Latest Odisha News

BREAKING NEWS

Browsing Category

ଫିଚର

କରୋନା କାୟାରେ ଦିଲ୍ଲୀ: ଦିନକରେ ରେକର୍ଡ ୧୩୧ ମୃତ ଓ ୭୪୮୬ ପଜିଟିଭ୍, ସର୍ବଦଳୀୟ ବୈଠକ ଡାକିଲେ ଜେକ୍ରିଓ୍ୱାଲ

ନୂଆଦିଲ୍ଲୀ: ଦିଲ୍ଲୀରେ କରୋନାର ତୃତୀୟ ଲହର । ମହାମାରୀ ମାଡ଼ି ମାଡ଼ି ଚାଲିଛି । ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲି ଯାଉଛି ଭାଇରସ୍ । ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟାରେ ଦିଲ୍ଲାରେ ରେକର୍ଡ ୧୩୧ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହି ସମୟରେ ସଂକ୍ରମିତ…

ଆଇସୋଲେସନରେ ସଲମାନ ଖାନ

ମୁମ୍ୱାଇ: ଆଇସୋଲେସନରେ ବଲିଉଡ୍ ଅଭିନେତା ସଲମାନ ଖାନ । ତାଙ୍କର ତିନି ଜଣ କର୍ମଚାରୀ କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ସେ ପୃଥକବାସରେ ଥିବା ଜଣା ପଡିଛି । ସଂକ୍ରମିତ କର୍ମଚାରୀଙ୍କ ମଧ୍ୟରେ ଅଛନ୍ତି ଜଣେ ଡ୍ରାଇଭର । ସେମାନେ ଚିକିତ୍ସା ପାଇଁ ବମ୍ବେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।…

ଜମ୍ମୁ କଶ୍ମୀରରେ ଏନକାଉଣ୍ଟର, ୪ ଆତଙ୍କବାଦୀ ନିପାତ

ଶ୍ରୀନଗର: ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ଆତଙ୍କବାଦୀ । ଟ୍ରକରେ ଆସୁଥିବା ଆତଙ୍କୀଙ୍କୁ ନିପାତ କରିଛନ୍ତି ସୁରକ୍ଷାବାହିନୀ । ଜମ୍ମୁ କଶ୍ମୀର ଜାତୀୟ ରାଜପଥ ନାଗରୋଟା ବାନ ଟୋଲପ୍ଲାଜା ନିକଟରେ ଗୁଳିବିନିମୟ ହୋଇଥିଲେ । ଗୁଇନ୍ଦା ସୂଚନା ଆଧାରରେ ଟୋଲ ପ୍ଲାଜାରେ ନିକଟରେ ନାକାବନ୍ଦୀ…

ଭାରସାମ୍ୟ ହରାଇ ବ୍ରିଜରେ ପିଟି ହେଲା ବାଇକ୍, ଦୁଇ ଆରୋହୀ ମୃତ

ସମ୍ୱଲପୁର: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ । ସମ୍ୱଲପୁର ଜିଲ୍ଲା ରେଢ଼ାଖୋଲ ଥାନା ଅନ୍ତର୍ଗତ ରାଞ୍ଚି-ବିଜୟୱାଡା ରାସ୍ତାର ଡ଼ିମିରିକୁଦା ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି । ମୃତକମାନେ ହେଲେ ରେଢ଼ାଖୋଲ ଏଲଆଇସି କଲୋନୀର ଅଭିଜିତ ପାଣିଗ୍ରାହୀ ଓ ରଥସାହିର…

ଦୁଷ୍କର୍ମକାରୀକୁ ସଜା: ୨୦ ବର୍ଷ ଜେଲ ଦଣ୍ଡାଦେଶ ସହ ଜରିମାନା

ନୂଆପଡ଼ା: ନାବାଳିକା ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ଜେଲ୍ ଦଣ୍ଡ । ୨୦୧୮ ମସିହାରେ ଘଟିଥିବା ଏକ ଦୁଷ୍କର୍ମ ମାମଲାର ଶୁଣାଣି କରି ରାୟ ଶୁଣାଇଛନ୍ତି ନୂଆପଡ଼ା ପୋକସୋ କୋର୍ଟ । ଅଭିଯୁକ୍ତକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ସହ ୧୫ ହଜାର ଟଙ୍କା ଜରିମାନା ହୋଇଛି । ୨୦୧୮ରେ ଅଭିଯୁକ୍ତ ନୂଆପଡ଼ା ଥାନା…

ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀଙ୍କ ସମ୍ପର୍କରେ ଜାଣନ୍ତୁ ସଂକ୍ଷେପରେ କିଛି…

