Latest Odisha News

BREAKING NEWS

Browsing Category

ଫିଚର

ବିିପଦ ସଂକେତ ଡେଇଁଲା ଜଳକା

ବାଲେଶ୍ୱର: ବିପଦ ସଂକେତ ଡେଇଁଲା ଜଳକା । ବାଲେଶ୍ୱର ଜିଲ୍ଲା ବସ୍ତାର ମଥାନୀ ଠାରେ ବିପଦ ସଂକେତ ଟପିଛି ଜଳକା ନଦୀ । ମଥାନୀ ଠାରେ ବିପଦ ସଂକେତ ୫.୫୦ ମିଟର ଥିବା ବେଳେ ଏବେ ୬.୨୩ ମିଟରରେ ଜଳ ପ୍ରଭାବିତ ହେଉଛି । ଲଘୁଚାପ ଜନିତ ବର୍ଷା ଯୋଗୁଁ ଜଳକା ନଦୀର ଜଳସ୍ତର ବଢ଼ିବାରେ ଲାଗିଛି । ନଦୀର…

ଆଜି ପ୍ରକାଶ ପାଇବ ଯୁକ୍ତ ୨ ଦ୍ୱିତୀୟ ପର୍ଯ୍ୟାୟ କଟ୍ ଅଫ୍‌

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍ ଲିଷ୍ଟ । କଳା, ବିଜ୍ଞାନ, ବାଣିଜ୍ୟ, ସଂସ୍କୃତ ଓ ଧନ୍ଦାମୂଳକ ପାଠ୍ୟକ୍ରମର ପ୍ରଥମ ବର୍ଷର ନାମଲେଖା ପାଇଁ ଅପରାହ୍ନରେ କଟ୍ ଅଫ୍ ମାର୍କ ପ୍ରକାଶ ପାଇବ । ଦ୍ୱିତୀୟ ମେଧା ତାଲିକାରେ ଚୟନ ହୋଇଥିବା ଛାତ୍ରଛାତ୍ରୀ ୬ରୁ ୮…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ  ତା ୫-୧୦-୨୦୨୦ ସୋମବାର ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୦ ମସିହା ଅକ୍ଟୋବର ତା ୫ରିଖ ସୋମବାର କନ୍ୟା ୨୦ ଦିନ ଆଶ୍ବିନ ମଳ ମାସ କୃଷ୍ଣ ପକ୍ଷ ତୃତୀୟା ଭୁକ୍ତ ଚତୁର୍ଥୀ ତିଥି ଦ୍ବିଜା ନକ୍ଷତ୍ର ମେଷ ଚନ୍ଦ୍ର    ଘାତ ବାର-: ମିଥୁନ ରାଶିର    ଘାତ ଚନ୍ଦ୍ର-: ମେଷ ରାଶିର   …

ଏଲବୋ ଷ୍ଟ୍ରାଇକରେ ରେକର୍ଡ କଲେ ରାଉରକେଲା ଝିଅ

ରାଉରକେଲା: ରାଉରକେଲାର ଜଣେ ୨୧ ବର୍ଷ ବୟସ୍କା ଆଇନ ଛାତ୍ରୀ କାଜଲ ପାଣ୍ଡେ ଏକ ପଞ୍ଚିଂ ବ୍ୟାଗ (ମହିଳା)ରେ ଦୁଇ ହାତରେ ଫାଟେଷ୍ଟ ଏଲବୋ ଷ୍ଟ୍ରାଇକ୍ କରି ଅନ୍ତର୍ଜାତୀୟ ବୁକ୍ ଅଫ୍ ରେକର୍ଡରେ ପ୍ରବେଶ କରି ରେକର୍ଡ କରିଛନ୍ତି। ଏକ ମିନିଟରେ ୨୯୧ ଏଲବୋ ଷ୍ଟ୍ରାଇକ୍ କରିପାରିଛନ୍ତି। ଏହା ଛଡ଼ା…

ଚେନ୍ନାଇ ସମ୍ମୁଖରେ ୧୭୯ ରନର ଟାର୍ଗେଟ

ଦୁବାଇ: ଅଧିନାୟକ କେଏଲ ରାହୁଲଙ୍କ ଆକର୍ଷଣୀୟ ୬୩ ରନ ସହାୟତାରେ ଇଣ୍ଡିଆନ ପ୍ରିମିୟର ଲିଗର ରବିବାର ଅନୁ୍‌ଷ୍ଠିତ ଦ୍ୱିତୀୟ ମ୍ୟାଚରେ କିଙ୍ଗ୍‌ସ ଏକାଦଶ ପଞ୍ଜାବ ୧୭୯ ରନର ବିଜୟ ଲକ୍ଷ୍ୟ ଚେନ୍ନାଇ ସୁପର କିଙ୍ଗ୍‌ସ ସମ୍ମୁଖରେ ରଖିଛି । ଭଲ ଫର୍ମରେ ନ ଥିବା ମହେନ୍ଦ୍ର ସିଂ ଧୋନୀ ନେତୃତ୍ୱାଧୀନ…

ରାଧେ ମା’ଙ୍କ ବିଗ୍‌ବସ୍‌ ନାଟକ, ଜାଣନ୍ତୁ କିଛି ଅଜଣା କଥା !

