Latest Odisha News

BREAKING NEWS

Browsing Category

ଫିଚର

ଦେଶରେ ୮୦ ଲକ୍ଷ କରୋନା ସଂକ୍ରମିତ, ସୁସ୍ଥ ହେଲେଣି ୭୩ ଲକ୍ଷ

ନୂଆଦିଲ୍ଲୀ: ଦେଶରେ ୮୦ ଲକ୍ଷ ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୪୯ ହଜାର ୮୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ସାରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୦ ଲକ୍ଷ ୪୦ ହଜାର ୨୦୩କୁ ବୃଦ୍ଧି ପାଇଛି । ଏହି ସମୟରେ ଦେଶରେ କରୋନା ନେଇଛି ଆଉ ୫୧୭…

ବାଲେଶ୍ୱର ଉପନିର୍ବାଚନ ପାଇଁ ଆଜି ବିଜେଡି ସୁପ୍ରିମୋଙ୍କ ଭର୍ଚୁଆଲ ରାଲି

ବାଲେଶ୍ୱର: ଉପନିର୍ବାଚନକୁ ମଝିରେ ରହିଲା ଆଉ ଚାରି ଦିନ । ଦୁଇ ଦିନ ପରେ ଥମିବ ପ୍ରଚାର । ବାଲେଶ୍ୱର ସଦର ଉପନିର୍ବାଚନ ବ୍ୟାଟଲ୍ ଗ୍ରାଉଣ୍ଡରେ ହେଭିଓ୍ୱେଟ କ୍ୟାମ୍ପେନିଂ ଚାଲିଛି । ଆଜି ଡିଜିଟାଲ୍ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳୀୟ ପ୍ରାର୍ଥୀ ସ୍ୱରୂପ ଦାସଙ୍କ ପାଇଁ…

ମୌସୁମୀ ଫେରିବା ପରେ ରାଜ୍ୟରେ ଶୀତ ଅନୁଭୂତ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଫେରିଯିବା ପରେ ରାଜ୍ୟରେ ଅନୁଭୂତ ହୋଇଛି ଶୀତ । କନ୍ଧମାଳ ଜିଲ୍ଲାରେ ଥାଣ୍ଡା ସାଙ୍ଗକୁ କୁହୁଡ଼ି ଦେଖିବାକୁ ମିଳିଛି । ଫୁଲବାଣୀ ସମେତ ଦାରିଙ୍ଗବାଡ଼ି, ଜି. ଉଦୟଗିରି, ରାଇକିଆ ଆଦି ଅଞ୍ଚଳରେ ସାମାନ୍ୟ ଶୀତ ଅନୁଭୂତ କଲେଣି ଲୋକ । ଗତକାଲି…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶି ଫଳ  ତା୨୯-୧୦-୨୦୨୦ ଗୁରୁବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଅକ୍ଟୋବର ତା ୨୯ ରିଖ ଗୁରୁବାର ତୁଳା ୧୩ ଦିନ ଆଶ୍ବିନ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି ଉତ୍ତର ଭାଦ୍ର ନକ୍ଷତ୍ର ମୀନ ଚନ୍ଦ୍ର ଘାତ ବାର:- ତୁଳା ଓ କୁମ୍ଭ ରାଶିର     ଘାତ ଚନ୍ଦ୍ର:- ଧନୁ ରାଶି ପୁରୁଷ ଓ…

ପ୍ଲେ-ଅଫ ଟିକେଟ ପାଇଁ ମୁମ୍ବାଇକୁ ୧୬୫ ରନ୍‌ର ଟାର୍ଗେଟ

ଅବୁଧାବି: ଜୋଶ ଫିଲିପ ଓ ଦେବଦତ୍ତ ପାଡିକ୍କଲଙ୍କ ବିସ୍ଫୋରକ ଆରମ୍ଭ ସତ୍ତ୍ୱେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୨୦ ଓଭର୍‌ରେ ୬ ୱିକେଟ ହରାଇ  ୧୬୪ ରନ୍ କରିବାକୁ ସକ୍ଷମ ହୋଇଛି । ଫଳରେ ମୁମ୍ବାଇକୁ ଏହି ମ୍ୟାଚ୍ ଜିତି ପ୍ଲେ-ଅଫ ଟିକେଟ ହାସଲ କରିବା ପାଇଁ ୧୬୫ ରନ୍‌ର ଟାର୍ଗେଟ ମିଳିଛି । ଫିଲିପ…

