Latest Odisha News

BREAKING NEWS

Browsing Category

ଫିଚର

କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୨ ମୃତ

ମହାରାଷ୍ଟ୍ର: ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ଥିବା ଏକ କେମିକାଲ ଫ୍ୟାକ୍ଟ୍ରିରେ ବଡ ଧରଣର ବିସ୍ଫୋରଣ ହୋଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୬ ଜଣ ଗୁରୁତର ହୋଇଛନ୍ତି । ଖବରପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ କରିଛନ୍ତି । ଗତ ବିଳମ୍ବିତ ରାତିରେ ମୁମ୍ବାଇଠାରୁ…

କରୋନା ସଂକ୍ରମିତ ହୋଇ ଆଖି ବୁଜିଲେ ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନ

ଭୁବନେଶ୍ୱର: କରୋନା ନେଲା ଓଡ଼ିଶାରେ ଆଉ ଜଣେ ସାମ୍ବାଦିକଙ୍କ ଜୀବନ । ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ଆଜି ପରଲୋକ ହୋଇଛି । ସେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ । ଘରୋଇ ଚ୍ୟାନେଲ ନ୍ୟୁଜ-୧୮ ଓଡିଆରେ କାର୍ଯ୍ୟରତ ଥିଲେ ପ୍ରବୀର । କିଛିଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ…

ଆଜିଠୁ +୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ

ଭୁବନେଶ୍ୱର: ଯୁକ୍ତ ଦୁଇରେ ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ବାକି ଥିବା ସିଟ ପାଇଁ ଆଜିଠୁ ଆରମ୍ଭ ହେଉଛି ଆବେଦନ । ଆଜିଠୁ ଇଚ୍ଛୁକ ଛାତ୍ରଛାତ୍ରୀ ୧୯ ତାରିଖ ଭିତରେ ଆବେଦନ କରିପାରିବେ । ୨୩ ତାରିଖ ପ୍ରକାଶ ପାଇବ ମେରିଟ୍ ଲିଷ୍ଟ । ମେଧା ତାଲିକାରେ ସ୍ଥାନ ପାଇଥିବା ଛାତ୍ରଛାତ୍ରୀ ନଭେମ୍ବର…

ଦେଶରେ ପୁଣି ବଢ଼ିଲା: ୨୪ ଘଣ୍ଟାରେ ୫୦ ହଜାର ପଜିଟିଭ୍, ୭୦୪ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ଟ୍ରେଣ୍ଡ ସାମାନ୍ୟ ବଢିଛି । ଗତ କିଛି ଦିନ ହେବ ପ୍ରତିଦିନ ୫୦ ହଜାରରୁ କମ୍ ଆକ୍ରାନ୍ତ ଚିହ୍ନଟ ହେଉଥିଲା । ଗତ ୨୪ ଘଣ୍ଟାରେ ଏହି ସଂଖ୍ୟା ସାମାନ୍ୟ ବଢିଛି । ଦିନକରେ ସାରା ଦେଶରୁ ସଂକ୍ରମିତ ହୋଇଛନ୍ତି ଆଉ ୫୦ ହଜାର ୨୦୯ ଜଣ । ମୋଟ୍ ପଜିଟିଭ୍ କେସ୍ ୮୩ ଲକ୍ଷ…

ଫାଇନାଲ୍ ପାଇଁ ଫାଇଟ୍: IPL ପ୍ରଥମ କ୍ୱାଲିଫାୟାରରେ ଆଜି ମୁମ୍ୱାଇ-ଦିଲ୍ଲୀ ଲଢ଼େଇ

ଦୁବାଇ: ଚୁଡ଼ାନ୍ତ ପର୍ଯ୍ୟୟାରେ ପହଞ୍ଚିଛି ଆଇପିଏଲର ୧୩ତମ ସଂସ୍କରଣ । ଆଜି ଖେଳାଯିବ ପ୍ରଥମ କ୍ୱାଲିଫାୟାର ମ୍ୟାଚ୍ । ମୁହାଁମୁହାଁ ହେବେ ଡିଫେଣ୍ଡିଂ ଚାମ୍ପିଅନ୍ ମୁମ୍ୱାଇ ଇଣ୍ଡିଆନ୍ସ ଓ ରାଇଜିଂ ଟିମ୍ ଦିଲ୍ଲୀ କ୍ୟାପିଟାଲ୍ସ । ଦୁଇ ଦଳ ଭିତରେ ଲଢ଼େଇ ଜୋରଦାର ହେବ ବୋଲି ଆଶା କରାଯାଉଛି ।…

