Latest Odisha News

BREAKING NEWS

Browsing Category

ଫିଚର

୨୦୨୧ ମାର୍ଚ୍ଚ ସୁଦ୍ଧା ଓଡିଶାରେ ହେବ ଷ୍ଟାର୍ଟଅପ୍ ହବ୍‌

ଭୁବନେଶ୍ୱର: ଜାତୀୟ ସ୍ତରରେ ଓଡିଶାକୁ ଷ୍ଟାର୍ଟଅପ୍ ଲିଡରର ସ୍ୱୀକୃତି ମିଳିଛି । ୨୦୧୯ ମସିହାରେ ଭାରତ ସରକାରଙ୍କ ଦ୍ୱାରା କରାଯାଇଥିବା ର‌୍ୟାଙ୍କିଂରେ ଏହା ସ୍ଥାନ ପାଇଛି । ଏନେଇ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ରାଜ୍ୟ ଷ୍ଟାର୍ଟଅପ୍ କାଉନସିଲରୁ…

ମାଲକାନଗିରି ଜିଲ୍ଲାପାଳଙ୍କୁ ଧରିଲା ପୋଲିସ

ମାଲକାନଗିରି: ମାଲକାନଗିରି ଜିଲ୍ଲାପାଳଙ୍କ ବ୍ୟକ୍ତିଗତ ସହାୟକ (ପିଏ) ଦେବ ନାରାୟଣ ପଣ୍ଡାଙ୍କ ହତ୍ୟାକାଣ୍ଡ ଘଟଣାରେ ସମ୍ପୃକ୍ତି ନେଇ ପୋଲିସ ରବିବାର ଦିନ ଜିଲ୍ଲାପାଳ ମନିଷ ଅଗ୍ରୱାଲ ଓ ୪ ଜଣ କର୍ମଚାରୀଙ୍କ ବିରୋଧରେ ଏକ ମାମଲା କରୁଛି । ଏସଡିଜେଏମ୍ କୋର୍ଟଙ୍କ ନିର୍ଦ୍ଦେଶ ପରେ ପୋଲିସ…

ନଦୀକୁ ଡେଇଁଲେ ମହିଳା; ଓଡିଆ ଅଭିନେତାଙ୍କ ପତ୍ନୀ ବୋଲି ଚର୍ଚ୍ଚା!

କଟକ: କଟକର ମଧୁସୂଦନ ବ୍ରିଜ ଉପରୁ ମହାନଦୀକୁ ଜଣେ ମହିଳା ରବିବାର ଦିନ ଡେଇଁ ପଡିଥିଲା ବେଳେ ତାଙ୍କୁ ଉଦ୍ଧାର କରାଯାଇଛି । ସୂଚନାନୁଯାୟୀ, ସମ୍ପୃକ୍ତ ମହିଳା ଜଣକ ବ୍ରିଜ୍ ନିକଟରେ ଗାଡି ରଖି ନଦୀକୁ ଡେଉଁଥିବା ନେଇ ସ୍ଥାନୀୟ ଲୋକମାନେ ଦେଖିବାକୁ ପାଇଥିଲେ । ଯାହା ପରେ ସଙ୍ଗେସଙ୍ଗେ…

ଓଡ଼ିଶାର ପୂର୍ବତନ ଡିଜିପି ଏସ.କେ ଚାଟାର୍ଜୀଙ୍କ ଦେହାନ୍ତ

ଭୁବନେଶ୍ୱର: ଓଡିଶାର ପୂର୍ବତନ ଡିଜିପି ଏସ.କେ ଚାଟାର୍ଜୀଙ୍କର ଶନିବାର ରାତିରେ ନୂଆଦିଲ୍ଲୀ ଠାରେ ଦେହାନ୍ତ ହୋଇଛି। ଏନେଇ ଓଡିଶା ଡିଜିପି ଅଭୟ ରବିବାର ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି । https://twitter.com/DGPOdisha/status/1327907631466332160?s=19 ୧୯୬୬ ବ୍ୟାଚର ଏହି…

ଭୁବନେଶ୍ୱରରେ କମୁଛି କରୋନା ପଜିଟିଭ କେସ୍‌

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କମୁଛି କରୋନା । ଧୀରେ ଧରରେ ପଜିଟିଭ ସଂଖ୍ୟା ହ୍ରାସ ପାଉଛି । ଗତ କିଛି ଦିନ ହେବ ରାଜଧାନୀରେ ଶହେ ତଳକୁ କରୋନା ରୋଗୀ ବାହାରୁଛନ୍ତି । ଗତ ୨୪ ଘାଂଟାରେ ୫୭ଟି ନୂଆ ମାମଲା ସାମ୍ନାକୁ ଆସିଛି । ସେଥିମଧ୍ୟରୁ ସଙ୍ଗରୋଧରୁ ୧୧ ଓ ସ୍ଥାନୀୟ ଅଂଚଳରୁ ୪୬ ଜଣ…

ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କୋଠାରେ ଚାଲିଲା ଅତ୍ୟାଧୁନିକ ଏସଏନସିୟୁ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଶିଶୁ ବିଭାଗରେ ଥିବା ସ୍ୱତନ୍ତ୍ର ନବଜାତ ଶିଶୁ ଚିକିତ୍ସା ୟୁନିଟ୍ (ଏସଏନସିୟୁ)କୁ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ (ଏମସିଏଚ୍) କେନ୍ଦ୍ର କୋଠାକୁ ସ୍ଥାନାନ୍ତର କରାଯାଇଛି। ଗତ ଶନିବାର ଦିନ ଏହି ନୂଆ ବ୍ୟବସ୍ଥାର ଉଦଘାଟନ କରିଛନ୍ତି ଜିଲ୍ଲାପାଳ…

ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କୁ ଚାବୁକ ମାଡ !

ରାୟପୁର: ମୁଖ୍ୟମନ୍ତ୍ରୀଙ୍କୁ ଚାବୁକ ମାଡ । ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କୁ ଖାଇବାକୁ ପଡିଛି ଚାବୁକ ମାଡ । କଥାଟା ଶୁଣି ଆଶ୍ଚର୍ଯ୍ୟ ଲାଗିଲେ ବି ସତ । ସମସ୍ତଙ୍କ ମଙ୍ଗଳ କାମନା କରି ବଘେଲ ଚାବୁକ ମାଡ ଖାଇଛନ୍ତି । ଗୋବର୍ଦ୍ଧନ ପୂଜା ଅବସରରେ ମୁଖ୍ୟମନ୍ତ୍ରୀ ପ୍ରତିବର୍ଷ ପରି…

ବାନ୍ଧକଳାରେ ବିଜୁ ବାବୁଙ୍କ ଫଟୋ ଚିତ୍ର

ଭୁବନେଶ୍ୱର: ସୁବର୍ଣ୍ଣପୁରର ବାନ୍ଧକଳା ସାରା ବିଶ୍ବରେ ପରିଚିତ ହୋଇପାରିଛି। ଏଠାକାର ବାନ୍ଧକଳା କାରିଗର ବିଭିନ୍ନ ପ୍ରକାର ବାନ୍ଧ ଡିଜାଇନ କରି ଚର୍ଚ୍ଚାରେ ମଧ୍ୟ ଆସିଛନ୍ତି । ନିକଟରେ ହିନ୍ଦୀ ଚଳଚିତ୍ର ଅଭିନେତ୍ରୀ ବିଦ୍ୟା ବାଲାନ ସୋନପୁରରେ ତିଆରି ବାନ୍ଧଶାଢୀ ପିନ୍ଧୀ ଚର୍ଚ୍ଚାରେ…

ଦିଲ୍ଲୀରେ ବଢ଼ୁଛି କରୋନା ସଂକ୍ରମଣ, ଜରୁରୀ ବୈଠକ ଡାକାଇଲେ ଗୃହମନ୍ତ୍ରୀ

ନୂଆଦିଲ୍ଳୀ: ରାଜଧାନୀ ଦିଲ୍ଲୀରେ ଦ୍ରୁତ ଗତିରେ ବଢ଼ୁଛି କରୋନା ସଂକ୍ରମଣ । କରୋନାର ସେଠାରେ ତୃତୀୟ ପର୍ଯ୍ୟାୟ ଲହର ଚାଲିଛି । ଯାହା ସମସ୍ତଙ୍କ ଚିନ୍ତା ବଢ଼ାଇ ଦେଇଛି । ଏଭଳି ସ୍ଥିତିରେ ଗୃହମନ୍ତ୍ରୀ ଅମିତ ଶାହା ଆଜି ଜରୁରୀ ବୈଠକ ଡକାଇଛନ୍ତି । ଏଥିରେ ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରୀ…

ରାଜଧାନୀରେ କମିଲା ବାୟୁ ପ୍ରଦୂଷଣ

ଭୁବନେଶ୍ୱର: ରାଜଧନୀ ଭୁବନେଶ୍ୱରରେ କମିଲା ବାୟୁ ପ୍ରଦୂଷଣ । ଦୀପାବଳି ପରେ ଭୁବନେଶ୍ୱରର ବାୟୁ ପ୍ରଦୂଷଣ କମିଛି । ମିଳିଛି ବାଣ ଫୁଟ ବନ୍ଦ ହେବାର ସୁଫଳ । ଲୋକେ ମାନିଛନ୍ତି କଟକଣା । ଫଳରେ ଦୀପାବଳିରେ ରାଜଧାନୀରେ କିଛି ପରିମାଣରେ କମିଛି ପ୍ରଦୂଷଣ ସ୍ତର । ଭୁବନେଶ୍ୱରର ୪ଟି ସ୍ଥାନରେ…