Latest Odisha News

BREAKING NEWS

Browsing Category

ଫିଚର

ସମସ୍ତଙ୍କୁ ମିଳିବ କରୋନା ଟିକା: ମୋଦି

ନୂଆଦିଲ୍ଲୀ: ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା । କୌଣସି ବି ଜଣେ ଭାରତୀୟ କରୋନା ଟିକାରୁ ବଂଚିତ ହେବେ ନାହିଁ । ଏନେଇ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ କହିଛନ୍ତି । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୮…

ଆସିଲା ରାଜକୁମାର ଓ ପ୍ରିୟଙ୍କାଙ୍କ ‘ଦ ହ୍ୱାଇଟ ଟାଇଗର’, ଦେଖନ୍ତୁ ଭିଡିଓ

ମୁମ୍ବାଇ: ଆସିଲା ‘ଦ ହ୍ୱାଇଟ ଟାଇଗର’ର ଟ୍ରେଲର । ଟ୍ରେଲରରେ ଦମ୍‌ଦାର ଲୁକ୍‌ରେ ନଜର ଆସିଛନ୍ତି ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଓ ରାଜକୁମାର ରାଓ । ଟ୍ରେଲରଟି ରିଲିଜ ହେବାର କିଛି ଘଂଟା ମଧ୍ୟରେ ହିଁ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଦୀର୍ଘ ଦିନର ବିରତି ପରେ ଏହି ଫିଲ୍ମ ଜରିଆରେ ପୁଣି…

ବର୍ଷିଲେ ସୁପ୍ରିମକୋର୍ଟ, କହିଲେ ଚାଲି ପାରିବନି ପୋଲିସର ଦମନଲୀଳା

ନୂଆଦିଲ୍ଲୀ: ସାଧାରଣ ଲୋକଙ୍କୁ ପୋଲିସ କରିପାରିବନି ହଇରାଣ । ବ୍ୟକ୍ତିର ସ୍ୱାଧୀନତା ଉପରେ ଚାଲି ପାରିବନି ପୋଲିସର ଦମନଲୀଳା । ଅଦାଲତ ଫେସବୁକ ୟୁଜରଙ୍କ ମତକୁ ଆଧାର କରି ପୁଲିସ ଯାହା କରୁଛି ତାହା ନିନ୍ଦନୀୟ। ନିଜ ସୀମା ଭିତରେ ରହି କାମ କରିବା ଦରକାର ବୋଲି ସୁପ୍ରିମକୋର୍ଟ ଦେଶର ପୁଲିସ…

ରାଜ୍ୟରେ ପୁଣି କରୋନା ନେଲା ୧୩ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ କମିବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗୁନି । ପ୍ରତିଦିନ ୧୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଉଛି କିଲର ଭାଇରସ । ଗତ ୨୪ ଘଂଟାରେ ରାଜ୍ୟରେ ପୁଣି ୧୩ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ।…

ରାଜ୍ୟରେ ୧୬୧୭ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ମିଟର । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ତଳେ ରହୁଛି । ଗତ ୨୪ ଘଂଟାରେ ରାଜ୍ୟରେ୧୬୧୭  ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୯୪୧ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ  ୬୭୬ଟି  ହେଉଛି ଲୋକାଲ୍…

ଡ୍ରାଇଭରଙ୍କ ନାଁରେ ୨୮ କୋଟିର GST ଠକେଇ ଅଭିଯୋଗ

ରାଉରକେଲା: ଇସ୍ପାତନଗରୀ ରାଉରକେଲାରେ ପୁଣି ଜିଏସ୍‌ଟି ଠକେଇ ଅଭିଯୋଗ । ଜଣେ ଡ୍ରାଇଭରଙ୍କ ନାଁରେ ଆସିଛି ଏଭଳି ଅଭିଯୋଗ । ତେବେ ହାଜାରେ କି ଲକ୍ଷେ ନୁହେଁ ଏକାଥରକେ ୨୮ କୋଟି ଟଙ୍କାର ଜିଏସ୍‌ଟି ଠକେଇ ହୋଇଥିବା ଅଭିଯୋଗ ହୋଇଛି । ରାଉରକେଲା ସେକ୍ଟର-୨୦ର ଜଣେ ଡ୍ରାଇଭରଙ୍କୁ ଏ ନେଇ ଜିଏସ୍‌ଟି…

ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ

ଗଞ୍ଜାମ: ବୋମା ଭିଡୁଥିବା ବେଳେ ବିସ୍ଫୋରଣ । ଗଂଜାମ ଜିଲ୍ଲା ବଡଗଡ ଭୀମପୁର ଗାଁରେ ଘଟିଛି ଏଭଳି ଅଘଟଣ । ବଡ ଧରଣର ବିସ୍ଫୋରଣ ଯୋଗୁଁ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଦୁଇ ଜଣ ଗୁୁରୁତର ହୋଇଛନ୍ତି । ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଂଚି ତଦନ୍ତ ଆରମ୍ଭ…

ଅଭିନନ୍ଦନଙ୍କୁ ମୁକ୍ତି ନଦେଲେ ରାତି ୯ଟା ସୁଦ୍ଧା ହମଲା କରିବ ଭାରତ, ଛାନିଆ ହୋଇ ଛାଡିଥିଲା ପାକିସ୍ତାନ

ନୂଆଦିଲ୍ଲୀ: ୨୦୧୯ ମାର୍ଚ୍ଚରେ ଓ୍ୱିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ତ୍ତମାନଙ୍କୁ ପାକିସ୍ତାନ ଅଟକ ରଖିଥିଲା । ଚାପରେ ଚାପି ହୋଇ ଛାଡ଼ିଥିଲା । ତାଙ୍କୁ କେମିତି ଓ କେଉଁ ପରିସ୍ଥିତିରେ ସୁରକ୍ଷିତ ଭାବରେ ମୁକ୍ତି କରିଥିଲା ପାକିସ୍ତାନ ? ଏନେଇ ଖୁଲ୍ଲାସା କରିଛନ୍ତି ଇମ୍ରାନ ଖାନଙ୍କ ପାର୍ଟିର ଜଣେ…

ବଣାଇ ଅଞ୍ଚଳରେ ହାତୀ ପଲଙ୍କ ଉତ୍ପାତ

ସୁନ୍ଦରଗଡ଼: ବଣାଇ ଅଞ୍ଚଳରେ ହାତୀ ପଲଙ୍କ ଉପଦ୍ରବ । ୨୦ରୁ ଅଧିକ ହାତୀ କୋଇଡ଼ା ରେଞ୍ଜ ଅନ୍ତର୍ଗତ କାଦଡିହ ଅଞ୍ଚଳରେ ଉତ୍ପାତ ଚଳାଇଛନ୍ତି । ଆଖାପାଖ ଗାଁରେ ତିନି ଦିନ ହେବ ଉପଦ୍ରବ ଚଳାଇଛନ୍ତି । ବ୍ୟାପକ ଫସଲ ନଷ୍ଟ କରୁଛନ୍ତି ହାତୀ । ପାଚିଲା ଧାନ କ୍ଷେତକୁ ନଷ୍ଟ କରି ଦେଉଥିବା ଅଭିଯୋଗ ହୋଇଛି…

୧୯୯୯ ମସିହା ମହାବାତ୍ୟାକୁ ପୁରିଲା ୨୧ ବର୍ଷ; ଆଜିବି ମନରୁ ଲିଭିନାହିଁ ସେହି ଭୟଙ୍କର ବିଭୀଷିକା

ଭୁବନେଶ୍ୱର: ୧୯୯୯ ମସିହାର ପ୍ରଳୟଙ୍କରୀ ମହାବାତ୍ୟାକୁ ଆଜି ପୁରିଛି ୨୧ ବର୍ଷ। ପ୍ରକୃତିର ଏହି ତାଣ୍ଡବକୁ ଦୁଇ ଦଶନ୍ଧିରୁ ଅଧିକ ସମୟ ବିତି ଯାଇଥିଲେ ସୁଦ୍ଧା ଆଜିବି ଲୋକଙ୍କ ମନରୁ ଲିଭି ନାହିଁ ମହାବାତ୍ୟାର ସେହି ଭୟଙ୍କର ବିଭୀଷିକାର ଦୃଶ୍ୟ। ୧୯୯୯ ମସିହା ଅକ୍ଟୋବର ୨୯ ତାରିଖ। ଓଡ଼ିଶା…