Latest Odisha News

BREAKING NEWS

Browsing Category

ଫିଚର

ପୁତିନ ପାର୍କିନସନ ରୋଗରେ ଆକ୍ରାନ୍ତ, ପଦ ଛାଡିବେ !

ମସ୍କୋ:ରୁଷର ରାଷ୍ଟ୍ରପତି ଭ୍ଲାଡିମିର ପୁତିନ୍ ରାଷ୍ଟ୍ରପତି ପଦ ଛାଡିବାକୁ ଯାଉଛନ୍ତି ବୋଲି ରିପୋର୍ଟ ପ୍ରକାଶ ପାଇଛି । ଦି ସନରେ ପ୍ରକାଶିତ ଖବର ଅନୁସାରେ ପୁତିନ୍ ୨୦୨୧ରେ ପଦ ଛାଡିବେ । ଏହାର କାରଣ ହେଲା ସେ ପାର୍କିନସନ ରୋଗରେ ଆକ୍ରାନ୍ତ । ୬୮ ବର୍ଷୀୟ ପୁତିନଙ୍କ ପ୍ରେମିକା ଅଲିନା କାବେୱେ…

୧୦୦୦ ମ୍ୟାଚ ଜିତିଲେ ବିଶ୍ୱର ୨ ନମ୍ବର ଟେନିସ ଖେଳାଳି

ପ୍ୟାରିସ: ବିଶ୍ୱର ୨ ନମ୍ବର ଖେଳାଳି ରାଫେଲ ନାଡାଲ କ୍ୟାରିୟରର ୧୦୦୦ତମ ବିଜୟ ହାସଲ କରିଛନ୍ତି । ପ୍ୟାରିସ ମାଷ୍ଟର୍ସ ଦ୍ୱିତୀୟ ରାଉଣ୍ଡ ମ୍ୟାଚରେ ବିଜୟୀ ହେବା ପରେ ସେ ବିଶ୍ୱର ୪ର୍ଥ ଖେଳାଳି ଭାବେ ଏହି ସଫଳତା ହାତେଇଛନ୍ତି । ନାଡାଲ ୭୮୯ ସପ୍ତାହ (ପାଖାପାଖ ୧୫ ବର୍ଷ) ପ୍ରଥମ ୧୦ ଜଣଙ୍କ…

ରାଜ୍ୟରେ ଆଉ ୧୫ କରୋନା ରୋଗୀଙ୍କ ମୃତ୍ୟୁ; ମୋଟ୍ ମୃତକଙ୍କ ସଂଖ୍ୟା ୧୩୯୩କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ୧୫ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୧୩୯୩ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, କଟକରୁ ୧, ଭୁବନେଶ୍ୱରରୁ ୨, ଖୋର୍ଦ୍ଧାରୁ ୧, ମାଲକାନଗିରିରୁ ୧,…

ଓଡିଶାରେ ୧୪୯୪ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୪୯୪ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୮ ହଜାର ୭୬୮ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ପୁଣି ଉପରମୁଁହା କରୋନା ଗ୍ରାଫ; ୨୪ ଘଣ୍ଟାରେ ୪୭ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ବିଗତ କିଛିଦିନ ହେବ ଦେଶରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ଅବଗତି ନଜର ଆସିଥିବା ବେଳେ ପୁଣି ଥରେ ଏହି ଗ୍ରାଫ ଉପରମୁଁହା ହୋଇଥିବା ଦେଖୁବାକୁ ମିଳିଛି। ଗତକଲି ୫୦ ହଜାରର ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବିଗତ ୨୪ ଘଣ୍ଟାରେ ଏହି ସଂଖ୍ୟା ହ୍ରାସ ପାଇଛି ।…

ନଭେମ୍ବରରେ ଖୋଲାହେବନି ସ୍କୁଲ: ସମୀର ଦାଶ

ଭୁବନେଶ୍ୱର: ଡିସେମ୍ବରରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ସଂକ୍ରମଣର ଆଶଙ୍କା ଥିବାରୁ ରାଜୟରେ ଏବେ ଖୋଲିବନି ସ୍କୁଲ । ଏ ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଚଳିତ ମାସରେ ନବମରୁ ଦ୍ବାଦଶ ଶ୍ରେଣୀ ଯାଏଁ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବା ନେଇ ସରକାର ନିଷ୍ପତ୍ତି…

