Latest Odisha News

BREAKING NEWS

Browsing Category

ଫିଚର

ଅନ୍ ଲାଇନ୍ ବେଟିଂ ଆପ୍ ମହାଦେବଠୁ ଛତିଶଗଡ ମୁଖ୍ୟମନ୍ତ୍ରୀ ୫୦୮କୋଟି ଟଙ୍କା ପାଇଛନ୍ତି: ଇଡି

ନୂଆଦିଲ୍ଲୀ: ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ମହାଦେବ ବେଟିଂ ଆପର ୟୁଏଇର ପ୍ରମୋଟରଙ୍କ ଠାରୁ ୫୦୮ କୋଟି ଟଙ୍କା ପାଇଥିବା ଅଭିଯୋଗର ତଦନ୍ତ କରୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଆଣ୍ଟି ମନି ଲଣ୍ଡରିଂ ଆଇନ ଅନୁଯାୟୀ ତଦନ୍ତ କରୁଛି ଇଡି। ଇଡି ଅଧିକାରୀମାନେ ଶୁକ୍ରବାର ଦାବି…

ଟି୨୦ ବିଶ୍ୱକପ ୨୦୨୪: ଯୋଗ୍ୟତା ହାସଲ କଲେ ନେପାଳ, ଓମାନ

କାଠମାଣ୍ଡୁ: ଆମେରିକା ଓ ୱେଷ୍ଟଇଣ୍ଡିଜରେ ହେବାକୁ ଥିବା ୨୦୨୪ ଟି୨୦ ବିଶ୍ୱକପ ପାଇଁ ନେପାଳ ଓ ଓମାନ ଯୋଗ୍ୟତା ହାସଲ କରିଛନ୍ତି । ଶୁକ୍ରବାର ପ୍ରଥମ ସେମିଫାଇନାଲରେ ନେପାଳ ୮ ୱିକେଟରେ ୟୁଏଇକୁ ଏବଂ ଦ୍ୱିତୀୟ ସେମିରେ ଓମାନ ୧୦ ୱିକେଟରେ ବାହାରିନକୁ ପରାସ୍ତ କରି ଏହି ସଫଳତା ହାସଲ କରିଛନ୍ତି ।…

ଭୁବନେଶ୍ବର ସ୍ଥିତ ବିଶ୍ବ ଦକ୍ଷତା କେନ୍ଦ୍ରକୁ ଜମ୍ମୁ କଶ୍ମୀର ଉପରାଜ୍ୟପାଳଙ୍କ ପ୍ରଶଂସା

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ମନୋଜ ସିହ୍ନା ଶୁକ୍ରବାର ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କରିଛନ୍ତି। ସେ ବିଭିନ୍ନ ଅତ୍ୟାଧୁନିକ ଗବେଷଣାଗାରର ଅନୁସନ୍ଧାନକୁ ବୁଲି ଦେଖିବା ସହ ଭୁବନେଶ୍ୱରରେ ଅବସ୍ଥିତ ଦେଶର ଏହି ପ୍ରମୁଖ…

ଓଡ଼ିଶା ଦୁଇ ଭାଗ ହେବା ପ୍ରସଙ୍ଗ ପାଇଁ ମୁଖ୍ୟମନ୍ତ୍ରୀ ଦାୟୀ: ନରସିଂହ ମିଶ୍ର

ଭୁବନେଶ୍ୱର: ଓଲିଉଡ ଅଭିନେତା ମନୋଜ ମିଶ୍ରଙ୍କ ବୟକଟ୍ ପ୍ରସଙ୍ଗକୁ ନେଇ ଶୁକ୍ରବାର ଦିନ କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକ ନରସିଂହ ମିଶ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଓଡିଶା ଦୁଇ ଭାଗ ହେଲେ ଦାୟୀ ରହିବେ ବୋଲି ସେ କହିଛନ୍ତି। ନରସିଂହ ମିଶ୍ର କହିଛନ୍ତି ଯେ, ବିଜେଡି…

ନେଦରଲାଣ୍ଡକୁ ୭ ୱିକେଟରେ ହରାଇଲା ଆଫଗାନିସ୍ତାନ

ଲକ୍ଷ୍ନୌ: ଚଳିତ ବିଶ୍ୱକପ କ୍ରିକେଟରେ ଶୁକ୍ରବାର ଆଫଗାନିସ୍ତାନ ୭ ୱିକେଟରେ ନେଦରଲାଣ୍ଡକୁ ପରାସ୍ତ କରିଛି । ଏଥିସହ ଆଫଗାନିସ୍ତାନ ୭ ମ୍ୟାଚରୁ ୮ ପଂଏଟ ହାସଲ କରି ୫ମ ସ୍ଥାନକୁ ଉନ୍ନୀତ ହୋଇ ସେମିଫାଇନାଲ ପ୍ରବେଶ ଆଶା ଉଜ୍ଜୀବୀତ କରିଛି । ୧୮୦ ରନର ବିଜୟ ଲକ୍ଷ୍ୟକୁ ୩୧.୩ ଓଭରରେ ୩ ୱିକେଟ ହରାଇ…

