Latest Odisha News

BREAKING NEWS

Browsing Category

ଫିଚର

ଦେଶରେ ୭୫ ଲକ୍ଷ ଟପିଲା କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ୭୫ ଲକ୍ଷ ଟପିଲା କରୋନା ସଂକ୍ରମଣ କେସ । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫ ଲକ୍ଷ ୫୦ ହଜାର ୨୭୩ରେ ପହଂଚିଛି । ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ି ୧ଲକ୍ଷ ୧୪ ହଜାର ୬୧୦ରେ ପହଂଚିଛି । ୨୪ ଘଂଟାରେ ୫୫ ହଜାର ୭୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କରୋନାରେ ୫୭୯…

ନୱାଜ ସରିଫଙ୍କ ଜ୍ୱାଇଁ ଗିରଫ

କରାଚୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ଜ୍ୱାଇଁଙ୍କୁ ଉଠାଇ ନେଲା ପୋଲିସ । ସକାଳୁ ହୋଟେଲ କବାଟ ଭାଙ୍ଗି ପାକିସ୍ତାନ ପୋଲିସ ତାଙ୍କୁ ଗିରଫ କରିଛି । ଏନେଇ ନୱାଜଙ୍କ ଝିଅ ଓ ପାକିସ୍ତାନ ମୁସଲିମ ଲିଗ୍ ନେତା ମାରିୟମ ସରିଫ ଏନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ,…

ସରକାରୀ କ୍ୱାର୍ଟର୍ସରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର: ସରକାରୀ କ୍ୱାର୍ଟର୍ସରୁ ମିଳିଲା ବୃଦ୍ଧ ଦମ୍ପତିଙ୍କ ମୃତଦେହ। ବଲାଙ୍ଗିର ଜିଲ୍ଲା ଚନ୍ଦ୍ରଶେଖରନଗରର ଏକ ସରକାରୀ କ୍ୱାର୍ଟର୍ସରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ବୃଦ୍ଧ ଦମ୍ପତିଙ୍କ ଘର ସଦର ବ୍ଲକ ପୁଡ଼ାସିଂ ଗାଁରେ ବୋଲି ଜଣାପଡ଼ିଛି। ସନ୍ଦେହଜନକ ଅବସ୍ଥାରେ ଟାଉନ…

ବେକରେ ଛୁରି ଲଗାଇ ଲୁଟ୍

ଆଠଗଡ: ଘରେ ପଶି ବେକରେ ଛୁରି ଲଗାଇ ଲୁଟ୍ । ଏଭଳି ଅଭିଯୋଗ ଆସିଛି ଆଠଗଡ ଜିଲ୍ଲା ଖୁଂଟୁଣି ଥାନା ଖମାର ନୂଆଗାଁରେ । ଗତ ବିଳମ୍ବିତ ରାତିରେ ଘରେ ଦୁର୍ବୃତ୍ତମାନେ ପସି ବେକରେ ଛୁରି ଲଗାଇ ଟଙ୍କା ଓ ସୁନା ଗହଣା ଲୁଟି ନେଇଥିବା ଅଭିଯୋଗ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଜାରି ରଖିଛି ।

ଦେଶର ୧୦ ପ୍ରଭାବଶାଳୀ ପ୍ରଶାସକ ତାଲିକାରେ ୩ ଓଡ଼ିଆ

ନୂଆଦିଲ୍ଲୀ: ଚମକିଲେ ୩ ଓଡ଼ିଆ ଅଧିକାରୀ । ଇଣ୍ଡିଆ ଟୁଡେ ପ୍ରକାଶ କରିଥିବା ଦେଶର ଟପ୍ ଟେନ୍ ପ୍ରଭାବଶାଳୀ ବ୍ୟକ୍ତି ବିଶେଷଙ୍କ ମଧ୍ୟରେ ରହିଛନ୍ତି ତିନି ଜଣ ଓଡ଼ିଆ। ଜାତୀୟ ରାଜନୀତିଠାରୁ ଆରମ୍ଭ କରି ପ୍ରଶାସନିକ ସେବା ଯାଏ ସବୁ କ୍ଷେତ୍ରରେ ବଢ଼ୁଛି ଓଡ଼ିଆଙ୍କ ପ୍ରଭାବ । ଇଣ୍ଡିଆ ଟୁଡେ ପକ୍ଷରୁ…

