Latest Odisha News

BREAKING NEWS

Browsing Category

ଫିଚର

ସୁପ୍ରିମକୋର୍ଟ ଗଲେ ଅର୍ଣ୍ଣବ ଗୋସ୍ୱାମୀ, ବମ୍ୱେ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ

ମୁମ୍ବାଇ: ବମ୍ୱେ ହାଇକୋର୍ଟ ଜାମିନ ଖାରଜ କରିବା ପରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ବରିଷ୍ଠ ସାମ୍ବାଦିକ ତଥା ରିପବ୍ଲିକ ଟିଭିର ଏଡିଟର-ଇନ-ଚିଫ୍ ଅର୍ଣ୍ଣବ ଗୋସ୍ୱାମୀ । ବମ୍ୱେ ହାଇକୋର୍ଟଙ୍କ ରାୟକୁ ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ କରିଛନ୍ତି । ଗତକାଲି ବମ୍ୱେ ହାଇକୋର୍ଟ…

ମଧ୍ୟପ୍ରଦେଶ ଉପ ନିର୍ବାଚନ : ବିଜେପି,ଶିବରାଜଙ୍କ ରାଜ ଜାରି

ଭୋପାଳ: ମଧ୍ୟପ୍ରଦେଶ ଉପନିର୍ବାଚନର ପ୍ରାରମ୍ଭିକ ପର୍ଯ୍ୟାୟ ଗଣନାରେ ବିଜେପି ଆଗରେ ରହିଛି । ଖବର ହସ୍ତଗତ ହେଲା ବେଳକୁ ମଧ୍ୟପ୍ରଦେଶର ୨୮ ବିଧାନସଭା ସିଟରୁ ବିଜେପି ୧୯ରେ ଆଗରେ ରହିଛି । କଂଗ୍ରେସ ୮ ଏବଂ ବସପା ଗୋଟିଏ ସିଟ ଆଗରେ ଚାଲିଛି । ଫଳରେ ଏଠାରେ ଶିବରାଜ ସିଂ ଚୌହ୍ୱାନଙ୍କ ରାଜୁତି…

ବିହାର ଟ୍ରେଣ୍ଡ କହୁଛି ଏକକ ସଂଖ୍ୟା ଗରିଷ୍ଠ ଦଳ ଭାବରେ ଉଭା ହେବ ବିଜେପି

ପାଟନା: ବିହାରରେ କିଏ ମାରିବ ବାଜି । ଆଉ କିଛି ଘଣ୍ଟା ପରେ ଜଣା ପଡ଼ିବ କାହା ସପକ୍ଷରେ ଯାଇଛି ଜନାଦେଶ । ବର୍ତ୍ତମାନ ସୁଦ୍ଧା ଗଣତିର ଟ୍ରେଣ୍ଡ କହୁଛି ବିହାରରେ ବିଜେପି ଏକକ ସଂଖ୍ୟା ଗରିଷ୍ଠ ଦଳ ଭାବରେ ଉଭା ହୋଇପାରେ । ବର୍ତ୍ତମାନ ସୁଦ୍ଧା ମହାମେଣ୍ଟଠାରୁ ଆଗରେ ରହିଛି ଏନଡିଏ । ନିର୍ବାଚନ…

ଷଷ୍ଠ ରାଉଣ୍ଡ ସୁଦ୍ଧା ତିର୍ତ୍ତୋଲରେ ବିଜେଡି ଆଗୁଆ

ତିର୍ତ୍ତୋଲ: ଉପନିର୍ବାଚନର ଉପୟ ଆସନରେ ଲିଡ୍ କରୁଛି ବିଜେଡି । ଷଷ୍ଠ ରାଉଣ୍ଡ ସୁଦ୍ଧା ତିର୍ତ୍ତୋଲରେ ବିଜେଡି ଆକୁଆ ରହିଛି । ବିଜେଡି ୨୧୯୯୬ ଭୋଟରେ ଆଗୁଆ ଥିବାବେଳେ ବିଜେପିକୁ ମିଳିଛି ୧୩୮୮୨ଟି ଭୋଟ ଓ କଂଗ୍ରେସକୁ ମିଳିଛି ୨୭୯୦ଟି ଭୋଟ ।

ଖସୁଛି ପାରଦ, ରାଜ୍ୟରେ ବଢୁଛି ଶୀତ: ୧୨°C ତଳେ ୬ଟି ସହରର ତାପମାତ୍ରା

ଭୁବନେଶ୍ୱର: ବର୍ଷା ଛାଡ଼ିବା ପରେ ରାଜ୍ୟରେ ଶୀତ ବଢ଼ିଛି । ୬ଟି ସହରରେ ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ସେଲସିୟସ ତଳକୁ ଖସିଛି । କ୍ରମାଗତ ଚତୁର୍ଥ ଦିନରେ ରାଜ୍ୟରେ ସବୁଠୁ ଥଣ୍ଡା ସହର ପାଲଟିଛି ସୋନପୁର । ସେଠାରେ ୯.୨°C ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି…

