Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟରେ ଆଉ ୧୨ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ୧୨ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୧୪୮୩ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଅନୁଗୁଳରୁ ୧, ଭୁବନେଶ୍ୱରରୁ ୨, ଢେଙ୍କାନାଳରୁ ୨, କନ୍ଧମାଳରୁ ୧,…

୨୦ ବର୍ଷ ପରେ ଗାଁକୁ ଫେରିଲା ହଜିଲା ପୁଅ ବିରଜୁ

ସୁନ୍ଦରଗଡ଼: ପାକିସ୍ତାନ ଜେଲରୁ ସୁନ୍ଦରଗଡ଼ । ୦ ବର୍ଷ ପାକିସ୍ତାନ ଜେଲରେ ବନ୍ଦୀ ଜୀବନ କାଟିବା ପରେ ଭିଟାମାଟିକୁ ଫେରିଛନ୍ତି ସୁନ୍ଦରଗଡ଼ ଜିଲ୍ଲା ବିରଜୁ କୁଲୁ । ଆଜି ସକାଳୁ ସେ ନିଜ ଗାଁ କୁତ୍ରାରେ ପହଞ୍ଚିଛନ୍ତି । ପ୍ରଥମେ ସେ କୁତ୍ରା ବିଡିଓଙ୍କ କାର୍ଯ୍ୟାଳୟକୁ ଯାଇଥିଲେ । ତାପରେ…

ଓଡିଶାରେ ୧୦୧୮ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୦୧୮ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୦୭ ହଜାର ୦୦୪ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ଦେଶରେ ୮୭ ଲକ୍ଷ କରୋନା ଆକ୍ରାନ୍ତ, ମୃତ୍ୟୁସଂଖ୍ୟା ଲକ୍ଷେ ୨୮ ହଜାର

ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା କେସ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ସଂକ୍ରମିତ ହୋଇଛନ୍ତି ଆଉ ୪୪ ହଜାର ୮୭୮ ଜଣ । ଦମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୭ ଲକ୍ଷ ୨୮ ହଜାର ୭୯୫କୁ ବୃଦ୍ଧି ପାଇଛି । ସେହିପରି ବଢୁଛି ଡେଥ୍ କେସ । ଗତ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୫୪୭ ଆକ୍ରାନ୍ତ…

ପାକିସ୍ତାନ ଜେଲରୁ ମୁକ୍ତି ପରେ ଆଜି ଜନ୍ମମାଟି କୁତ୍ରାରେ ପହଞ୍ଚିବେ ବିରଜୁ କୁଲୁ

ସୁନ୍ଦରଗଡ଼: ଆଉ କେଇ ଘଣ୍ଟାର ଅପେକ୍ଷା । ୨୦ ବର୍ଷ ପରେ ପରିବାର ଲୋକଙ୍କୁ ଆଖିରେ ଦେଖିବେ । ପାକିସ୍ତାନ ଜେଲରେ ବନ୍ଦୀ ଜୀବନ କାଟିବାପରେ ନିର୍ଦ୍ଦୋଷରେ ଖଲାସ ହୋଇ ଆଜି ନିଜ ଗାଁରେ ପହଞ୍ଚିବେ ସୁନ୍ଦରଗଡ଼ ଜିଲ୍ଲାର ବିରଜୁ କୁଲୁ । ଆଜି ସେ ଝାଡ଼ଖଣ୍ଜରୁ କୁତ୍ରା ଅଭିମୁଖେ ବାହାରିଛନ୍ତି ।…

ଡ୍ରଗ୍ସ ଲିଙ୍କରେ ଆଜି ଏନସିବିରେ ହାଜର ହେବେ ଅର୍ଜୁନ ରାମପାଲ

ମୁମ୍ୱାଇ: ବଲିଉଡର ଡ୍ରଗ୍ସ ଲିଙ୍କର ଖୋଳତାଡ କରୁଥିବା ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋରେ ଆଜି ହାଜର ହେବେ ଅଭିନେତା ଅର୍ଜୁନ ରାମପାଲ । ତାଙ୍କୁ ଏନେଇପୂର୍ବରୁ ନୋଟିସ୍ ହୋଇଥିଲା । ଆଜି ସକାଳ 10ଟାରେ ହାଜର ହେବାକୁ ନିର୍ଦ୍ଦେଶ ରହିଛି । ଗତ ୯ ତାରିଖରେ ତାଙ୍କ ଘରେ ଚଢ଼ାଉ କରିଥିଲା…

