Latest Odisha News

BREAKING NEWS

Browsing Category

ଫିଚର

ଆଇପିଏଲ୍ ପରେ ଲଙ୍କା ପ୍ରିମିୟର ଲିଗ୍‌, ଭାରତରୁ ମାତ୍ର ୨ ଖେଳାଳି !

ଭୁବନେଶ୍ୱର: ଆଇପିଏଲ ପରେପରେ ଆରମ୍ଭ ହେବ ଏଲ୍‌ପିଏଲ୍‌(ଲଙ୍କା ପ୍ରିମିୟର ଲିଗ୍‌) । ଶ୍ରୀଲଙ୍କାରେ ଆୟୋଜିତ ହେବାକୁ ଥିବା ଏହି ଟି୨୦ ପ୍ରତିଯୋଗୀତାରେ ଭାଗ ନେବେ ମାତ୍ର ୫ଟି ଟିମ୍ । ୧୫ ଦିନ ମଧ୍ୟରେ ଅନୁଷ୍ଠିତ ହେବ ୨୩ଟି ମ୍ୟାଚ୍ । ନଭେମ୍ବର ୮ରେ ଆଇପିଏଲ ସରୁଥିଲାବେଳେ ନଭେମ୍ବରରୁ ୨୧ରୁ…

ଶିଖରଙ୍କ ଶତକ ବେକାର, ରୋମାଞ୍ଚକର ମୁକାବିଲାରେ ଦିଲ୍ଲୀକୁ ହରାଇଲା ପଞ୍ଜାବ

ଦୁବାଇ: ଆଇପିଏଲର ଆଜିର ରୋମାଞ୍ଚକର ମ୍ୟାଚରେ ଦିଲ୍ଲୀକୁ ୫ ୱିକେଟରେ ହରାଇଲା କିଙ୍ଗ ଇଲେଭେନ ପଞ୍ଜାବ । ବେକାର ଗଲା ଶିଖର ଧୱନଙ୍କ ଶତକ । ନିକୋଲସ୍ ପୁରାନଙ୍କ ଅର୍ଦ୍ଧଶତକ ବଳରେ ଦିଲ୍ଲୀ ହାତରୁ ମ୍ୟାଚ ଛଡାଇନେଲା ପଞ୍ଜାବ । ୧୬୫ ରନ ଟାର୍ଗେଟର ପିଛା କରି ପଂଜାବ ୧୯ ଓଭରରେ ୫ ୱିକେଟ ହରାଇ…

ବିଶ୍ୱର ବୃହତ୍ତମ କ୍ରିକେଟ୍ ଷ୍ଟାଡିୟମରେ କିଏ ଖେଳିବ ପ୍ରଥମେ ?

ନୂଆଦିଲ୍ଲୀ: ଗୁଜରାଟ ଅହମଦାବାଦର ମୋଟେରା କ୍ରିକେଟ୍ ଷ୍ଟାଡିୟମ । ବିଶ୍ୱରେ ସବୁଠୁ ବଡ । ଏହି ଷ୍ଟାଡିୟମରେ ପ୍ରଥମେ ଏକ ଦିନରାତି ଗୋଲାପି ବଲ୍ ଟେଷ୍ଟ କ୍ରିକେଟ୍ ମ୍ୟାଚ୍‌ର ଆୟୋଜନ ହେବ । ଯେଉଁଥିରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ମୁକାବିଲା ହେବ । ନିକଟରେ ଏ ନେଇ ଖୋଦ ବିସିସିଆଇ ପ୍ରେସିଡେଣ୍ଟ…

[ଭିଡିଓ] ବୟସ ୬୮, ସାଇକେଲରେ ୨୨୦୦ କିମି ଦୂର ଯିବେ ଠାକୁର ଦେଖି !

ମୁମ୍ବାଇ: ଭକ୍ତିରେ ଭୋଳ ଭକ୍ତ କିଛି ବି କରିପାରେ । ଚାଲିପାରେ ନିଆଁରେ, ଝୁଲିପାରେ କଣ୍ଟାରେ ଓ ରହିପାରେ ଯାବତଜୀବନ ଉପବାସରେ । ତେବେ ଏଭଳି କୌଣସି ଉଦାହରଣ ନୁହେଁ ବରଂ ଜଣେ ମହିଳାଙ୍କ ଭକ୍ତି ଆଗରେ ସତରେ ଅବା ହାର ମାନିଛି ବୟସର ବାଧକତା । ସୋସିଆଲ ମିଡିଆରେ ଏହି ଭିଡିଓ ବହୁଳ ମାତ୍ରାରେ…

