Latest Odisha News

BREAKING NEWS

Browsing Category

ଫିଚର

ରାଜ୍ୟରେ ୨୯ ଜିଲ୍ଲାରୁ ୧୩ ଶହ ୪୧ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧ହଜାର ୩୪୧ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୮୧୮ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୫୨୩ଟି । ମୋଟ୍ ୨୯ ଜିଲ୍ଲାର ନୂଆ ଭୂତାଣୁ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ୪୮ ହଜାର…

ସ୍ୱାଧୀନତା ଦିବସ ପାଇଁ ଗାଇଡ଼ଲାଇନ ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ସ୍ୱାଧୀନତା ଦିବସ ପାଇଁ ଗାଇଡ଼ଲାଇନ ଜାରି କଲେ ରାଜ୍ୟ ସରକାର।କୋଭିଡ୍ ନିୟମ ମାନି ସମସ୍ତ କାର୍ଯ୍ୟ କରିବାକୁ ଦେଲେ ନିର୍ଦ୍ଦେଶ। ଗାଇଡ଼ଲାଇନ ଅନୁଯାୟୀ, ଅଗଷ୍ଟ ୧୫ ତାରିଖ ସକାଳ ୯ଟା ପରେ ଜାତୀୟ ପତାକା ଉତ୍ତୋଳନ ହେବ । ସବୁ ବର୍ଷ ପରି ଚଳିତ ବର୍ଷ ସ୍ୱାଧୀନତା ଦିବସରେ ପରେଡ…

ଖୋର୍ଦ୍ଧା ଜିଲ୍ଲାର ଏସବୁ ଅଞ୍ଚଳ ଆଜିଠୁ ୧୪ ତାରିଖ ସନ୍ଧ୍ୟା ୭ଟା ଯାଏଁ ସଟଡାଉନ୍

ଖୋର୍ଦ୍ଧା: କରୋନା ଖୋର୍ଦ୍ଧା ଜିଲ୍ଲାରେ କାୟା ବିସ୍ତାର କରୁଛି । ସଂକ୍ରମଣ ବଢୁଥିବାରୁ ଆଜିଠାରୁ ଚିଲିକା ଓ ବାଣପୁର ବ୍ଲକ ଏବଂ ବାଲୁଗାଁ ଓ ବାଣପୁର ଏନଏସିକୁ ସଟଡାଉନ୍ ଘୋଷଣା କରାଯାଇଛି । ଏହି ନିଷ୍ପତ୍ତି ନେଇଛି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ । ଆଜି ସନ୍ଧ୍ୟା ୭ଟାରୁ ଆସନ୍ତା ୧୪ ତାରିଖ…

ଯାଜପୁରରେ ପୋଲିସ ଡିଜି ଅଭୟ, ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା

ଯାଜପୁର: ପୋଲିସ ଡିଜି ଅଭୟ ଦିନିକିଆ ଯାଜପୁର ଜିଲ୍ଲା ଗସ୍ତରେ ଯାଇଛନ୍ତି । ପାଣିକୋଇଲି ପୋଲିସ ମୁଖ୍ୟାଳୟରେ ପହଞ୍ଚି ଜିଲ୍ଲାରେ ଆଇନ ଶୃଙ୍ଖଳା ସ୍ଥିତିର ସେ ସମୀକ୍ଷା କରିଛନ୍ତି । ଯାଜପୁର ଏସପି ଚରଣ ସିଂହ ମୀନାଙ୍କ ସହ ଆଲୋଚନା କରିଛନ୍ତି ପୋଲିସ ଡିଜି । ଏହାସହ ଜିଲ୍ଲାରେ କୋଭିଡ୍…

ରିୟା ଚକ୍ରବର୍ତ୍ତୀଙ୍କ ପିଟିସନର ଆଜି ଶୁଣାଣି କରିବେ ସୁପ୍ରିକୋର୍ଟ

ନୂଆଦିଲ୍ଲୀ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ବଢୁଛି ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ଅଡୁଆ । ମିଡିଆ ଟ୍ରାଏଲ୍ ବିରୋଧରେ ସେ କରିଥିବା ପିଟିସନର ଆଜି ଶୁଣାଣି କରିବେ ସର୍ବୋଚ୍ଚ ଅଦାଲତ । ଗତକାଲି ସୁପ୍ରିମକୋର୍ଟରେ ପିଟିସନ ଫାଇଲ୍ କରିଥଲେ ରିୟା । ଅଭିଯୋଗ କରିଛନ୍ତି, ସୁଶାନ୍ତ…

