Latest Odisha News

BREAKING NEWS

Browsing Category

ଫିଚର

କରୋନା ପଜିଟିଭ୍ କମ୍, ବଢ଼ିଛି ସୁସ୍ଥ ହାର: ମାସେ ଭିତରେ ରାଜ୍ୟରେ ଆଶ୍ୱସ୍ତିକର ରିପୋର୍ଟ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ଟପିଛି । ମୃତ୍ୟୁସଂଖ୍ୟା ୧୪ ଶହ ପାର କରିଛି । ୩ ଲକ୍ଷ ମୁହାଁ ସୁସ୍ଥ ସଂଖ୍ୟା । ମାସେ ଭିତରେ ରାଜ୍ୟରେ ଦୈନିକ କରୋନା ଟ୍ରେଣ୍ଡ ଖସିଛି । ବଢ଼ିଛି ସୁସ୍ଥ ହାର । କିନ୍ତୁ ଦୈନିକ ମୃତ୍ୟୁସଂଖ୍ୟାରେ ବ୍ରେକ ଲାଗି ପାରୁନି । ମାସେ…

କମଳ ହାସନଙ୍କ ୬୬ତମ ଜନ୍ମଦିନ: ଆସନ୍ତୁ ଜାଣିବା ତାଙ୍କର କେଉଁ ୬ଟି ଫିଲ୍ମ ସମ୍ପୂର୍ଣ୍ଣ ହୋଇପାରି ନ ଥିଲା

ମାଡ୍ରାସ: ଦକ୍ଷିଣଭାରତ ଓ ବଲିଉଡର ଅଭିଜ୍ଞ କଳାକାର କମଳା ହାସନଙ୍କ ଆଜି ୬୬ ତମ ଜନ୍ମଦିନ । ନିଜ ଦକ୍ଷତା ବଳରେ ଏହି କଳାକାର ପ୍ରଶଂସକଙ୍କ ପାଖରେ ସ୍ୱତନ୍ତ୍ର ଛାପ ଛାଡିଛନ୍ତି । ତେବେ ଆସନ୍ତୁ ଜାଣିବା କମଳା ହାସନଙ୍କ କେଉଁ ୬ଟି ଫିଲ୍ମ ସମ୍ପୁର୍ଣ୍ଣ ହୋଇପାରି ନ ଥିଲା । କେଜି: ୨୦୦୪ରେ କମଳା…

ସ୍ୱଚ୍ଛ ହେବ ଇସ୍ପାତ ନଗରୀ, ପ୍ରତି ଶନିବାର ହେବ ‘ଶନିବାର ସ୍ୱଚ୍ଛାଗ୍ରହ’ କାର୍ଯ୍ୟକ୍ରମ

ରାଉରକେଲା: ଆଜି ସ୍ଥାନୀୟ ଛେଣ୍ଡ କଲୋନୀ ସ୍ଥିତ ଭି. ଏସ.ଏସ. ମାର୍କେଟରେ ରାଉରକେଲା ମହାନଗର ନିଗମ ପକ୍ଷରୁ 'ଶନିବାର ସ୍ୱଛାଗ୍ରହ' ନାମରେ ଏକ କ୍ୟାମ୍ପେନ ଆରମ୍ଭ ହୋଇଛି। ସ୍ଵଛ ସର୍ବେକ୍ଷଣ ଅନ୍ତର୍ଗତ ସ୍ଵଛ ବଜାର କାର୍ଯ୍ୟକ୍ରମ ଆଧାରରେ ଏହି କ୍ୟାମ୍ପେନ ଆରମ୍ଭ କରିଛି ମହାନଗର ନିଗମ।…

ଯୁବକଙ୍କ ଅଧା ପୋଡ଼ା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ନୟାଗଡ଼: ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର । ନୟାଗଡ଼ ଜିଲ୍ଲା ରଣପୁରରୁ ଉଦ୍ଧାର ହୋଇଛି ମୃତଦେହ । ମୃତକ ହେଲେ ଭୂତଡିହି ଗାଁର ବଳଭଦ୍ର ବଳିଆରସିଂ । ଗୁଣ୍ଡୁରାବାରି ଜଙ୍ଗଲରୁ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ବଳଭଦ୍ରଙ୍କୁ ହତ୍ୟା ପରେ ଗୁଣ୍ଡୁରାବାରି…

