Latest Odisha News

BREAKING NEWS

Browsing Category

ଫିଚର

ରୁପା କବାଟରେ ଝଲସିବ ଶ୍ରୀମନ୍ଦିର, ଆଜି ବସିବ ବୈଠକ

ପୁରୀ: ରୁପାରେ ଝଲସିବ ଶ୍ରୀମନ୍ଦିର । ରୁପାରେ ଛାଉଣୀ ହେବ ଶ୍ରୀମନ୍ଦିରର ୮ଟି ଦ୍ୱାରା । ଏଥିପାଇଁ ଲାଗିବ ଅଢ଼େଇ ଟନ୍ ରୁପା । ଏ ପ୍ରସଙ୍ଗରେ ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଏକ ସ୍ୱତନ୍ତ୍ର ବୈଠକ ବସିବ। ଛତିଶାନିଯୋଗ ନାୟକ, ପରିଚାଳନା କମିଟି ସଦସ୍ୟ, ପୂଜାପଣ୍ଡା ନିଯୋଗ,…

KBCରେ ସ୍ଥାନ ପାଇଲା ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳାକୁ ନେଇ ପ୍ରଶ୍ନ

ମୁମ୍ବାଇ: ଟିଭି ଦୁନିଆର ସବୁଠାରୁ ଲୋକପ୍ରିୟ ରିଆଲିଟି ସୋ କୌନ ବନେଗା କରୋଡପତିରେ ଓଡିଶାକୁ ନେଇ ଏକ ପ୍ରଶ୍ନ ସ୍ଥାନ ପାଇଛି । ବିଶିଷ୍ଟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଏକ ବାଲୁକା କଳାକୁ ନେଇ ଏହି ପ୍ରଶ୍ନ ରହିଥିଲା । କେବିସି ହଟ ସିଟରେ ଥିଲେ ମାଇକ୍ରୋ ବାୟୋଲଜି ପ୍ରଫେସର…

ଭାରତୀୟ ମତ୍ସ୍ୟଜୀବୀମାନଙ୍କ ଉପରେ ଶ୍ରୀଲଙ୍କା ନୌସେନାର ଆକ୍ରମଣ, ଜଣେ ଆହତ

ନୂଆଦିଲ୍ଲୀ:ଭାରତୀୟ ମତ୍ସ୍ୟଜିବୀଙ୍କ ଉପରେ ଶ୍ରୀଲଙ୍କା ନୌସେନାଙ୍କ ଆକ୍ରମଣ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି । ଗତକାଲି ରାତିରେ ଶ୍ରୀଲଙ୍କା ନୌସେନା ଭାରତୀୟ ମତ୍ସ୍ୟଜୀବୀମାନଙ୍କ ଉପରେ ଆକ୍ରମଣ କରିଛନ୍ତି । ଫଳରେ ଜଣେ ମତ୍ସ୍ୟଜୀବୀ ଆହତ ହୋଇଥିବା ସୂଚନା ମିଳିଛି । ଭାରତୀୟ…

ରାଜ୍ୟରେ ୨୪ ଘଣ୍ଟାରେ ଆଖି ବୁଜିଲେ ଆଉ ୧୩ ଆକ୍ରାନ୍ତ

ଭୁବନେଶ୍ୱର: ଜୀବନ ନେଉଛି ମହାମାରୀ । ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୩ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ୬ଟି ଜିଲ୍ଲାର ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ୧୧ ଜଣ ପୁରୁଷ ଓ ଦୁଇ ଜଣ ମହିଳା । Regret to…

ମେସିନରେ ଟଙ୍କା ଗଣିବେ ଖିଲାଡି ଷ୍ଟାର, ଅକ୍ଷୟଙ୍କୁ ଉପହାର ଦେଲେ କପିଲ ଶର୍ମା

ମୁମ୍ବାଇ: ଏଣିକି ମେସିନରେ ଟଙ୍କା ଗଣିବେ ଖିଲାଡି ଷ୍ଟାର । ତାଙ୍କ ପାଖରେ ଏତେ ଟଙ୍କା ଅଛି ଯେ, ତାକୁ ସହଜରେ ଗଣି ହେବ ନାହିଁ । ତେଣୁ ଟଙ୍କା ଗଣିବାକୁ ଅକ୍ଷୟଙ୍କୁ ଏକ ମେସିନ ଦେଇଛନ୍ତି କମେଡି କିଙ୍ଗ କପିଲ ଶର୍ମା । କଥାଟା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗିଲେ ବି ଏହା ସତ । ଆଉ ଏହି ଘଟଣା ଘଟିଛି…

