Latest Odisha News

BREAKING NEWS

Browsing Category

ଫିଚର

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶି ଫଳ  ତା ୧୦-୧୧-୨୦୨୦ ମଙ୍ଗଳବାର ଆଜି ଦିନର ମହତ୍ତ୍ୱ  ଆଜି ୨୦୨୦ ମସିହା ନଭେମ୍ବର ତା ୧୦ରିଖ ମଙ୍ଗଳବାର ତୁଳା ୨୫ ଦିନ କାର୍ତ୍ତିକ ମାସ କୃଷ୍ଣ ପକ୍ଷ ଦଶମୀ ତିଥି ପୂର୍ବାଫାଲଗୁନୀ ନକ୍ଷତ୍ର ସିଂହ ଚନ୍ଦ୍ର  ଘାତ ବାର: ମକର ରାଶିର  ଘାତ ଚନ୍ଦ୍ର: କର୍କଟ ଓ ମକର ରାଶି ପୁରୁଷଙ୍କର…

IPL ଟାଇଟଲ ଲଢ଼େଇ: ମୁମ୍ୱାଇ ବନାମ ଦିଲ୍ଲୀ ଟକ୍କର

ଦୁବାଇ: କିଏ ଜିତିବ ଆଇପିଏଲ୍ ୧୩ତମ ସଂସ୍କରଣର ଟାଇଟଲ୍ ? ମୁମ୍ୱାଇ ଇଣ୍ଡିଆନ୍ସ ନା ଦିଲ୍ଲୀ କ୍ୟାପିଟାଲ୍ସ ? ଆଜି ଟାଇଟଲ ପାଇଁ ଲଢ଼େଉ । ଦୁବାଇ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମରେ ଫାଇନାଲ ମୁକାବିଲା ହେବ । ପଞ୍ଚମ ଥର ଚାମ୍ପିଅନ୍ ହେବା ଲକ୍ଷ୍ୟରେ ରହିଛି ମୁମ୍ୱାଇ ଇଣ୍ଡିଆନ୍ସ । ସେପଟେ ପ୍ରଥମ ଥର…

ରେଜଲ୍ଟ ଡେ: ବିହାରରେ କିଏ ମାରିବ ବାଜି, ଖୋଲିବ ଭାଗ୍ୟ ପେଡ଼ି

ପାଟନା: କାହା ଦଖଲକୁ ଯିବ ବିହାର ? ନୀତିଶ କୁମାର ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ ନା ଯୁବ ମୁଖ୍ୟମନ୍ତ୍ରୀ ପାଇବେ ବିହାରବାସୀ ? ଶାସନ କ୍ଷମତା ପୁଣି ଥରେ ନିଜ ହାତରେ ରଖିବ ଏନଡିଏ ନା ମହାମେଣ୍ଟ ସରକାର ଗଢ଼ିବ ? ଆଜି ଆସିବ ଜନାଦେଶ । ଖୋଲିବ ଭାଗ୍ୟ ପେଡ଼ି । ୧୪୩ ବିଧାନସଭା ବିଶିଷ୍ଟ ବିହାର…

ୟୁକ୍ରେନ ରାଷ୍ଟ୍ରପତି କରୋନା ସଂକ୍ରମିତ

ୟୁକ୍ରେନ ରାଷ୍ଟ୍ରପତି ଭୋଲଡିମୀର ଜେଲେନସ୍କୀଙ୍କୁ କରୋନା । ତାଙ୍କର ରିପୋର୍ଟ ପଜିଟିଭ୍ ଆସିଛି । ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ୟୁକ୍ରେନ ରାଷ୍ଟ୍ରପତି । ସେ ଲେଖିଛନ୍ତି, ସମସ୍ତ କ୍ୱାରେଣ୍ଚାଇନ ସତର୍କତା ସତ୍ତ୍ୱେ ସେ ସଂକ୍ରମିତ ହୋଇଛନ୍ତି । ୟୁକ୍ରେନ ରାଷ୍ଟ୍ରପତି ଲେଖିଛନ୍ତି,…

ଗଞ୍ଜାମ ଦେଲା ଖୁସି ଖବର: ଦିନକରେ ୩୫୯୭ କୋଭିଡ୍ ଟେଷ୍ଟ, ସବୁ ରିପୋର୍ଟ ନେଗେଟିଭ୍

ବ୍ରହ୍ମପୁର: ହାରୁଛି କରୋନା, ଜିତିଛି ଗଞ୍ଜାମ ଜିଲ୍ଲା । କରୋନା ଲଢ଼େଇ ଭିତରେ ଖୁସି ଖବର ସାମନାକୁ ଆସିଛି । ଆଜି ଗଞ୍ଜାମରେ ସବୁ କରୋନା ରିପୋର୍ଟ ଆସିଛି ନେଗେଟିଭ୍‌ । ୩୫୯୭ଟି ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟ ହୋଇଥିଲା । ସେଥିରୁ ଜଣଙ୍କଠାରେ ମଧ୍ୟ ପଜିଟିଭ ବାହାରି ନାହିଁ । ଏନେଇ ସୂଚନା…