ଦୁଇ ଭାଇଙ୍କ ଉପରେ ଗୁଳିମାଡ଼ ଓ ଭୂଜାଲିରେ ହାଣିଲେ ଦୁର୍ବୃତ୍ତ, ଜଣେ ମୃତ

ଅନୁଗୋଳ: ଦୁଇ ଭାଇଙ୍କ ଉପରେ ସଂଘବଦ୍ଧ ଆକ୍ରମଣ । ଭୂଜାଲୀରେ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ଗୁଳିମାଡ଼ରେ ଅନ୍ୟ ଜଣେ ଭାଇ ଗୁରୁତର ହୋଇଛନ୍ତି । ଅନୁଗୋଳ ଜିଲ୍ଲା ମୁଷାପାପୁଲୀ ଛକରେ ଘଟିଛି ଏହି ଜଘନ୍ୟ ହତ୍ୟାକାଣ୍ଡ । ମୃତକ ହେଲେ ରନ୍ତଲେଇ ଗାଁର ଦୁଃଶାସନ ସେନାପତି । ତାଙ୍କ ଭାଇ…

କାରକୁ ଚାପି ଦେଲା ହାଇଓ୍ୱା, ୨ ଜଣ ଗୁରୁତର

କଟକ: ବାରଙ୍ଗ ନିକଟ ତ୍ରିଶୂଳିଆରେ ନେତାଜୀ ସୁଭାଷ ସେତୁ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାର୍ ଉପରେ ମାଡ଼ି ଗଲା ବାଲି ବୋଝେଇ ହାଇଓ୍ୱା । ଏଥିରେ କାରରେ ଥିବା ଡ୍ରାଇଭର ଅ ଅନ୍ୟ ଜଣେ ଆହତ ହୋଇଛନ୍ତି । କାର୍ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ରହିଛି । ତାଙ୍କୁ ଚିକିତ୍ସା ପାଇଁ କଟକ ବଡ଼…

୧୪ ଦିନିଆ ନ୍ୟାୟିକ ହେପାଜତରେ ବରିଷ୍ଠ ସାମ୍ବାଦିକ ଅର୍ଣ୍ଣବ ଗୋସ୍ୱାମୀ

ମୁମ୍ବାଇ: ନଭେମ୍ୱର ୧୮ ତାରିଖ ଯାଏ ନ୍ୟାୟିକ ହେପାଜତରେ ବରିଷ୍ଠ ସାମ୍ବାଦିକ ତଥା ରିପବ୍ଲିକ ଟିଭିର ଇଡିଟର-ଇନ-ଚିଫ୍ ଅର୍ଣ୍ଣବ ଗୋସ୍ୱାମୀ । ତାଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀ ହେପାଜତକୁ ପଠାଇ ଦିଆଯାଇଛି । ଆଜି ତାଙ୍କର ଜାମିନ ଆବେଦନର ଶୁଣାଣି ରହିଛି । ଅର୍ଣ୍ଣବଙ୍କ ସମେତ ଗିରଫ ଅନ୍ୟ…

ଆମେରିକା ନିର୍ବାଚନ: ବହୁମତ ମୁହାଁ ଜୋ ବାଇଡେନ୍, ପଛରେ ଟ୍ରମ୍ପ

ୱାଶିଂଟନ୍: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ରୋଚକ ଲଢ଼େଇ । କାହା ଦଖଲକୁ ଯିବ ହ୍ୱାଇଟ୍ ହାଉସ୍ ? ଜୋ ବାଇଡେନ୍ ଓ ଡୋନାଲ୍ଡ ଟ୍ରମ୍ପଙ୍କ ଭିତରେ କାଣ୍ଟେ କା ଟକ୍କର ଚାଲିଛି । ବର୍ତ୍ତମାନ ସୁଦ୍ଧା ଗଣତିରେ ଆଗରେ ରହିଛନ୍ତି ଜୋ ବାଇଡେନ୍ । ଡେମୋକ୍ରାଟିକ୍ ପାର୍ଟି ପ୍ରାର୍ଥୀ ଜୋ ବିଜେନଙ୍କୁ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶି ଫଳ   ତା ୫-୧୧-୨୦୨୦ ଗୁରୁବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ନଭେମ୍ବର ତା ୫ ରିଖ ଗୁରୁବାର ତୁଳା ୨୦ ଦିନ କାର୍ତ୍ତିକ ମାସ କୃଷ୍ଣ ପକ୍ଷ ପଞ୍ଚମୀ ତିଥି ଆଦ୍ରା ନକ୍ଷତ୍ର ମିଥୁନ ଚନ୍ଦ୍ର  ଘାତ ବାର:- ତୁଳା ଓ କୁମ୍ଭ ରାଶିର    ଘାତ ଚନ୍ଦ୍ର:- କନ୍ୟା ରାଶି ପୁରୁଷ ଓ…