ନୂଆଦିଲ୍ଲୀ: ଆଇରନ୍ ଲେଡି ଅଫ୍ ଇଣ୍ଡିଆ ଭାବରେ ବେଶ୍ ଜଣାଶୁଣା ଇନ୍ଦିରା ଗାନ୍ଧୀ। ଯିଏକି ଭାରତୀୟ ଇତିହାସ‌ର‌େ ଶକ୍ତିଶାଳୀ ପ୍ରଧାନମନ୍ତ୍ରୀ ଭାବରେ ପରିଗଣିତ ମଧ୍ୟ ହୋଇଥିଲେ। ୧୯୧୭ ମସିହା ନଭେମ୍ବର ୧୯ ତାରିଖରେ ଜନ୍ମଗ୍ରହଣ କରିଥି‌ଲେ ଇନ୍ଦିରା ଗାନ୍ଧୀ। ସେ ଦୀର୍ଘ ୧୫ ବର୍ଷ ଧରି…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ  ତା ୧୯-୧୧-୨୦୨୦ ଗୁରୁବାର ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୦ ମସିହା ନଭେମ୍ବର ତା ୧୯ ରିଖ ଗୁରୁବାର ବିଛା ୪ ଦିନ କାର୍ତ୍ତିକ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥି ପୂର୍ବାଷାଢା ନକ୍ଷତ୍ର ଧନୁ ଚନ୍ଦ୍ର     ଘାତ ବାର-: ତୁଳା ଓ କୁମ୍ଭ ରାଶିର      ଘାତ ଚନ୍ଦ୍ର:- ତୁଳା, କୁମ୍ଭ…

ଭୁବନେଶ୍ୱର ରେଲୱେ ଷ୍ଟେସନକୁ ଏବେ ଗୋଟିଏ ପାର୍ଶ୍ୱ ଦେଇ ଯାତ୍ରୀଙ୍କୁ ପ୍ରବେଶ ଅନୁମତି

ଭୁବନେଶ୍ୱର: କରୋନା ମହାମାରୀ ପରିସ୍ଥିତିର ମୁକାବିଲା ତଥା ବିସ୍ତାର ରୋକିବା ପାଇଁ ପୂର୍ବ ତଟ ରେଳବାଇ କଡା ପଦକ୍ଷେପ ନେଇଛି। ଭୁବନେଶ୍ୱର ଷ୍ଟେସନ ଠାରେ କେବଳ ପ୍ଲାଟଫର୍ମ ନମ୍ବର ୧ରେ ସମସ୍ତ ଯାତ୍ରୀଙ୍କ ଥର୍ମାଲ୍ ସ୍କାନିଂ ଉପଲବ୍ଧ ଏବଂ ସମସ୍ତ ଯାତ୍ରୀ ଏହା ମାଧ୍ୟମରେ ସ୍କାନ କରାଯାଉଛି।…

ସୁନା ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟ୍, ଧରାପଡ଼ିଲେ ୨ ଲୁଟେରା

ଯାଜପୁର: ଦୋକାନ ବନ୍ଦ କରି ଘରୁ ଯିବା ରାସ୍ତାରେ ସୁନା ବ୍ୟବସାୟୀଙ୍କ ଉପରେ ଆକ୍ରମଣ ପରେ ଲୁଟ୍ । ବନ୍ଧୁକ ଫୁଟାଇ ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ୨୦ ହଜାର ଟଙ୍କା ଧରି ଚମ୍ପଟ ମାରିଲେ ଲୁଟେରା । ଡକାୟତଙ୍କ ଆକ୍ରମଣରେ ଆହତ ହୋଇଛନ୍ତି ବ୍ୟବସାୟୀ । ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଅନ୍ତର୍ଗତ…

୧୫ ଶହ ଟଙ୍କା ଲାଞ୍ଚ ନେବା ବେଳେ ବନ୍ଧା ହେଲେ ପୋଲିସ ବାବୁ

ଭୁବନେଶ୍ୱର: ହାତ ଗୁଞ୍ଜା ନେଉଥିଲେ ପୋଲିସ ବାବୁ । ଧରିଲା ଭିଜିଲାନ୍ସ । ୧୫ ଶହ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଭୁବନେଶ୍ୱର ଧଉଳି ଥାନାର ଜଣେ ଏଏସଆଇ । ତାଙ୍କ ନାଁ ତୋଫାନ ଗୁରୁ । ତାଙ୍କୁ ଗିରଫ କରାଯାଇଥିବା ବେଳେ ଆସନ୍ତାକାଲି କୋର୍ଟ ଚାଲାଣ କରାଯିବ ।…