Latest Odisha News

BREAKING NEWS

Browsing Category

ଫିଚର

ରାମମନ୍ଦିର ଭୂମି ପୂଜା ସମୟକୁ ନେଇ ପ୍ରଶ୍ନ ଉଠାଇଲେ ଦିଗବିଜୟ, କହିଲେ ଏମିତି କଥା

ନୂଆଦିଲ୍ଲୀ: ଅଯୋଧ୍ୟାରେ ଭବ୍ୟ ରାମମନ୍ଦିର ନିର୍ମାଣ ନେଇ ଦିନେ ପରେ ଭୂମି ପୂଜନ ପର୍ବ ଅନୁଷ୍ଠିତ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିଳାନ୍ୟାସ କରିବେ । ତାପୂର୍ବରୁ ଭିତ୍ତି ପ୍ରସ୍ତର ସ୍ଥାପନର ଶୁଭ ବେଳାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ।…

ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା: ପାଟନା ଏସପିଙ୍କୁ କ୍ୱାରେଣ୍ଟାଇନରେ ରଖିଲା ବିଏମସି

ମୁମ୍ୱାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ମୁହାଁମୁହିଁ ପରିସ୍ଥିତିକୁ ଆସିଛନ୍ତି ମୁମ୍ବାଇ ଓ ବିହାର ପୋଲିସ । ତଦନ୍ତ ପାଇଁ ମୁମ୍ୱାଇରେ ପହଞ୍ଚିଥିବା ପାଟନା ସିଟି ଏସପି ବିନୟ ତିଓ୍ୱାରୀଙ୍କୁ କ୍ୱାରେଣ୍ଟାଇନରେ ରଖି ଦେଇଛନ୍ତି ବିଏମସି ଅଧିକାରୀ । ଏହାକୁ ନେଇ ଦୁଇ ରାଜ୍ୟର ପୋଲିସ…

ଭୁବନେଶ୍ୱର ରେଳ ଷ୍ଟେସନରୁ ୪୧୦ କିଲୋ ଗଞ୍ଜେଇ ଜବତ

ଭୁବନେଶ୍ୱର: ଚୋରା ଚାଲାଣ ବେଳେ ଭୁବନେଶ୍ୱରରୁ ଜବତ ହୋଇଚି ୪୧୦ କିଲୋଗ୍ରାମ ଗଞ୍ଜାଇ । ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ଜିଆରପି । ସେମାନେ ହେଲେ ସାଗର ପ୍ରଧାନ ଓ ସନ୍ତୋଷ ବାବୁ । ଦୁହିଁଙ୍କର ଘର ଗଞ୍ଜାମ ଜିଲ୍ଲା ପୋଲସରା ଅଞ୍ଚଳରେ । ଟ୍ରେନ ଯୋଗେ ଗଞ୍ଜେଇ ଚାଲାଣ ହେଉଥିଲା । ରେଳ…

ବିଦେଶ ଫେରନ୍ତା ବିମାନ ଯାତ୍ରୀଙ୍କ ପାଇଁ କେନ୍ଦ୍ରର ନୂଆ ଗାଇଡଲାଇନ୍

ନୂଆଦିଲ୍ଲୀ: ବିମାନ ଯାତ୍ରୀଙ୍କ ପାଇଁ ନୂଆ ଗାଇଡଲାଇନ୍ ଜାରି କରିଛନ୍ତି କେନ୍ଦ୍ର ସରକାର । ଏଣିକି ବିଦେଶରୁ ଫେରିଲେ ବିମାନଯାତ୍ରୀ ୭ ଦିନ ପେଡ୍ ଇନଷ୍ଟିଚ୍ୟୁସନାଲ୍ କ୍ୱାରେଣ୍ଟାଇନରେ ରହିବାକୁ ପଡ଼ିବ । ପରେ ଆଉ ୭ ଦିନ ହୋମ୍ ଆଇସୋଲେସନପେ ରହିବେ । ଅଗଷ୍ଟ ୮ ତାରିଖରୁ ଲାଗୁ ହବେ ନୂଆ…

ଶ୍ରୀମନ୍ଦିରରେ ବଳଭଦ୍ର ଜନ୍ମ ନୀତି..