ଆଇଟିଏଟିର କଟକ ବେଞ୍ଚ୍ କାର୍ଯ୍ୟାଳୟ ଓ ଆବାସିକ କୋଠାର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: କଟକରେ ଆୟକର ଆପିଲେଟ ଟ୍ରିବ୍ୟୁନାଲ ବେଞ୍ଚ କାର୍ଯ୍ୟାଳୟ ତଥା ଆବାସିକ କୋଠାକୁ ଆସନ୍ତା ୧୧ ତାରିଖରେ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡିଓ କନଫରେନ୍ସିଂରେ ଅପରାହ୍ନ ସାଢ଼େ ୪ଟାରେ ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି । କାର୍ଯ୍ୟକ୍ରମରେ…

କୋଭିଡ ବେଳେ ସହରାଞ୍ଚଳ ପରିବହନ କ୍ଷେତ୍ରରେ ଉତ୍କର୍ଷ ପାଇଁ କ୍ରୁଟକୁ ପୁରସ୍କାର

ଭୁବନେଶ୍ୱର : କୋଭିଡ ୧୯ ମହାମାରୀ ସମୟରେ ସହରାଞ୍ଚଳ ପରିବହନ କ୍ଷେତ୍ରରେ ଇନୋଭେସନ ଓ ଉତ୍କର୍ଷ ପାଇଁ ଓଡିଶାର କ୍ୟାପିଟାଲ ରିଜିଅଲ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍) କୁ ପୁରସ୍କାର ମିଳିଛି । ଏହି ପୁରସ୍କାର ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରାଳଯ ଦ୍ୱାରା ତ୍ରୟୋଦଶ ଅର୍ବାନ ମୋବିଲିଟି…

୯୦%ରୁ ଅଧିକ ସୁରକ୍ଷିତ Pfizer-BioNTech କୋଭିଡ ଟିକା!

ଲଣ୍ଡନ: ଏହି କରୋନା ଟିକା ୯୦%ରୁ ଅଧିକ ସୁରକ୍ଷିତ ବୋଲି ଦାବି କରିଛି ଆମେରିକାର ଫାର୍ମାସ୍ୟୁଟିକାଲ୍ କମ୍ପାନୀ ପିଫାଇଜର ଏବଂ ଜର୍ମାନ ବାୟୋଟେକ୍ ଫାର୍ମ ବାୟୋଏନଟେକ୍। ଏସମ୍ପର୍କରେ କମ୍ପାନୀ ପକ୍ଷରୁ କୁହାଯାଇଛି ଯେ ଯେଉଁମାନଙ୍କର ପୂର୍ବରୁ କରୋନା ଲକ୍ଷଣ ନଥିଲା ସେମାନଙ୍କ ଉପରେ ତାଙ୍କ…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୫୨୧ କରୋନା ରୋଗୀ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୫୨୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଉଲ୍ଲେଖଯୋଗ୍ୟ,  ବର୍ତ୍ତମାନ ସୁଦ୍ଧା ୩,୦୨,୭୯୩ଟି ମାମଲା ରହିଥିବା ବେଳେ ମୋଟ୍ ୨,୮୯,୬୮୯ ଜଣ ଆରୋଗ୍ୟ ଲାଭ…

୫ ମାସ ତଳେ ଆଇପିଏଲ ନେଇ ଭବିଷ୍ୟବାଣୀ କରିଥିଲେ, ୬ରୁ ୫ ଠିକ୍….

ଆବୁଧାବି: ଆଇପିଏଲର ଫାଇନାଲ ମ୍ୟାଚ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯିବ । ଏହା ପରେ ଚାମ୍ପିୟନ କିଏ ହେବ ଜଣାପଡିବ । ତେବେ ବର୍ତମାନ ସୋସିଆଲ ସାଇଟରେ ୪ ମାସ ତଳେ ଫଳାଫଳ ଭବିଷ୍ୟବାଣୀ କରିଥିବା ଜଣେ ବ୍ୟକ୍ତି ଏବେ ଚର୍ଚ୍ଚାରେ । ତାଙ୍କ ଟୁଇଟ ଏବେ…