Latest Odisha News

BREAKING NEWS

Browsing Category

ଫିଚର

ବାଲୁକା କଳାରେ ପ୍ରଣବଙ୍କୁ ସୁଦର୍ଶନଙ୍କ ଶ୍ରଦ୍ଧାଂଜଳି

ପୁରୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ସବୁ ଦଳର ନେତା ଶ୍ରଦ୍ଧାଂଜଳି ଜଣାଇଛନ୍ତି । ପୁରୀ ବେଳାଭୂମିରେ ନିଜ ବାଲୁକା କଳାରେ ଏହି ମହାନ ଜନନାୟକଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି ଅନ୍ତର୍ଜାତୀୟ…

ଆସନ୍ତାକାଲି ନୂଆଦିଲ୍ଲୀରେ ହେବ ପ୍ରଣବ ମୁଖାର୍ଜୀଙ୍କର ଶେଷକୃତ୍ୟ

ନୂଆଦିଲ୍ଲୀ: ଆସନ୍ତାକାଲି ସକାଳ ସାଢେ ୮ଟାରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ । ନୂଆଦିଲ୍ଲୀରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଞ୍ଚଭୂତରେ ଲୀନ ହେବେ ପ୍ରଣବ । ଏଥି ସହ ସାତ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା ହୋଇଛି । ଏହି ସମୟରେ ଦେଶର ସମସ୍ତ ସ୍ଥାନରେ…

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମ୍ମାନରେ ସାତ ଦିନିଆ ରଷ୍ଟ୍ରୀୟ ଶୋକ ଘୋଷିତ

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ କେନ୍ଦ୍ର ସରକାର ସାତ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି । ତାଙ୍କୁ ସମ୍ମାନ ଜଣାଇ ଦେଶର ବିଭିନ୍ନ ସ୍ଥାନରେ ଜାତୀୟ ପତାକାକୁ ସାତ ଦିନ ପାଇଁ ଅର୍ଦ୍ଧ ନମିତ କରିରଖାଯିବ । ଏହି ସମୟ ମଧ୍ୟରେ କୌଣସି ସରକାରୀ…

ହଟିଲା ଶନିବାର, ରବିବାର ସଟ୍‌ଡାଉନ୍‌, ଉଠିଲା ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର: ଆସିଲା ଅନଲକ ୪.୦ରେ ରାଜ୍ୟ ସରକାରଙ୍କ ସେପ୍ଟେମ୍ବର ପାଇଁ ନୂଆ ଗାଇଡଲାଇନ । ଶନିବାର କେନ୍ଦ୍ର ସରକାର ନୂଆ ଗାଇଡଲାଇନ ଦେବା ପରେ ରାଜ୍ୟ ଦେଇଛି ନୂଆ ଗାଇଡଲାଇନ । ତେବେ ନୂଆ ଗାଇଡଲାଇନରେ ହଟିଲା ନାଇଟ କର୍ଫ୍ୟୁ । ରାତ୍ରୀକାଳୀନ କର୍ଫ୍ୟୁ ନେଇ ନୂଆ ଗାଇଡଲାଇନରେ କିଛି ଉଲ୍ଲେଖ…

ଆସିଲା ରାଜ୍ୟ ସରକାରଙ୍କ ‘ଅନ୍‌ଲାକ-୪’ ଗାଇଡଲାଇନ୍‌, ଜାଣନ୍ତୁ କ’ଣ ଖୋଲା, କ’ଣ ବନ୍ଦ

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ପରେ ରାଜ୍ୟ ସରକାର ଅନ୍‌ଲାକ୍‌-୪ ପାଇଁ ଗାଇଡଲାଇନ୍ ଜାରି କରିଛନ୍ତି । ଅବରୋଧ ଅଞ୍ଚଳ ବା କଣ୍ଟେନମେଣ୍ଟ ଜୋନଗୁଡ଼ିକରେ ଲକଡାଉନକୁ ସେପ୍ଟେମ୍ବର ୩୦ ପର‌୍ୟ୍ୟନ୍ତ ବୃଦ୍ଧି କରାଯାଇଛି । କିନ୍ତୁ କଣ୍ଟେନମେଣ୍ଟ ଜୋନ ବାହାରେ ଜିଲ୍ଲା ଓ ସବଡିଭିଜନରେ ଲକଡାଉନ ଲାଗୁ…

ପ୍ରଣବ ଦା’ଙ୍କ ବିୟୋଗ, ଟ୍ୱିଟ୍ କରି ଶୋକ ପ୍ରକାଶ କଲେ ନବୀନ

ଭୁୁବନେଶ୍ୱର: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଦିଲ୍ଲୀ ସ୍ଥିତ ଆର୍ମି ହସ୍ପିଟାଲରେ ସୋମବାର ସନ୍ଧ୍ୟାରେ ଦେହାନ୍ତ ହୋଇଛି । ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। Deeply saddened to know about the demise of…

ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ଘୋଷଣା, ମିଳିବ ୫୦ କେଜି ଚାଉଲ ଓ ୫ଶହ ଟଙ୍କା

ଭୁବନେଶ୍ୱର: ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ଘୋଷଣା ହେଲା ସହାତୟା । ବନ୍ୟାଂଚଳ ବୁଲି ଦେଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ଘୋଷଣା କରିଛନ୍ତି । ବନ୍ୟା ଯୋଗୁଁ ସ୍ଥାନାନ୍ତରିତ ସବୁ ଲୋକଙ୍କୁ ଆଶ୍ରୟସ୍ଥଳରେ ଥିବା ପର୍ଯ୍ୟନ୍ତ ରନ୍ଧା ଖାଦ୍ୟ/ଶୁଖିଲା ଖାଦ୍ୟ ଯୋଗାଇ ଦିଆଯିବ।…

ପ୍ରଣବଙ୍କ ବିୟୋଗରେ ଶୋକ, ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଳୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକ ହୋଇଛି । ସୋମବାର ସନ୍ଧ୍ୟାରେ ୮୪ ବର୍ଷ ବୟସରେ ସେ ଦେହ ତ୍ୟାଗ କରିଛନ୍ତି । ସେ ଅନେକ ଦିନ ଧରି ଭେଣ୍ଟିଲେଟରରେ ଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ଅନେକ ରାଜନେତା ଟ୍ୱିଟ୍ କରି ପ୍ରଣବକୁ…

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକ

ନୂଆଦିଲ୍ଲୀ: ଆରପାରିରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ । ୮୪ ବର୍ଷ ବୟସରେ ଆଜି ତାଙ୍କ ପରଲୋକ ହୋଇଛି । ଏନେଇ ତାଙ୍କ ପୁଅ ଅଭିଜିତ ମୁଖାର୍ଜୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଦୀର୍ଘ ଦିନ ହେବ ସେ କୋମାରେ ଥିଲେ । ନୂଆଦିଲ୍ଲୀ ସ୍ଥିତ ଆର୍ମି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସେ…

ଆକାଶମାର୍ଗରୁ ବନ୍ୟା ସ୍ଥିତି ଦେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆକାଶମାର୍ଗରୁ ବନ୍ୟା ଅଂଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି, ଆଜି ବନ୍ୟାଞ୍ଚଳ ପରିଦର୍ଶନ କଲି। ବହୁ ଜିଲ୍ଲା ଜଳମଗ୍ନ ହୋଇଛି, ବହୁ ଗାଁ ବୁଡ଼ିଯାଇଛି, ଅନେକ ଘର ଭାଙ୍ଗି ଯାଇଛି ଏବଂ ବହୁ ସ୍ଥାନରେ ରାସ୍ତା…