Latest Odisha News

BREAKING NEWS

Browsing Category

ଫିଚର

ନବରଙ୍ଗପୁର ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଲା କରୋନା, ୨୪ ଘଣ୍ଟାରେ ଆଉ ୧୦ ମୃତ

ଭୁବନେଶ୍ୱର: କରୋନା ମାଡୁଛି । ପ୍ରତିଦିନି ନୂଆ ନୂଆ ଜିଲ୍ଲାରୁ ଜୀବନ ନେଉଛି । ନବରଙ୍ଗପୁର ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଇଛି କରୋନା । ଚିକିତ୍ସାଧୀନ ଅବସ୍ଥାରେ ଜଣେ ସଂକ୍ରମିତ ମୃତ୍ୟୁବଣ କରିଛନ୍ତି । ଏହାସହ ଗତ ୨୪ ଘଣ୍ଟାରେ ରାଜ୍ୟର ୭ଟି ଜିଲ୍ଲାରୁ ୧୦ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଇଛି…

ରାଜ୍ୟରେ ୧୬୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୪୦ ହଜାର ଟପିଲା ପଜିଟିଭ୍ କେସ୍

ଭୁବନେଶ୍ୱର: ଜୁଲାଇ ପରେ ଅଗଷ୍ଟରେ ବି ରାଜ୍ୟରେ କାୟା ବିସ୍ତାର କରୁଛି କରୋନା । ପଜିଟିଭ୍ କେସ୍ ୪୦ ହଜାର ପାର କରିଛି । ଗତ ୨୪ ଘଣ୍ଟାରେ ୨୯ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୧ହଜାର ୬୯୯ ନୂଆ ଭୂତାଣୁ ସଂକ୍ରମିତ । କ୍ୱାରେଣ୍ଟାଇନ ସେଣ୍ଟରରୁ ୧ ହଜାର ୭୩ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍…

ଆତଙ୍କବାଦୀଙ୍କ ଗୁଳିରେ ଟଳିଲେ ଆଉ ଜଣେ ବିଜେପି ସରପଞ୍ଚ

ଜମ୍ମୁ କଶ୍ମୀର: ଦକ୍ଷିଣ କଶ୍ମୀରର କୁଲଗାମରେ ଗୁଳି କରି ଜଣେ ସରପଞ୍ଚଙ୍କୁ ହତ୍ୟା କରିଛନ୍ତି ଆତଙ୍କବାଦୀ । କ୍ୱାଜିଗୁଣ୍ଡ ବ୍ଲକ ଅନ୍ତର୍ଗତ ବେସୁର ବିଜେପି ସରପଞ୍ଚଙ୍କୁ ଗୁଳି କରିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ମୃତ ଘୋଷଣା କରିଥିଲେ ଡାକ୍ତର…

କମିବ କି ସୁଧହାର, କି ଘୋଷଣା କରିବେ ଆରବିଆଇ ଗଭର୍ଣ୍ଣର ?

ନୂଆଦିଲ୍ଲୀ: କୋଭିଡ୍ ଯୋଗୁ ଅର୍ଥନୀତି ଏବେ କୋମାରେ । ବିଭିନ୍ନ ସେକ୍ଟରରେ ମାନ୍ଦାବାସ୍ଥା । ଏଭଳି ସମୟରେ କମିବ କି ରେପୋ ରେଟ୍ । ଭାରତୀୟ ରିଜର୍ଭ ବ୍ୟାଙ୍କର ନିଷ୍ପତ୍ତି ଉପରେ ସମସ୍ତଙ୍କ ନଜର ରହିଛି । ଆଜି ମଧ୍ୟାହ୍ନ ୧୨ଟାରେ ଦ୍ୱିମାସିକ ମୁଦ୍ରାନୀତିର ସମୀକ୍ଷା ପରେ ସୂଚନା ଦେବେ ଆରବିଆଇ…

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ, କାଲି ଗଡ଼ିବନି ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ସ୍ୱତନ୍ତ୍ର ଏକ୍ସପ୍ରେସ

