Latest Odisha News

BREAKING NEWS

Browsing Category

ଫିଚର

ଶସ୍ତା ହେଲା ସାମସଙ୍ଗ ଗାଲାକ୍ସି ଏ୫୧ଏବଂ ଗାଲାକ୍ସି ଏ୭୧

ନୂଆଦିଲ୍ଲୀ: ଦକ୍ଷିଣ କୋରିଆ କମ୍ପାନୀ ସାମସଙ୍ଗ ଏକ ସିରିଜ୍ ଲାଟେଷ୍ଟ ସ୍ମାର୍ଟଫୋନ୍ ଗାଲାକ୍ସି ଏ୫୧ଏବଂ ଗାଲାକ୍ସି ଏ୭୧ ର ମୂଲ୍ୟ ହ୍ରାସ କରିଛି। ଏହାପୂର୍ବରୁ ମୋବାଇଲରେ ନୂତନ ଜିଏସ୍ଟି ହାର ଲାଗୁ ହେବା ପରେ କମ୍ପାନୀ ଏହି ସ୍ମାର୍ଟଫୋନର ମୂଲ୍ୟ ବୃଦ୍ଧି କରିଥିଲା। ବର୍ତ୍ତମାନ ଉଭୟ…

କିଏ କହିଲା ? କଙ୍ଗନା ରଣାୱତ ଭଗତ ସିଂଙ୍କ ସହ ସମାସ୍କନ୍ଦ !

ମୁମ୍ବାଇ: ଜାରି ରହିଛି ଶିବସେନା ସହ କଙ୍ଗନାଙ୍କର ଖୁଲମଖୋଲା ଟକ୍କର । ପରେ କଙ୍ଗନାଙ୍କ ମୁମ୍ବାଇ ଅଫିସକୁ ମୁନିସିପାଲିଟି ଧ୍ୱସ୍ତ ବି କରିଥିଲା । ହେଲେ ଏବେ କଙ୍ଗନାଙ୍କୁ ସହିଦ ଭଗତ ସିଂଙ୍କ ସହ ତୁଳନା କରାଯାଇଛି । ଏହି ତୁଳନା କୌଣସି ସାଧାରଣ ଲୋକ ନୁହେଁ ବରଂ ଜଣେ ଜଣାଶୁଣା ଅଭିନେତା ସୋସିଆଲ…

ଉଦ୍ଧବ ଠାକରେ ଅଯୋଧ୍ୟା ନ ଆସନ୍ତୁ: ସାଧୁ, ସନ୍ଥ ଓ ଭିଏଚପିର ଚେତାବନୀ

ଅଯୋଧ୍ୟା: କଙ୍ଗନା ରାନାୱତଙ୍କୁ ଶୁକ୍ରବାର ଅଯୋଧ୍ୟାର ସାଧୁ ସନ୍ଥଙ୍କ ସମର୍ଥନ ମିଳିଛି । ଏପରି କି ସେମାନେ ମହାରାଷ୍ଟ୍ର ମୂଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଅଯୋଧ୍ୟା ନ ଆସିବା ପାଇଁ ଚେତାବନୀ ଦେଇଛନ୍ତି । ଏଠାରେ ତାଙ୍କୁ ସ୍ୱାଗତ କରାଯିବ ନାହିଁ, ଖୋଲାଖୋଲି ଭାବେ ବିରୋଧ କରାଯିବ ବୋଲି ଅଖିଳ…

ସେପ୍ଟେମ୍ବର ୧୪ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ୱର: ସେପ୍ଟେମ୍ବର ୧୪ରୁ ରାଜ୍ୟର ପ୍ରାୟ ୧୫୩ଟି କେନ୍ଦ୍ରରେ ଅନୁଷ୍ଠିତ ହେବାକୁ ଯାଉଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଚଳିତ ଥର କରୋନା କଟକଣା ମଧ୍ୟରେ ପାଖାପାଖି ୨୨୬୪୯ ଜଣ ଛାତ୍ରଛାତ୍ରୀ ଯୋଗଦେବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଶୁକ୍ରବାର ଦିନ…

ଭଲ ଖବର: ଗଞ୍ଜାମରେ ସୁସ୍ଥ ହେଲେଣି ୯୫% କରୋନା ଆକ୍ରାନ୍ତ

ଗଞ୍ଜାମ: କରୋନାର ଦିନେ ରେଡହଟ୍ ଜିଲ୍ଲା ଥିବା ଗଞ୍ଜାମ ଏବେ ମହାମାରୀକୁ ନିୟନ୍ତ୍ରଣକୁ ଆଣୁଛି । ଧୀରେ ଧୀରେ ସଂକ୍ରମଣ କମିବାରେ ଲାଗିଛି । କମ୍ ଆକ୍ରାନ୍ତ ହସ୍ପିଟାଲ ଯାଉଛନ୍ତି । ବେଶୀ ଡିସଚାର୍ଜ ହେଉଛନ୍ତି । ଦିନେ ଆକ୍ଟିଭ୍ କେସରେ ରାଜ୍ୟରେ ଏକ ନମ୍ୱର ଜିଲ୍ଲା ଥିବା ଗଞ୍ଜାମ ୨୦ଟି ସ୍ଥାନ…

