Latest Odisha News

BREAKING NEWS

Browsing Category

ଫିଚର

ରାଜଧାନୀ ପରେ ଗଂଜାମ ପାଳି, ୨ ସାମ୍ବାଦିକ ଗିରଫ ୧ ଫେରାର୍ !

ଗଂଜାମ: ପୁଣି ସାମ୍ବାଦିକତାରେ ଲାଗିଲା କଳଙ୍କର ଛିଟା । କିଛି ହାତଗଣତି ଭ୍ରଷ୍ଟ ସାମ୍ବାଦିକଙ୍କ ପାଇଁ ବଦନାମ ହେଉଛି ସାମ୍ବାଦିକତା ପେଶା । ଗତକାଲି ବଟି ଆଦାୟ ଭଳି ଅଭିଯୋଗରେ ରାଜଧାନୀରୁ ଗିରଫ ହୋଇଥଲେ ୫ ଜଣ ଆତ୍ମଘୋଷିତ ସାମ୍ବାଦିକ । ଏହି ଘଟଣାର ମାତ୍ର ଗୋଟିଏ ଦିନ ପରେ ବ୍ଲାକମେଲିଂ କରି…

‘ମନ ମୋର କାଗଜଗୁଡି’ର ମହୁରତ୍‌

ସୁମିତ୍ରା ଏଣ୍ଟରଟେନମେଣ୍ଟ ନିବେଦିତ ଓଡିଆ ଚଳଚ୍ଚିତ୍ର ‘ମନ ମୋର କାଗଜଗୁଡି’ର ମହୁରତ ହୋଇଯାଇଛି । ନିକୋପାର୍କ ନିକଟସ୍ଥ ସୁନାଦେଇ ମନ୍ଦିରରେ ଆୟୋଜିତ ଏହି ମହୁରତ ଉତ୍ସବରେ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ମହୁରତ କ୍ଲାପ ଦେଇ ଚଳଚ୍ଚିତ୍ରର ଆନୁଷ୍ଠାନିକ ଭାବେ ଶୁଭାରମ୍ଭ ସହିତ…

ସରକାରୀ ଶିକ୍ଷକଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ !

ଖୋର୍ଦ୍ଧା: କଳାହାଣ୍ଡିରୁ ରାଜଧାନୀ ଭୂବନେଶ୍ୱରକୁ ଆସୁଥିଲା ଏକ ନାଇଟ୍ କୋଚ୍ ବସ୍ । ହଠାତ୍ ଭୋର୍ ସମୟରେ ଚିତ୍କାର କରିଉଠିଥିଲେ ଜଣେ ଯୁବତୀ । କେହି କିଛି ବୁଝିବା ପୂର୍ବରୁ ଯୁବତୀ ଜଣକ ରୁଦ୍ର ରୂପ ଧାରଣ କରିଥିଲେ । ମାମଲା ବୁଝିବା ପାଇଁ ଗାଡି ଅଟକାଇଥିଲେ ବସ୍ କର୍ମଚାରୀ । ଶେଷରେ ଯେଉଁ…

ହିରୋ ମୋଟୋ କର୍ପ ବିକ୍ରି କରିବ ହାର୍‌ଲି ଡେଭିଡ୍‌ସନ୍ ବାଇକ୍ !

ନୂଆଦିଲ୍ଲୀ: ଗତମାସ ପ୍ରିମିୟମ୍ ବାଇକ୍ କମ୍ପାନୀ ହାର୍‌ଲି ଡେଭିଡ୍‌ସନ୍ ଭାରତରେ ନିଜ ଉତ୍ପାଦନ ଓ ବିକ୍ରୟ ବନ୍ଦ କରିବା ନେଇ ଘୋଷଣା କରିଥିଲା । ଭାରତୀୟ ବଜାରରେ ଏହି ବାଇକର ଚାହିଦା ଥିଲେ ବି ବିକ୍ରୟ ଏତେଟା ଆଖିଦୃଶିଆ ନଥିଲା । ଏହି କାରଣରୁ ହାରଲି ଡେଭିଡ୍‌ସନ୍ ନିଜ ମୂଳ ବଜାର ୟୁରୋପ,…

ଦିଲୀପ ରାୟଙ୍କୁ ବଡ ଆଶ୍ୱସ୍ତି, ୩ ବର୍ଷ ଜେଲ୍ ଦଣ୍ଡାଦେଶ ସସ୍‌ପେଣ୍ଡ

ଭୁବନେଶ୍ୱର: କୋଲ ସ୍କାମରେ ପୂର୍ବତନ କେନ୍ଦ୍ର କୋଇଲା ମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଛି ବଡ ଆଶ୍ୱସ୍ତି । ତାଙ୍କ ୩ ବର୍ଷର ଜେଲ୍ ଦଣ୍ଡାଦେଶକୁ ସସ୍‌ପେଣ୍ଡ କରାଯାଇଛି । ଦିଲ୍ଲୀ ହାଇକୋର୍ଟ ଏହି ଦଣ୍ଡାଦେଶକୁ ସସ୍‌ପେଣ୍ଡ କରିଛନ୍ତି । ଏନେଇ ଜାତୀୟ ଗଣମାଧ୍ୟମ ସୂତ୍ରରୁ ସୂଚନା ମିଳିଛି । ବହୁ…