''ସୁଦ୍ଧ ସ୍ପଟିକ ପ୍ରାୟେକ ତନୁ ବର୍ଣ୍ଣ ଶଙ୍ଖ ଆକାର କୁଣ୍ଡଳ ବେନି କର୍ଣ୍ଣ ।। ଶିରେଶ ସପତ ଅହରି ମୁକୁଟ ମୁକୁତା କଦମ୍ବ ହାର ଶୋହେ କଣ୍ଠତଟ ।।'' ଶ୍ରାବଣ ପୂର୍ଣ୍ଣିମା ବା ଗହ୍ମାପୂର୍ଣ୍ଣିମା ଦିନ ବଡ଼ଠାକୁର ଶ୍ରୀ ବଳଭଦ୍ରଙ୍କ ଜନ୍ମୋତ୍ସଵ ପାଳନ କରା ଯାଇଥାଏ । ଏହି ପବିତ୍ର ଜନ୍ମୋତ୍ସଵ…

କାଲିଠୁ ରାଜ୍ୟରେ ବର୍ଷା, ୪ ତାରିଖରୁ ଛେଚିବ

ଭୁବନେଶ୍ୱର: ଚଳିତବର୍ଷ ଏଯାଏଁ ରାଜ୍ୟରେ ଲୁଚକାଳି ଖେଳିଛି ମୌସୁମୀ । ଶ୍ରାବଣରେ ଆକାଶରୁ ଅଗ୍ନି ବର୍ଷିଛି । ଚାଷୀର ଚିନ୍ତା ବଢ଼ିଥିବା ବେଳେ ପାଣିପାଗ ବିଭାଗ ଆଶ୍ୱସ୍ତିଖର ଖବର ଦେଇଛି । କାଲିଠୁ ରାଜ୍ୟରେ ବର୍ଷା ହେବ । ଆସନ୍ତା ସପ୍ତାହେ ମଧ୍ୟରେ ବଙ୍ଗାପସାଗରରେ ଦୁଇ ଦୁଇଟି ଲଘୁଚାପ ସୃଷ୍ଟି…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୩-୮-୨୦୨୦ ସୋମବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଅଗଷ୍ଟ ତା ୩ ରିଖ ସୋମବାର କର୍କଟ ୧୯ ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷ ପୂର୍ଣ୍ଣିମା ତିଥି ଶ୍ରବଣା ନକ୍ଷତ୍ର ମକର ଚନ୍ଦ୍ର ଘାତ ବାର- ମିଥୁନ ରାଶିର ଘାତ ଚନ୍ଦ୍ର: ସିଂହ ରାଶି ପୁରୁଷଙ୍କର ଆଜି:  ମାଂସ…

ପାଓ୍ୱାର କରିଡରରେ କରୋନା: ଆଉ ଜଣେ ମୁଖ୍ୟମନ୍ତ୍ରୀ ସଂକ୍ରମିତ

ବେଙ୍ଗାଳୁରୁ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ତାମିଲନାଡୁ ରାଜ୍ୟପାଳଙ୍କ ପରେ କରୋନା ସଂକ୍ରମିତ ହୋଇଛନ୍ତି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି. ଏସ୍. ୟେଦିୟୁରପ୍ପା । ତାଙ୍କ କୋଭିଡ ରିପୋର୍ଟ ପଜିଟିଭ୍ ଆସିଛି । ଗତକାଲି ବିଳମ୍ବିତ ରାତିରେ ଟ୍ୱିଟ୍ କରି ନିଜେ ଏହି ସୂଚନା ଦେଇଛନ୍ତି…

ଭାଇ-ଭଉଣୀର ସ୍ନେହର ପ୍ରତୀକ ରାକ୍ଷୀକୁ ନେଇ କ’ଣ ରହିଛି ପୌରାଣିକ କଥାବସ୍ତୁ; ଜାଣନ୍ତୁ

ଭୁବନେଶ୍ୱର: ଆଜି ହେଉଛି ରାକ୍ଷୀ ପୂର୍ଣ୍ଣମୀ । ଭାଇ ଭଉଣୀଙ୍କର ଅତୁଟ ପ୍ରେମ ଓ ଭରସା ର ପ୍ରତୀକକୁ ବହନ କରିଥାଏ ଏହା । ଏହିଦିନ ଭଉଣୀଟିଏ ଭାଇର ଶୁଭ ମାନସୀ,ମନରେ ମଙ୍ଗଳ କାମନା କରି ଭାଇ ହାତରେ ବାନ୍ଧି ଦିଏ ସେନେହର ଡୋର । ଭାଇ ବି ଭଉଣୀର ସମ୍ମାନ ଓ ସ୍ୱାଭିମାନର ରକ୍ଷା କରିବାର ଶପଥ ନେଇଥାଏ…

ଆଜି ରାକ୍ଷୀ ପୂର୍ଣ୍ଣମୀ: ଜାଣନ୍ତୁ ଏହା ସମ୍ପର୍କରେ

ଭୁବନେଶ୍ୱର: ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ।  ମୁଖ୍ୟତଃ ଏକ ହିନ୍ଦୁ ପର୍ବ ଯାହା ଭାରତରେ ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ଥିବା ପବିତ୍ର ବନ୍ଧନର ପ୍ରତୀକ । ଏହି ଦିନ ଭଉଣୀ, ଭାଇ ହାତରେ ବାନ୍ଧେ ସେନେହର ରାକ୍ଷୀ । ଭାଇର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ…