Latest Odisha News

BREAKING NEWS

Browsing Category

ଫିଚର

କରୋନା ଟିକା ପାଇଁ ୯୦୦ କୋଟି

ନୂଆଦିଲ୍ଲୀ: ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆତ୍ମନିଭର ଭାରତ ୩.୦ ଘୋଷଣା କରିଛନ୍ତି । ଏଥିରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ଟିକା ପାଇଁ ୯ ଶହ କୋଟି ଟଙ୍କା ଘୋଷଣା ହୋଇଛି । କୋଭିଡ ସୁରକ୍ଷା ମିଶନ ଜରିଆରେ ବାୟୋଟେକ୍ନୋଲଜି ବିଭାଗକୁ ଏହି ଅର୍ଥ ରାଶି ପ୍ରଦାନ କରାଯିବ ବୋଲି ଘୋଷଣା…

ରାଉରକେଲା ବାସୀଙ୍କ ଲାଗି ପ୍ରସ୍ତୁତ ହେଉଛି ରାଉରକେଲା ୱାନ୍ ପ୍ରକଳ୍ପ

ରାଉରକେଲା: ରାଉରକେଲା ସ୍ମାର୍ଟ ସିଟି ଅଧିନରେ ଏବେ ବିଭିନ୍ନ ପ୍ରକଳ୍ପ ଜୋରସୋରରେ ଚାଲିଛି। ତନ୍ମଧ୍ୟରୁ ମୁଖ୍ୟ ପ୍ରକଳ୍ପ ହେଲା ରାଉରକେଲା ୱାନ୍ ପ୍ରକଳ୍ପ। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବା ଦ୍ୱାରା ସହରବାସୀଙ୍କୁ ବିବିଦ୍ଧ ସୁବିଧା ଗୋଟିଏ ସ୍ଥାନରେ ମିଳିପାରିବ। ଏହି ପ୍ରକଳ୍ପ ବର୍ତ୍ତମାନ…

ଡ୍ରଗ୍ସ ଲିଙ୍କ: ଏନ୍‌ସିବିରେ ହାଜର ହେବେ ଅର୍ଜୁନ ରାମପାଲ

ମୁମ୍ବାଇ: ବଲିଉଡ ଡ୍ରଗ୍ସ ଲିଙ୍କ ମାମଲାରେ ଛନ୍ଦି ହୋଇଛନ୍ତି ଅଭିନେତା ଅର୍ଜୁନ ରାମପାଲ । ବଲିଉଡ ଓ ଡ୍ରଗ୍ସ ଲିଙ୍କର ତଦନ୍ତ କରୁଥିବା ଏନସିବି ସୋମବାର ଅର୍ଜୁନ ରାମପାଲଙ୍କ ମୁମ୍ବାଇ ସ୍ଥିତ ବାସଭବନରେ ଓ ଅଫିସରେ ରେଡ୍ କରିବା ପରେ ତାଙ୍କ ଡ୍ରାଇଭରକୁ ଗିରଫ କରିଥିଲା। ଆଉ ଏବେ ଅର୍ଜୁନ…

ଦେଶରେ ସୁଧୁରୁଛି ଆର୍ଥିକ ସ୍ଥିତି: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ: କରୋନା ମହାମାରୀ ଭିତରେ ଦେଶରେ ସୁଧୁରୁଛି ଆର୍ଥିକ ସ୍ଥିତି । ଆଥିକ ଅବସ୍ଥାରେ ଦ୍ରୁତଗତିରେ ସୁଧାର ଆସୁଛି । ଆତ୍ମନିର୍ଭର ଭାରତ-୩.୦ ଘୋଷଣା କରି ଏଭଳି କହିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଦେଶର ଅର୍ଥନୀତିକୁ ସୁଦୃଢ କରିବାକୁ ଅର୍ଥମନ୍ତ୍ରୀ ନିର୍ମଳା…

ବଡ ଘୋଷଣା, ନୂଆ କର୍ମଚାରୀଙ୍କ ଇପିଏଫ୍ ଭରିବ କେନ୍ଦ୍ର

ନୂଆଦିଲ୍ଲୀ: କରୋନା ମହାମାରୀ ଭିତରେ ଆତ୍ମନିର୍ଭର ଭାରତ ୩.୦ ଘୋଷଣା କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଦେଶରେ ଆର୍ଥିକ ଅଭିବୃଦ୍ଧିକୁ ସୁଦୃଢ଼ କରିବା ସହ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ନିମନ୍ତେ ଏହି ଘୋଷଣା କରାଯାଇଛି । ମୁଖ୍ୟତଃ ସଂଗଠିତ କ୍ଷେତ୍ରରେ ଅଧିକ…

