Latest Odisha News

BREAKING NEWS

Browsing Category

ଫିଚର

୪ ଜିଲ୍ଲା ଉପରେ ମୁଖ୍ୟମନ୍ତ୍ରୀଙ୍କ ଫୋକସ୍‌

ଭୁବନେଶ୍ୱର: ଅର୍ଥ ଅଭାବରୁ କେହି ଜଣେ ବି ଚିକିତ୍ସା ସୁବିଧାରୁ ବଞ୍ଚିତ ହେବେ ନାହିଁ । ଏନେଇ ଆଜି ଭିଡିଓ କନଫରେନ୍ସିଂହରେ କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ସେ କହିଛନ୍ତି, କୋଭିଡ୍‌ ଚିକିତ୍ସା ପାଇଁ ରାଜ୍ୟ ସରକାର…

ଭିଜିଲାନ୍ସ ଜାଲରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନାର ସ୍ୱତନ୍ତ୍ର ସଚିବ

ଭୁବନେଶ୍ୱର: ଭିଜିଲାନ୍ସ ପଞ୍ଝାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନାର ସ୍ୱତନ୍ତ୍ର ସଚିବ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସ୍ବତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ ହୋଇଛି । ଏକକାଳୀନ ୫ଟି ସ୍ଥାନରେ ଚଢାଉ ଜାରି ରଖିଛି…

ଲେବାନନ ବିସ୍ଫୋରଣ ପରେ ଆଗୁଆ ସଜାଗ ହେଲେ ସରକାର, ସବୁ ଫ୍ୟାକ୍ଟ୍ରିର ମାଗିଲେ ତଥ୍ୟ

ଭୁବନେଶ୍ୱର: ଲେବାନନର ଭୟଙ୍କର ବିସ୍ଫୋରଣ ଘଟଣା ପରେ ସଜାଗ ହୋଇଛନ୍ତି ରାଜ୍ୟ ସରକାର । ସବୁ ଫ୍ୟାକ୍ଟ୍ରିକୁ ଚିଠି ଲେଖିଛନ୍ତି ଫ୍ୟାକ୍ଟ୍ରି ଏଣ୍ଡ ବଏଲର ନିର୍ଦ୍ଦେଶକ । ଫ୍ୟାକ୍ଟ୍ରିରେ ନିରାପତ୍ତା ଓ ସୁରକ୍ଷା ପାଇଁ ପଦ କ୍ଷେପ ନେବାକୁ ନେବାକୁ ଏଥିରେ କୁହାଯାଇଛି । ଫ୍ୟାକ୍ଟିରେ ବିସ୍ଫୋରକ…

‘ରାଜ୍ୟରେ ଦିନକୁ ହେବ ଲକ୍ଷେ ଟେଷ୍ଟ’

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ରାଜ୍ୟରେ ବଢ଼ିବ ଟେଷ୍ଟ ସଂଖ୍ୟା । ଦିନକୁ ଏକ ଲକ୍ଷ ନମୁନା ପରୀକ୍ଷା କରିବାକୁ ଲକ୍ଷ୍ୟ ରଖାଯାଇଛି । ରାପାଡ ଆଂଟିଜେନ୍ ଟେଷ୍ଟ ମଧ୍ୟ ବଢ଼ିବ । ଏନେଇ ଆଜି ଆଇଏଲ୍‌ଏସ୍ ନିର୍ଦ୍ଦେଶକ ଅଜୟ ପରିଡା ସୂଚନା ଦେଇଛନ୍ତି । ଭୁବନେଶ୍ୱରର ବିଭିନ୍ନ କର୍ପୋରେସନରେ…

ଅଗଷ୍ଟ ୨୧ରୁ +୨ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ, କମିଲା ଫି

ଭୁବନେଶ୍ୱର: ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କ ପାଇଁ ଜରୁରୀ ସୂଚନା । ଯୁକ୍ତ ଦୁଇ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଘୋଷଣା ହେଲା ତାରିଖ । ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ତାରିଖ ଭିତରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ । କୋଭିଡ୍ ପାଇଁ ଆବେଦନ ଫି…

ଭାରତରେ କେଉଁ କମ୍ପାନୀ ତିଆରି କରୁଛି କରୋନା ଟିକା, କେବେ ଆସିବ ?