ପେପରଲେସ୍ ବିଧାନସଭା ପାଇଁ ଆଜିଠୁ ବିଧାନସଭା କର୍ମଚାରୀଙ୍କୁ ଦିଆଯିବ ଟ୍ରେନିଂ

ଭୁବନେଶ୍ୱର : ଏଣିକି ବିଧାନସଭାରେ ଅନଲାଇନ ଫାଇଲ କାମ ହେବ । ଆଉ ପେପରଲେସ୍ ହେବ ବିଧାନସଭା । ଏଥି ପାଇଁ ଆଜିଠାରୁ ଓକାକ ପକ୍ଷରୁ ଟ୍ରେନିଂ ଦିଆଯିବ । ବିଧାନସଭା କର୍ମଚାରୀ, ବାଚସ୍ପତି, ଉପବାଚସ୍ପତି ଓ ବିଧାୟକମାନେ ଏହି ଟ୍ରେନିଂ ନେବେ । ଚଳିତ ଶୀତ ଅଧିବେଶନରେ ଅନଲାଇନରେ ବିଧାଯକମାନେ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶି ଫଳ ତା ୬-୧୧-୨୦୨୦ ଶୁକ୍ରବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ନଭେମ୍ବର ତା ୬ ରିଖ ଶୁକ୍ରବାର ତୁଳା ୨୧ ଦିନ କାର୍ତ୍ତିକ ମାସ କୃଷ୍ଣ ପକ୍ଷ ଷଷ୍ଠୀ ତିଥି ପୁନର୍ବସୁ ନକ୍ଷତ୍ର ମିଥୁନ ଚନ୍ଦ୍ର ଘାତ ବାର :- ବିଛା ଧନୁ ଓ ମୀନ ରାଶିର ଘାତ ଚନ୍ଦ୍ର:- କନ୍ୟା ରାଶି…

ଷଷ୍ଠ ଥର ଆଇପିଏଲ୍ ଫାଇନାଲରେ ମୁମ୍ୱାଇ ଇଣ୍ଡିଆନ୍ସ

ଦୁବାଇ: ରୋହିତ ବାହିନୀର ରୋମାଞ୍ଚକର ବିଜୟ । ଷଷ୍ଠ ଥର ଆଇପିଏଲ୍ ଫାଇନାଲରେ ପ୍ରବେଶ କରିଛି ମୁମ୍ୱାଇ ଇଣ୍ଡିଆନ୍ସ । ପ୍ରଥମ କ୍ୱାଲିଫାୟାରରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୫୭ ରନରେ ହରାଇ ପ୍ରଥମ ଫାଇନାଲିଷ୍ଟ ହୋଇଛି ମୁମ୍ୱାଇ । ଏହି ବିଜୟ ସହ ପଞ୍ଚମ ଥର ଚାମ୍ପିଅନ୍ ଆଇପିଏଲ ଚାମ୍ପିଅନ୍ ହେବାଠାରୁ…

ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୨୦୧ ରନ୍‌ର ଟାର୍ଗେଟ

ଦୁବାଇ: ଯୁବ ଖେଳାଳି ଈଶାନ କିଶାନ, ହାର୍ଦ୍ଦିକ ପାଣ୍ଡ୍ୟା ଓ ସୂର୍ଯ୍ୟକୁମାର ଯାଦବଙ୍କ ଚମତ୍କାର ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମ ପ୍ଲେ ଅଫରେ ଦିଲ୍ଲୀ କ୍ୟାପିଟାଲ୍ସ ସମ୍ମୁଖରେ ୨୦୧ ରନର ବିଜୟ ଲକ୍ଷ୍ୟ ରଖିଛି । ମୁମ୍ବାଇ ଇଣ୍ଡିଆନ୍ସ ନିର୍ଦ୍ଧାରିତ ୨୦ ଓଭର୍‌ରେ ୫ ୱିକେଟ ହରାଇ ୨୦୦…