ଅକ୍ଟୋବରରେ ଖୋଲିପାରେ ନନ୍ଦନକାନନ

ଭୁବନେଶ୍ୱର: ଅକ୍ଟୋବରରେ ଖୋଲିପାରେ ପ୍ରାଣୀ ଉଦ୍ୟାନ ନନ୍ଦନକାନନ । ଏ ନେଇ ଆଜି ନିର୍ଦ୍ଦେଶକ ଶଶୀ ପଲ୍ ସୂଚନା ଦେଇଛନ୍ତି । କୋଭିଡ ନିୟମ ଭିତରେ ଏହାକୁ ଖୋଲିବା ନେଇ ନିଷ୍ପତ୍ତି ହୋଇଥିବା ବେଳେ ନିର୍ଦ୍ଦିଷ୍ଟ କେଉଣ ଦିନରେ ଖୋଲିବ, ଏକ ସଙ୍ଗରେ କେତେ ପର୍ଯ୍ୟଟକ ଭିତରକୁ ଯାଇପାରିବେ ସେ ନେଇ…

କୋଭିଡ୍ ରୋଗୀଙ୍କ ପାଇଁ ନିର୍ଦ୍ଧିଷ୍ଟ ଆମ୍ବୁଲାନ୍ସ ଚାର୍ଜ ଧାର୍ଯ୍ୟ କରନ୍ତୁ ରାଜ୍ୟ ସରକାର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କରୋନାଭାଇରସ୍ ମହାମାରୀ ମଧ୍ୟରେ ସ୍ୱାସ୍ଥ୍ୟସେବାକୁ ସୁଗମ କରିବାପାଇଁ ସୁପ୍ରିମକୋର୍ଟ ଆଜି କୋଭିଡ ରୋଗୀଙ୍କୁ ଆମ୍ବୁଲାନ୍ସ ସେବା ଯୋଗାଇବା ପାଇଁ ନିର୍ଦ୍ଧିଷ୍ଟ ଦର ସ୍ଥିର କରିବାକୁ ସମସ୍ତ ରାଜ୍ୟକୁ ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ ରୋଗୀଙ୍କୁ ଅଧିକ ମାତ୍ରାରେ ଆମ୍ବୁଲାନ୍ସ ସେବା…

ସେପ୍ଟେମ୍ବର ୧୩ ତାରିଖରେ ବନ୍ଦ ରହିବ ୟୁନିଟ୍ ୧ ମାର୍କେଟ; ଜାଣନ୍ତୁ କାହିଁକି

ଭୁବନେଶ୍ୱର: ଭୁବନେଶ୍ୱରର ୟୁନିଟ୍ ୧ ହାଟ ସେପ୍ଟେମ୍ବର ୧୩ ତାରିଖ ଦିନ ତଥା ଆସନ୍ତା ରବିବାର ସକାଳ ୧୧ ଟାରୁ ଅପରାହ୍ନ ୫ ଟା ଯାଏଁ ବନ୍ଦ ରହିବ। ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ (ବିଏମସି)ର ସୂଚନା ଅନୁଯାୟୀ, ସ୍ଥାନୀୟ ମଦର ପବ୍ଲିକ୍ ସ୍କୁଲରେ ନିଟ୍-ଜେଇଇ ପରୀକ୍ଷା ଅନୁଷ୍ଠିତ…

ଭରତପୁର ନାବାଳକ ହତ୍ୟାକାଣ୍ଡ:ଖଣ୍ଡିଗିରି ଥାନାରେ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଟିମ୍

ଭୁବନେଶ୍ୱର: ଭରତପୁର ନାବାଳକ ଅଶ୍ୱନୀ ପାଢ଼ୀ ହତ୍ୟା ଘଟଣାରେ ଖୋଳତାଡ ଜାରି ରହିଛି । ଆଜି ଖଣ୍ଡିଗିରି ଥାନରେ ପହଞ୍ଚିଛନ୍ତି ଓଡିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ଦୁଇ ଜଣିଆ ଟିମ୍ । ତଦନ୍ତର ଅଗ୍ରଗତି ନେଇ ଥାନା ଅଧିକାରୀ ସହ ଆଲୋଚନା କରିଛନ୍ତି । ଏଯାଏ ନାବାଳକ ହତ୍ୟାକାଣ୍ଡରେ କେତେ…

ନିଟ୍ ପରୀକ୍ଷା କେନ୍ଦ୍ରରେ ରହିବ ଆଇସୋଲେସନ୍ ରୁମ୍

ଭୁବନେଶ୍ୱର: ଜେଇଇ ମେନ୍ ଭଳି ନିଟ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା । ନିଟ୍ ସେଣ୍ଟରରେ ରହିବ ଆଇସୋଲେସନ୍ ରୁମ୍ । ଅଧିକ ତାପମାତ୍ରା ବା ଅସୁସ୍ଥ ପରୀକ୍ଷାର୍ଥୀ ସେଠାରେ ପରୀକ୍ଷା ଦେବେ । ସେମାନଙ୍କ ପାଇଁ ଦୁଇ ଜଣ ପରୀକ୍ଷା ନିୟନ୍ତ୍ରକ ପିପିଇ କିଟ୍ ପିନ୍ଧି ପରୀକ୍ଷା ପରିଚାଳନା କରିବେ ।…