Latest Odisha News

BREAKING NEWS

Browsing Category

ଫିଚର

ତିନିଟି କୋଭିଡ୍ ଟେଷ୍ଟିଂ ସେଣ୍ଟର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଦେଶର ତିନିଟି ସହର ନୋଏଡା, ମୁମ୍ବାଇ ଓ କୋଲକାତାରେ କୋଭିଡ୍ ଟେଷ୍ଟିଂ ସେଣ୍ଟରର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମେଡିକାଲ୍ ସାଇନ୍ସ ଭାଷାରେ ଏହି ଟେଷ୍ଟିଂ କେନ୍ଦ୍ରକୁ ହାଇ-ଥ୍ରୋପୁଟ କୋଭିଡ-୧୯ ପରୀକ୍ଷା କୁହାଯାଉଛି । ଅପରାହ୍‌ଣ ୪ଟା ୩୦ରେ ଏହାର…

ହ୍ୱାଟ୍ସଆପରେ ପୋଲିସରେ ଅଭିଯୋଗ କରିପାରିବେ କଟକବାସୀ

କଟକ: କରୋନା ମହାମାରୀ ବେଳେ ହ୍ୱାଟ୍ସଆପରେ ଅଭିଯୋଗ କରି ପାରିବେ କଟକ ସହରର ଲୋକ । ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିଛନ୍ତି କଟକ ଡିସିପି ପ୍ରତୀକ ସିଂ । ଜାରି କରିଛନ୍ତି ଅଫିସିଆଲ୍ ହ୍ୱାଟ୍ସଆପ୍ ନମ୍ୱର । ଏହି ନମ୍ୱରଟି ହେଲା ୮୭୬୩୦୬୮୧୬୭ । କରୋନା ବେଳେ କୌଣସି ସମସ୍ୟା କିମ୍ବା ଅସୁବଧା…

ଗଞ୍ଜାମ ଜିଲ୍ଲାର ଦୋକାନୀଙ୍କ ପାଇଁ ପଞ୍ଚ ସୂତ୍ରୀ ନିୟମ

ଗଞ୍ଜାମ: ଗଞ୍ଜାମ ଜିଲ୍ଲାରେ କରୋନା ବେକାବୁ । ମାଡ଼ି ମାଡ଼ି ଚାଲିଥିବା ବେଳେ ମୁକାବିଲା ପାଇଁ କୋଭଡ୍ କଟକଣାକୁ କଡ଼ାକଡ଼ି କରିବା ସହ ଜନସଚେତନତାକୁ ଗୁରୁତ୍ୱ ଦେଉଛି ଜିଲ୍ଲା ପ୍ରଶାସନ । ଏବେ ଗଞ୍ଜାମ ଜିଲ୍ଲାରେ ଦୋକାନୀଙ୍କ ପାଇଁ ପଞ୍ଚ ସୂତ୍ରୀ ନିୟମ ଜାରି କରାଯାଇଛି । ଦୋକାନ ଆଗରେ ଡବଲ୍…

ଆଜି ପିଏମ୍-ସିଏମ୍ ଆଲୋଚନା

ନୂଆଦିଲ୍ଲୀ: ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡିଓ କନଫରେନ୍ସିଂରେ ମୁଖ୍ୟମନ୍ତ୍ରୀଙ୍କ ସହ କୋଭିଡ୍ ସ୍ଥିତିର ସମୀକ୍ଷା କରିବେ । ଆସନ୍ତା ୩୧ ତାରିଖରେ ସରୁଛି ଅନକଲ୍ ୨.୦ । ତାପୂର୍ବରୁ ପ୍ରଧାନମନ୍ତ୍ରୀ ରାଜ୍ୟଗୁଡ଼ିକରେ କୋଭିଡ୍…

ଭଦ୍ରକ ପୌରପାଳିକାର ୧୨ଟି ଓ୍ୱାର୍ଡ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

ଭଦ୍ରକ: ଭଦ୍ରକ ଜିଲ୍ଲାରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଭଦ୍ରକ ସହରରେ ଲୋକାଲ୍ କଣ୍ଟାକ୍ଟ କେସ୍ ବି ବଢୁଛି । ସ୍ଥାନୀୟ ସଂକ୍ରମଣ ବୃଦ୍ଧିକୁ ରୋକିବା ପାଇଁ ଭଦ୍ରକ ପୌରପାଳିକାର ୧୨ଟି ଓ୍ୱାର୍ଡକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ଜିଲ୍ଲା ପ୍ରଶାସନ । କଣ୍ଟେନମେଣୋଟ ଜୋନ୍ ଘୋଷଣା…

