Latest Odisha News

BREAKING NEWS

Browsing Category

ଫିଚର

ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ପାଇଲା ନୋବେଲ ଶାନ୍ତି ପୁରସ୍କାର

ଓସ୍ଲୋ: ନୋବେଲ କମିଟି କହିଛି ଯେ କ୍ଷୁଧାକୁ ମୁକାବିଲା କରିବା ତଥା ବିବାଦୀୟ ଅଞ୍ଚଳରେ ଶାନ୍ତି ପାଇଁ ଉନ୍ନତି ଆଣିବା ପାଇଁ ଉଦ୍ୟମ କରିଥିବାରୁ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ (WHP) କୁ ଶୁକ୍ରବାର ଦିନ ନୋବେଲ ଶାନ୍ତି ପୁରସ୍କାର ପ୍ରଦାନ କରାଯାଇଛି। ନରୱେ ନୋବେଲ କମିଟିର ଚେୟାରମ୍ୟାନ୍…

ଜାଣନ୍ତୁ କ’ଣ ରହିବ ଉପନିର୍ବାଚନ ନିର୍ଦ୍ଦେଶାବଳୀ

ଭୁବନେଶ୍ୱର: ବାଲେଶ୍ୱର ସଦର ଏବଂ ତିର୍ତୋଲ ନିର୍ବାଚନମଣ୍ଡଳୀ ପାଇଁ ଉପନିର୍ବାଚନ ନଭେମ୍ବର ୨ ରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟ ନିର୍ବାଚନୀ ଅଧିକାରୀଙ୍କ ଦ୍ୱାରା ନିମ୍ନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି: ନାମାଙ୍କନପତ୍ର ଦାଖଲ ସମୟରେ କେବଳ ଦୁଇ ଜଣଙ୍କୁ…

ରାଜସ୍ଥାନରେ ପୂଜାରୀଙ୍କୁ ଜୀଅନ୍ତା ଜାଳି ହତ୍ୟା

ଜୟପୁର: ରାଜ୍ୟ ରାଜଧାନୀ ଜୟପୁର ଠାରୁ ୧୭୭ କିଲୋମିଟର ଦୂରରେ ଥିବା ରାଜସ୍ଥାନର କରୌଲି ଜିଲ୍ଲାର ଜଣେ ପୂଜାରୀଙ୍କୁ ଜମି ବିବାଦକୁ ନେଇ ଜୀଅନ୍ତା ଜାଳିଦିଆଯାଇଛି । ଏକ ଗୋଷ୍ଠୀ ତାଙ୍କୁ ଆକ୍ରମଣ କରି ପରେ ଜୀଅନ୍ତା ଜଳେଇଦେବାପରେ ତାଙ୍କର ମୃତ୍ୟୁ ଘଟିଛି। ପୂଜାରୀଙ୍କର ପ୍ରାୟ ତେରଟି ବଡ…

ଅକ୍ଟୋବର ୧୨ରୁ ଓଡ଼ିଶାରେ ଏକକ ପିଜି ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ୧୨ ତାରିଖରୁ ଓଡ଼ିଶାରେ ଏକକ ପିଜି ପ୍ରବେଶିକା ପରୀକ୍ଷା ଆରମ୍ଭ ହେବାକୁ ଯାଉଛି। ପ୍ରାପ୍ତ ସୂଚନାନୁଯାୟୀ, ୧୨ ତାରିଖରୁ ୨୨ ତାରିଖ ମଧ୍ୟରେ ବିଭିନ୍ନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ପ୍ରାୟ ୨୬ଟି ପରୀକ୍ଷା କେନ୍ଦ୍ରରେ ୬୨…

