Latest Odisha News

BREAKING NEWS

Browsing Category

ଫିଚର

ଜୀବନ ନେଲା ସାନିଟାଇଜର …

ଅମରାବତୀ: ଲକ୍‌ଡାଉନ ବେଳେ ମଦ ନ ପାଇ ସାନିଟାଇଜର ପିଇ ୯ ଜଣଙ୍କର ମୃତ୍ୟୁ । ଏଭଳି ଘଟଣା ଘଟିଛି ଆନ୍ଧ୍ରପ୍ରଦେଶ ପ୍ରକାଶମ୍ ଜିଲ୍ଲାର କରିଛେଦୁ ମଣ୍ଡଳ ଅଞ୍ଚଳରେ । ଗତକାଲି ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ଆଉ ଛଅ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ, ଲକ୍ ଡାଉନ ଯୋଗୁଁ…

ମୁଖ୍ୟମନ୍ତ୍ରୀଙ୍କୁ ପିସିସି ସଭାପତିଙ୍କ ଚିଠି

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ପିସିସି ସଭାପତି ନିରଂଜନ ପଟ୍ଟନାୟକ । ଚିଠିରେ ପିସିସି ସଭାପତି ଦର୍ଶାଇଛନ୍ତି ଯେ, ରାଜ୍ୟରେ ତୁରନ୍ତ କରୋନା ମୁକାବିଲା ପାଇଁ ପଦକ୍ଷେପ ନିଆନଗଲେ ଗୋଷ୍ଠୀ ସଂକ୍ରମଣ ଆଡକୁ ଯିବାର…

ଅଗଷ୍ଟରେ ଦିନକୁ ୨୦ ହଜାର ଟେଷ୍ଟ କରାଯିବ: ଆଇଏଲଏସ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ ବଢିବ କରୋନା ପରୀକ୍ଷା ସଂଖ୍ୟା । ବର୍ତମାନ ଦିନକୁ ୧୨ ହଜାରରୁ ଅଧିକ ପରୀକ୍ଷା ହେଉଛି । ଆଗକୁ ଅଗଷ୍ଟ ମାସରେ ଦିନକୁ ୨୦ ହଜାର ଟେଷ୍ଟ କରାଯିବ । ଏଥିରୁ ୮ ହଜାର ଆରଟି-ପିସିଆର ଏବଂ ବାକି ଆଂଟିଜେନ୍ ଟ୍ରୁନଟ୍ ଟେଷ୍ଟ ହେବ । ରାଜ୍ୟରେ ବର୍ତ୍ତମାନ ଆଂଟିଜେନ୍ କିଟ୍‌ର ଅଭାବ…

ପାରାଦୀପ ହରିଦାସପୁର ରେଳ ଲାଇନରେ ଟ୍ରେନ ଗଡୁ ଗଡୁ ରେଳରୋକ

ପାରାଦୀପ- ହରିଦାସପୁର ରେଳ ଲାଇନରେ ଆଜି ପରୀକ୍ଷାମୂଳକ ଭାବେ ମାଲବାହୀ ଟ୍ରେନ ଗଡିଛି । ଟ୍ରେନଟି କେନ୍ଦ୍ରାପଡାରୁ ରାଉରକେଲା ଅଭିମୁଖେ ବାହାରିଥିବା ବେଳେ କେନ୍ଦ୍ରାପଡା ମାର୍ଶାଘାଇ ନିକଟ ନୂଆଗାଁରେ ସ୍ଥାନୀୟ ଲୋକେ ରେଳ ରୋକ କରିଥିଲେ । ମାଲବାହୀ ନୁହେଁ ପାସେଂଜର ଟ୍ରେନ ଚଳାଇବା ପାଇଁ…

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା, ଆଜି ପତ୍ନୀ ଓ ପରିବାର ଲୋକଙ୍କୁ ଜେରା କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ଆଜି ପତ୍ନୀ ବିଦ୍ୟାଶ୍ରୀ ଓ ଆଦିତ୍ୟଙ୍କ ପରିବାର ଲୋକଙ୍କୁ ଜେରା କରିବ କ୍ରାଇମବ୍ରାଞ୍ଚ । ମୃତ୍ୟୁକୁ ୨୪ ଦିନ ବିତିଯାଇଥିଲେ ସୁଦ୍ଧା ଏ ଯାଏଁ ଏହା ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇପାରୁନାହିଁ । ଗତକାଲି ଏହି ଘଟଣାରେ…

