Latest Odisha News

BREAKING NEWS

Browsing Category

ଫିଚର

ଓଡିଶାରୁ ଆଉ ୨୦୭୧ କରୋନା ଆକ୍ରାନ୍ତ ସୁସ୍ଥ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୦୭୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । https://twitter.com/HFWOdisha/status/1320382474073993216?s=19 …

ଧର୍ମ ବଦଳାଇ ଦ୍ୱିତୀୟ ବିବାହ କରିବେ ଜଣାଶୁଣା ଓକିଲ ହରିଶ ସାଲଭେ

ନୂଆଦିଲ୍ଲୀ: ଭାରତର ଜଣାଶୁଣା ବରିଷ୍ଠ ଓକିଲ ହରିଶ ସାଲଭେ ନିଜ ଧର୍ମ ବଦଳାଇ ଆସନ୍ତା ସପ୍ତାହରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି । ୬୫ ବର୍ଷିୟ ସାଲଭେ ଗତମାସରେ ମିନାକ୍ଷୀ ସାଲଭେଙ୍କୁ ତଲାକ ଦେଇଥିଲେ । ଆଇନ୍ ଅନୁସାରେ ଦୁଇ ଜଣ ଅଲଗା ହୋଇ ଯାଇଥିଲେ । ହରିଶ ସାଲଭେ ଓ ମିନାକ୍ଷୀଙ୍କର…

ଗାୟକ୍ୱାଡଙ୍କ ଅର୍ଦ୍ଧଶତକ, ବାଙ୍ଗାଲୋରକୁ ହରାଇଲା ଚେନ୍ନାଇ

ଦୁବାଇ: ଚଳିତ ଆଇପିଏଲରେ କ୍ରମାଗତ ପରାଜୟ ପରେ ରବିବାର ଚେନ୍ନାଇ ସୁପର କିଙ୍ଗ୍‌ସ ୮ ୱିକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ପରାସ୍ତ କରିଛି ।  ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ବାଙ୍ଗାଲୋର ପ୍ରଦତ ୧୪୭ ରନର ଲକ୍ଷ୍ୟକୁ  ଚେନ୍ନାଇ ୧୮.୪ ଓଭରରେ ୨ଟି ଓ୍ଵିକେଟ୍ ହରାଇ ହାସଲ…

ସ୍ୱାସ୍ଥ୍ୟକର୍ମୀଙ୍କ ମହାନତା; ରୋଗୀଙ୍କୁ କାନ୍ଧରେ ବୋହି ୫୦୦ମି. ଚାଲି ଚାଲି ଆମ୍ବୁଲାନ୍ସ ପାଖରେ ପହଞ୍ଚାଇଲେ

ଗୌହାଟୀ: ଆସାମର ଲକ୍ଷ୍ମୀପୁର ଜିଲ୍ଲାରେ ଜଣେ ସ୍ୱାସ୍ଥ୍ୟ କର୍ମୀ ଗୁରୁତର କରୋନା ରୋଗୀଙ୍କ କାନ୍ଧରେ ବୋହି ପାଖାପାଖି ୫୦୦ମି. ଚାଲି ଚାଲି ଆମ୍ବୁଲାନ୍ସ ପାଖରେ ପହଞ୍ଚାଇଛନ୍ତି । ଉକ୍ତ ଅଞ୍ଚଳରେ ଉପଯୁକ୍ତ ରାସ୍ତାଘାଟ ନଥିବାରୁ ଆମ୍ବୁଲାନ୍ସଟି ତାଙ୍କ ଘରେ ପହଞ୍ଚି ପାରିନଥିଲା । ସୂଚନା…

ବିଧାୟକଙ୍କ ସହ ବିଜ୍ଞାପନ, ବିବାଦରେ ମହିଳା ପୋଲିସ !

ଭଦ୍ରକ: ଲୋକଙ୍କୁ ଜମିଲାନି ପୋଲିସ ଓ ପ୍ରଶାସନର ମିଳିତ ଦୁର୍ଗାପୂଜା ଶୁଭେଛା ବାର୍ତ୍ତା । ସୋସିଆଲ ମିଡିଆରେ ଭାଇରାଲ୍ ହେଲା ମହିଳା ପୋଲିସ ଅଫିସରଙ୍କ ଶୁଭେଛା ବିଜ୍ଞାପନ । ବିଧାୟକଙ୍କ ସହ ନିଜର ଫଟୋ ଲଗାଇ ଦୁର୍ଗାପୂଜା ଉପଲକ୍ଷେ ଲୋକଙ୍କୁ ଶୁଭେଛା ଜଣାଇବା ଭଦ୍ରକର ଜଣେ ମହିଳା ପୋଲିସଙ୍କୁ…

