Latest Odisha News

BREAKING NEWS

Browsing Category

ଫିଚର

ଶ୍ରାବଣରେ ଜଳୁଛି ଓଡ଼ିଶା, ପାରଳାଖେମୁଣ୍ଡିରେ ପ୍ରଚଣ୍ଡ ଖରା

ଭୁବନେଶ୍ୱର: ଆଷଢ଼ ଯାଇ ଶ୍ରାବଣ ଆସିଲାଣି । ହେଲେ ବର୍ଷାର ଦେଖାନାହିଁ । ଶ୍ରାବଣରେ ଜଳୁଛି ଓଡ଼ିଶା । ରାଜ୍ୟରେ ମୌସୁମୀ ପ୍ରବେଶ କରିଛି ସତ । ହେଲେ ବର୍ଷା ଯେତିକି ହେବା କଥା ସେତିକି ମାତ୍ରାରେ ହୋଇନାହିଁ । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେଉଛି ।…

ଅଗଷ୍ଟ ତୃତୀୟ ସପ୍ତାହରେ ଯୁକ୍ତ ୨ ରେଜଲ୍ଟ

ଭୁବନେଶ୍ୱର: ଆସନ୍ତା ମାସରେ ବାହାରିବ ଯୁକ୍ତ ୨ ରେଜଲ୍ଟ । ଏନେଇ ଆଜି ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଘୋଷଣା କରିଛନ୍ତି । ଆସନ୍ତା ମାସ ବା ଅଗଷ୍ଟ ମାସ ୩ୟ ସପ୍ତାହରେ +୨ ରେଜଲ୍ଟ ବାହାରିବା ନେଇ ଘୋଷଣା କରାଯାଇଛି । ଅଗଷ୍ଟ ତୃତୀୟ ସପ୍ତାହରେ ପ୍ରଥମେ ଯୁକ୍ତ୨ ବାଣିଜ୍ୟ ଓ ବିଜ୍ଞାନ…

ଆଇଏଏସ୍ ସ୍ତରରେ ଅଦଳବଦଳ; ରାଜକୁମାର ଶର୍ମା ହେଲେ କୃଷି ଉତ୍ପାଦନ କମିଶନର

ଭୁବନେଶ୍ୱର: ବରିଷ୍ଠ ଆଇଏଏସ୍ କ୍ୟାଡର ସ୍ତରରେ ସୋମବାର ଦିନ ଓଡିଶା ସରକାରଙ୍କ ପକ୍ଷରୁ ସାମାନ୍ୟ ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ଏବଂ ଜନ ଅଭିଯୋଗର ବିଜ୍ଞପ୍ତି ଅନୁଯାୟୀ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଇସ୍ପାତ ଏବଂ ଖଣି ରାଜ କୁମାର ଶର୍ମାଙ୍କୁ କୃଷି ଉତ୍ପାଦନ କମିଶନର (ଏପିସି)…

ଜୁଲାଇ ୨୯ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ; ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ବର୍ଷ ମାଟ୍ରିକ ରେଜଲ୍ଟ ଜୁଲାଇ ୨୯ ତାରିଖରେ ପ୍ରକାଶ ପାଇବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ପକ୍ଷରୁ ସୂଚନା ମିଳିଛି । ଛାତ୍ରଛାତ୍ରୀ ମାନେ ପରୀକ୍ଷା ଫଳ ବୋର୍ଡ ୱେବସାଇଟ ଏବଂ ଏସଏମଏସ୍ ଜରିଆରେ ଚେକ୍ କରିପାରିବେ । ସକାଳ ୧୧ଟା ୩୦ମି. ବେଳକୁ ରେଜଲ୍ଟ ପ୍ରକାଶ…

ଭାରତରେ ଆଉ ୪୭ ଚାଇନିଜ୍ ଆପ ବ୍ୟାନ୍

ନୂଆଦିଲ୍ଲୀ: ଚୀନକୁ ପୁଣି ଚାପୁଡ଼ା । ଭାରତରେ ଆଉ ୪୭ଟି ଚାଇନିଜ ଆପ୍ ଉପରେ ଲାଗିଲା ବ୍ୟାନ । ନିଷିଦ୍ଧ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ବ୍ୟକ୍ତିଗତ ଗୋପନୀୟତାର ଉଲ୍ଲଂଘନ କରୁଥିବା ଦର୍ଶାଇ ସେସବୁ ଆପ୍ ଉପରେ ସରକାର ନିଷିଦ୍ଧାଦେଶ ଜାରି କରିଛନ୍ତି । ଭାରତର ଡାଟା ପ୍ରୋଟୋକଲ୍ ଉଲ୍ଲଂଘନ ଓ…