ବିଜେପିର ହିନ୍ଦୁତ୍ୱକୁ ଛତିଶଗଡରେ କଂଗ୍ରେସ କରିଛି ହାଇଜାକ!

ଭୁବନେଶ୍ୱର: ଛତିଶଗଡ଼ରେ ପ୍ରଥମ ପର୍ଯ୍ୟାୟ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରମୁଖ ଦଳଗୁଡିକ ଜୋରଦାର ପ୍ରଚାର କରୁଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଛତିଶଗଡ଼ରେ ପ୍ରଚାର କରିଥିବା ବେଳେ ବିଜେପିର ଅନ୍ୟ ହେଭିୱେଟ ମାନେ ମଧ୍ୟ ପ୍ରଚାର କରୁଛନ୍ତି। ଗୃହମନ୍ତ୍ରୀ ଅମିତ ଶାହା ପଣ୍ଡରିୟା…

ହାତ ଧରିଲେନି ଶର୍ମିଳା, କିନ୍ତୁ ସାଙ୍ଗରେ ରହିବେ !

ଭୁବନେଶ୍ୱର: କଂଗ୍ରେସ ସହ ନିଜ ଦଳକୁ ଲୀନ କରିବାକୁ ଉଦ୍ୟମ କଲେ। ସୋନିଆ ରାହୁଲଙ୍କ ସହ ସାକ୍ଷାତ କରି ତେଲେଙ୍ଗାନାରେ ଏକାଠି ନିର୍ବାଚନ ଲଢ଼ିବାକୁ ଆଲୋଚନା କଲେ। ବହୁ ଅପେକ୍ଷା ମଧ୍ୟ କଲେ। କିନ୍ତୁ କଂଗ୍ରେସ ପକ୍ଷରୁ କିଛି ନିଷ୍ପତ୍ତି ନିଆ ନ ଯିବାରୁ ତେଲେଙ୍ଗାନାର ସମସ୍ତ ୧୧୯ ବିଧାନସଭା…

ଆଇପିଏଲର ଅଂଶୀଦାର ହେବାକୁ ଚାହୁଁଛି ୟୁଏଇ

ମୁମ୍ବାଇ: ଇଣ୍ଡିଆନ ପ୍ରିମିୟର ଲିଗର ଲୋକପ୍ରିୟତା ଦିନକୁ ଦିନ ବଢ଼ିବାରେ ଲାଗିଛି । ବ୍ଲୁମର୍ଗରେ ପ୍ରକାଶିତ ଏକ ରିପୋର୍ଟ ଅନୁସାରେ ସାଉଦି ଆରବ ଏହି ଲିଗର ଅଂଶୀଦାର ହେବାକୁ ଚାହୁଁଛି । ଏହାର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନ ଆଇପିଏଲକୁ ଏକ ଗ୍ଲୋବାଲ କ୍ରିକେଟ ଲିଗ କରିବା ପାଇଁ ପ୍ରସ୍ତାବ…

ଜୟପୁର ବସ୍ ଟର୍ମିନାଲରେ ଭୟାବହ ଅଗ୍ନିକାଣ୍ଡ, ଏକାଧିକ ବସରେ ନିଆଁ

କୋରାପୁଟ: ଜୟପୁର ବସ୍ ଟର୍ମିନାଲରେ ଭୟାବହ ଅଗ୍ନିକାଣ୍ଡ। ବସ୍ ଟର୍ମିନାଲରେ ଅଛି ୨୦ରୁ ଅଧିକ ପରିତ୍ୟକ୍ତ ବସ୍। ଜାତୀୟ ରାଜପଥ ୨୬ କଡ଼ରେ ଥିବା ବସ ଟର୍ମିନାଲରେ ଅଗ୍ନିକାଣ୍ଡ ଘଟିଛି। ପ୍ରଥମେ ଏକ ପରିତ୍ୟକ୍ତ ବସରେ ନିଆଁ ଲାଗିବା ପରେ ଏହା ଏକାଧିକ ବସକୁ ବ୍ୟାପି ଯାଇଛି। ଏକାଧିକ ବସରେ ନିଆଁ…