Latest Odisha News

BREAKING NEWS

Browsing Category

ଫିଚର

କାଳିଆ ପ୍ରେମରେ ଋଷୀୟ ଦମ୍ପତି, ଭିସା ସରିଯାଇଥିଲେ ବି ନିଜ ଦେଶକୁ ଫେରିବାକୁ ଅମଙ୍ଗ

ବାଲେଶ୍ୱର: କୁହାଯାଏ ସେ ଭାବର ଠାକୁର ତା ପ୍ରେମରେ ଭକ୍ତ ଅନ୍ଧ ହୋଇଯାଏ । ସିଏ ଯାହା ସାଙ୍ଗେ ଥରେ ଭାବ ଲଗାଇଲା ତାକୁ ସେ ଛାଡି ପାରିବ ନାହିଁ । ଏ କଥା ପ୍ରମାଣ କରିଛନ୍ତି ଏକ ଋଷୀୟ ଦମ୍ପତ୍ତି । ଆଣ୍ଡ୍ରି ନୋଭା ତାତିଆନା ଓରଫ ତେଜସ୍ୱୀନି ଦେବଦାସୀ ଓ ଭୋରୋନୋଭ ଓରଫ ଶକ୍ତି ତତ୍ୱ ଦାସ ଲକ୍…

ଆଇପିଏଲ ୨୦୨୦ର ଉଦଘାଟନୀ ମ୍ୟାଚ : ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇଲା ଚେନ୍ନାଇ ସୁପରକିଙ୍ଗସ୍‌

ଆବୁଧାବି: ଫଟାଫଟ୍ କ୍ରିକେଟର ମହାସମର ଆଇପିଏଲ ୨୦୨୦ ସଂସ୍କରଣର ଉଦଘାଟନୀ ମ୍ୟାଚରେ ବାଜିମାତ୍ କରିଛି ଧୋନୀଙ୍କ ଚେନ୍ନାଇ ସୁପରକିଙ୍ଗସ୍ । ଆଜି ଅନୁଷ୍ଠିତ ହୋଇଥିବା ଉଦଘାଟନୀ ମ୍ୟାଚରେ ଧୋନିଙ୍କ ଚେନ୍ନାଇ ସୁପରକିଙ୍ଗସ୍ ଦଳ ୫ ୱିକେଟରେ ରୋହିତ ଶର୍ମାଙ୍କ ମୁମ୍ବାଇ ଇଣ୍ଡିଆନ୍ସ ଦଳକୁ ଧୂଳି…

ଆଗାମୀ ସପ୍ତାହରୁ କୋଭିଡ ଟିକାର ଚୂଡାନ୍ତ ପରୀକ୍ଷଣ ପର୍ଯ୍ୟାୟ ଆରମ୍ଭ କରିବ ସେରମ୍ ଇନଷ୍ଟିଚୁଟ୍‌

ପୁଣେ: ଦେଶରେ ବଢୁଥିବା କୋଭିଡ୍ ସଂକ୍ରମଣ ପରୀପ୍ରେକ୍ଷୀରେ ପୁଣେରୁ ଆସିଛି ଏକ ଭଲ ଖବର । କିଛି ଦିନ ପାଇଁ ସ୍ଥଗିତ ରହିଥିବା ଅକ୍ସଫୋର୍ଡ ଆଷ୍ଟ୍ରାଜେନେକା କୋଭିଡ ଟିକାର ତୃତୀୟ ତଥା ଚୂଡାନ୍ତ ପର୍ଯ୍ୟାୟ ପରୀକ୍ଷଣ ଆସନ୍ତା ସପ୍ତାହରୁ ପୁଣେର ଶାସୋନ ଜେନେରାଲ ହସ୍ପିଟାଲରେ ଆରମ୍ଭ ହେବ ବୋଲି…

ଚେନ୍ନାଇ ସମ୍ମୁଖରେ ୧୬୩ ରନର ବିଜୟ ଲକ୍ଷ୍ୟ

ଆବୁଧାବି:ଆଇପିଏଲର ୧୩ତମ ସଂସ୍କରଣରେ ମୁମ୍ବାଇ ଇଣ୍ଡିଆନ୍ସ ୧୬୩ ରନର ବିଜୟ ଲକ୍ଷ୍ୟ ଚେନ୍ନାଇ ସୁପର କିଙ୍ଗ୍‌ସ ସମ୍ମୁଖରେ ରଖିଛି । ଟସ୍ ଜିତି ମହେନ୍ଦ୍ର ସିଂ ଧୋନୀ ପ୍ରଥମେ ଫିଲ୍ଡିଂ କରିବା ପାଇଁ ନିଷ୍ପତି ନେଇଥିଲେ । ମୁମ୍ବାଇ ସୌରଭ ତିୱାରୀ ଓ କ୍ୱିଂଟନ ଡି କକ୍‌ଙ୍କ ଆକର୍ଷଣୀୟ ବ୍ୟାଟିଂ…