ଆଇଏଏସ୍ ସ୍ତରରେ ଅଦଳବଦଳ, ପରାଗ ଗୁପ୍ତା ହେଲେ ଓଏଫଡିସି ଅଧ୍ୟକ୍ଷ

ଭୁବନେଶ୍ୱର: ଆଇଏଏସ୍ ସ୍ତରରେ ବଡ ଧରଣରର ଅଦଳବଦଳ । ରାଜ୍ୟ ସରକାର ୩ଜଣ ଆଇଏଏସ୍ ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ।  ୧୯୮୮ ବ୍ୟାଚର ଆଇଏଏସ ପରାଗ ଗୁପ୍ତା ହୋଇଛନ୍ତି  ରାଜ୍ୟ ଜଙ୍ଗଲ ଉନ୍ନୟନ ନିଗମ ବା ଓଏଫଡିସିର ଅଧ୍ୟକ୍ଷ । ସେ ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ । ସେହିପରି…

ଇଣ୍ଡିଆନ୍ ମୁଜାହିଦ୍ଦିନ ସମେତ ୧୮ ଜଣ ଆତଙ୍କୀ ଘୋଷିତ

ନୂଆଦିଲ୍ଲୀ: ଆତଙ୍କୀ ବିରୋଧରେ ପୁଣି କଡା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି କେନ୍ଦ୍ର ସରକାର । ଆଜି ୧୮ ଜଣଙ୍କୁ ଆତଙ୍କବାଦୀ ଘୋଷଣା କରାଯାଇଛି । ଏହା ମଧ୍ୟରେ ରହିଛନ୍ତି ଅସିଦ୍ଧ ଘୋଷଣା ହୋଇଥିବା ହିଜବୁଲ ମୁଜାହିଦ୍ଦିନର ମୁଖ୍ୟ ସୟଦ ସଲାଉଦ୍ଦିନ ଏବଂ ଇଣ୍ଡିଆନ ମୁଜାହିଦ୍ଦିନର ପ୍ରତିଷ୍ଠାତା ଭଟକଲ…

୧୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳରେ ଦେଶର ୭୮% ସକ୍ରିୟ କରୋନା ରୋଗୀ

ନୂଆଦିଲ୍ଲୀ; ବର୍ତ୍ତମାନ ୧୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳରେ ଦେଶର ୭୮ ପ୍ରତିଶତ ସକ୍ରିୟ କରୋନା ରୋଗୀ ଅଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ମହାରାଷ୍ଟ୍ରରେ ସର୍ବାଧିକ ସକ୍ରିୟ ଅକ୍ରାନ୍ତ ଅଛନ୍ତି । ରାଜ୍ୟରେ ଏବେ ୧ ଲକ୍ଷ ୩୪ ହଜାର ୬୫୭ ଜଣ…

ନଭେମ୍ବର ୩୦ ଯାଏଁ ବଢିଲା ଅନଲକ୍ ୫ ଗାଇଡଲାଇନ୍

ନୂଆଦିଲ୍ଲୀ: ଗତ ସେପ୍ଟେମ୍ବର ୩୦ରେ କେନ୍ଦ୍ର ଦ୍ବାରା ଜାରି କରାଯାଇଥିବା ଅନଲକ୍ ୫ ଗାଇଡଲାଇନକୁ ଆସନ୍ତା ନଭେମ୍ବର ୩୦ ଯାଏଁ ବଢାଯାଇଥିବା ନେଇ ଗୃହ ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଦିନ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ନୂତନ ନିର୍ଦ୍ଦେଶାବଳୀ…

ଫେସ୍‌ବୁକ୍‌ରେ ବନ୍ଧୁତା କରି ଛୁରାମାଡ ଖାଇଲେ ଅଭିନେତ୍ରୀ !

ମୁମ୍ବାଇ: ମହଙ୍ଗା ପଡିଲା ଫେସ୍‌ବୁକରେ ବନ୍ଧୁତା । ପ୍ରେମ ନିବେଦନକୁ ନା ଓ ବିବାହକୁ ମନା କରିବାରୁ ଟେଲି ଅଭିନେତ୍ରୀଙ୍କୁ ଛୁରାମାଡ । ଛୁରାମାଡରେ ଅଚେତ ଅଭିନେତ୍ରୀ ମୁମ୍ବାଇର କୋକିଲାବେନ୍ ହସ୍ପିଟାଲରେ ଭର୍ତ୍ତି ହୋଇଥିବାବେଳେ ଅଭିଯୁକ୍ତ ଫେରାର୍ ଅଛି । ସୋମବାର ଅଭିନେତ୍ରୀ ମାଲବୀ…