Latest Odisha News

BREAKING NEWS

Browsing Category

ଫିଚର

ହୀରାକୁଦ ଡ୍ୟାମର ୪୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରୁ ୪୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି ବୋଲି ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ମିଳିଥିବା ସୂଚନାନୁଯାୟୀ ଏହା ମଧ୍ୟକୁ ସେକେଣ୍ଡ ପିଛା ୮ ଲକ୍ଷ ୫୩ ହଜାର ୨୯ ଘନଫୁଟ ଜଳ ପ୍ରବେଶ କରୁଥିବାବେଳେ ପାଖାପାଖି ସେକେଣ୍ଡ ପିଛା ୬ ଲକ୍ଷ ୯୪ ହଜାର…

ବନ୍ୟାରେ ୧୦ ଜିଲ୍ଲାର ୩୯ଟି ବ୍ଲକ ପ୍ରଭାବିତ, ପାଣି ଘେରରେ ୫୫୧ଟି ଗାଁ

ଭୁବନେଶ୍ୱର: ଲଘୁଚାପ ଜନିତ ବର୍ଷା ଓ ପରବର୍ତ୍ତୀ ବନ୍ୟାରେ ରାଜ୍ୟର ୧୦ଟି ଜିଲ୍ଲା ପ୍ରଭାବିତ ହୋଇଛି । ଏହି ଜିଲ୍ଲାଗୁଡ଼ିକ ହେଲା ଅନୁଗୋଳ, ବଲାଙ୍ଗିର, ବାଲେଶ୍ୱର, ବୌଦ୍ଧ, କଟକ, ଯାଜପୁର, ଢେଙ୍କାନାଳ, ନୂଆପଡ଼ା, ଦେବଗଡ଼ ଓ ସୋନପୁର । କ୍ଷତିଗ୍ରସ୍ତ ହୋଇଛି ୩୯ଟି ବ୍ଲକର ୯୯୭ଟି ଗାଁ । ବର୍ଷା…

ଓଡିଶାରେ ଟେଲିକମ୍ କ୍ଷେତ୍ରର ମୋଟ ରାଜସ୍ୱ ଆୟରେ ୫୦%ରୁ ଅଧିକ ବଜାର ଅଂଶ ହାସଲ କଲା ରିଲାଏନ୍ସ ଜିଓ : ଟ୍ରାଇ ରିପୋର୍ଟ

-ମୋଟ ରାଜସ୍ୱ ଆୟରେ ଜିଓ ୫୦% ବଜାର ଅଂଶ ହାସଲ କରିଥିବା ଭାରତର ଦୁଇଟି ରାଜ୍ୟ ମଧ୍ୟରେ ଓଡ଼ିଶା ଅନ୍ୟତମ ଭୁବନେଶ୍ୱର: ଓଡ଼ିଶାରେ ସବୁଠାରୁ ପସନ୍ଦଯୋଗ୍ୟ ମୋବାଇଲ ସେବା ପ୍ରଦାନକାରୀ ରିଲାଏନ୍ସ ଜିଓ ରାଜ୍ୟରେ ପ୍ରଥମ ଦୂରସଂଚାର ଅପରେଟର ଭାବରେ ମୋଟ ରାଜସ୍ୱ କ୍ଷେତ୍ରରେ ୫୦%ରୁ ଅଧିକ ବଜାର ଅଂଶ…

କରୋନାରେ ମୃତ୍ୟୁବରଣ କଲେ କଂଗ୍ରେସ ସାଂସଦ ଏଚ୍‌. ବସନ୍ତ କୁମାର

ଚେନ୍ନାଇ: କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା କଂଗ୍ରେସ ସାଂସଦ ଏଚ୍‌. ବସନ୍ତ କୁମାରଙ୍କର ଆଜି ଆପୋଲୋ ହସ୍ପିଟାଲରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା । କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ବସନ୍ତଙ୍କୁ ଗତ ୧୦ ତାରିଖରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।…

ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ଆଜି ତିନି ସହଯୋଗୀଙ୍କ ହେଲା ଲାଇ ଡେଟେକସନ ଟେଷ୍ଟ

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଆଜି ତାଙ୍କ ତିନି ସହଯୋଗୀ ପପୁ, ବିକାଶ ଓ ଦୀପକଙ୍କର ଲାଇ ଡିଟେକସନ ଟେଷ୍ଟ ହୋଇଛି । ସେମାନଙ୍କୁ ୪୦ ରୁ ଗୁଡାଇ ତୁଡାଇରୁ ୪୦ରୁ ଅଧିକ ପ୍ରଶ୍ନ ପଚରା ଯାଇଥିବା ଜଣାପଡିଛି । ଭୁବନେଶ୍ୱର ଫୋରେନ୍ସିକ ଲ୍ୟାବୋରୋଟୋରୀରେ କରାଯାଇଥିବା ଏହି…

