Latest Odisha News

BREAKING NEWS

Browsing Category

ଫିଚର

କରୋନା ମୁକାବିଲା ପାଇଁ ଓଡ଼ିଶାକୁ ପ୍ରଶଂସା କଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

ଭୁବନେଶ୍ୱର: କରୋନା ମୁକାବିଲା କ୍ଷେତ୍ରରେ ଓଡ଼ିଶାର ପଦକ୍ଷେପ ପ୍ରଶଂସନୀୟ । କରୋନା ସଂଟକ ପୂର୍ବରୁ ପ୍ରତିକାତ୍ମକ ପଦକ୍ଷେପ ନେଉଥିଲେ ରାଜ୍ୟ ସରକାର । ଏଥିପାଇଁ ଓଡ଼ିଶା ସରକାରଙ୍କୁ ତାରିଫ କରିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ଏହାପରେ ଟ୍ୱିଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ…

ସଂଜୟ ରାଉତଙ୍କ ଉପରେ ବର୍ଷିଲେ ବମ୍ବେ ହାଇକୋର୍ଟ

ମୁମ୍ବାଇ: ଶିବସେନା ମୁଖପାତ୍ର ସଂଜୟ ରାଉତଙ୍କ ଉପରେ ବର୍ଷିଲେ ବମ୍ବେ ହାଇକୋର୍ଟ । ବଲିଉଡ ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇଥିବା ମାମଲାରେ ବମ୍ବେ ହାଇକୋର୍ଟ ତାଙ୍କ ଉପରେ ବର୍ଷିଛନ୍ତି । ଯଦି ଜଣେ ସାଂସଦ ହୋଇ ଏଭଳି କହିବେ ତାହେଲେ ଅନ୍ୟ ମାନେ କେମିତି କହିବେ…

NCB ସ୍କାନରରେ ଦୀପିକାଙ୍କ ୩ କୋ-ଷ୍ଟାର, ନାଁର ପ୍ରଥମ ଅକ୍ଷର S-R-Aରୁ ଆରମ୍ଭ

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାର ଡ୍ରଗ୍ସ ଲିଙ୍କର ଯେତିକି ତଦନ୍ତ ଆଗଉଛି ସାମାନକୁ ଆସୁଛି ନୂଆ ନୂଆ ଏପିସୋଡ । ଦୀପିକା ପାଦୁକୋନଙ୍କୁ ପଚରାଉଚରା ପରେ ଏବେ ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ସ୍କାନରରେ ଅଛନ୍ତି ବଲିଉଡର ଆଉ କିଛି ସେଲିବ୍ରିଟି । ଚର୍ଚ୍ଚା ହେଉଛି ଦୀପିକାଙ୍କ ସହ…

‘ଜରୁରତ’ରେ ଏକାଠି ନଜର ଆସିବେ ବାପା-ଝିଅ

ମୁମ୍ବାଇ: ପ୍ରଥମ ଥର ପାଇଁ ପରଦାରେ ଏକାଠି ନଜର ଆସିବେ ବଲିଉଡର ସଟ୍‌ଗନ୍ ଶତ୍ରୁଘ୍ନ ସିହ୍ନା ଓ ସୋନାକ୍ଷୀ । ମ୍ୟୁଜିକ ଭିଡିଓ ଆଲବମ ‘ଜରୁରତ’ରେ ବାପା-ଝିଅଙ୍କୁ ଏକାଠି ଦେଖିବାକୁ ମିଳିବ । ଏହି ଗୀତରେ ଶତ୍ରୁଘ୍ନ ସିହ୍ନାଙ୍କ ଦମଦାର ଭଏସ୍ ମଧ୍ୟ ଶୁଣିବାକୁ ମିଳିବ । ଏହି ଗୀତରେ ଡଃ.କିରନ…

ପୁଣି ବଢ଼ିଲା: ୨୪ ଘଣ୍ଟାରେ ଦେଶରେ ୮୦ ହଜାର କରୋନା ଆକ୍ରାନ୍ତ, ୧୧୭୯ ମୃତ

ନୂଆଦିଲ୍ଲୀ: ଦେଶରେ ୬୨ ଲକ୍ଷ ପାର କରିଛି କରୋନା କେସ୍ । ଦୁଇ ଦିନ କମିବା ପରେ ଆଜି ପୁଣି ଥରେ ଦେଶରେ ବଢ଼ିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ଦେଶରୁ ସଂକ୍ରମିତ ହୋଇଛନ୍ତି ୮୦ ହଜାର ୪୭୨ ଜଣ । ଏହାକୁ ମିଶାଇ ଦେଶରେ କରୋନା କେସ୍ ୬୨ ଲକ୍ଷ ୨୫ ହଜାର ୭୬୪କୁ ବୃଦ୍ଧି…

