Latest Odisha News

BREAKING NEWS

Browsing Category

ଫିଚର

ଦେଶରେ କରୋନା ନେଲାଣି ୬୫ ହଜାର ଜୀବନ

ନୂଆଦିଲ୍ଲୀ: ଦେଶରେ ୩୬ ଲକ୍ଷ ଲୋକ କରୋନା ଆକ୍ରାନ୍ତ ହେଲେଣି । ପ୍ରତିଦିନ ହଜାର ହଜାର ନୂଆ ସଂକ୍ରମିତ ବାହାରୁଛନ୍ତି । ଗତ ୨୪ ଘଣ୍ଟାରେ ଦେଶରୁ ଚିହ୍ନଟ ହୋଇଛନ୍ତି ୬୯ ହଜାର ୯୨୧ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ମୋଟ୍ ପଜିଟିଭ୍ କେସ୍ ୩୬ ଲକ୍ଷ ୯୧ ହଜାର ୧୬୭କୁ ବୃଦ୍ଧି ପାଇଛି । ସଂକ୍ରମଣ…

ହୀରାକୁଦ ଡ୍ୟାମର ୨୪ଟି ଗେଟ୍ ଦେଇ ବନ୍ୟା ପାଣି ନିଷ୍କାସିତ

ସମ୍ୱଲପୁର: ଉପରମୁଣ୍ଡରେ ଛତିଶଗଡ଼ରେ ବର୍ଷା କମିଛି । ହୀରାକୁଦକୁ କମିଛି ମହାନଦୀର ଜଳ ପ୍ରବେଶ । ବନ୍ଦ ହେଉଛି ଗୋଟିଏ ପରେ ଗୋଟିଏ ଗେଟ୍ । ଆଜି ଜଳଭଣ୍ଡାରର ଆଉ ୪ଟି ଗେଟ୍ ବନ୍ଦ କରାଯାଇଛି । ଆଜି ଦୁଇଟି ପର୍ଯ୍ୟାୟରେ ବନ୍ଦ ହେଲାଣି ୮ଟି ଗେଟ୍ । ବର୍ତ୍ତମାନ ହୀରାକୁଦର ଡ୍ୟାମରୁ ୨୪ଟି…

ଭିଜିଲାନ୍ସ ଜାଲରେ ମାଫିଆ ଲିଙ୍କରେ ନିଲମ୍ବିତ ଥାନା ବାବୁ

ବାଲେଶ୍ୱର: ଆୟଠୁ ଅଧିକ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ଥାନା ବାବୁ । ଜଳେଶ୍ୱର ଥାନାର ନିଲମ୍ବିତ ଆଇାଇସି ଧନେଶ୍ୱର ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ ଜାରି ରହିଛି । ଧନେଶ୍ୱରଙ୍କ ଜଳେଶ୍ୱର ସ୍ଥିତ ସରକାରୀ କ୍ୱାର୍ଟର, କଟକ ଓ…

ରାଜ୍ୟରେ ୨୪ ଘଣ୍ଟାରେ ୫୦ ହଜାରରୁ ଉର୍ଦ୍ଧ୍ବ କୋଭିଡ୍ ଟେଷ୍ଟିଂ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୦ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୫୦,୪୨୧ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୪୩,୨୩୨ ଜଣଙ୍କର ଆଣ୍ଟିଜେନ, ୭୦୮୬ ଟି ଆରଟିପିସିଆର୍ ଓ ୧୦୩ ଟି ଟ୍ରୁନଟ୍‌ ପରୀକ୍ଷା…

ଆଜିଠୁ ଜେଇଇ ମେନ, ରାଜ୍ୟର ୭ସହରରେ ୨୬ ସେଣ୍ଟର

ଭୁବନେଶ୍ୱର: ଆଇଆଇଟି ପାଠ୍ୟକ୍ରମରେ ନାମଲେଖା ପାଇଁ ଆଜିଠୁ ସାରା ଦେଶରେ ଅନୁଷ୍ଠିତ ହେଉଛି ଜେଇଇ ମେନ୍ । ଆସନ୍ତା ୬ ତାରିଖ ଯାଏଁ ପରୀକ୍ଷା ଚାଲିବ । କୋଭିଡ୍ କଟକଣା ଓ ସତର୍ଭିକାମୂଳକ ପଦକ୍ଷେପ ଭିତରେ ପରୀକ୍ଷା ହେଉଛି । ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରିଛି ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସୀ ବା…