ଭୁବନେଶ୍ୱର: ଆସନ୍ତାକାଲି ଭୁବନେଶ୍ୱର-ମୁମ୍ୱାଇ (୦୧୦୨୦) କୋଣାର୍କ ସ୍ୱତନ୍ତ୍ର ଏକ୍ସପ୍ରେସ ଟ୍ରେନ୍ ଚଳାଚଳ ବାତିଲ । ସଂଯୋଗକାରୀ ଟ୍ରେନ୍ ନ ଆସିବା କାରଣରୁ ଆସନ୍ତାକାଲି ଭୁବନେଶ୍ୱରରୁ ଛାଡ଼ିବ ନାହିଁ କୋଣାର୍କ ଏକ୍ସପ୍ରେସ । ସେହିପରି ପ୍ରବଳ ବର୍ଷା ଯୋଗୁ ମୁମ୍ୱାଇ ରେଲଓ୍ୱେ ଟ୍ରାକରେ…

ଅହମ୍ମଦାବାଦ ଟ୍ରାଜେଡି: ସହାୟତା ଘୋଷଣା କଲେ ପିଏମ୍, ତଦନ୍ତ ନିର୍ଦ୍ଦେଶ ଦେଲେ ସିଏମ୍

ଅହମ୍ମଦାବାଦ: କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡରେ ମୃତାହତଙ୍କ ପାଇଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରତି ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯିବ । ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ରାଶି ଦିଆଯିବ ।…

ଭାରତର ଶ୍ରେଷ୍ଠ ଆଦରଣୀୟ ରାଜନେତ୍ରୀ ସ୍ବର୍ଗତ ସୁଷମା ସ୍ଵରାଜଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ

ନୂଆଦିଲ୍ଲୀ: ସ୍ବର୍ଗତଃ ସୁଷମା ସ୍ୱରାଜ । ଭାରତୀୟ ରାଜନୀତିର ଜଣେ ଆଦରଣୀୟ ରାଜନେତ୍ରୀ ଥିଲେ। ସେ ଏକ ଧାରାରେ ଜଣେ ସଫଳ ଲୋକପ୍ରିୟ ରାଜନୀତିଜ୍ଞ, ସୁପ୍ରିମକୋର୍ଟର ପୂର୍ବତନ ଆଇନଜୀବୀ ଏବଂ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତ୍ରୀ ଭାବରେ ଗୌରବ ଅର୍ଜନ କରିଥିଲେ। ଇନ୍ଦିରା ଗାନ୍ଧୀଙ୍କ ପରେ ସେ…

ସପ୍ତାହର ପ୍ରତି ବୁଧବାର ବନ୍ଦ ରହିବ କଟକ ମାଲଗୋଦାମ

କଟକ: ଏଣିକି ପ୍ରତି ବୁଧବାର ବନ୍ଦ ରହିବ କଟକ ମାଲଗୋଦାମ । ସଂପୃକ୍ତ ଅଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ଏହି ନିଷ୍ପତ୍ତି ନେଇଛି କଟକ ମହାନଗର ନିଗମ କର୍ତ୍ତୃପକ୍ଷ । ଏହାସହ ତିନିଟି ପର୍ଯ୍ୟାୟରେ ମାଲଗୋଦାମ ଖୋଲିବା ପାଇଁ ନିଷ୍ପତ୍ତି ନେଇଛି ସିଏମସି । ଅତ୍ୟାବଶ୍ୟକ ସାମଗ୍ରୀ…

ଅହମ୍ମଦାବାଦର କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ, ୮ ରୋଗୀ ମୃତ

ଅହମ୍ମଦାବାଦ: ଗୁଜରାଟର ଅହମ୍ମଦାବାଦର ଏକ କୋଭିଡ୍ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ । ଏଥିରେ ୮ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ଭିତରେ ଅଛନ୍ତି ୫ ଜଣ ପୁରୁଷ ଓ ତିନି ଜଣ ମହିଳା । ଗତକାଲି ବିଳମ୍ବିତ ରାତି ପାଖାପାଖି ସାଢ଼େ ୩ଟାରେ ନବରଙ୍ଗପୁରା ଅନ୍ତର୍ଗତ ଶ୍ରେୟ ହସ୍ପିଟାଲରେ ନିଆଁ…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୬-୮-୨୦୨୦ ଗୁରୁବାର, ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଅଗଷ୍ଟ ତା ୬ ରିଖ ଗୁରୁବାର କର୍କଟ ୨୨ ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ତୃତୀୟା ତିଥି ଶତଭିଷା ନକ୍ଷତ୍ର ଦିନ ୧୧ଟା ୨୧ମିନିଟ୍ ପର୍ଯ୍ୟନ୍ତ ତାପରେ ପୂର୍ବ ଭାଦ୍ର କୁମ୍ଭ ଚନ୍ଦ୍ର ଭୋଗ ହେବ ଘାତ ବାର:-…