୬ ବର୍ଷ ପରେ ଘରକୁ ଫେରିଲେ ନାଚିକା ଲିଙ୍ଗା

କୋରାପୁଟ: ଦୀର୍ଘ ୬ ବର୍ଷ ପରେ ଘରକୁ ଫେରିଲେ ଚାଷୀ ମୂଲିଆ ଆଦିବାସୀ ସଂଘର ନେତା ନାଚିକା ଲିଙ୍ଗା ।ଜାମିନ୍‌ ପାଇ ଜେଲରୁ ମୁକୁଳିବା ପରେ ଗତ ରାତିରେ ସେ ନିଜ ଗାଁ କୋରାପୁଟ ଜିଲ୍ଲା ନାରାୟଣପାଟଣାର ଭାଲିଆପୁଟକୁ ଫେରିଛନ୍ତି। ପ୍ରଥମେ ନଦୀ କୂଳରେ ଆଦିବାସୀଙ୍କ ପାରମ୍ପରିକ ବନ୍ଦାପନା, ନୂତନ…

ପୁଣି କରୋନା ନେଲା ଜୀବନ, ଆଖି ବୁଜିଲେ ଆଉ ୧୭

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ ହେଉଛି କରୋନା ମିଟର । ହେଲେ କମୁନି ମୃତ୍ୟୁ ସଂଖ୍ୟା । ପ୍ରତିଦିନ ୧୦ରୁ ଅଧିକ ସଂକ୍ରମିତଙ୍କ ମୁଣ୍ଡ ନେଉଛି କିଲର ଭାଇରସ । ଗତ ୨୪ ଘଂଟାରେ ରାଜ୍ୟରେ ପୁଣି ଆଉ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ…

ରାଜ୍ୟରେ ୩ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ଟପିଲା । ଓଡ଼ିଶାରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ପଜିଟିଭ ସଂଖ୍ୟା କମୁଛି । କମ୍ ସଂଖ୍ୟକ କରୋନା ଚିହ୍ନଟ ହେଉଥିଲେ ମଧ୍ୟ ଆଜି ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ଲକ୍ଷ ୧୪୦ରେ…

ଭୂକମ୍ପରେ ଥରିଲା କାଶ୍ମୀର ଘାଟି

ଜମ୍ମୁକାଶ୍ମୀର: ଭୂକମ୍ପରେ ଥରିଲା ଜମ୍ମୁ-କାଶ୍ମୀର । ଆଜି ଭୋରୁ ଜମ୍ମୁ-କାଶ୍ମୀରର ପହଲଗାମ୍ ଅଂଚଳରେ ଭୂକମ୍ପ ଝଟ୍‌କା ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ରେକର୍ଡ କରାଯାଇଛି । ଶନିବାର ଭୋର ସମୟ ୪ଟା ୨୯ମିନିଟରେ ଭୂମିକମ୍ପ ଅନୁଭୂତ ହୋଇଥିବା ଜଣା ପଡ଼ିଛି। ନ୍ୟାସନାଲ…

ଆମେରିକା ରାଷ୍ଟ୍ରପତି ନିର୍ବାଚନ: ବିଜୟ ମୁହାଁ ବାଇଡେନ୍ !

ଓ୍ୱାଶିଂଟନ୍: କିଏ ହେବେ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ? ଦିନ ବିତିଲାଣି । ତଥାପି ଚିତ୍ର ଅସ୍ପଷ୍ଟ । ବର୍ତ୍ତମାନ ସୁଦ୍ଧା ଗଣତି ଅନୁସାରେ ବିଜୟ ମୁହାଁ ଜୋ ବାଇଡେନ୍ । ଡେମୋକ୍ରାଟିକ୍ ପାର୍ଟି ପ୍ରାର୍ଥୀ ବାଇଡେନ୍ ଆଗୁଆ ରହିଛନ୍ତି । ବାଇଡେନ୍ ୨୬୪ ଓ ରିପବ୍ଲିକାନ୍ ପାର୍ଟି ପ୍ରାର୍ଥୀ…

ଦେଶରେ ୮୪ ଲକ୍ଷ କରୋନା ପଜିଟିଭ୍, ମହାମାରୀରେ ଲକ୍ଷେ ୨୫ ହଜାର ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି ବଢୁଛି ଦୈନିକ କରୋନା କେସ । ୫୦ ହଜାରରୁ ଅଧିକ ପଜିଟିଭ୍ ବାହାରୁଛନ୍ତି । ଗତ ୨୪ ଘଣ୍ଟାରେ ସଂକ୍ରମିତ ହୋଇଛନ୍ତି ଆଉ ୫୦ ହଜାର ୩୫୭ ଜଣ । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୪ ଲକ୍ଷ ୬୨ ହଜାର ୦୮୧କୁ ବୃଦ୍ଧି ପାଇଛି । ସେହିପରି ଦୈନିକ ମୃତ୍ୟୁସଂଖ୍ୟାରେ ବି ବୃଦ୍ଧି…