ମାତିଲେ ଲୁଟେରା, ଏଟିଏମ୍ ଭାଙ୍ଗି ଟଙ୍କା ଧରି ଛୁ

କଟକ: ମାତିଲେ ଏଟିଏମ୍ ଲୁଟେରା । ଟାଙ୍ଗୀ ଥାନା ଅନ୍ତର୍ଗତ ଡ୍ରିମ୍ସ କଲେଜ ନିକଟ ଏଟିଏମ ଭାଙ୍ଗି ଟଙ୍କା ଧରି ଚମ୍ପଟ ମାରିଛନ୍ତି ଲୁଟେରା । ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି । ଆଜି ସକାଳୁ ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ଡ୍ରିମ୍‌ସ ଫାଣ୍ଡିଠାରୁ କେଇ ମିଟର ଦୂରରେ ଥିବା…

ଧନତେରାସ୍: ବିଶ୍ୱାସ ରହିଛି ଆଜି ସୁନା କିଣିଲେ ଘରକୁ ଆସନ୍ତି ଲକ୍ଷ୍ମୀ

ଭୁବନେଶ୍ୱର: ଆଜି ଧନତେରାସ୍ । ସୁନା କିଣିବା ନେଇ ପରମ୍ପରା ରହି ଆସିଛି । ବିଶ୍ୱାସ ରହିଛି ଏହି ଦିନ ସୁନା କିଣିଲେ ଘରକୁ ଧନଲକ୍ଷ୍ମୀ ଆସି ଥାଆନ୍ତି । ଏଥପାଇଁ ବିଭିନ୍ନ ସୁନା ଦୋକାନରେ ଲୋକଙ୍କ ଭିଡ଼ ଜମେ । ସୁନା ହେଉ କି ରୁପା ଲୋକ ନିଜ ସାମର୍ଥ ଅନୁସାରେ ଗହଣା କିଣି ଥାଆନ୍ତି ।…

ଗୁନ ସିଂହାରୀ ହତ୍ୟା ମାମଲା: ପୁରୀର କୁଖ୍ୟାତ ଅପରାଧୀ ମାଧବ ଖୁଣ୍ଟିଆ ଗିରଫ

ପୁରୀ: ଆଠ ବର୍ଷ ପୂର୍ବେ ପୁରୀରେ ଘଟିଥିବା ବହୁଚର୍ଚ୍ଚିତ ଗୁନ ସିଂହାରୀ ହତ୍ୟା ମାମଲାରେ ଜଣାଶୁଣା ଅପରାଧୀ ମାଧବ ଖୁଣ୍ଟିଆ ଗିରଫ । ତାଙ୍କୁ ଗିରଫ କରିଛି ପୁରୀ ଟାଉନ ଥାନା ପୋଲିସ । ୨୦୧୨ ମସିହା ଅଗଷ୍ଟ ୨୨ ତାରିଖରେ ଶ୍ରୀମନ୍ଦିର ସେବାୟତ ଗୁନଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ପୂର୍ବରୁ…

ଦୁର୍ଘଟଣାରୁ ବର୍ତ୍ତିଲେ ସମ୍ୱଲପୁର ସାସଂଦ, ନୀତେଶ ଗଙ୍ଗଦେବଙ୍କ କାରକୁ ଧକ୍କା ଦେଲା ଟ୍ରକ୍

ଦେବଗଡ଼: ଦୁର୍ଘଟଣାରୁ ବର୍ତ୍ତିଗଲେ ସମ୍ୱଲପୁର ସାଂସଦ ନୀତେଶ ଗଙ୍ଗଦେବ । ତାଙ୍କ କାରକୁ ଏକ ଟ୍ରକ ଧକ୍କା ଦେଇଛି । ଗତକାଲି ବିଳମ୍ବିତ ରାତିରେ ଦେବଗଡ଼ ଥାନା NH-୪୯ର କୁରଡ଼ ନିକଟରେ ଦୁର୍ଘଟଣା ଘଟିଛି । ସାଂସଦଙ୍କ କାରକୁ ପଛ ପଟୁ ଟ୍ରକ୍ ଧକ୍କା ଦେଇଥିଲା । ତେବେ ଏଥିରେ ସାଂସଦ ନୀତେଶ…