Latest Odisha News

BREAKING NEWS

Browsing Category

ଫିଚର

ଏଣିକି ଫାଷ୍ଟ ଟ୍ୟାଗ ଥିଲେ ଟୋଲ ପ୍ଲାଜାରେ ମିଳିବ ରିହାତି

ନୂଆଦିଲ୍ଳୀ: ଚାରି ଚକିଆ ଗାଡି ଚାଳକଙ୍କ ପାଇଁ ଖୁସି ଖବର । ଏଣିକି ଫାଷ୍ଟ ଟ୍ୟାଗ ଥିଲେ ରାଜପଥର ଟୋଲ୍ ଗେଟ୍‌ରେ ମିଳିବ ରିହାତି । ଏନେଇ ମଙ୍ଗଳବାର କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି । ସଡକ ପରିବହନ ଏବଂ ରାଜମାର୍ଗ ମନ୍ତ୍ରାଳୟ ମଙ୍ଗଳବାର ଦିନ ଜାତୀୟ ରାଜପଥ ଶୁଳ୍କ ନିୟମ…

ସୁସ୍ଥତାରେ ଭାଙ୍ଗିଲା ସବୁ ରେକର୍ଡ, ଆଜି ଆରୋଗ୍ୟ ହେଲେ ୩୩୪୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଲଗାତର ତୃତୀୟ ଦିନ ପାଇଁ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ପୁଣି ଗୋଟିଏ ଦିନରେ ସର୍ବାଧିକ ୩୩୪୩ ଜଣ ଆରୋଗ୍ୟ ଲାଭ କରି ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୬୨୮୧୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି । ଏନେଇ…

ବିଏମ୍‌ସିରୁ ବାହାରିଲେ ପୁଣି ୩୩୦ ପଜିଟିଭ

ଭୁବନେଶ୍ୱର: ବିପଦରେ ରାଜଧାନୀ ଭୁବନେଶ୍ୱର । ଦିନକୁ ଏଠି ବଢ଼ୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଆଜି ପୁଣି ଭୁବନେଶ୍ୱର ମହାନଗର ନିଗମରୁ ଆଉ ୩୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । Update on newly detected & cured #COVID19 cases in the last 24 hrs under the…

NEET-JEE ପରୀକ୍ଷାକୁ ବିରୋଧ, ସୁପ୍ରିମକୋର୍ଟ ଯିବେ ୭ ରାଜ୍ୟର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦେଶରେ ଦ୍ରୁତ ଗତିରେ ବ୍ୟାପୁଛି କରୋନା । କରୋନା ସଙ୍କଟ ମଧ୍ୟରେ ଆସନ୍ତା ସେପ୍ଟେମ୍ବରରେ ଜେଇଇ ଓ ନିଟ୍ ପରୀକ୍ଷା କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ଏହାକୁ ବିଭିନ୍ନ ମହଲରେ ବିରୋଧ କରାଯାଉଛି । ଏହାରି ଭିତରେ ବୁଧବାର ୭ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଏକାଠି ହୋଇ…

ସୁଶାନ୍ତଙ୍କୁ ଡ୍ରଗ୍ସ ଦିଆ ଯାଉଥିଲା, ରିୟା ଷଡଯନ୍ତ୍ର କରୁଥିଲେ !

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ କେସ୍‌ରେ ପ୍ରତ୍ୟେକ ଦିନ ନୂତନ ତଥ୍ୟ ମିଳୁଛି । ସିବିଆଇ ଜୋରସୋରରେ ତଦନ୍ତ ପ୍ରକ୍ରିୟା ଆରମ୍ଭ କରିବା ପରେ ରିୟା ଚକ୍ରବର୍ତିଙ୍କ ଆଡକୁ ସନ୍ଦେହ ଯାଉଛି । ବୁଧବାର ସୁଶାନ୍ତଙ୍କୁ ଡ୍ରଗ୍ସ ଦିଆ ଯାଉଥିଲା ବୋଲି ରିପୋର୍ଟ ପ୍ରକାଶ ପାଇଛି । ରିୟା ଚକ୍ରବର୍ତିଙ୍କ…

