Latest Odisha News

BREAKING NEWS

Browsing Category

ଫିଚର

‘ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ’ଙ୍କ ଜୟନ୍ତୀ; ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ ଓ ମୋଦି

ଭୁବନେଶ୍ୱର: ‘ଲୌହ ମାନବ’ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୪୫ ତମ ଜୟନ୍ତୀ ଅବସରରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏନେଇ ଟ୍ୱିଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

ୱେବ୍ ସିରଜ୍ ଦେଖି ୭୫ ଜଣଙ୍କ ଜୀବନ ବଂଚାଇଲା ନାବାଳକ !

ମହାରାଷ୍ଟ୍ର: ଡୋମ୍ବିଭଲିରେ ଗୁରୁବାର ସକାଳୁସକାଳୁ ଏକ ଦୁଇ ମହଲା କୋଠା ଭୁଷୁଡି ପଡିଥିଲା । ହେଲେ ବିଲ୍ଡିଂରେ ୭୦ରୁ ଅଧିକ ଲୋକ ରହୁଥିଲାବେଳେ ଏକ ନିଶ୍ଚିତ ଅଘଟଣରୁ ସମସ୍ତେ ବର୍ତ୍ତିଯାଇଛନ୍ତି । ତେବେ ଭାଗ୍ୟ ନୁହେଁ ବରଂ ଜଣେ ନାବାଳକର ୱେବ୍ ସିରିଜ ନିଶା ପାଇଁ ଏଭଳି ଚମତ୍କାର ଘଟିଥିଲା ।…

ଭୁବନେଶ୍ୱରରୁ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଭୁବନେଶ୍ୱର: ରାଜଧାନୀରୁ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ । ଏତେ ପରିମାଣର ଦଳ ଜହର ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି । ତା ନାଁ ଏସ୍. ହସୀମ ବକ୍ସ ଓ ଘର ବାଲେଶ୍ୱର ଜିଲ୍ଲାରେ ବୋଲି ଜଣା ପଡ଼ିଛି । କୌଣସି ସୂତ୍ରରୁ ଖବର ପାଇ ଗତକାଲି ରାତିରେ…

ଓଡ଼ିଶା ଅନଲକ୍-6: କଣ ଖୋଲା, କଣ ରହିବ ବନ୍ଦ ?

ଭୁବନେଶ୍ୱର: ନଭେମ୍ବର ମାସ ପାଇଁ ରଜ୍ୟ ସରକାର ଅନଲକ୍ 6.0 ଗାଇଡଲାଇନା ଜାରି କରିଛନ୍ତି । ବିଭିନ୍ନ କ୍ଷେତ୍ରରେ କଟକଣାକୁ ସାମାନ୍ୟ ହଟାଇ ଦିଆଯାଇଛି । ଆସନ୍ତାକାଲିଠୁ ଲାଗୁ ହେବ ନୂଆ ଗାଇଲାଇନ୍ । ଏବେ ଆସନ୍ତୁ ନଜର ପକାଇବା ନଭେମ୍ବରରେ କଣ ଖୋଲା ଓ କଣ ସବୁ ବନ୍ଦ ରହିବ । - କଣ୍ଟେନମେଣ୍ଟ…

ଅନଲକ୍ ୬.୦: ରାଜ୍ୟରେ ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲିବା ନିଷ୍ପତ୍ତି ନେବ ସ୍ଥାନୀୟ ପ୍ରଶାସନ

ଭୁବନେଶ୍ୱର: ଅନଲକ୍ ୬.୦ରେ ରାଜ୍ୟ ସରକାର ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲିବା ନେଇ ସଙ୍କେତ ଦେଇଛନ୍ତି । କିନ୍ତୁ ନିଷ୍ପତ୍ତି ସ୍ଥାନୀୟ ପ୍ରଶାସନ ହାତରେ ଛାଡ଼ିଛନ୍ତି । କରୋନା ସ୍ଥିତିକୁ ଦୃଷ୍ଟିରେ ରଖି କଟକଣା ଭିତରେ ଖୋଲିବା ନିଷ୍ପତ୍ତି ସ୍ଥାନୀୟ ପ୍ରଶାସନ ନେଇପାରିବ । ଅନଲକ୍ ୬.୦…