ପାକିସ୍ତାନ ଜେଲରେ ୨୦ ବର୍ଷ ରହିବା ପରେ ଘରକୁ ଫେରୁଛନ୍ତି ଓଡ଼ିଆ ପୁଅ ବିର୍ଜୁ

ରାଉରକେଲା: ସୁନ୍ଦରଗଡ କୁତ୍ରା ବ୍ଲକର ଓଡ଼ିଆ ପୁଅ ବିର୍ଜୁ କୁଲୁ । ପାକିସ୍ତାନ ଲାହୋର ଜେଲରେ ବିତାଇଲେ ୨୦ ବର୍ଷ । ଦୀର୍ଘ ୨୦ ବର୍ଷ ପରେ ଏବେ ନିଜ ଭିଟାମାଟିକୁ ପେରୁଛନ୍ତି । ୱାଘା ବୋର୍ଡର ଦେଇ ସ୍ୱଦେଶ ଫେରୁଛନ୍ତି ଓଡ଼ିଆ ପୁଅ । ବିର୍ଜୁଙ୍କୁ ଆଣିବା ପାଇଁ ସୁନ୍ଦରଗଡ ପ୍ରଶାସନ ଗତ ୬…

ଦେଶରେ ଦିନକରେ ୩୮ ହଜାର କରୋନା ପଜିଟିଭ୍, ୪୪୮ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି କମିଲା ଦୈନିକ କରୋନା କେସ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ୩୮ ହଜାର ୭୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୮୫ ଲକ୍ଷ ୯୧ ହଜାର ୭୩୧କୁ ବୃଦ୍ଧି ପାଇଛି । ବଢୁଛି ଡେଥ୍ କେସ୍ । ଗତ ୨୪ ଘଣ୍ଚାରେ ମହାମାରୀ ନେଇଛି ଆଉ ୪୪୮…

ରାଉଣ୍ଡ-୪ ଭୋଟ ଗଣତି ଶେଷ, ତିର୍ତ୍ତୋଲରେ ୫,୬୨୬ ଭୋଟରେ BJD ଆଗୁଆ

ବାଲେଶ୍ୱର: ସରିଛି ଚତୁର୍ଥ ରାଉଣ୍ଡ ଭୋଟ ଗଣତି । ଏଯାଏଁ ଉଭୟ ବିଧାନସଭା ଆସନରେ ବିଜେଡି ଆଗୁଆ ରହିଛି । ମୋଟି ୨୫ ରାଉଣ୍ଡରେ ଭୋଟ ଗଣତି ହେବାକୁ ଥିବା ବେଳେ ତିର୍ତ୍ତୋଲରେ ଚତୁର୍ଥ ରାଉଣ୍ଡ ଭୋଟ ଗଣତି ସରିଛି । ଚତୁର୍ଥ ରାଉଣ୍ଡ ଭୋଟ ଗଣତି ସରିଲା ବେଳକୁ ତିର୍ତ୍ତୋଲ ଆସନରେ ବିଜେଡି…

ତୃତୀୟ ରାଉଣ୍ଡ ଗଣତି, ବାଲେଶ୍ୱରରେ ବିଜେଡି ଆଗୁଆ

ବାଲେଶ୍ୱର: ବାଲେଶ୍ୱର ସଦର ଆସନରେ ତୃତୀୟ ପର୍ଯ୍ୟାୟ ଭୋଟ ଗଣତି ହୋଇଛି । ଏଥିରେ ମଧ୍ୟ ବିଜେଡି ଆଗୁଆ ରହିଛି । ତୃତୀୟ ପର୍ଯ୍ୟାୟ ଗଣତି ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସ ୧୪୦୫ ଭୋଟରେ ଆଗୁଆ ରହିଛନ୍ତି । ବିଜେଡି ୧୦,୩୬୭, ବିଜେପି ୯୦୧୫, କଂଗ୍ରେସ ୧୭୮୮ ଭୋଟ ପାଇଛି।

ଧରାପଡିଲା ବାପା, ପୁଅ ଫେରାର, ୪ ଚୋରା ବାଇକ ଜବତ

ପୁରୀ: ପର୍ଦ୍ଦାଫାଶ ହେଲା ବାପା ପୁଅଙ୍କ କାରନାମା । ଧରାପଡିଲା ବାପା, ପୁଅ ଫେରାର । ପୁରୀ ଗୋପ ଥାନା ପୋଲିସ ଚୋରା ବାଇକ୍ କିଣାବିକା ମାମଲାରେ ଚେଙ୍ଗଇଲ ଗାଁର ନିରଞ୍ଜନ ମଲିକଙ୍କୁ ଗିରଫ କରିଛି । ଏଥିସହ ଏହି ମାମଲାରେ ସମ୍ପୃକ୍ତ ଅଉ ଜଣେ ଅଭିଯୁକ୍ତ ସୁକାନ୍ତ କୁମାର ମଲିକଙ୍କୁ ପୋଲିସ…