ଦେଶରେ ସାଢେ ୨୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି କେତେ ସଂକ୍ରମିତ ଚିହ୍ନଟ ଜାଣନ୍ତୁ

ନୂଆଦିଲ୍ଲୀ: ଦେଶରେ ଅସମ୍ଭାଳ କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ୍ତ ହୋଇ ଚାଲିଛି । ଆଖି ପିଛୁଳାକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ୫୩,୬୦୧ ଜଣ ସଂକ୍ରମିତ ହୋଇଥିବା ବେଳେ ୮୭୧ ଜଣଙ୍କର ଜୀବନ ଯାଇଛି ।…

ବିଶିଷ୍ଟ ଲେଖକ ତଥା ଗୀତିକାର ରାହତ ଇନ୍ଦୋରୀ କରୋନା ସଂକ୍ରମିତ

ଇନ୍ଦୋର: କରୋନା ସଂକ୍ରମିତ ହୋଇଛନ୍ତି ବିଶିଷ୍ଟ ଲେଖକ, କବି ତଥା ଗୀତିକାର ରାହତ ଇନ୍ଦୋରୀ । ତାଙ୍କର କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ବାହାରିଛି । ସୋସିଆଲ୍ ମିଡିଆରେ ସେ ନିଜେ ଏହି ସୂଚନା ଦେଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ ଇନ୍ଦୋରର କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାହତ…

ଆଜିଠୁ ଭୁବନେଶ୍ୱରର ଏହି ୯ ହସ୍ପିଟାଲରେ ହେବ କରୋନା ପରୀକ୍ଷଣ

ଭୁବନେଶ୍ୱର: ରାଜଧାନୀରେ ପ୍ରତିଦିନ ରେକର୍ଡ ଭାଙ୍ଗୁଛି କରୋନା । ଏହାକୁ ଦୃଷ୍ଟିରେ ରଖି ଆଜିଠାରୁ ବିଏମସି ଅଞ୍ଚଳରେ କୋଭିଡ ଟେଷ୍ଟକୁ ଆହୁରି ଜୋରଦାର କରାଯାଇଛି। ଆଜିଠୁ ବିଏମସିର କୋଭିଡ ଟେଷ୍ଟ ବ୍ୟବସ୍ଥାକୁ ବଢ଼ାଯିବା ନେଇ ଯୋଜନା ରଖାଯାଇଛି। ଏଥିପାଇଁ ଭୁବନେଶ୍ୱରର ୯ ଟି ସହରାଞ୍ଚଳ…

ସ୍ୱାଧୀନତା ଦିବସରେ ନ୍ୟୁୟର୍କ ଟାଇମ୍ସ ସ୍କୋୟାରରେ ଉଡ଼ିବ ତ୍ରିରଙ୍ଗା

ନ୍ୟୁୟର୍କ: ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସରେ ନ୍ୟୁୟର୍କ ସହରର ଟାଇମ୍ସ ସ୍କୋୟାରରେ ଉଡ଼ିବ ଭାରତର ଜାତୀୟ ପତାକା । ପ୍ରଥମ ଥର ପାଇଁ ନ୍ୟୁୟର୍କ ସହରର ଏହି ବିଶେଷ ସ୍ଥାନରେ ଫର ଫର ହୋଇ ଉଡ଼ିବ ତ୍ରିରଙ୍ଗା । ଆମେରିକାର ଗୋଟିଏ ଗ୍ରୁପ ତ୍ରିରଙ୍ଗା ଉଡ଼ାଇବା ନେଇ ଘୋଷଣା କରିଛି । ତିନିଟି…

୧୩ ତାରିଖରେ ଆଉ ଏକ ଲଘୁଚାପ, ଏସବୁ ଜିଲ୍ଲାରେ ବର୍ଷିବ !

ଭୁବନେଶ୍ୱର: ଆସନ୍ତା ୧୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇପାରେ । ଏହାର ପ୍ରଭାବରେ ଓଡ଼ିଶାରେ ମୌସୁମୀ ବାୟୁ ଅଧିକ ସକ୍ରିୟ ହେବ । ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ୧୩…