ଗୋଖାଦ୍ୟ ଦୁର୍ନୀତିରେ ଲାଲୁଙ୍କ ବେଲ୍, ତଥାପି ଜାରି ରହିବ ଜେଲ୍

ଝାଡ଼ଖଣ୍ଡ: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ରାଷ୍ଟ୍ରୀୟ ଜନତା ଦଳ ବା ଆରଜେଡି ପାଇଁ ଭଲ ଖବର । ବହୁ ଚର୍ଚ୍ଚିତ ଗୋଖାଦ୍ୟ ଦୁର୍ନୀତି ମାମଲାରେ ଲାଲୁ ପ୍ରସାଦ ଯାଦବଙ୍କୁ ଜାମିନ ମିଳିଛି । ଚାଇବାସା ଟ୍ରେଜେରୀ କେସରେ ତାଙ୍କୁ ବେଲ୍ ଦେଇଛନ୍ତି ଝାଡ଼ଖଣ୍ଡ ହାଇକୋର୍ଟ । ଗୋଖାଦ୍ୟ ଦୁର୍ନୀତିରେ…

ରାଜ୍ୟରେ ଆଉ ୧୭ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ୧୭ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୯୯୧ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବାଲେଶ୍ୱରରୁ ୩, ବରଗଡରୁ ୧, ଭୁବନେଶ୍ୱରରୁ ୨, କନ୍ଧମାଳରୁ ୧, କଳାହାଣ୍ଡିରୁ…

ଗୁଣି ଗାରେଡ଼ି ସନ୍ଦେହରେ ହତ୍ୟା, ପ୍ରମାଣ ନଷ୍ଟ ପାଇଁ ପୋଡ଼ିଦେଲେ ମୃତଦେହ

ମାଲକାନଗିରି: ଅନ୍ଧବିଶ୍ୱାସର ଅନ୍ଧ ଗଳିରେ ମଣିଷ । ଗୁଣି ଗାରେଡ଼ି ସନ୍ଦେହରେ ଜଣଙ୍କୁ ହତ୍ୟା । ଏଭଳ ଅଭିଯୋଗ ଆସିଛି ମାଲକାନଗିରି ଜିଲ୍ଲା ସୀମାନ୍ତ ପଡ଼ିଆ ବ୍ଳକ ଉଦୟଗିରି ଗାଁରୁ । ହତ୍ୟା କରିବା ପରେ ଦୁର୍ବୃତ୍ତ ପ୍ରମାଣ ନଷ୍ଟ କରିବା ପାଇଁ ମୃତଦେହକୁ ମଶାଣୀରେ ନେଇ ପୋଡ଼ି ଦେଇଥିଲେ ।…

ଓଡିଶାରେ ଆଉ ୨୬୯୭ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୬୯୭ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୬ ହଜାର ୮୩୯ ଛୁଇଁଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ଉଦ୍ୟାନ କୃଷି ଅଧିକାରୀ

କଟକ: ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉଦ୍ୟାନ କୃଷି ବିଭାଗର ଅବସରପ୍ରାପ୍ତ ଅତିରିକ୍ତ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ ହୋଇଛି । ତାଙ୍କ ନାଁ ରମେଶ ଚନ୍ଦ୍ର ଦାସ । ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରିଛି କଟକ ଭିଜିଲାନ୍ସ…

କଟକରେ ଉନ୍ନତିକରଣ ପ୍ରକଳ୍ପର ତଦାରଖ କଲେ 5T ସଚିବ

କଟକ: ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ ଉନ୍ନତିକରଣ କାମର ସମୀକ୍ଷା କରିଛନ୍ତି 5T ସଚିବ ଭି. କେ. ପାଣ୍ଡିଆନ୍ । ଆଜି ଭୋରରୁ ସେ କଟକରେ ପହଞ୍ଚିଥିଲେ । କଟକରେ ଚାଲିଥିବା ସମ୍ପ୍ରସାରଣ ଓ ଉନ୍ନତିକରଣ ଅଗ୍ରଗତିର ତଦାରଖ କରିଥିଲେ 5T ସଚିବ । ଭେରରୁ ଛତ୍ରବଜାର ଗସ୍ତ କରିଥିଲେ ଭି. କେ.…