Latest Odisha News

BREAKING NEWS

Browsing Category

ଫିଚର

ଭାରତ ସହ ଠିଆ ହୋଇଛି ଆମେରିକା: ମାଇକ ପାମ୍ପିଓ

ନୂଆଦିଲ୍ଲୀ: ଭାରତ ଓ ଆମେରିକା ମଧ୍ୟରେ ‘ଟୁ ପ୍ଲସ୍ ଟୁ’ ବାର୍ତ୍ତା ଲାଗି ଆମେରିକା ବିଦେଶ ମନ୍ତ୍ରୀ ମାଇକ୍ ପାମ୍ପିଓ ଭାରତ ଗସ୍ତରେ ଆସି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କ ସହ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ ପରେ ସେ କହିଛନ୍ତି ଯେ ନିଜ…

ଏଣିକି ଜମ୍ମୁ-କାଶ୍ମୀରରେ ଯେକେହି ବି କିଣି ପାରିବେ ଜମି, ପ୍ରକାଶ ପାଇଲା ବିଜ୍ଞପ୍ତି

ନୂଆଦିଲ୍ଲୀ: ଦେଶର କୌଣସି ବି ଲୋକ ଜମ୍ମୁ କାଶ୍ମୀରରେ ଜମି କିଣି ପାରିବ । ସେଠାରେ ଘର ଦ୍ୱାର କରି ବି ରହି ପାରିବ । ଗୃହମନ୍ତ୍ରଣାଳୟ ଦ୍ୱାରା ଏନେଇ ମଙ୍ଗଳବାର ଦିନ ଏକ ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି । କିନ୍ତୁ କୃଷି ପାଇଁ ଜମି କିଣାଯାଇ ପାରିବ ନାହିଁ ବୋଲି ବିଜ୍ଞପ୍ତିରେ…

ଓଟିଭି ସାରୁଆ ଜମି ଦୁର୍ନୀତି ମାମଲା: ଇସ୍ତଫା ଦେଲେ ସାରୁଆ ମହିଳା ସମିତିର ଅଧ୍ୟକ୍ଷା ସମେତ କର୍ମକର୍ତ୍ତା

ଖୋର୍ଦ୍ଧା: ଖୋର୍ଦ୍ଧା ସାରୁଅରେ ଜମି କେଳେଙ୍କାରୀ ମାମଲାରେ ବଢିଲା ଓଟିଭି ଏମଡି ଜାଗି ମଙ୍ଗତପଣ୍ଡାଙ୍କ ଅଡୁଆ। ସାରୁଅ ମହିଳା ସମିତିରୁ ଇସ୍ତଫା ଦେଲେ ଅଧ୍ୟକ୍ଷାଙ୍କ ସହ ସମିତି କର୍ମକର୍ତ୍ତା । ସମିତିର ସଭାପତି ଜୟନ୍ତୀ ସାହୁ , କୋଷାଧ୍ୟକ୍ଷ ରଶ୍ମୀତା ମହାଭୋଇ  ଏବଂ ଅନ୍ୟ ୪ଜଣ ସଦସ୍ୟ ଇସ୍ତାଫ…

ମରାମତି ହେବ ଶ୍ରୀମନ୍ଦିର ବାଇଶି ପାହାଚ

ପୁରୀ: ଶ୍ରୀମନ୍ଦିର ବାଇଶି ପାହାଚର ହେବ ମରାମତି । ଏଏସଆଇର ଚାରଜଣିଆ ଟିମ ଏ ନେଇ ଅନୁଧ୍ୟାନ କରିଛନ୍ତି । ଶ୍ରୀମନ୍ଦିରରେ ପହଞ୍ଚି ବାଇଶି ପାହାଚର ଯାଞ୍ଚ କରିଛି ଏଏସ୍‌ଆଇ ଟିମ୍‌ । ପ୍ରତିଟି ପାହାଚର ପଥରକୁ ଗୁରୁତ୍ୱ ସହ ଯାଞ୍ଚ କରିଛି ଏଏସ୍‌ଆଇ ଟିମ୍‌ । ଖରାପ ପଥର ଥିଲେ ବଦଳାଯିବାର…

ମଦ ପାଇଁ ମହାଭାରତ, ୨ ଗୁରୁତର

ଗଞ୍ଜାମ: ମଦ ପାଇଁ ଗଣ୍ଡଗୋଳ । ଗଞ୍ଜାମ ଜିଲ୍ଲା ଭାଟକୁମରଡ଼ାରେ ମଦ ବ୍ୟବସାୟକୁ ନେଇ ଗଣ୍ଡଗୋଳ ହୋଇଛି। ଘଟଣାରେ ୨ଜଣ ଗୁରୁତର ଥିବା ଜଣାପଡିଛି । ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ଅନୁଯାୟୀ, ଭାଟକୁମରଡ଼ା ଗାଁରେ ମଦ ବ୍ୟବସାୟକୁ ନେଇ ଗଣ୍ଡଗୋଳ ହୋଇଛି ।…

ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର: ଆଉ ଦିନ କେଇଟା ପରେ ପଡିବ ବାଲେଶ୍ୱର-ତିର୍ତ୍ତୋଲ ଉପନିର୍ବାଚନ ଭୋଟ । ଏଥିପାଇଁ ଚାଲିଛି ଜୋରଦାର ପ୍ରଚାର । ତିନି ଦଳର ପ୍ରାର୍ଥୀଙ୍କ ସପକ୍ଷରେ ଦଳୀୟ ନେତାମାନେ ଜୋରଦାର ପ୍ରଚାର ଚଳାଇଛନ୍ତି । ତେବେ ଏହି ଉପନିର୍ବାଚନ ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ । ବାଲେଶ୍ୱର…

[ଭିଡିଓ] ବିଚ୍ ରାସ୍ତାରେ ବନ୍ଧୁକ କଲା ଫଇସଲା !

ହରିୟାଣା: ଦିନ ଦ୍ୱିପହରେ, ବିଚ୍ ରାସ୍ତାରେ ଗୁଳିମାଡ । ଘଟଣାସ୍ଥଳରେ ହିଁ ଟଳିପଡିଥିଲେ ଯୁବତୀ । ଚମ୍ପଟ୍ ମାରିଥିଲା ଅଭିଯୁକ୍ତ । ହେଲେ ସିସିଟିଭି ଫୁଟେଜ୍ ଜରିଆରେ ସାମ୍ନାକୁ ଆସିଛି ସେହି ଛାତିଥରା ଦୃଶ୍ୟ । କଏଦ ହୋଇଥିଲା ଲାଇଭ୍ ଗୁଳିମାଡ ଘଟଣା । ସୋସିଆଲ୍ ମିଡିଆରେ ଏହି ଭିଡିଓ ଖୁବ…

ଅଢ଼େଇ ଲକ୍ଷ ଟଙ୍କାର ପିଆଜ ଚୋରି, ୪ ଗିରଫ

ପୁଣେ: କନ୍ଦାଉଛି ପିଆଜ । ହୁ ହୁ ହୋଇ ବଢ଼ିଚାଲିଛି ପିଆଜ ଦର । ଯାହା ଗ୍ରାହକଙ୍କ ମୁଣ୍ଡରେ ଚଡକ ପଡିଛି । ବଜାରରେ ପିଆଜ ଦର କିଲୋପ୍ରତି ୮୦ ଟଙ୍କା ଉପରେ ରହିଛି । ଏଭଳି ସ୍ଥିିତିରେ ମହାରାଷ୍ଟ୍ରରୁ ପିଆଜ ଚୋରି ଅଭିଯୋଗ ଆସିଛି । ପୁଣେର ଗ୍ରାମାଂଚଳ ପୋଲିସ ଏହି ଅଭିଯୋଗରେ ୪ ଜଣଙ୍କୁ ଗିରଫ…

ହାଥରସ ମାମଲା: ତଦନ୍ତର ତଦାରଖ କରିବେ ଆହ୍ଲାବାଦ ହାଇକୋର୍ଟ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ହାଥରସ ଗଣଦୁଷ୍କର୍ମ ଅଭିଯୋଗ ମାମଲାର ସିବିଆଇ ତଦନ୍ତର ତତ୍ତ୍ୱବଧାନ କରିବେ ଆହ୍ଲାବାଦ ହାଇକୋର୍ଟ । ଆଜି ଏହି ମାମଲାର ଶୁଣାଣି ବେଳେ ଏହି ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଏହାସହ ସୁପ୍ରିମକୋର୍ଟ ନିଜେ ଏହି ମାମଲାର ତଦନ୍ତ ଓ ମନିଟରିଂ କରିବା ପାଇଁ ହୋଇଥିବା…

ବ୍ଲୁ ଫ୍ଲାଗ ବିଚ୍‌ରେ ଭାସିଗଲେ ପର୍ଯ୍ୟଟକ

ପୁରୀ: ପୁରୀ ବ୍ଲୁ ଫ୍ଲାଗ ବିଚ୍‌ରେ ଅଘଟଣ । ଗାଧୋଇବା ବେଳେ ଭାସିଗଲେ ପର୍ଯ୍ୟଟକ । ପର୍ଯ୍ୟଟକ ଜଣକ ଭାସିଯାଇ ନିଖୋଜ ହୋଇଛନ୍ତି । ତେବେ ନିଖୋଜ ପର୍ଯ୍ୟଟକ ଜଣକ ଝାଡଖଣ୍ଡର ଯୁକ୍ତ ୨ ଛାତ୍ର ବୋଲି ଜଣାପଡିଛି । ତାଙ୍କୁ ଖୋଜାଖୋଜି କରିବା ପାଇଁ ଅଗ୍ନିଶମ ବାହିନୀ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।…