ଆରୋଗ୍ୟ ସେତୁର ସ୍ରଷ୍ଟା କିଏ ଏନଆଇସି ଜାଣିନି, ସିଆଇସିର ଭର୍ତ୍ସନା

ନୂଆଦିଲ୍ଲୀ:କୋଭିଡ-୧୯ ମହାମାରୀ ସମ୍ପର୍କରେ ତଥ୍ୟ ଦେଇ ଲୋକପ୍ରିୟ ହୋଇଥିବା ଆରୋଗ୍ୟ ସେତୁ ଆପ୍‌କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ଏହି ଆପକୁ କିଏ ପ୍ରସ୍ତୁତ କରିଛି ତାହା ନ୍ୟାଶନାଲ ଇନଫର୍ମେଟିକ୍ସ ସେଂଟର(ଏନଆଇସି) ଜାଣିନି ବୋଲି କହିଛି । ଏନଆଇସିର ଉତର ନେଇ ସିଆଇସି ଭର୍ତ୍ସନା କରିଛି ।…

ବିକ୍ରି ହେଲା “ଆଲ୍ଲାଦିନ୍ କା ଚିରାଗ” କିଣିଲା କିଏ ?

ଉତ୍ତରପ୍ରଦେଶ: ଆଲ୍ଲାଦିନ୍ କା ଚିରାଗ କଥା କାନରେ ପଡିଲେ ମନେପଡିଯାଏ ଅନେକଙ୍କର ପିଲାଦିନ । ଏପରିକି ଆଜି ବି ଏହି କାହାଣୀକୁ ନେଇ ଫିଲ୍ମ କିମ୍ବା ସିରିଜ ଦେଖିବାକୁ ମିଳେ । ହେଲେ ସତରେ କ'ଣ ଆଲ୍ଲାଦିନର ଚିରାଗର କିଛି ଅସ୍ତିତ୍ୱ ଥିଲା, ନା କେବଳ କଳ୍ପନାରେ ସିମୀତ ଥିଲା ସେହି କୁହୁକ ଦୀପ ?…

ଅଗ୍ନି ନିରାପତ୍ତା ନିୟମ ଉଲଂଘନ ନେଇ ପୁଣି ବିବାଦରେ ଓଟିଭି

ଭୁବନେଶ୍ଵର: ଓଟିଭିକୁ ନେଇ ଘନେଇବାରେ ଲାଗିଛି ବିବାଦ। ଗୋଟିଏ ପରେ ଗୋଟିଏ ବିବାଦରେ ଛନ୍ଦି ହୋଇ ଚାଲିଛି ଓଟିଭି। ନିକଟରେ ଓଟିଭି ଅଗ୍ନି ନିରାପତ୍ତା ନିୟମ ମାନୁନଥିବା ନେଇ ଅଭିଯୋଗ ହୋଇଛି। ଭୁବନେଶ୍ୱର ପଟିଆର ସ୍ଥିତ ନିଜର କାର୍ଯ୍ୟାଳୟ ପରିସରରେ ଓଟିଭି ଅଗ୍ନି ନିରାପତ୍ତା ନିୟମ…

ମାଲଡିଭ୍‌ସରେ ମଉଜ କରୁଛନ୍ତି ସାଇନା-କାଶ୍ୟପ

ମାଲେ: ଭାରତର ଦୁଇ ଷ୍ଟାର ବ୍ୟାଡମିଂଟନ ଖେଳାଳି ସାଇନା ନେହ୍ୱାଲ ଏବଂ ପାରୁପଲ୍ଲୀ କାଶ୍ୟପ ମାଲଡିଭ୍‌ସରେ ମଉଜ କରୁଛନ୍ତି । ଭାରତର ଏହି ଲୋକପ୍ରିୟ ଖେଳ ଯୋଡି ପ୍ରେମରେ ପଡିବାଠାରୁ ବିବାହ ପର୍ଯ୍ୟନ୍ତ ସବୁବେଳେ ଚର୍ଚ୍ଚାର ରହିଛନ୍ତି । ବିବାହ ପରେ ନିଜ ପତିଙ୍କ ସହ ସାଇନା ଛୁଟି କଟାଉଛନ୍ତି ।…

ଟସ୍ ଜିଣି ମୁମ୍ବାଇର ବୋଲିଂ ନିଷ୍ପତ୍ତି

ଆବୁଧାବି: ଇଣ୍ଡିଆନ୍ ପ୍ରିମିୟର ଲିଗ୍‌ ୪୮ତମ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର । ଆବୁଧାବିର ଶେଖ୍ ଜୟେଦ୍ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍ ପାଇଁ ମୁମ୍ବାଇ ଟିମ୍ ଟସ୍ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି…