Latest Odisha News

BREAKING NEWS

Browsing Category

ଫିଚର

ଓଡିଶାରୁ ୨୧୯୬ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୧୯୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୬ ହଜାର ୩୪୫ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ସାନ ଭଉଣୀର ମୃତଦେହ ଠାବ, ବଡ ଭଉଣୀ ଏବେବି ନିଖୋଜ

ବଲାଙ୍ଗିର: ତେଲନଦୀ ବ୍ରିଜରୁ ନଦୀକୁ ଡେଇଁ ନିଖୋଜ ହୋଇଯାଇଥିବା ୨ ଭଉଣୀଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର । ସୋନପୁର ଜିଲ୍ଲାରୁ ଠାବ ହୋଇଛି ସାନଭଉଣୀଙ୍କ ମୃତଦେହ। ସୋନପୁର ଜିଲ୍ଲାର ବଡ଼କେନ୍ଦା ନଦୀ କୂଳରୁ ଜଣେ ଯୁବତୀଙ୍କ ମୃତଦେହ ଭାସମାନ ଅବସ୍ଥାରେ ଠାବ ହୋଇଛି। ମୃତା ଯୁବତୀ ଆଞ୍ଚଲ…

ଆସନ୍ତା ୧୯ରୁ ଖୋଲିବ ଭିତରକନିକା, ପର୍ଯ୍ୟଟକ ଏସବୁ ନିୟମ ମାନିବା ଜରୁରୀ

କେନ୍ଦ୍ରାପଡ଼ା: ଭିତରକନିକା ବୁଲିବା ପାଇଁ ଇଚ୍ଛୁକ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଆସନ୍ତା ୧୯ ତାରିଖରୁ ଖୋଲିବ ଜାତୀୟ ପ୍ରାଣୀ ଉଦ୍ୟାନ । ଦର୍ଶକ ପୁଣି ଥରେ ଭିତରକନିକାର ଅପରୂପ ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ । ତେବେ କୋଭିଡ୍ କଟକଣାକୁ କଡ଼ାକଡ଼ି ପାଳନ କରିବାକୁ ପଡ଼ିବ । ଏଥିପାଇଁ…

ଜନ୍ମ ହେଉ ହେଉ ଡାକ୍ତରଙ୍କ ମୁହଁରୁ ମାସ୍କ କାଢି ଆଣିଲା ନବଜାତ ଶିଶୁ; ଲୋକେ କହିଲେ ଏହା କରୋନା କମିବାର ଶୁଭ ସଂକେତ

ନୂଆଦିଲ୍ଲୀ: କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ସମଗ୍ର ବିଶ୍ୱ‌ବାସୀ ଏହାକୁ ଚିନ୍ତିତ ରହିଥିବା ବେଳେ ଏହା ଭିତରେ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଦୁବାଇର ଜଣେ ଡାକ୍ତର ନିଜର ଇନଷ୍ଟାଗ୍ରାମରେ ଏକ ଫଟୋ ସେୟାର କରିଛନ୍ତି। ଏହି ଫଟୋରେ ଜଣେ ନବଜାତ ଶିଶୁ…

ନଭେମ୍ବର ୧୦ରେ ନିଲାମ ହେବ ଦାଉଦର ସମ୍ପତ୍ତି

ମୁମ୍ବାଇ: ଅଣ୍ଡରୱାର୍ଲ୍ଡ ଡନ୍ ଦାଉଦ ଇବ୍ରାହିମର ଅନେକ ସମ୍ପତ୍ତି ନିଲାମ ହେବ ବୋଲି ସୂଚନା ମିଳିଛି । ସ୍ମଗଲର୍ସ ଆଣ୍ଡ ଫରେନ୍ ଏକ୍ସଚେଞ୍ଜ ମେନିପୁଲେଟର୍ସ ଏଜେନ୍ସି ଦାଉଦର ରତ୍ନଗିରି ସ୍ଥିତ ସମ୍ପତ୍ତି ନିଲାମ କରିବା ଲାଗି ନିଷ୍ପତ୍ତି ନେଇଛି । ସୂଚନାନୁଯାୟୀ ଆସନ୍ତା ନଭେମ୍ବର ୧୦…

ପାଞ୍ଚ ମହଲା ବିଲଡିଂରେ ନିଆଁ, ୧୨ ବର୍ଷର ଶିଶୁ ସମେତ ଦୁଇ ମୃତ

କୋଲକାତା: ପାଞ୍ଚ ମହଲା ବିଲଡିଂରେ ରାତିରେ ଲାଗିଲା ନିଆଁ । ପୋଡ଼ି ହୋଇ ଜଣେ ୧୨ ବର୍ଷର ନାବାଳକ ସମେତ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଏଭଳି ଦୁଃଖଦ ଘଟଣା ଘଟିଛି କୋଲକାତାର ଗଣେଶ ଚନ୍ଦ୍ର ଏଭିନ୍ୟୁରେ । ଗତକାଲି ରାତିରେ ଭୟାବହ ଅଗ୍ନିକାଣ୍ଡ ହୋଇଥିଲା । ଗତକାଲି ରାତିରେ ଗଣେଶ ଚନ୍ଦ୍ର…

ଭାରତରେ ୨୪ ଘଣ୍ଟାରେ ୬୨ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ, ୮୩୭ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୭୪,୩୨,୬୮୧କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ବାଲେଶ୍ୱର ଔପଦା ଅଞ୍ଚଳରୁ ବଜ୍ରକାପ୍ତା ଉଦ୍ଧାର

ବାଲେଶ୍ୱର: ଔପଦା ଅଞ୍ଚଳରୁ ଗୋଟିଏ ବିରଳ ବଜ୍ରକାପ୍ତା ଉଦ୍ଧାର ହୋଇଛି । ଦନ୍ତୁର ଫରେଷ୍ଟ ବିଟହାଉସ ଅନ୍ତର୍ଗତ ଦାରିପୋଖରୀ ଗାଁ ଅନ୍ତର୍ଗତ ପୀଡ଼ାକଟା କେନାଲ ନିକଟରୁ ଏହାକୁ ଉଦ୍ଧାର କରାଯାଇଛି । କେନାଲ ନିକଟରେ ବଜ୍ରକାପ୍ତାକୁ ଦେଖିଥିଲେ ଗାଁ ଲୋକ । ଏହାର ଆନୁମାନିକ ଓଜନ ପ୍ରାୟ ୩…

ଆଜିଠୁ ନବରାତ୍ର, ଶକ୍ତିପୀଠ ଚଳଚଞ୍ଚଳ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ଶାରଦୀୟ ନବରାତ୍ର ପୂଜା । ଆଶ୍ୱିନ ମାସ ଶୁକ୍ଳ ପକ୍ଷର ପ୍ରତିପଦାରୁ ବିଜୟା ଦଶମୀ ପର୍ୟ୍ୟନ୍ତ ୯ଦିନ ଧରି ଚାଲିବ । ଶରତ ଋତୁର ଆଶ୍ୱିନ ମାସରେ ଏହି ପର୍ବ ପାଳନ ହେଉଥିବାରୁ ଏହାକୁ କୁହାଯାଏ ନବରାତ୍ରି । ପ୍ରଥମ ଦିନରେ ସମ୍ପୂର୍ଣ୍ଣ ରୀତିନୀତିରେ କଳସ ସ୍ଥାପନା…

ଅନନ୍ତନାଗରେ ସେନା ଏନକାଉଣ୍ଟର, ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ-କାଶ୍ମୀର ଅନ୍ତର୍ଗତ ଅନନ୍ତନାଗ ଜିଲ୍ଲାର ଲାରନୁ ଅଞ୍ଚଳରେ ଶନିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଛି । ସୁତ୍ରରୁ ପ୍ରକାଶ ଯେ ଅନନ୍ତନାଗ ଜିଲ୍ଲାର ଲାରନୁ ଅଞ୍ଚଳରେ କେତେକ ଆତଙ୍କବାଦୀମାନେ ଛପି ରହିଥିବା ନେଇ…