ଆଜି ଫ୍ରାନ୍ସରୁ ଭାରତ ଅଭିମୁଖେ ଉଡ଼ାଣ ଭରିବ ରାଫେଲ୍ ଯୁଦ୍ଧ ବିମାନ

ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର ଶକ୍ତି ବୃଦ୍ଧି ପାଇଁ ଆସୁଛି ରାଫେଲ୍ । ଆଜି ଫ୍ରାନ୍ସରୁ ଉଡ଼ାଣ ଭରିବ ୫ଟି ରାଫେଲ୍ ଲଢୁଆ ଯୁଦ୍ଧ ବିମାନ । ପ୍ରଥମ ପର୍ଯ୍ୟାୟରେ ପାଞ୍ଚଟି ଆସୁଛନ୍ତି । ସ୍ୱତନ୍ତ୍ର ଭାବରେ ତାଲିମ ନେଇଥିବା ଭାରତୀୟ ବାୟୁସେନାର ପାଇଲଟ୍ ଏହାକୁ ଭାରତ ଅଭିମୁଖେ ଆଣିବେ ।…

ଗଜପତି ଜିଲ୍ଲାରେ ହଜାରେ ଟପିଲା କୋଭିଡ୍ ପଜିଟିଭ୍ କେସ୍

ଗଜପତି: ଗତ ୨୪ ଘଣ୍ଟାରେ ଗଜପତି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୭୩ ନୂଆ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଜିଲ୍ଲାରେ ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ହଜାରେ ପାର କରିଛି । କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ୫୬କୁ ବୃଦ୍ଧି ପାଇଛି । ଗଜପତି ଜିଲ୍ଲାରେ ବର୍ତ୍ତମାନ ଆକ୍ଟିଭ କେସ୍ ରହିଛି…

ମାଲକାନଗିରିରୁ ପ୍ରଥମ ମୁଣ୍ଡ ନେଲା କରୋନା, ୨୪ ଘଣ୍ଟାରେ ଆଉ ୭ ମୃତ

ଭୁବନେଶ୍ୱର: ମାଡୁଛି କରୋନା । ରାଜ୍ୟରେ ନେଉଛି ମୁଣ୍ଡ । ଗତ ୨୪ ଘଣ୍ଟାରେ ଆଉ ୭ ଜଣଙ୍କର ପ୍ରାଣ ନେଇଛି ପ୍ରାଣଘାତୀ ଭାଇରସ୍ ।  ଏମାନଙ୍କ ଭିତରେ ଛଅ ଜଣ ପୁରୁଷ ଥିବା ବେଳେ ଜଣେ ମହିଳା ଅଛନ୍ତି । ମାଲକାନଗିରି ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଇଛି କରୋନା । ଜଣେ ୫୧ ବର୍ଷୀୟ ବ୍ୟକ୍ତି ପ୍ରାଣ…

ଗୋଟିଏ ଦିନରେ ୧୫୦୩ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ କରୋନାର ପୁଣି ଲମ୍ବା ଲମ୍ଫ । ଗୋଟିଏ ଦିନରେ ଏକାଥରକେ ୧୫ ଶହ ପାର । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧ ହଜାର ୫୦୩ ନୂଆ କରୋନା ଆକ୍ରାନ୍ତ । ମୋଟ୍ ୨୮ ଜିଲ୍ଲାରୁ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ୨୬ ହଜାର…

ଦେଶରେ ୧୪ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ୧୪ ଲକ୍ଷ ପାର କରିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୯ ହଜାର ୯୩୧ ନୂଆ ପଜିଟିଭ୍ । ଏହାକୁ ମିଶାଇ ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ୧୪ ଲକ୍ଷ ୩୫ ହଜାର ୪୫୩ରେ ପହଞ୍ଚିଛି । ୨୪ ଘଣ୍ଟାରେ ୭୦୮ ମୃତ୍ୟୁ ଗତ ୨୪ ଘଣ୍ଟାରେ ଆଉ ୭୦୮ କରୋନା…