ପାଣିପାଗ ବିଭାଗର ସର୍ତକ ସୂଚନା: ଏହି ୭ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ମୟୁରଭଞ୍ଜ, ବାଲେଶ୍ଵର, ସୁନ୍ଦରଗଡ, କେନ୍ଦୁଝର,…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ ୦୧.୦୯.୨୦୨୦ ମଙ୍ଗଳବାର ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୦ ମସିହା ସେପ୍ଟେମ୍ବର ତା ୧ ରିଖ ମଙ୍ଗଳବାର ସିଂହ ୧୭ ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଦ୍ଦଶୀ ଭୁକ୍ତ ପୂର୍ଣ୍ଣିମା ତିଥି ଧନିଷ୍ଠା ନକ୍ଷତ୍ର କୁମ୍ଭ ଚନ୍ଦ୍ର    ଘାତ ବାର-:…

ବିଏମସିର ଏନଫୋର୍ସମେଣ୍ଟ ଅଧିକାରୀଙ୍କର କରୋନାରେ ମୃତ୍ୟୁ

ଭୁବନେଶ୍ୱର: କରୋନା ଯୁଦ୍ଧରେ ହାରିଗଲେ ଆଉ ଜଣେ ଯୋଦ୍ଧା । କରୋନାରେ ଆକ୍ରାନ୍ତ ଭୁବନେଶ୍ୱର ମହାନଗର ନିଗମର ଏନଫୋର୍ସମେଣ୍ଟ ଅଧିକାରୀ ପ୍ରଫୁଲ୍ଲ ବେହେରାଙ୍କର ଆଦିତ୍ୟ ଅଶି୍ୱନୀ ହସ୍ପିଟାଲରେ ମୃତ୍ୟୁ ହୋଇଛି । ଶ୍ରୀ ବେହେରାଙ୍କୁ ଭୁବନେଶ୍ୱର ମହାନଗର ନିଗମ(ବିଏମସି), ଭୁବନେଶ୍ୱର ଉନ୍ନୟନ…

ଓଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ଓଏଏସ୍ ସ୍ତରରେ ଆଜି ଏକ ଅଦଳବଦଳ ହୋଇଛି । ୨୫ ଜଣ ଓଏଏସ ଅଧିକାରୀଙ୍କୁ ଭିନ୍ନ ଭିନ୍ନ ସ୍ଥାନକୁ ବଦଳି କରାଯାଇଛି । ଉତ୍କଳ ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର ଦୟାନିଧି ନାୟକଙ୍କୁ କୃଷି ବିଭାଗର ଅତିରିକ୍ତ ସଚିବ ରୂପେ ନିଯୁକ୍ତି ଦିଆଯାଇଛି । କିନ୍ତୁ ତାଙ୍କ ସ୍ଥାନରେ କିଏ…

ଜିଓ ଫାଇବର୍‌ର ନୂଆ ଟାରିଫ୍ ପ୍ଲାନ୍ ‘ନୂଆ ଭାରତର ନୂଆ ଜୋଶ୍‌’ ଘୋଷଣା

ମୁମ୍ବାଇ / ଭୁବନେଶ୍ୱର: ଜିଓ ତାର ଗ୍ରାହକ ମାନଙ୍କୁ ସବୁବେଳେ କିଛି ନା କିଛି ଖାସ ଅଫର ରଖିଥାଏ | ସେହିଭଳି ନୂଆ ଓ ପୁରୁଣା ଜିଓ ଫାଇବର ଗ୍ରାହକଙ୍କୁ ମଧ୍ୟ ସେହିପରି ଅଫର ଦେବାକୁ ଘୋଷଣା କରିଛି | ଖାଲି ଘୋଷଣା କରିନି ଏକ ପ୍ରକାର ଅନ୍ୟ ପ୍ରତିଦ୍ବନ୍ଦିଙ୍କ ଠାରୁ ଭଲ ସେବା ଦେବାକୁ କହିଛି |…