ନୂଆଦିଲ୍ଲୀ: କରୋନାକୁ ମାରିବାକୁ ହେଲେ ଟିକା ହିଁ ଏକମାତ୍ର ଭରସା । ଋଷ୍ ବିଶ୍ୱର ପ୍ରଥମ ଟିକୀ ସ୍ପୁଟନିକ-୫ ନେଇ ଘୋଷଣା କରିଥିବା ବେଳେ ଆମେରିକା, ବ୍ରିଟେନ୍ ଭଳି ଦେଶ ଜୋରସୋରରେ ଉଦ୍ୟମ ଚଳାଇଛନ୍ତି । ବିଭିନ୍ନ ଷ୍ଟେଜରେ ଚାଲିଛି ଟ୍ରାଏଲ୍ । ମହାମାରୀ କରୋନାକୁ ମାଡ ଦେବା ପାଇଁ ଭାରତରେ…

ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ, ପାସ ହାର ୭୦.୨୧%

ଭୁବନେଶ୍ୱର: ପ୍ରକାଶ ପାଇଲା ଚଳିତବର୍ଷର ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାଫଳ । ପାସ ହାର ରହିଛି ୭୦.୨୧% । ମୋଟ୍ ୬୮ ହଜାର ୩୭୪ ଛାତ୍ରଛାତ୍ରୀ ଉତୀର୍ଣ୍ଣ ହୋଇଛନ୍ତ । ଚଳିତ ବର୍ଷ ପ୍ରଥମ ଶ୍ରେଣୀରେ ୨୫ ହଜାର ୩୩୯ଜଣ ପାସ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୨୪ ହଜାର ୧୨୧ ଓ ତୃତୀୟ ଶ୍ରେଣୀରେ…

ସିଦ୍ଧରମୈୟାଙ୍କ କୋଭିଡ୍ ରିପୋର୍ଟ ନେଗେଟିଭ୍, କାଲି ହେବେ ଡିସଚାର୍ଜ

ବେଙ୍ଗାଳୁରୁ: କରୋନାକୁ ହରାଇଛନ୍ତି କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା । ସେ ସୁସ୍ଥ ହୋଇଛନ୍ତି । କୋଭିଡ୍ ରିପୋର୍ଟ ନେଗେଟିଭ୍ ଆସିଛି । ଏନେଇ ତାଙ୍କ କାର‌୍ୟ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଆସନ୍ତାକାଲି ହସ୍ପିଟାଲରୁ ଡିସଚାର୍ଜ ହେବେ ସିଦ୍ଧରମୈୟା । ବର୍ତ୍ତମାନ…

ଆଉ ୯ଜଣଙ୍କୁ ମିଶାଇ ରାଜ୍ୟରେ ତିନି ଶହ ପାର କଲା କରୋନା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ୫୦ ହଜାର ଡେଇଁଛି କରୋନା ପଜିଟିଭ୍ କେସ୍ । ଆଜି ମୃତ୍ୟୁସଂଖ୍ୟା ୩ ଶହ ପାର କରିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୯ ଜଣ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ତିନି ଜଣ ମହିଳା ଓ ଛଅ ଜଣ ପୁରୁଷ । ଗତ ୨୪ ଘଣ୍ଟାରେ ଗଞ୍ଜାମ…

ରାଜ୍ୟରେ ଉପରମୁଁହା କରୋନା ଗ୍ରାଫ: ମୋଟ ସଂଖ୍ୟା ୫୦ ହଜାର ପାର୍

ଭୁବନେଶ୍ୱର: ରାଜ୍ୟରେ ସାଂଘାତିକ ହେଉଛି କରୋନା ସ୍ଥିତି । ଚିନ୍ତା ବଢ଼ାଉଛି ସ୍ଥାନୀୟ ସଂକ୍ରମଣ । ରେକର୍ଡ ଭାଙ୍ଗୁଛି ସଂଖ୍ୟା । ରାଜ୍ୟରେ ଆଜି ମଧ୍ୟ ୧୫୦୦ ପାର ହୋଇଛି କରୋନା ପଜିଟିଭଙ୍କ ସଂଖ୍ୟା । ଆଜି ଚିହ୍ନଟ ହୋଇଛନ୍ତି ସର୍ବଧିକ ୧୮୭୬ ଜଣ କରୋନା ପଜିଟିଭ ଚିହ୍ନଟ। ଆଜି ଚିହ୍ନଟ…