ରାଜ୍ୟର ୭ ଜିଲ୍ଲାରୁ କରୋନା ନେଲା ଆଉ ୧୨ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆଉ ୧୨ ଜୀବନ ନେଇଛି । ଗତ ୨୪ ଘଣ୍ଟାରେ ୭ ଜିଲ୍ଲାରୁ ଚିକିତ୍ସୀଧୀନ ଅବସ୍ଥାରେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩ ଜଣ ମୃତ୍ୟୁବରଣ କରିଛନ୍ତି । Regret to inform the demise of twelve covid positive patients…

କମୁଛି କରୋନା କାୟା: ୨୪ ଘଣ୍ଟାରେ ରାଜ୍ୟରୁ ୧୪ ଶହ ୭୦ ପଜିଟିଭ୍

ଭୁୁବନେଶ୍ୱର: ରାଜ୍ୟରେ କରୋନା କାୟା ସାମାନ୍ୟ କମିଛି । ଏବେ ଦୈନିକ ଦୁଇ ହଜାରରୁ କମ୍ ସଂକ୍ରମିତ ବାହାରୁଛନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୪ ଶହ ୭୦ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୮୫୩ ପଜିଟିଭ୍ ଥିବା ବେଳେ ୬୧୭ଟି ଲୋକାଲ କଣ୍ଟାକ୍ଟ କେସ୍ ରହିଛି…

ନବମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ନଭେମ୍ବର ୧୬ରୁ ରାଜ୍ୟରେ ଖୋଲିବ ସ୍କୁଲ

ଭୁବନେଶ୍ୱର: ନଭେମ୍ବର ମାସ ପାଇଁ ଆସିଲା ରାଜ୍ୟ ସରକାରଙ୍କ ଗାଇଡଲାଇନ୍ । ସ୍କୁଲ, କଲେଜ ଛାତ୍ରଛାତ୍ରୀଙ୍କ ପାଇଁ ଆସିଲା ବଡ଼ ଖବର । ନଭେମ୍ବର ୧୬ ତାରିଖରୁ ରାଜ୍ୟରେ ଖୋଲିବ ସ୍କୁଲ । କିନ୍ତୁ ପାଠ ପଢ଼ିବାକୁ ଯିବେ କେବଳ ନବମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ । ସେମାନଙ୍କୁ ସ୍କୁଲ ଯିବା ନେଇ…

ରାସ୍ତା ଉପରେ ଜଳିଗଲା ଟ୍ରକ୍, କାରଣ ଅସ୍ପଷ୍ଟ

କେନ୍ଦୁଝର: ରାସ୍ତା ଉପରେ ଟ୍ରକରେ ଲାଗିଲା ନିଆଁ । ଚାହୁଁ ଚାହୁଁ ଟ୍ରକଟି ଜଳିଗଲା । ଏହି ଦୃଶ୍ୟ କେନ୍ଦୁଝର ଜିଲ୍ଲାର । ମାଲବୋଝେଇ ଟ୍ରକରେ ନିଆଁ ଲାଗି ଯାଇଥିଲା । ହରିଚନ୍ଦନପୁର ଥାନା ଅନ୍ତର୍ଗତ ପିଟାପିଟି ଗାଁ ନିକଟରେ ଏହି ଘଟଣା ଘଟିଛି । ଟ୍ରକ ଡ୍ରାଇଭର ସୁରକ୍ଷିତ ଅଛନ୍ତି । ସେତେବେଳେ…

କନ୍ଧମାଳ-ଗଞ୍ଜାମ ସୀମାନ୍ତ ଜଙ୍ଗଲରେ ପୋଲିସ-ମାଓବାଦୀ ଗୁଳିବିନିମୟ

ଫୁଲବାଣୀ: କମ୍ୱି ଅପରେସନ୍ ବେଳେ ପୁଣି ପୋଲିସ-ମାଓବାଦୀ ମୁହାଁମୁହିଁ । ଗଞ୍ଜାମ-କନ୍ଧମାଳ ସୀମାନ୍ତ ଜଙ୍ଗଲରେ ଗୁଳିବିନିମୟ ହୋଇଛି । କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ବ୍ରଜକୋଟ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ସହ ମୁହାଁମୁହିଁ ହୋଇଥିଲା ଲାଲବାହିନୀ । ଗୁଇନ୍ଦା ସୂଚନା ଆଧାରରେ…