାଖେମୁଣ୍ଡିରେ ପୁଣି ଦେଖାଦେଲା ମହାବଳ, ସୀମାବର୍ତ୍ତୀ ଗ୍ରାମାଞ୍ଚଳରେ ଭୟର ବାତାବରଣ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାରେ ବୁଲୁଛି ମହାବଳ ବାଘ। ଗତ ମାସ ୧୮ତାରିଖରେ ଉକ୍ତ ବାଘଟି ପ୍ରଥମେ ଗଜପତି ଜିଲ୍ଲା ରାୟଗଡ ବ୍ଲକ ଗଣ୍ଡାହାତୀ ଗ୍ରାମ ନିକଟସ୍ଥ ସନ୍ତୋଷପୁର ଗ୍ରାମରେ ପଶି ଗୁହାଳରୁ ଗୋଟିଏ ଗାଈକୁ ମାରି ଖାଇଥିଲା। ଯାହାକୁ ନେଇ ସେତେବେଳେ ଅଞ୍ଚଳରେ ଭିନ୍ନ ଭିନ୍ନ ଆଲୋଚନା…

ରାଷ୍ଟ୍ରପତିଙ୍କ ଦ୍ୱାରା ବାଦାମପାହାଡ଼ ରେଲୱେ ଷ୍ଟେସନରୁ ତିନୋଟି ନୂତନ ଟ୍ରେନ୍ ଶୁଭାରମ୍ଭ

ଭୁବନେଶ୍ୱର: ନଭେମ୍ବର ୨୧ ତାରିଖ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାଦାମପାହାଡ଼ ରେଳ ଷ୍ଟେସନ ଠାରୁ ତିନୋଟି ନୂତନ ଟ୍ରେନ ବାଦାମପାହାଡ଼-ଟାଟାନଗର ମେମୁ, ବାଦାମପାହାଡ଼-ରାଉରକେଲା ସାପ୍ତାହିକ ଏକ୍ସପ୍ରେସ ଏବଂ ବାଦାମପାହାଡ଼-ଶାଲିମାର ସାପ୍ତାହିକ ଏକ୍ସପ୍ରେସ୍ ସବୁଜ ପତାକା ଦେଖାଇ…