ମୁମ୍ବାଇ: ଆତ୍ମଘୋଷିତ ଭଗବାନ ରାଧେ ମା' ଓରଫ ସୁଖବିନ୍ଦର କୌର । ବୋଧ ହୁଏ ରାଧେ ମା'ଙ୍କ ବିଷୟରେ ଅନେକ ଅଳ୍ପ ବହୁତ ଜାଣିଥିବେ । ପୂର୍ବରୁ ଅନେକ ଥର ରିୟଲିଟି ସୋ' ବିଗ୍‌ବସ୍‌ରେ ତାଙ୍କ ନାଁ ଶୁଣିବାକୁ ମିଳିଥିଲା । ହେଲେ ଶେଷରେ ଶନିବାର ରାତିରେ ସିଜିନ୍‌-୧୪ର ପ୍ରିମିଅର ଏପିସୋଡରେ ତାଙ୍କୁ…

ଶୁଟର ଶ୍ରେୟାଶୀ ବିଜେପିରେ ସାମିଲ

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ଶୁଟର ଶ୍ରେୟାଶୀ ସିଂ ରବିବାର ବିଜେପିରେ ସାମିଲ ହୋଇଛନ୍ତି । ଶ୍ରେୟାଶୀ ୨୦୧୪ ଓ ୨୦୧୮ ରାଜ୍ୟଗୋଷ୍ଠୀ କ୍ରୀଡାରେ ଯଥାକ୍ରବେ ରୌପ୍ୟ ଓ ସ୍ୱର୍ଣ୍ଣ ପଦକ ଜିତିଥିଲେ । ୨୦୧୩ ଟ୍ରାପ ଶୁଟିଂ ବିଶ୍ୱକପରେ ସେ ଭାରତୀୟ ଦଳର ସଦସ୍ୟ ଥିଲେ । ସେ ପୂର୍ବତନ କେନ୍ଦ୍ରମନ୍ତ୍ରୀ…

ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୧୦୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୪୧୦୮ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୭୨୧, କଟକରୁ ୪୯୨ ଜଣ, ଯାଜପୁରରୁ ୨୧୨ ଜଣ, ଅନୁଗୁଳରୁ ୧୮୬ ଜଣ,…

ୱାର୍ଣ୍ଣରଙ୍କ ଉଦ୍ୟମ ବ୍ୟର୍ଥ: ହାଇଦ୍ରାବାଦକୁ ୩୪ ରନରେ ହରାଇଲା ମୁମ୍ବାଇ

ଶାରଜା: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗରେ ରବିବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ କ୍ୱିଂଟନ ଡି’କକ୍‌(୬୭)ଙ୍କ ବିସ୍ପୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ୩୪ ରନରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଉଭୟ ବ୍ୟାଟିଂ ଓ ବୋଲିଂରେ ମୁମ୍ବାଇ ଶୃଙ୍ଖଳିତ ପ୍ରଦର୍ଶନ କରିଥିଲା । ମୁମ୍ବାଇ…

ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ କରୋନା

ମୁମ୍ବାଇ: ବଲିଉଡର ଗ୍ଳାମରସ ଅଭିନେତ୍ରୀ ତମନ୍ନା ଭାଟିଆ କରୋନା ଆକ୍ରାନ୍ତ ହୋଇଛନ୍ତି । ଦକ୍ଷିଣଭାରତର ଏହି ଲୋକପ୍ରିୟ ନାୟିକା ହାଇଦ୍ରାବାଦରେ ଏକ ୱେବ ସିରିଜ ଶୁଟିଂ ପରେ ଅସୁସ୍ଥ ଅନୁଭବ କରିଥିଲେ । ଡାକ୍ତରଙ୍କ ପରାମର୍ଶ କ୍ରମେ ସେ କୋଭିଡ ଟେଷ୍ଟ କରିଥିଲେ ଏବଂ ଏହା ପଜିଟିଭ ବାହାରିଥିଲା ।…