କାବୁ ପାଉଛି କରୋନା: ରାଜ୍ୟରେ ୧୩ ଶହ ତଳକୁ ଖସିଲା ଦୈନିକ ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର: ହାରୁଛି କରୋନା । ରାଜ୍ୟରେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି ସ୍ଥିତି । କମୁଛି ଦୈନିକ କେସ୍ । ରାଜ୍ୟରେ ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୨ ଶହ ୪୭ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୭୨୯ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

ମେଲାଣି ନେଉଛନ୍ତି ମା’, ଟ୍ୱିନ୍ ସିଟିରେ ଚାଲିଛି ଭସାଣ

ଭୁବନେଶ୍ୱର: ନା ଡିଜେ ଅଛି ନା ବିରାଟ ପଟୁଆର । ଶୋଭାଯାତ୍ରା ବି ନାହିଁ । ଭଳିକି ଭଳି ପାରମ୍ପରିକ ଲୋକନୃତ୍ୟ ବି ଦେଖିବାକୁ ମିଳୁନି । ସନ୍ଧ୍ୟା ବଦଳରେ ଦିନରେ ବିଦାୟ ନେଉଛନ୍ତି ମାଆ । ବାଜା, ବାଣ ଓ ପଟୁଆର ବଦଳରେ କେବଳ ଘଂଟ ଘଂଟା ବଜାଇ ମାଆଙ୍କୁ ମେଲାଣି ଦିଆଯାଉଛି । କୋଭିଡ୍ କଟକଣା ଭିତରେ…

ବିସ୍ଫୋରଣରେ ଥରିଲା ପାକିସ୍ତାନର ପେଶାଓ୍ୱାର

ପେଶଓ୍ୱାର: ପାକିସ୍ତାନର ପେଶାଓ୍ୱାରରେ ବଡ଼ ଧରଣର ବିସ୍ଫୋରଣ । ଏକ ମଦ୍ରାସାରେ ଏହି ବିସ୍ଫୋରଣ ହୋଇଛି । ଏଥିରେ ବର୍ତ୍ତମାନ ସୁଦ୍ଧା 7 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି । ଆହତଙ୍କ ଭିତରୁ କିଛି ଲୋକଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ ରହିଛି । ଆଗକୁ…

ପ୍ରେମଜନିତ କାରଣରୁ ଯୁବକଙ୍କୁ ହତ୍ୟା ଅଭିଯୋଗ, ମୃତଦେହ ଉଦ୍ଧାର

ଧର୍ମଗଡ଼: କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଅଞ୍ଚଳରେ ଯୁବକଙ୍କୁ ହତ୍ୟା ଅଭିଯୋଗ । ଗଏନ୍ଦିମୁଣ୍ଡା ଗାଁରୁ ଉଦ୍ଧାର ହୋଇଛି ମୃତଦେହ । ମୃତକଙ୍କ ନାଁ ଦିଲ୍ଲୀପ ମେହେର ଓ ଘର କାଳିଆକାଣି ଗାଁରେ । ପ୍ରେମଜନିତ କାରଣରୁ ଦିଲ୍ଲୀପଙ୍କୁ ପିଟିପିଟି ମାରି ଦିଆଯାଇଥିବା ଅଭିଯୋଗ ହୋଇଛି ।…

୪୦ ହଜାର ତଳକୁ ଖସିଲା ଦେଶରେ ଦୈନିକ କରୋନା କେସ୍

ନୂଆଦିଲ୍ଲୀ: କରୋନା ଲଢ଼େଇ ଭିତରେ ଦେଶବାସୀଙ୍କ ପାଇଁ ଆଶ୍ୱସ୍ତିକର ଖବର । ଦୈନିକ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା । ସୁସ୍ତ ହେଉଛନ୍ତି ଅଧିକ । ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୪୦ ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୬ ହଜାର ୩୬ ହଜାର ୪୬୯ ନୂଆ…