ମହଙ୍ଗା ପଡିଲା ମିଛ ମାମଲା, ୫ ଲକ୍ଷ ଗଣିବେ ଥାନା ଅଧିକାରୀ

ଭୁବନେଶ୍ୱର: ମହଙ୍ଗା ପଡିଲା ମିଛ ମାମଲା । ଜୀବିତ ନାବାଳକଙ୍କୁ ହତ୍ୟା କରାଯାଇଥିବା ଦର୍ଶାଇ ୨ ଜଣଙ୍କୁ ଜେଲ୍ ପଠାଇଥିବା ମାମଲାରେ ପୋଲିସକୁ ମହଙ୍ଗା ପଡିଛି । ଏହି ମାମଲାରେ ଏବେ ଥାନା ଅଧିକାରୀଙ୍କୁ ୫ ଲକ୍ଷ ଟଙ୍କା ଦେବାକୁ ରାଜ୍ୟ ମାନବାଧିକାର କମିଶନ ନିର୍ଦ୍ଦେଶ ଦେଇଛନ୍ତି ।…

ଓଡ଼ିଶାରେ ଲର୍ଣ୍ଣର ଲାଇସେନ୍ସ ଟେଷ୍ଟ ଲାଗି ସ୍ଲଟ୍ ବୁକିଂ ଆରମ୍ଭ

ଭୁବନେଶ୍ୱର: ଓଡ଼ିଶାରେ ଲର୍ଣ୍ଣର ଲାଇସେନ୍ସ (ଏଲଏଲ) ପରୀକ୍ଷା ପାଇଁ ସ୍ଲଟ୍ ବୁକିଂ ଗୁରୁବାର ସକାଳ ୧୧ଟାରୁ ଆରମ୍ଭ ହୋଇଛି। ଯାହା କୋଭିଡ-୧୯ ମହାମାରୀ କାରଣରୁ ବନ୍ଦ ରହିଥିଲା। ଏନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଟ୍ବିଟ୍ କରାଯାଇଛି।…

ବ୍ରିଜ ଉପରେ ଦୁଇ ଭାଗ ହୋଇଗଲା ମାଲବାହୀ ଟ୍ରେନ୍

କୋରାପୁଟ: ମଝିରୁ ଅଲଗା ହୋଇଗଲା ଚଳନ୍ତା ମାଲବାହୀ ଟ୍ରେନ୍ । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ଷ୍ଟେସନରୁ କିଛି କିଲୋମିଟର ଦୂରରେ ମାଲବାହୀ ଟ୍ରେନ୍ ଦୁଇ ଭାଗ ହୋଇଗଲା । ଟ୍ରେନର ପଛ ଭାଗ ବ୍ରିଜ୍ ଉପରେ ରହିଯାଇଥିଲା । ଗାର୍ଡଙ୍କଠାରୁ ସୂଚନା ପାଇ ସଙ୍ଗେ ସଙ୍ଗେ ଟ୍ରେନ୍କୁ ଅଟକାଇଥିଲେ ଲୋକୋ…

୬ ଦିନ ପରେ ଘରକୁ ଫେରିଲେ ଅପହୃତ ବ୍ୟବସାୟୀ ପ୍ରଦୀପ କୁଣ୍ଡୁ

ରାଉରକେଲା: ଘରକୁ ଫେରିଲେ ନିଖୋଜ ବ୍ୟବସାୟୀ । ଦୀର୍ଘ ୬ ଦିନ ପରେ ସୁନ୍ଦରଗଡ ଜିଲ୍ଲା ବୀରମିତ୍ରପୁରର ଯୁବ ବ୍ୟବସାୟୀ ପ୍ରଦୀପ କୁଣ୍ଡୁ ଘରକୁ ଫେରିଛନ୍ତି । ଗତକାଲି ରାତିରେ ରହସ୍ୟଜନକ ଭାବେ ସେ ଘରକୁ ଫେରିଥିବା ସୂଚନା ମିଳିଛି। ଏନେଇ ସୁନ୍ଦରଗଡ଼ ଏସ୍‌ପି ସାଗରିକା ନାଥ ସ୍ପଷ୍ଟ କରିଥିବା ବେଳେ…

ଉପନିର୍ବାଚନ ବିଜୟ ପରେ ବିଜେଡି କର୍ମକର୍ତ୍ତାଙ୍କୁ ସମ୍ବୋଧିତ କରିବେ ନବୀନ

ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନରେ ବାଜି ମାରିଛି ବିଜେଡି । ସଫଳତା ପରେ ଦଳୀୟ କର୍ମୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତିର୍ତ୍ତୋଲ ଓ ବାଲେଶ୍ୱର ନିର୍ବାଚନମଣ୍ଡଳୀର ଦଳୀୟ କର୍ମକର୍ତ୍ତାଙ୍କୁ ଆଜି ସମ୍ବୋଧିତ କରିବେ । ସନ୍ଧ୍ୟା ୬ଟାରେ ତିର୍ତ୍ତୋଲର…