କର୍ମଚାରୀ କରୋନା ସଂକ୍ରମିତ ପରେ ନିଶ୍ଚିତକୋଇଲି ବ୍ଲକ ଅଫିସ ବନ୍ଦ

କଟକ: ତିନି ଦିନ ବନ୍ଦ ରହିବ କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ଅଫିସ । ୧୭ କର୍ମଚାରୀ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନେଇଛି ପ୍ରଶାସନ । ସୂଚନା ଦେଇଛନ୍ତି ନିଶ୍ଚିତକୋଇଲି ବିଡିଓ । ପଜିଟିଭ୍ ଚିହ୍ନଟ କର୍ମଚାରୀଙ୍କୁ ହୋମ୍ କ୍ୱାରେଣ୍ଟାଇନରେ ରହିବା ପାଇଁ କୁହାଯାଇଛି ।…

କାରଗିଲ୍ ବିଜୟ ଦିବସ; ଓଡିଶାର ବୀର ସହିଦଙ୍କୁ ଆଜିବି ଝୁରୁଛି ଜନ୍ମମାଟି

ଭୁବନେଶ୍ୱର: ମାତୃଭୂମି ପାଇଁ ସଂଗ୍ରାମ କରୁଥିବା ବେଳେ ସାହସୀ ବୀର ଯବାନମାନେ କାରଗିଲ୍ ଯୁଦ୍ଧରେ ନିଜର ପ୍ରାଣବଳୀ ଦେଇଥିଲେ । ‘କାରଗିଲ୍ ବିଜୟ ଦିବସ’ ଅବସରରେ ବୀର ସହିଦଙ୍କୁ ମନେ ପକାଇଛନ୍ତି ଦେଶବାସୀ। ଦେଶ ମାତୃକାର ରକ୍ଷା କରିବାକୁ ଯାଇ ସହିଦ ହୋଇଥିବା ବୀର ଯବାନମାନଙ୍କ ମଧ୍ୟରେ କିଛି…

ରାଜସ୍ଥାନ ରାଜ୍ୟପାଳଙ୍କୁ ଅଧିବେଶନ ପାଇଁ ଗେହଲଟଙ୍କ ସାନି ପ୍ରସ୍ତାବ

ଜୟପୁର: ଜାରି ରହିଛି ରାଜସ୍ଥାନୀ ରାଜନୀତି ସଙ୍କଟ । ଏହାରି ଭିତରେ ମୁଖ୍ୟମନ୍ତ୍ରୀ ଗେହଲଟ ରାଜ୍ୟପାଳ କଲରାଜ ମିଶ୍ରଙ୍କୁ ସାନି ପ୍ରସ୍ତାବ ପଠାଇଛନ୍ତି । ୩୧ ଜୁଲାଇରୁ ବିଧାନସଭା ଅଧିବେଶନ ଡାକିବାକୁ ସେ ଏହି ପ୍ରସ୍ତାବରେ ଉଲ୍ଲେଖ କରିଛନ୍ତି । କରୋନା ସହ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା…

ଆଇପିଏଲ ପ୍ରସ୍ତୁତି: ବ୍ୟାଟ କିଣିଲେ ରାଇନା, ପନ୍ତ

ମିରଟ:ଇଣ୍ଡିଆନ ପ୍ରିମିୟର ଲିଗର ୧୩ତମ ସଂସ୍କରଣ ତାରିଖ ସ୍ପଷ୍ଟ ହେବା ପରେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଛି । ଫ୍ରାଚାଂଇଜ ଏବଂ ଖେଳାଳିମାନେ ମଧ୍ୟ ଏଥିନେଇ ପ୍ରସ୍ତୁତି ଆରମ୍ଭ କରି ଦେଲେଣି । ଦୁଇ ଧୂଆଁଧାର ବ୍ୟାଟ୍ସମ୍ୟାନ ଋଷଭ ପନ୍ତ ଏବଂ ସୁରେଶ ରାଇନା ଏଥିପାଇଁ ନୂଆ ବ୍ୟାଟ କିଣିଥିବା…

ରେକର୍ଡ, ଦେଶରେ ଗୋଟିଏ ଦିନରେ ସୁସ୍ଥ ହେଲେ ୩୬ ହଜାରରୁ ଅଧିକ ଆକ୍ରାନ୍ତ

ନୂଆଦିଲ୍ଲୀ: ରେକର୍ଡ କଲା ଭାରତ । ଦେଶରେ ଗୋଟିଏ ଦିନରେ ସୁସ୍ଥ ହେଲେ ସର୍ବାଧିକ ଆକ୍ରାନ୍ତ । ଗତ ୨୪ ଘଂଟାରେ ୩୬ ହଜାର ୧୪୫ଜଣ କୋଭିଡ-୧୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଫଳରେ ଦେଶରେ ସୁସ୍ଥତା ହାର ୬୩.୯୨%କୁ ବୃଦ୍ଧି ପାଇଛି । ଏହାକୁ ମିଶାଇ ଦେଶରେ ମୋଟ ଆରୋଗ୍ୟ ସଂଖ୍ୟା ୮ଲକ୍ଷ…