ରେସଲର ଭିନେଶ ଫୋଗଟଙ୍କୁ କରୋନା

ନୂଆଦିଲ୍ଲୀ: ଭାରତର ଷ୍ଟାର ରେସଲର ଭିନେଶ ଫୋଗଟ କରୋନାରେ ଆକ୍ରାନ୍ତ ଥିବା ଜଣାପଡିଛି । ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଭିନେଶଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିବା ପରେ ଗଣମାଧ୍ୟମକୁ ଏ ସମ୍ପର୍କରେ ଜଣାଇଥିଲେ । ସେପ୍ଟେମ୍ବର ୧ରୁ ଅଲିମ୍ପିକ ପାଇଁ ନ୍ୟାଶନାଲ…

ଜେଇଇ ଓ ନିଟ୍ ପରୀକ୍ଷାର୍ଥୀଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବେ ସରକାର

ଭୁବନେଶ୍ୱର : ଚଳିତ ବର୍ଷ ଜେଇଇ ଓ ନିଟ୍ ପରୀକ୍ଷାର୍ଥୀଙ୍କୁ ପରୀକ୍ଷା କେନ୍ଦ୍ରକୁ ଯିବା ଆସିବା ଓ ରହିବା ବ୍ୟବସ୍ଥା କରିବେ ସରକାର । ଏ ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି । ରାଜ୍ୟର ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସରକାର ଏପରି ସୁବିଧା…

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୪ଟି ଗେଟ୍‌, ମୋଟ ୪୦ଟି ଗେଟ୍ ନିଷ୍କାସନ ହେଉଛି ବନ୍ୟା ଜଳ

ସମ୍ବଲପୁର : ଉପରମୁଣ୍ଡ ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁଁ ମହାନଦୀର ଜଳସ୍ତର ବଢିଚାଲିଛି । ତେଣୁ ଆଜି ଅପରାହ୍ନରେ ପୁଣି ୪ଟି ଗେଟ୍ ଖୋଲା ହୋଇଛି । ହୀରାକୁଦ ଡ୍ୟାମ୍‌ରୁ ବର୍ତ୍ତମାନ ୪୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ହୀରାକୁଦର ବର୍ତ୍ତମାନ ଜଳସ୍ତର ରହିଛି ୬୨୫ ଦଶମିକ ୫୨ ଫୁଟ୍ ।…

ସୁଶାନ୍ତ ସିଂ ରାଜପୁତ ମାମଲା: ସିଦ୍ଧାର୍ଥ,ଦୀପେଶ ସରକାରୀ ସାକ୍ଷୀ ହେବାକୁ ପ୍ରସ୍ତୁତ !

ନୂଆଦିଲ୍ଲୀ: ସୁଶାନ୍ତ ସିଂ ରାଜପୁତ କେସ ଶୁକ୍ରବାର ନୂଆ ମୋଡ ନେଇଛି । ଏକ ପ୍ରତିଷ୍ଠିତ ନ୍ୟୁଜ ଚ୍ୟାନେଲ ଅନୁସାରେ ସିଦ୍ଧାର୍ଥ ପୀଠାନୀ ଓ ଦୀପେଶ ସାଓ୍ବନ୍ତ ସରକାରୀ ସାକ୍ଷୀ ହେବାକୁ ପ୍ରସ୍ତୁତ ହୋଇଯାଇଛନ୍ତି । ସିବିଆଇର ସମନ ପରେ ରିୟା ରିୟା ଚକ୍ରବର୍ତ୍ତୀ, ସୁଶାନ୍ତଙ୍କ ଫ୍ଲାଟମେଟ୍…

ନନ୍ଦନକାନନରେ ପୁଣି ଏକ ହଳଦିଆ ଆନାକୋଣ୍ଡାର ମୃତ୍ୟୁ

ଭୁବନେଶ୍ୱର: ନନ୍ଦନକାନନରେ ଆଜି ପୁଣି ଏକ ହଳଦିଆ ଆନାକୋଣ୍ଡାର ମୃତ୍ୟୁ ହୋଇଛି । ଗତ ବର୍ଷ ଅକ୍ଟୋବରରେ ଚେନ୍ନାଇ ଚିଡିଆଖାନାରୁ ୮ଟି ହଳଦିଆ ଆନାକୋଣ୍ଡା ଆସିଥିବା ବେଳେ ସେ ମଧ୍ୟରୁ ଏ ଯାଏଁ ତିନିଟିର ମୃତ୍ୟୁ ହୋଇସାରିଛି ।