ଶ୍ରୀମନ୍ଦିର ଭିତରକୁ ପାନ, ଗୁଟଖା ମନା, ଧରାପଡିଲେ ୫୦୦୦ ଟଙ୍କା ଯାଏଁ ଫାଇନ୍

ପୁରୀ: ଏଣିକି ଶ୍ରୀମନ୍ଦିର ଭିତରକୁ ପାନ, ଗୁଟଖା ମନା । ମନ୍ଦିର ଭିତରକୁ ପାନ, ଗୁଟଖା ଖାଇ ପ୍ରବେଶ ଉପରେ କଟକଣା ଲଗାଯାଇଛି । କେବଳ ସେତିକି ନୁହେଁ ଶ୍ରୀମନ୍ଦିର ପରିସରରେ କୌଣସି ସେବାୟତ ଯଦି ପାନ ଛେପ ପକାନ୍ତି ତେବେ ତାଙ୍କଠାରୁ ମୋଟା ଅଙ୍କର ଫାଇନ୍ ମଧ୍ୟ ଆଦାୟ କରାଯିବ । ପ୍ରଥମ ଏବଂ…

ପରଲୋକରେ ‘ଜହ୍ନମାମୁଁ’ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ଭୁବନେଶ୍ୱର: ଆଖି ବୁଜିଲେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର । ମଙ୍ଗଳବାର ଦିନ ଚେନ୍ନାଇରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୭ ବର୍ଷ ବୟସ ହୋଇଥିଲା । ୧୯୨୪ରେ କେ.ସି ଶିବଶଙ୍କର ଜନ୍ମଗ୍ରହଣ କରିଥିଲେ। ୧୯୪୭ ମସିହାରେ ‘ଜହ୍ନମାମୁଁ’…

ଟ୍ରମ୍ପ କହିଲେ କରୋନା ମୃତ୍ୟୁର ସଠିକ ତଥ୍ୟ ଦେଉନି ଭାରତ

ଓ୍ୱାଶିଂଟନ୍: ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଆୟୋଜିତ ଡିବେଟରେ ଡୋନାଲ୍ଡ ଟ୍ରମ୍ପ କରୋନା ମୃତ୍ୟୁସଂଖ୍ୟା ନେଇ ଭାରତ ଉପରେ ବଡ଼ ଅଭିଯୋଗ ଆଣିଛନ୍ତି । ପ୍ରତିଦ୍ୱନ୍ଦୀ ଜୋ ବିଡେନ୍ ଉଠାଇଥିବା ପ୍ରଶ୍ନର ଜବାବରେ ଏମିତି କିଛି ଗମ୍ଭୀର କଥା କହିଛନ୍ତି । ୟାହାକି ଭାରତ, ରୁଷିଆ ଓ ଚୀନ…

ରାଜଧାନୀରେ ନକଲି ଇଂଜିନ ଅଏଲ୍ କାରଖାନା ଠାବ, ୩ ଗିରଫ

ଭୁବନେଶ୍ୱର: ରାଜଧାନୀ ଚାଲିଛି ନକଲି କାରବାର । ଅସଲି ଦରରେ ବିକ୍ରି ହେଉଛି ନକଲି ମାଲ୍ । ପୁଣି ଠାବ ହେଲା ଆଉ ଏକ ନକଲି କାରଖାନା । ନକଲି ଇଂଜିନ୍ ଅଏଲ୍ କାରଖାନା ଠାବ କରିଛି ପୋଲିସ । ଏହି କାରବାରରେ ସମ୍ପୃକ୍ତ ଥିବା ମାଷ୍ଟାର ମାଇଣ୍ଡ ବାବାଜୀ ସାହୁଙ୍କ ସମେତ ୩ ଜଣଙ୍କୁ ପୋଲିସ ଗିରଫ କରିଛି…

ନକଲି ପାନମସଲା କାରଖାନା ଠାବ

ଭୁବନେଶ୍ୱର: ପୁଣି ଅସଲି ବ୍ରାଣ୍ଡରେ ବ୍ରିକ୍ରି ହେଉଥିଲା ନକଲି ମାଲ । ଧରିଲା ପୋଲିସ । ଠାବ ହେଲା ନକଲି ପାନ ମସଲା କାରଖାନା ।ବାଲିପାଟଣା ଅନ୍ତର୍ଗତ ଜାହାଙ୍ଗୀରପାଟଣା ଗାଁରେ ନକଲି ପାନ ମସଲାର ଏକ କାରଖାନାକୁ ଠାବ କରାଯାଇଛି। ସ୍ପେସାଲ୍‌ ଟାକ୍ସ ଫୋର୍ସ, ଲକ୍ଷ୍ମୀଧର ସାହୁଙ୍କ ଘରେ…