ଧାୱନ ଧମାକା: ଶିଖରରେ ଦିଲ୍ଲୀ କ୍ୟାପିଟାଲ୍ସ, ପଞ୍ଜାବ ଆଗରେ ୧୬୫ ରନର ବିଜୟ ଲକ୍ଷ୍ୟ

ଦୁବାଇ: ଶିଖର ଧାୱନଙ୍କ ଧମାକା ବଳରେ ଦିଲ୍ଲୀ କ୍ୟାପିଟାଲ୍ସ ମଙ୍ଗଳବାର ଅନୁଷ୍ଠିତ ଆଇପିଏଲ ମୁକାବିଲାରେ କିଙ୍ଗ୍‌ସ ଏକାଦଶ ପଞ୍ଜାବ ସମ୍ମୁଖରେ ୧୬୫ ରନର ବିଜୟ ଲକ୍ଷ୍ୟ ରଖିଛି । ଟସ୍ ଜିଣି ଦିଲ୍ଲୀ ଅଧିନାୟକ ଶ୍ରେୟାଶ ଆୟାର ପ୍ରଥମେ ବ୍ୟାଟିଂ ନିଷ୍ପତି ନେଇଥିଲେ । ତାଙ୍କ ଯୋଜନାକୁ ଫଳପ୍ରଦ…

ଧୋନୀଙ୍କ ପରେ ବିଜୟଙ୍କ ଝିଅକୁ ଦୁଷ୍କର୍ମ ଧମକ !

ତେଲେଙ୍ଗାନା: ବାୟୋପିକ୍ 800ରେ ଅଭିନୟ କରିବା ନେଇ ଅଭିନେତା ବିଜୟ ସେଥୁପତି ସମାଲୋଚନାର କେନ୍ଦ୍ରରେ ରହିଥିଲେ । ହେଲେ ସୋମବାର ଖୋଦ ମୁରଲିଧରନ୍ ତାଙ୍କୁ ଫିଲ୍ମରୁ ଓହରିଯିବାକୁ କହିଥିଲେ । ଯାହା ପରେ ବିଜୟ ଫିଲ୍ମରେ ଅଭିନୟ ନ କରିବା ନେଇ ସ୍ପଷ୍ଟ କରିଥିଲେ । ହେଲେ ସୋସିଆଲ ମିଡିଆରେ ଏବେ ବି…

ନିମୋରୋଜରେ ବୋମା ବିସ୍ଫୋରଣରେ, ୧୨ ପୋଲିସ କର୍ମଚାରୀ ନିହତ

କାବୁଲ: ଆଫଗାନିସ୍ତାନର ନିମୋରୋଜ ଅଂଚଳରେ ବୋମା ବିସ୍ଫୋରଣ ଘଟିବା ଯୋଗୁ ୧୨ ପୋଲିସ କର୍ମଚାରୀ ନିହତ ହୋଇଛନ୍ତି ।  ମୃତ ପୋଲିସ କର୍ମଚାରୀଙ୍କ ଭିତରେ ଜିଲ୍ଲା ପୋଲିସ ମୁଖ୍ୟ ରହିଛନ୍ତି । ଗତ ରବିବାର ଆଫଗାନିସ୍ତାନର ପଶ୍ଚିମ ପ୍ରାନ୍ତରେ ଏକ ଆତ୍ମଘାତି କାର୍ ବୋମା ବିସ୍ଫୋରଣ ହୋଇଥିଲା । ଏହି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ୧୨ ମିନିଟର ୧୨ କଥା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦେଶବାସୀଙ୍କ ସନ୍ଧ୍ୟା ୬ଟାରେ ୧୨ମିନିଟ ଧରି ସମ୍ବୋନ୍ଧିତ କରିଥିଲେ । ଆସନ୍ତୁ ଜାଣିବା ଏହି ୧୨ ମିନିଟର ୧୨ କଥା ୧.କରୋନା ବିପକ୍ଷରେ ଆମେ ଲମ୍ବା ଲଢ଼େଇ ଲଢ଼ୁଛେ । ଏବେ ଆର୍ଥୀକ ଗତିବିଧିରେ ଉନ୍ନତି ଆସିଛି । ଘରୁ ଲୋକେ ବାହାରୁଛନ୍ତି ।…

ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବ ଦିଲ୍ଲୀ କ୍ୟାପିଟାଲ୍ସ

ଦୁବାଇ: ଆଇପିଏଲର ୩୮ତମ ମୁକାବିଲାରେ ଦିଲ୍ଲୀ କ୍ୟାପିଟାଲ୍ସ ଓ କିଙ୍ଗସ ଏକାଦଶ ପଞ୍ଜାବ ମୁହାଁମୁହିଁ ହେଉଛନ୍ତି । ପଏଣ୍ଟ ଟେବୁଲର ସବୁଠାରୁ ଉପରେ ଥିବା ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଶ୍ରେୟସ ଆୟର ଆଜି ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି । ଦିଲ୍ଲୀ ଅପେକ୍ଷା ଆଜିର ମ୍ୟାଚ୍…

ପୂର୍ତ୍ତ ବିଭାଗର ପୂର୍ବତନ ସଚିବ ନବକିଶୋର ରଥଙ୍କ ପରଲୋକ

ଭୁବନେଶ୍ୱର : ପୂର୍ତ୍ତ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତଥା ସଚିବ ନବ କିଶୋର ରଥଙ୍କର ଆଜି ଦେହାନ୍ତ ଘଟିଛି । ଲକ୍ଷ୍ମୀସାଗର ସ୍ଥିତ ତାଙ୍କ ବାସଭବନରେ ୮୨ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଅପରାହ୍ନରେ ପୁରୀ ସ୍ୱର୍ଗଦ୍ୱାରଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି । ୨୦୦୬ରେ…