Latest Odisha News

BREAKING NEWS

Browsing Category

ଫିଚର

ଫାଟିଲା ମୋବାଇଲ ଫୋନ୍, ବର୍ଷକର ଶିଶୁ କନ୍ୟା ଗୁରୁତର

କୋରାପୁଟ: ମୋବାଇଲ୍ ଫାଟିବାରୁ ବର୍ଷକର ଶିଶୁ କନ୍ୟା ଗୁରୁତର ଆହତ ହୋଇଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ ତଳ ବିଲାଂସିଲ ଗାଁରେ । ଆହତ ଶିଶୁକୁ ପ୍ରଥମେ ଲକ୍ଷ୍ମୀପୁର ଡାକ୍ତରଖାନା ଓ ପରେ କୋରାପୁଟ ସ୍ଥାନାନ୍ତର କରାଯାଇଛି । ଆହତ ଶିଶୁ ହେଉଛି…

ମହାକାଶ ଟ୍ୟାକ୍ସି ସେବା: ଫାଲକନ୍‌-9 ଯାନରେ ଚାରି ମହାକାଶଚାରୀଙ୍କୁ ପଠାଇଲା ନାସା

ମହାକାଶ ଗବେଷଣା କ୍ଷେତ୍ରରେ ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସାକୁ ବଡ଼ ସଫଳତା । ଆରମ୍ଭ ହେଲା ମହାକାଶ ଟାକ୍ସି ସେବା । ଆଜି ସଫଳତାର ସହ ପ୍ରଥମ ଅପରେସନାଲ୍‌ ସ୍ପେସ୍‌ ଟାକ୍ସି ଫ୍ଲାଇଟକୁ ମହାକାଶ ଅଭିମୁଖେ ପଠାଇଛି ନାସା । ଫାଲକନ୍‌-9 ମହାକାଶ ଯାନ ପଠାଯାଇଛି । ଏଲନ ମସ୍କର ରକେଟ…

ରାଜ୍ୟରୁ କରୋନା ନେଲା ଆଉ ୧୬ ଜୀବନ, ସୁନ୍ଦରଗଡ଼ରୁ ସର୍ବାଧିକ ୫ ଜଣ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟାରେ ଲାଗି ପାରୁନି ବ୍ରେକ । ସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ଆଉ ୧୬ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୯ଟି ଜିଲ୍ଲାରୁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏମାନଙ୍କ ଭିତରେ ଅଛନ୍ତି ୭ ଜଣ ମହିଳା ଓ ୯ ଜଣ ପୁରୁଷ । 3.A…

ଲଗାତାର ଦ୍ୱିତୀୟ ଦିନରେ ରାଜ୍ୟରୁ ୮୦୦ରୁ କମ୍ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ଓଡ଼ିଶାରେ ବି ଖସୁଛି ଦୈନିକ ଟ୍ରେଣ୍ଡ । ଲଗାତାର ଦ୍ୱିତୀୟ ଦିନରେ ରାଜ୍ୟରୁ ୮ଶହରୁ କମ୍ ସଂକ୍ରମିତ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୭୪୯ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୪୩୭ ଓ ଲୋକାଲ୍…

ମାଛ ଧରା ଜାଲରେ ପଡ଼ିଲା ୫ ଫୁଟ ଲମ୍ବା କୁମ୍ଭୀର

ବାଲେଶ୍ୱର: ମାଛ ଜାଲରେ ପଡିଲା ବିରାଟକାୟ କୁମ୍ଭୀର । ପ୍ରାୟ ୫ ଫୁଟର କୁମ୍ଭୀରକୁ ଉଦ୍ଧାର କଲେ ସ୍ଥାନୀୟ ମତ୍ସ୍ୟଜୀବ । ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ରୂପଖଣ୍ଡ ଗାଁରେ ଥିବା ଏକ ନାଳରୁ କୁମ୍ଭୀରଟିକୁ ଉଦ୍ଧାର କରାଯାଇଛି । ଆରୁହାବାଡ ଗାଁର କିଛି ମତ୍ସ୍ୟଜୀବୀ ମାଛ ମାରିବା ପାଇଁ ଜାଲ…

ନୀତିଶଙ୍କ ସହ ଶପଥ ନେବେ ୧୬ ଜଣିଆ ମନ୍ତ୍ରିମଣ୍ଡଳ !

