Latest Odisha News

BREAKING NEWS

Browsing Category

ଫିଚର

ଜେସିବିକୁ ଧକ୍କା ଦେଲା କାର୍‌, ଜଣେ ମୃତ

ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ଖୋର୍ଦ୍ଧା-ବଲାଙ୍ଗିର ଜାତୀୟ ରାଜପଥ ଅର୍ଜୁନପୁର ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟେଲିଫୋନ ମରାମତି ପାଇଁ ରାସ୍ତା କଡରେ ଛିଡା ହୋଇଥିବା ଜେସିବିକୁ ଏକ କାର୍ ଧକ୍କା ଦେଇଥିଲେ। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଅଛନ୍ତି । ମୃତକ…

୫୫ତମ ଜନ୍ମଦିନକୁ ନିଆରା ଢ଼ଙ୍ଗରେ ପାଳିଲେ ମିଲିନ୍ଦ, ଉଲଗ୍ନ ହୋଇ ସମୂଦ୍ରକୂଳରେ ଦୌଡିଲେ

ମୁମ୍ବାଇ: ଚମକେଇ ଦେଲେ ମଡେଲ ତଥା ଅଭିନେତା ମିଲିନ୍ଦ ସୋମନ । ୫୫ତମ ଜନ୍ମଦିବସକୁ ସେ ନିଆରା ଢ଼ଙ୍ଗରେ ପାଳନ କରିଛନ୍ତି । ସୋସିଆଲ ମିଡିଆରେ ସମୂଦ୍ରକୂଳରେ ୧୨ କିଲୋମିଟର ଉଲଗ୍ନ ହୋଇ ଦୌଡୁଥିବା ଫଟୋ ଶେୟାର କରି ସେ ଲେଖିଛନ୍ତ ହାପି ବାର୍ଥ ଡେ ଟୁ ମି । ଏହି ଫଟୋ ତାଙ୍କ ପତ୍ନୀ ଅଙ୍କିତ କୁଅଁର…

ଅଭିନେତା ଫରାଜ ଖାନ୍‌ଙ୍କ ପରଲୋକ

ମୁମ୍ବାଇ: ଆରପାରିରେ ବଲିଉଡ ଅଭିନେତା ଫରାଜ ଖାନ୍ । ବୁଧବାର ତାଙ୍କ ଦେହାନ୍ତ ହୋଇଛି । ବେଙ୍ଗଳୁରୁ ସ୍ଥିତ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏନେଇ ଅଭିନେତ୍ରୀ ପୂଜା ଭଟ୍ଟ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ‘ଫରେବ’ ଓ ‘ମେହେନ୍ଦୀ’ ଭଳି…

ଏ ମାସରେ ହିଁ ଖୋଲିବ ସ୍କୁଲ

ଭୁବନେଶ୍ୱର: ଚଳିତ ମାସ ଅର୍ଥାତ ନଭେମ୍ବର ମାସରେ ହିଁ ଖୋଲିବ ସ୍କୁଲ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ନବମରୁ ଦଶମ ଯାଏଁ ସମ୍ପୂର୍ଣ୍ଣ କ୍ଲାସ ହେବ । ତେବେ ପିଲାଙ୍କୁ ସ୍କୁଲ ଛାଡିବାକୁ ଯଦି ଅଭିଭାବକ ରାଜି ନହୁଏନ୍ତି ତେବେ ଅନ୍‌ଲାଇନ୍‌ରେ କ୍ଲାସ…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଅନୁଗୁଳ: ଭିଜିଲାନ୍ସ ଜାଲରେ ଅନୁଗୁଳର ଜିଲ୍ଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ତାଙ୍କ ସରକାରୀ କାର୍ଯ୍ୟାଳୟ ଓ କ୍ୱାଟର୍ସରେ ଭିଜିଲାନ୍ସ ଚଢ଼ାଉ କରିଛି…