ବାର୍ଥ ଡେ’ ପାର୍ଟି ପାଇଁ ବାର୍ ସିଲ୍‌

ଭୁବନେଶ୍ୱର: ମହଙ୍ଗା ପଡିଲା ବାର୍‌ରେ ବାର୍ଥ ଡେ’ ପାଳନ । ଭୁଲିଗଲେ କୋଭିଡ କଟକଣା । କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ବାର୍ ସିଲ୍ କଲା ପୋଲିସ । ଭୁବନେଶ୍ୱର ଇନ୍‌ଫୋସିଟି ଅଚଂଳରେ ଥିବା ଇକୋ ବାର୍ ଉପରେ କମିଶନରେଟ୍ ପୋଲିସ ଚଢ଼ାଉ କରି ସିଲ୍ କରିଛି । ବାର୍ଥ ଡେ ପାଳନ ବେଳେ କାହାରି ମୁହଁରେ…

ରାସ୍ତା ଉପରେ ଜଳିଗଲା ଟ୍ରକ

ଭୁବନେଶ୍ୱର: ରାସ୍ତା ଉପରେ ହୁ ହୁ ହୋଇ ଜଳିଗଲା ଟ୍ରକ୍ । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ଉପକଣ୍ଠ ପାହାଳରେ ଘଟିଛି ଏହି ଘଟଣା। ଏକ ବାଲି ବୋଝେଇ ଟ୍ରକ ଜଳିଯାଇଛି । ଟ୍ରକଟି କଟକରୁ ଭୁବନେଶ୍ୱର ଆସୁଥିବାବେଳେ ହାଠତ ପାହାଳ ଛକ ନିକଟରେ ଇଞ୍ଜିନରୁ ଧୂଆଁ ବାହାରିଥିଲା । ଏହାକୁ ଦେଖି…

ଜାଣନ୍ତୁ, କେମତି କଟିବ ଆଜିର ଦିନ

ରାଶି ଫଳ  ତା ୧୯-୧୦-୨୦୨୦ ସୋମବାର ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୦ ମସିହା   ଅକ୍ଟୋବର ତା ୧୯ ରିଖ ସୋମବାର ତୁଳା ୩ ଦିନ ଆଶ୍ବିନ ମାସ ଶୁକ୍ଳ ପକ୍ଷ ତୃତୀୟା ତିଥି ଅନୁରାଧା ନକ୍ଷତ୍ର ବିଛା ଚନ୍ଦ୍ର    ଘାତ ବାର-: ମିଥୁନ ରାଶିର   ଘାତ ଚନ୍ଦ୍ର-:ସିଂହ କନ୍ୟା ଓ ମକର ରାଶି…

୨୩ ଯାଏଁ ପ୍ରବଳ ବର୍ଷିବ, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦକ୍ଷିଣରୁ ଉପକୂଳ ପ୍ରବଳ ବର୍ଷିବ। ଆଜିଠୁ ୫ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।ତେବେ ଏହାର ପ୍ରଭବାରେ ଉପକୂଳ ଜିଲ୍ଲା ସମେତ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ…

ଚମତ୍କାର ରବିବାର, ଗୋଟିଏ ମ୍ୟାଚରେ ଦୁଇଟି ସୁପର ଓଭର; ଜିତିଲା ପଂଜାବ !

ଦୁବାଇ: ରବିବାର ଫଟାଫଟ୍ କ୍ରିକେଟ୍ ଫର୍ମାଟ୍ ଆଇପିଏଲରେ ଦେଖିବାକୁ ମିଳିଥିଲା ସୁପର୍ ସଣ୍ଡେ ଟକ୍କର । ଖାସ୍ କରି ମୁମ୍ବାଇ ଇଣ୍ଡିଆନ୍ସ ବନାମ୍ କିଙ୍ଗସ୍ ଇଲେଭେନ୍ ପଂଜାବ ମ୍ୟାଚକୁ ଦର୍ଶକ ଭରପୁର ଉପଭୋଗ କରିଥିଲେ । ଆଇପିଏଲ ଇତିହାସରେ ପ୍ରଥମ ଥର ପାଇଁ ଗୋଟିଏ ନୁହେଁ ବରଂ ଦୁଇଟି ସୁପର୍ ଓଭରରେ…