ଗଞ୍ଜାମ କୋଭିଡ୍: ତିନି ମାସରେ ୨ରୁ ୧୦ ହଜାର କରୋନା କେସ୍

ଗଞ୍ଜାମ: ୧୦ ହଜାର ପାର କରିଛି ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୩୬୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ୩୬୪କୁ ବୃଦ୍ଧି ପାଇଛି । ତିନି ମାସରେ ଦୁଇରୁ ଦଶ ହଜାର ଗଞ୍ଜାମ ଜିଲ୍ଲାରେ ପ୍ରବାସୀ…

ଫୋନରେ କଥା ହୋଇ ଗାଡ଼ି ଚଳାଇଲେ ଫାଇନ୍ ଗଣିବେ ୧୦ ହଜାର, କେଉଁଠି ଜାଣନ୍ତୁ

ଉତ୍ତରପ୍ରଦେଶ: ମୋବାଇଲରେ କଥା ହୋଇ ଗାଡ଼ି ଚଳାଇଲେ ଏଣିକି ଆଉ ଶହେ କି ହଜାରେ ନୁହେଁ । ଏକାଥରକେ ପଡିବ ୧୦ ହଜାର ଟଙ୍କା ଫାଇନ୍ । ଉତ୍ତରପ୍ରଦେଶ ସରକାର ଦଣ୍ଡ ବିଧାନ ନେଇ ଏଭଳି ନିୟମ ଆଣିଛନ୍ତି । ଟ୍ରାଫିକ୍ ନିୟମକୁ ଅଧିକ କଡ଼ାକଡ଼ି କରିଛନ୍ତି ସରକାର । ଏସମ୍ପର୍କିତ ବିଜ୍ଞପ୍ତି ବି ଜାରି…

ଢେଙ୍କାନାଳ ଜିଲ୍ଲାରେ ଗୋଟିଏ ଦିନରେ ୯୨ ପଜିଟିଭ୍

ଢେଙ୍କାନାଳ: କରୋନା ଲମ୍ବା ଲମ୍ଫ ମାରିଛି ଢେଙ୍କାନାଳ ଜିଲ୍ଲାରେ । ଗୋଟିଏ ଦିନରେ ଏକାସଙ୍ଗେ ବାହାରିଛି ୯୨ଟି ନୂଆ ପଜିଟିଭେ କେସ୍ । ଏଯାଏଁ ଜିଲ୍ଲାରେ ସର୍ବାଧିକ । ପୂର୍ବରୁ କେବେ ୨୪ ଘଣ୍ଟାରେ ଏତେ ସଂଖ୍ୟକ ସଂକ୍ରମିତ ହୋଇ ନଥିଲେ । ୯୨ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଢେଙ୍କାନାଳ ଜିଲ୍ଲାରେ…

ଓଡ଼ିଶାରେ ଆଉ ୮ ପ୍ରାଣ ନେଲା ପ୍ରାଣଘାତୀ କରୋନା

ଭୁବନେଶ୍ୱର: ରାଜ୍ୟରେ ୧୪ ଶହ ୯୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪ ଘଣ୍ଟାରେ ଆଉ ୮ ଜଣଙ୍କର ଜୀବନ ନେଇଛି କରୋନା । ଗଞ୍ଜାମ ଜିଲ୍ଲାରୁ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ନୟାଗଡ, ଗଜପତି, ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ…

ସମ୍ବଲପୁର ଶାଢୀରେ ବଲିଉଡ ଅଭିନେତ୍ରୀ ବିଦ୍ୟା ବାଲାନ

ଭୁବନେଶ୍ୱର: ଆଜି ମୁକ୍ତି ଲାଭ କରିଥିବା ‘ଶକୁନ୍ତଳାଦେବୀ’ର ପ୍ରମୋସନ ଅବସରରେ ସମ୍ବଲପୁରୀ ଶାଢ଼ି ପିନ୍ଧି ଅଭିନେତ୍ରୀ ବିଦ୍ୟା ବାଲନ୍ ଏବେ ଚର୍ଚ୍ଚାରେ । ଏହି ଶାଢୀ ତାଙ୍କୁ ବେଶ୍ ଭଲ ଲାଗିଥିବା ସେ କହିଛନ୍ତି । ସମ୍ବଲପୁରୀ ଶାଢୀ ପିନ୍ଧିଥିବା ଫଟୋକୁ ବିଦ୍ୟା ବାଲାନ ସୋସିଆଲ ମିଡିଆରେ ପୋଷ୍ଟ…