ଅର୍ଣ୍ଣବଙ୍କୁ ଉଠାଇ ନେଲା ମୁମ୍ବାଇ ପୋଲିସ, କଡା ନିନ୍ଦା କଲେ କେନ୍ଦ୍ର ମନ୍ତ୍ରୀ

ମୁମ୍ବାଇ: ରିପବ୍ଲିକ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଆଜି ସକାଳୁ ଉଠାଇ ନେଇଛି ମୁମ୍ବାଇ ପୋଲିସ । ବିନା ନୋଟିସରେ ପୋଲିସର ୧୦ରୁ ଅଧିକ ଅଧିକାରୀ ତାଙ୍କ ଘରେ ପଶି ଜୋର ଜବରଦସ୍ତ ତାଙ୍କୁ ଉଠାଇ ନେଇଥିବା ଜଣାପଡିଛି । ୨୦୧୮ର ଏକ ମାମଲାରେ ଅର୍ଣ୍ଣବଙ୍କୁ ଗିରଫ କରାଯାଇଥିବା…

ଟ୍ରମ୍ପ-ବିଡେନ୍ କଡ଼ା ଟକ୍କର: କିଏ କେଉଁଠି ବିଜୟୀ ?

ଓ୍ୱାଶିଂଟନ୍: ଡୋନାଲ୍ଡ ଟ୍ରମ୍ପ ନା ଜୋ ବିଡେନ୍ ? କିଏ ହେବେ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି । ଆଜି ସ୍ପଷ୍ଟ ହୋଇଯିବ । ବର୍ତ୍ତମାନ ସୁଦ୍ଧା ଇଲେକ୍ଟୋରାଲ୍ ଭୋଟରେ ଆଗରେ ଅଛନ୍ତି ଡେମୋକ୍ରାଟିକ୍ ପାର୍ଟି ପ୍ରାର୍ଥୀ ଜୋ ବିଡେନ୍ । ସେ ୨୨୩ଟି ଇଲେକ୍ଟୋରାଲ ଭୋଟ ସହ ଆଗୁଆ ରହିଥିଲା ବେଳେ…

ରାଜ୍ୟରେ ପୁଣି ବାହାରିଲେ ୧୪୭୪ କରୋନା ସଂକ୍ରମିତ, ଶୀର୍ଷରେ ଖୋର୍ଦ୍ଧା

ଭୁବନେଶ୍ୱର: ରାଜ୍ୟରୁ ପୁଣି ଚିହ୍ନଟ ହେଲେ କରୋନା ସଂକ୍ରମିତ । ତେବେ ପୂର୍ବ ଦିନ ତୁଳନାରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଂଟାରେ ରାଜ୍ୟରୁ ୧୪୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୫୫ଜଣ କ୍ବାରେଣ୍ଟାଇନ୍‌ରେ…

ରାଜ୍ୟରେ କରୋନା ନେଲାଣି ୧, ୩୬୪ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟାରେ ଲାଗୁନି ବ୍ରେକ୍ । ପ୍ରତିଦିନ ୧୦ରୁ ଅଧିକ ଆକ୍ରାନ୍ତ ମୃତ୍ୟୁବରଣ କରୁଛନ୍ତି । ଗତ ୨୪ ଘଣ୍ଟାରେ ଆଉ ୧୨ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ୭ ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । 2.A 40-year-old female…

ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ଚାରି ଜଣଙ୍କର ମୃତ୍ୟୁ

ଉତ୍ତରପ୍ରଦେଶ: ବେଆଇନ ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ । ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଆହତ ହୋଇଛନ୍ତି ୮ ଜଣ । ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଉତ୍ତରପ୍ରଦେଶ କୁଶୀନଗର ଜିଲ୍ଲାରେ ଆଜି ସକାଳୁ ଏହି ଅଘଟଣ ଘଟିଛି । ଆଜି ସକାଳୁ ସକାଳୁ କୁଶୀନଗର ଜିଲ୍ଲା କପ୍ତାନଗଞ୍ଜ…