ପାଟନା: ଆଜିଠୁ ବିହାରରେ ଲଗାତାର ଚତୁର୍ଥ ଥର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ନୀତିଶ କୁମାର । ପ୍ରସ୍ତୁତି ସରିଥିବା ବେଳେ ତାଙ୍କ ସହ ବିହାରରେ ଏନଡିଏ ସରକାରରେ ୧୬ ଜଣିଆ ମନ୍ତ୍ରିମଣ୍ଡଳ ଶପଥ ନେଇପାରନ୍ତି । କୁହାଯାଇଛି ନୀତିଶଙ୍କ କ୍ୟାବିନେଟରେ ରହିବେ ଉଭୟ ଜେଡିୟୁ ଓ ବିଜେପିର ୭ ଜଣ…

ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିଲା ପିକଅପ୍ ଭ୍ୟାନ, ୭ ମୃତ

ହିମାଚଳପ୍ରଦେଶ: କାମ କରିବାକୁ ବିହାରରୁ ଯାଉଥିଲେ ହିମାଚଳପ୍ରଦେଶ । କିନ୍ତୁ ଅଧା ବାଟରେ ଅନାଇ ବସିଥିଲା ମୃତ୍ୟୁ । ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ୭ ଶ୍ରମିକଙ୍କ ଜୀବନ । ହିମାଚଳ ପ୍ରଦେଶ ମଣ୍ଡି ଜିଲ୍ଲାରେ ଏହି ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ବ୍ରିଜ ତଳେ ଖସି ପଡ଼ିଲା ପିକଅପ୍…

ଭଲ ଖବର: ୨୪ଘଣ୍ଟାରେ ଦେଶରୁ ୩୦ ହଜାର କରୋନା ପଜିଟିଭ୍, ଚାରି ମାସରେ ସବୁଠୁ କମ୍

ନୂଆଦିଲ୍ଲୀ: କରୋନା ସହ ଲଢ଼େଇ ଭିତରେ ଦେଶରୁ ଆସିଲା ଭଲ ଖବର । ଚାରି ମାସରେ ଦୈନିକ ସବୁଠୁ କମ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୦ ହଜାର ୫୪୯ ସଂକ୍ରମିତ । ଯାହାକି ଗତ ଚାରି ମାସରେ ସବୁଠୁ କମ୍ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରିପୋର୍ଟ…

ବିହାରରେ ବିଜେପିରୁ ହେବେ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ ଓ ବାଚସ୍ପତି !

ପାଟନା: ବିହାରରେ ସରକାର ଗଠନ ନେଇ ରୂପରେଖ ଚୁଡ଼ାନ୍ତ ହୋଇଛି । ନୀତିଶ କୁମାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଉଥିବା ବେଳେ ଉପମୁଖ୍ୟମନ୍ତ୍ରୀକୁ ନେଇ ସରୁନି ସସପେନ୍ସ । ଏଯାଏ ଘୋଷଣା ହୋଇନି ନାଁ । କୁହାଯାଉଛି ବିଜେପିରୁ ଦୁଇ ଜଣ ଏଥର ଉପମୁଖ୍ୟମନ୍ତ୍ରୀ ହେବେ । ରେସରେ ଅଛନ୍ତି ନବନିର୍ବାଚିତ…

ନୀଳଗିରି ଅଞ୍ଚଳରେ ଝାଡଖଣ୍ଡ ହାତୀ ପଲଙ୍କ ଉପଦ୍ରବ

ବାଲେଶ୍ୱର: ଝାଡଖଣ୍ଡୀ ହାତୀ ପଲଙ୍କ ଉତ୍ପାତ । ବାଲେଶ୍ୱର ଜିଲ୍ଲା ନୀଳଗିରି ଅଞ୍ଚଳରେ ଉପଦ୍ରବ ଚଳାଇଛନ୍ତି । ୫ଟି ଦନ୍ତା, ୭ ଛୁଆଙ୍କ ସମେତ ୪୨ଟି ହାତୀ ବିଭିନ୍ନ ଅଞ୍ଚଳରେ ଆତଙ୍କରାଜ ଚଳାଇଛନ୍ତି । ନଷ୍ଟ କରୁଛନ୍ତି ବ୍ୟାପକ ଧାନ ଫସଲ । ଏତେ ସଂଖ୍ୟକ ହାତୀଙ୍କୁ ଦେଖି ସ୍ଥାନୀୟ ଲୋକ ଆତଙ୍କିତ…