Latest Odisha News

BREAKING NEWS

Browsing Category

ଫିଚର

ବିଧାନସଭା ଶୀତ ଅଧିବେଶନ ପାଇଁ ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ବିଧାନସଭାର ଶୀତ ଅଧିବେଶନ । ତାପୂର୍ବରୁ ଆଜି ବସୁଛି ସର୍ବଦଳୀୟ ବୈଠକ । ସକାଳ ୧୧ଟାରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । କୋଭିଡ୍ କଟକଣା ଭିତରେ କିଭଳି ଗୃହ କାର୍ୟ୍ୟ ସୁରୁଖୁରୁରେ ଚାଲିବ ସେନେଇ ସବୁ ଦଳ ସହଯୋଗ ଲୋଡ଼ିବେ ବାଚସ୍ପତି ।…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ  ତା ୧୮-୧୧୨୦୨୦ ବୁଧବାର ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୦ ମସିହା ନଭେମ୍ବର ତା ୧୮ ରିଖ ବୁଧବାର ବିଛା ୩ ଦିନ କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥି ମୂଳା ନକ୍ଷତ୍ର ଧନୁ ଚନ୍ଦ୍ର     ଘାତ ବାର-: କର୍କଟ ରାଶିର      ଘାତ ଚନ୍ଦ୍ର:- ତୁଳା, କୁମ୍ଭ ରାଶି ପୁରୁଷ ଓ…

ମାସେ ପାଇଁ ଲକ୍ଷ୍ମୀ ବିଳାସ ବ୍ୟାଙ୍କ ଗ୍ରାହକ ଉଠାଇ ପାରିବେ ୨୫ ହଜାର ଟଙ୍କା, ଆଇବିଆଇ ଲଗାଇଲା କଟକଣା

ନୂଆଦିଲ୍ଲୀ: ପାର୍ବଣ ସିଜିନରେ ଲକ୍ଷ୍ମୀ ବିଳାସ ବ୍ୟାଙ୍କ ଗ୍ରାହକଙ୍କ ପାଇଁ ଖରାପ ଖବର । ମାସେ ପାଇଁ ଟଙ୍କା ଉଠାଣ ଭପରେ କଟକଣା ଲଗାଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ଡିସେମ୍ବର ୧୬ ତାରିଖ ଯାଏ ଗ୍ରାହକ ୨୫ ହଜାରରୁ ଅଧିକ ଟଙ୍କା ଉଠାଇ ପାରିବେ ନାହିଁ। କେନ୍ଦ୍ର ଅର୍ଥ ମନ୍ତ୍ରାଳୟର ନିର୍ଦ୍ଦେଶ…

ଓଦା କପଡ଼ାରେ ଚାର୍ଜ ହେଉଛି ମୋବାଇଲ୍ ଫୋନ୍

ତ୍ରିପୁରା: ପଢିବାକୁ ଅବିଶ୍ୱାସ ଲାଗୁଥିଲେ ବି ସତ । ଓଦା କପଡାରେ ଚାର୍ଜ ହେଉଛି ମୋବାଇଲ, ଜଳୁଛି ଏଲ୍‌ଇଡି ଲାଇଟ୍ । ଏଭଳି କଳ୍ପନାକୁ ସତ କରି ଦେଖାଇଛନ୍ତି ତ୍ରିପୁରାର ଜଣେ ଇଂଜିନିଅର । ଏହି ଦକ୍ଷତା ତଥା ଉଦ୍ଭାବନ ପାଇଁ ତାଙ୍କୁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡା. ହର୍ଷ ବର୍ଦ୍ଧନ ପୁରଷ୍କୃତ…

ଭାରତୀୟ ସେନାଙ୍କ ଉପରେ ଚୀନ ମାଇକ୍ରୋୱେଭ ଅସ୍ତ୍ରର ବ୍ୟବହାର କରିଥିଲା !