ଏଲଓସିରେ ୩ ହଜାର ଅତିରିକ୍ତ ଯବାନ ନିୟୋଜିତ କଲା ଭାରତ

ନୂଆଦିଲ୍ଲୀ: ପାକିସ୍ତାନ ପକ୍ଷରୁ ଅନୁପ୍ରବେଶ ଆଶଙ୍କା ବଢ଼ୁଥିବାରୁ ଏଲଓସିରେ ଭାରତ ପକ୍ଷରୁ ୩ ହଜାର ଅତିରିକ୍ତ ଯବାନ ଜମ୍ମୁ-କଶ୍ମୀରରେ ନିୟୋଜିତ କରିଛି । ସେନା ସୂତ୍ରରୁ ମିଳୁଥିବା ଖବର ମୁତାବକ ଏହାର ସକାରତ୍ମକ ପ୍ରଭାବ ମଧ୍ୟ ଦେଖିବାକୁ ମିଳିଛି । ପାକିସ୍ତାନ ସେନା ଅନ୍ୟ ବର୍ଷ ତୁଳନାରେ ଏଥର…

୧ କୋଟିର ଗଂଜେଇ ଜବତ, ୫ ଗିରଫ

କୋରାପୁଟ: ବିଫଳ ହେଲା ଉଦ୍ୟମ । ଧରାପଡିଲା ବିପୁଳ ପରିମାଣ ଗଂଜେଇ ।  କେରାପୁଟ ଜିଲ୍ଲା ସମିଳିଗୁଡ଼ା ଅଂଚଳରୁ ୧୦୦୦ କେଜି ତଥା ୧ଟନ ଗଂଜେଇ ଜବତ ହୋଇଛି । ଏହି ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ଅଭିଯୁକ୍ତମାନେ ହେଲେ କୁନ୍ଦୁଲିର ପରମେଶ ଓରଫ ଦୀପୁ , ପଟାଙ୍ଗୀ ଅଚଂଳର…

‘କରୋନାରୁ ସୁସ୍ଥ ପରେ ବି ଆକ୍ରାନ୍ତ ହେବା ଆଶଙ୍କା ଅଧିକ’

ଭୁବନେଶ୍ୱର: କରୋନା ସହ ଲଢ଼ୁଛି ସାରା ଦେଶ । ତଥାପି ମହାମାରୀର ପ୍ରକୋପ କମୁନି । ତେବେ ସାରା ଦେଶରେ କରୋନା ଆକ୍ରାନ୍ତଠାରୁ ସୁସ୍ଥ ସଂଖ୍ୟା ଅଧିକ ବୋଲି ରିପୋର୍ଟ କହୁଛି । କିନ୍ତୁ କରୋନା ସୁସ୍ଥ ହେଲା ପରେ ବି ଆମକୁ ସଜାଗ ରହିବାକୁ ହେବ । ସୁସ୍ଥ ପରେ ବି ଆକ୍ରାନ୍ତ ଆଶଙ୍କା ଅଧିକ ରହିଛି ।…

ବାଜିଲା ଆଇପିଏଲ୍ ବିଗୁଲ: ଟସ୍ ଜିତି CSKର ବୋଲିଂ ନିଷ୍ପତ୍ତି

ଆବୁଧାବି: ବାଜିଲା ଆଇପିଏଲ୍ ବିଗୁଲ । ଆରମ୍ଭ ହୋଇଛି ଫଟାଫଟ ଲଢେ଼ଇ । ଆବୁଧାବିର ଶେଖ ଜାୟଦ ଷ୍ଟାଡିୟମରେ ଖେଳାଯାଉଥିବା ଉଦ୍‌ଘାଟନୀ ମ୍ୟାଚ୍‌ରେ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ରୋହିତ ଶର୍ମାଙ୍କ ନେତୃତ୍ଵାଧୀନ ମୁମ୍ବାଇ ଇଣ୍ଡିଆନ୍ସକୁ ଆଇପିଏଲର…

ଡ୍ରଗ୍ସ ଲିଙ୍କ ମାମଲା: ଫିଲ୍ମ ‘ABCD’ର କୋରିଓଗ୍ରାଫର ଗିରଫ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତୁ୍ୟ ମାମଲା ଏବଂ ବଲିଉଡରେ ଡ୍ରଗ୍ସ ଲିଙ୍କ ନେଇ ଏବେ ଚର୍ଚ୍ଚା ଜୋର୍ ଧରିି । ଏନ୍ସିବି ଏହି ଲିଙ୍କକୁ ନେଇ ଜୋର୍ଦାର ତଦନ୍ତ ଜାରି ରଖିଛି । ଡ୍ରଗ୍ସ ମାମଲାରେ ଆଜି ମଙ୍ଗାଲୋର କ୍ରାଇମବ୍ରାଂଚ ପୋଲିସ କୋରିଓଗ୍ରାଫର କିଶୋର ସେଟ୍ଟୀଙ୍କୁ ଗିରଫ କରିଛି…

ଅକ୍ଟୋବର ୧ ପୂର୍ବରୁ ସରିଯିବ ମୌସୁମୀ ଅଧିବେଶନ!

ନୂଆଦିଲ୍ଲୀ: ସମୟ ପୂର୍ବରୁ ଆଗୁଆ ସରିଯାଇପାରେ ମୌସୁମୀ ଅଧିବେଶନ । ଅକ୍ଟୋବର ୧ରେ ମୌସୁମୀ ଅଧିବେଶନ ସରିବା କଥା ହେଲେ ଏହା ଏବେ ସମୟ ପୂର୍ବରୁ ସରିଯିବ । ୩୦ରୁ ଅଧିକ ସାଂସଦ କରୋନରେ ଆକ୍ରାନ୍ତ ହେବା ପରେ ଏଭଳି ଆକଳନ କରାଯାଉଛି । ସଂସଦର ଦୁଇ ବରିଷ୍ଠ ଅଧିକାରୀଙ୍କ କହିବାନୁସାରେ, ଚଳିତ…