ବୁଡିଗଲେ ବାବା ଆଖଣ୍ଡଳମଣି

ଚାନ୍ଦବାଲି: ବର୍ଷା ଜଳରେ ବୁଡିଗଲେ ବାବା ଆଖଣ୍ଡଳମଣି । ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଆରଡିସ୍ଥିତ ବାବା ଆଖଣ୍ଡଳମଣିଙ୍କ ଗର୍ଭଗୃହକୁ ଆଜି ବର୍ଷା ଜଳ ପ୍ରବେଶ କରିଛି। ଲଘୁଚାପ ବର୍ଷା ଯୋଗୁଁ ମଧ୍ୟରାତ୍ରୀରେ ବର୍ଷା ଜଳ ପ୍ରବେଶ କରିବାରୁ ଆଜି ସକାଳୁ ମନ୍ଦିରରେ ପୂଜାର୍ଚ୍ଚନା…

ପାଣି ସୁଅରେ ଭାସିଗଲା ଟ୍ରକ, ଡ୍ରାଇଭର ମୃତ

ପାଟଣା: ଲଗାଣ ବର୍ଷା ଯୋଗୁଁ ବେହାଲ କେନ୍ଦୁଝର ଜିଲ୍ଲା । କେନ୍ଦୁଝର ମୟୁରଭଞ୍ଜ ସୀମାନ୍ତ ବୈତରଣୀ ନଦୀର ଛୋଟ ପୋଲ ଉପରେ ପାଣି ଚାଲୁଥିବା ବେଳେ ଏକ ୧୪ ଚକିଆ ଟ୍ରକ୍ ସମ୍ପୂର୍ଣ୍ଣ ବୁଡିଯାଇଛି । ପ୍ରଖର ସ୍ରୋତରେ ଟ୍ରକ୍ ଭାସି ଯାଇ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି । ମୃତ ଡ୍ରାଇଭରଙ୍କ ପରିଚୟ ମିଳି…

ସୁଶାନ୍ତ ସିଂଙ୍କ ଲାପଟପ୍‌ରୁ କିଏ ଡିଲିଟ କଲା ଡାଟା?

ମୁମ୍ବାଇ: ଆତ୍ମହତ୍ୟା ନା ହତ୍ୟା । ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ଦିନକୁ ଦିନ ବଢ଼ୁଛି ସନ୍ଦେହ । ତେବେ ଏହାରି ଭିତରେ ଆଜି ଆଉ ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି । ସୁଶାନ୍ତଙ୍କ ମୋବାଇଲ ଓ ଲାପଟପରୁ ତଥ୍ୟ ଡିଲିଟ ହୋଇଛି । କେବଳ ସେତିକି ନୁହେଁ ତାଙ୍କର ଜବତ ହୋଇଥିବା…

କମଲା ବନାମ ନିକ୍କି: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଭାରତୀୟ ବଂଶୋଦ୍ଭବ ଟକ୍କର

ଓ୍ୱାଶିଂଟନ୍: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଫୋକସରେ ରହିବେ ଭାରତୀୟ । ସେଠାରେ ରହୁଥିବା ଭାରତୀୟଙ୍କୁ ନିଜ ସପକ୍ଷରେ ଟାଣିବା ପାଇଁ କସରତ ଆରମ୍ଭ ହୋଇଛି । ଭାରତୀୟ ବଂଶୋଦ୍ଭବ କମଲା ହାରିସଙ୍କୁ ଟ୍ରମ୍ପ କାର୍ଡ କରିଛି ଡେମୋକ୍ରାଟିକ୍ ପାର୍ଟି। ତାଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ…

ଲକଡାଉନ୍ ଯୋଗୁଁ ସୃଷ୍ଟି ହୋଇଛି ଅର୍ଥନୈତିକ ସଂକଟ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କରୋନା ପାଇଁ ଦେଶରେ ଲାଗୁ ହୋଇଥିଲା କଡା ଲକ୍‌ଡାଉନ୍ । ଏହି କଟକଣା ଯୋଗୁଁ ଆଦି ଦେଶରେ ବ୍ୟାପକ ଅର୍ଥନୈତିକ ସଂକଟ ଦେଖାଦେଇଛି ବୋଲି ସୁପ୍ରିମକୋର୍ଟ କହିଛନ୍ତି । ଆଜି ଗୋଟିଏ ଋଣ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଏପରି କଥା କହିଛନ୍ତି । ଏଥିସହ ମୋରାଟରିୟମ ଅବଧି ପରେ…