ଲଦାଖ: ଭାରତ-ଚୀନ ବିବାଦର ସମାଧାନର ସୂତ୍ର ଏ ପର୍ଯ୍ୟନ୍ତ ବାହାରି ପାରି ନାହିଁ । ଏହା ମଧ୍ୟରେ ଚୀନର ରେନମ୍ୟାନ ୟୁନିଭରସିଟି ସ୍କୁଲ ଅଫ ଇଂଟରନ୍ୟାଶନାଲ ଷ୍ଟଡିଜର ଆସୋସିଏଟ ଡିନ୍ ପ୍ରଫେସର ଜିନ କେନରଙ୍ଗ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି । ସେ କହିଛନ୍ତି ଚୀନ ମାଇକ୍ରୋୱେଭ ଅସ୍ତ୍ର ବ୍ୟବହାର କରି…

ଓଡ଼ିଶାରେ ୩ ଲକ୍ଷ ଟପିଲା କରୋନା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ଓଡିଶାରେ ଗୋଟିଏ ଦିନରେ ପ୍ରାୟ ୧୩୧୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ଯାହାକୁ ମିଶାଇ ସୁସ୍ଥତାଙ୍କ ସଂଖ୍ୟା ୩ ଲକ୍ଷ ୦୦ ହଜାର ୪୭୪ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ରାଜ୍ୟରେ ୪୬୪.୭୨ କୋଟି ଟଙ୍କାର ପୁଞ୍ଜି ନିବେଶ; ୮୭୩ ବ୍ୟକ୍ତିଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର: ଓଡିଶା ସରକାର ମଙ୍ଗଳବାର ଦିନ ୪୬୪.୭୨ କୋଟି ଟଙ୍କା ମୂଲ୍ୟର ୪ଟି ପୁଞ୍ଜିନିବେଶ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ଏକକ ୱିଣ୍ଡୋ ଅଥୋରିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ପ୍ରସ୍ତାବରେ ୮୭୩ ଜଣଙ୍କୁ…

ଲକ୍ଷ୍ମୀ ଫିଲ୍ମ ପରେ ଓଟିଟି ପ୍ଲାଟଫର୍ମ ଚିନ୍ତାରେ !

ମୁମ୍ବାଇ: ଲକ୍ଷ୍ମୀ ଫିଲ୍ମ ଆଶାନୁରୂପ ସଫଳତା ପାଇପାରୁ ନ ଥିବାରୁ ଏବେ ଓଟିଟି ପ୍ଲାଟଫର୍ମ ସତର୍କ ହୋଇ ପଡିଛନ୍ତି । ଅକ୍ଷୟ କୁମାରଙ୍କ ଲକ୍ଷ୍ମୀ ଦୀପାବଳି ଦିନ ଭଲ ବ୍ୟବସାୟ କରିଥିଲେ ମଧ୍ୟ ଏହା ପରେ ଆଉ ଦର୍ଶକ ଜୁଟାଇ ପାରି ନ ଥିଲା । ଡିଜନୀ ପ୍ଲସ ହଟଷ୍ଟାର ପ୍ରଥମ ସପ୍ତାହରେ ଯେତିକି ପାଇବ…

ନାଟକୀୟ ଢଙ୍ଗରେ ଧରାପଡିଲେ ୧୧ ନକଲି ଯବାନ

ଆସାମ: ପାଖରେ ନଥିଲା କୌଣସି ପରିଚୟ ପତ୍ର । ହେଲେ ୪ଜଣ ପିନ୍ଧି ବୁଲୁଥିଲେ ଭାରତୀୟ ସେନାର ପୋଷାକ । ସନ୍ଦିଗ୍ଧ ଅବସ୍ଥାରେ ଗୌହାଟି ଏୟାରପୋର୍ଟ ନିକଟରେ ୪ଜଣ ବ୍ୟକ୍ତି ଭାରତୀୟ ସେନାର ନକଲି ପୋଷାକ ପିନ୍ଧି ଚକ୍କର କାଟୁଥିବାବେଳେ ସେମାନଙ୍କୁ ଗିରଫ କରିଛି ଆସାମ ପୋଲିସ । ସୋମବାର ରାତିରେ…

୧୧ ବ୍ଲକ ପାଇଁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ଚୁକ୍ତି ସ୍ୱାକ୍ଷର

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀ ଠାରେ ମଙ୍ଗଳବାର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଓପନ୍ ଏକରେଜ୍ ଲାଇସେନ୍ସି ପଲିସି (ଓଏଏଲପି)ର ପଞ୍ଚମ ବିଡ଼୍ ରାଉଣ୍ଡ ଅଧୀନରେ ପୁରସ୍କାର ପ୍ରାପ୍ତ ୧୧ଟି ତୈଳ ଏବଂ ଗ୍ୟାସ ବ୍ଲକ ପାଇଁ ଚୁକ୍ତିସ୍ୱାକ୍ଷର କରିଛି। ଏହି ଅବସରରେ…