କୋହଲି, ଡି’ଭିଲର୍ସଙ୍କ ଆକର୍ଷଣୀୟ ବ୍ୟାଟିଂ, ଚେନ୍ନାଇ ସମ୍ମୁଖରେ ୧୪୬ ରନର ଲକ୍ଷ୍ୟ

ଦୁବାଇ: ଚଳିତ ଆଇପିଏଲରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ଚେନ୍ନାଇ ସୁପର କିଙ୍ଗ୍‌ସକୁ ମଧ୍ୟରେ ମୁକାବିଲା ଚାଲିଛି । ବାଙ୍ଗାଲୋରର ଦୁଇ ସିନିୟର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଓ ଏବି ଡି’ଭିଲର୍ସ ଚମତ୍କାର ବ୍ୟାଟିଂ ପ୍ରଦର୍ଶନ କରି ଚେନ୍ନାଇ ସମ୍ମୁଖରେ ୧୪୬ରନ୍‌ର ବିଜୟ ଲକ୍ଷ୍ୟ ରଖିଛନ୍ତି ।…

କପିଳ ଦେବ ସୁସ୍ଥ, ଡାକ୍ତରଖାନାରୁ ଛୁଟି ପାଇଲେ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ଦୁର୍ଦ୍ଦଷ ଅଲରାଉଣ୍ଡର ଭାବେ ବିବେଚିତ କପିଳ ଦେବ ଏବେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି । ରବିବାର ତାଙ୍କୁ ଡାକ୍ତରଖାନାରୁ ଛୁଟି ଦିଆଯାଇଛି । ଗୁରୁବାର ୬୧ ବର୍ଷୀୟ କପିଲ ଦେବ ହୃଦଘାତର ଶିକାର ହୋଇଥିଲେ ।  ଏହାପରେ ତାଙ୍କୁ ନୂଆଦିଲ୍ଲୀର ଫୋର୍ଟିଜ ଏସ୍କର୍ଟସ…

ବିବାହ କରିବେ ‘କୁଛ କୁଛ ହୋତା ହୈ’ର ଛୋଟେ ସର୍ଦାର !

ମୁମ୍ବାଇ: ଫିଲ୍ମ 'କୁଛ କୁଛ ହୋତା ହୈ'ର ଏହି କ୍ୟୁଟ୍ ସର୍ଦ୍ଦାର । ଏହି କୁନି ଚରିତ୍ରଙ୍କୁ କିଏ ବା ନ ଜାଣେ । ହେଲେ ବୋଧ ହୁଏ ଏହି କ୍ୟୁଟ ସର୍ଦ୍ଦାରଙ୍କ ପ୍ରକୃତ ନାଁ ଅନେକଙ୍କୁ ଅଜଣା ଥିବ । ଦିନେ କୁନି କଳାକାର ଭାବେ ସମସ୍ତଙ୍କୁ ଏଣ୍ଟରଟେନ କରିଥିବା ଏହି ଚରିତ୍ର ଆଜି ବହୁତ ବଡ ହୋଇଗଲେଣି ।…

ଦାଢି ଗଲା ଚାକିରୀ ଫେରିଲା !

ଉତ୍ତରପ୍ରଦେଶ: ଏଇ କିଛିଦିନ ପୂର୍ବରୁ ଦାଢି ପାଇଁ ନିଲମ୍ବିତ ହୋଇଥିଲେ ଜଣେ ପୋଲିସ ବାବୁ । ଖବକକୁ ନେଇ ଜୋର ଧରିଥିଲା ଚର୍ଚ୍ଚା । ଏପରିକି ପୋଲିସ ବାବୁ ମୁସଲମାନ ହୋଇଥିବାରୁ ଘଟଣାରେ ସାମ୍ପ୍ରଦାୟୀକ ରଙ୍ଗ ବି ବୋଳା ହୋଇଥିଲା । ହେଲେ ଶେଷରେ ଦାଢି କାଟି ପୋଲିସ ବାବୁ ପୁଣିଥରେ ଚାକିରୀରେ ଯୋଗ…

ବାରହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ ତାର ଲାଗି ଯୁବକ ମୃତ

ସୁନ୍ଦରଗଡ଼: ବାରହା ଶିକାର ପାଇଁ ବିଛାଯାଇଥିଲା ବିଦ୍ୟୁତ ତାର । କିନ୍ତୁ ବାରହା ବଦଳରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ସଦର ଥାନା ଅନ୍ତର୍ଗତ ବଡ଼ବାହାଳ ଗାଁରେ । ବାରହା ଶିକାର ପାଇଁ ବିଛା ଯାଇଥିବା…