Latest Odisha News

BREAKING NEWS

Browsing Category

ଫିଚର

ପୁରୀ ପେଣ୍ଠକଟାରେ ଉତ୍ତେଜନା: କରୋନା ରିିପୋର୍ଟ ନ ଦେଖିଲେ, ହସ୍ପିଟାଲ ଯିବୁନି

ପୁରୀ: ପୁରୀ ପେଣ୍ଠକଟାରେ ଉତ୍ତେଜନା । କରୋନା ଟେଷ୍ଟକୁ ନେଇ ଲୋକଙ୍କ ପ୍ରବଳ ବିରୋଧ । କରୋନା ନମୂନା ପରୀକ୍ଷା ରିପୋର୍ଟ ଦେଖିବାକୁ ଅଡି ବସିଛନ୍ତି ଲୋକେ । ରିପୋର୍ଟ ନଦେଖିବା ଯାଏଁ ହସ୍ପିଟାଲ ଯିବୁନି ବୋଲି କହିଛନ୍ତି ଲୋକେ । ଅଭିଯୋଗ ଅନୁସାରେ, ସ୍ଥାନିଅ ଅଂଚଳର କିଛି ଲୋକଙ୍କୁ ଲକ୍ଷଣ…

କାଳିଆ ଟଙ୍କା ନଫେରାଇବାକୁ ବିଜେପିର ପରାମର୍ଶ

ଭୁବନେଶ୍ୱର: କାଳିଆ ଟଙ୍କା ନେଇ ରାଜ୍ୟ ସରକାରଙ୍କୁ ପୁଣି ଟାର୍ଗେଟ କରିଛି ବିଜେପି । ଅଯୋଗ୍ୟ ଦର୍ଶାଇ କାଳିଆ ଟଙ୍କା ଫେରସ୍ତ କରିବାକୁ ନେଇ ରାଜ୍ୟ ସରକାରଙ୍କ ଚିଠି ପ୍ରସଙ୍ଗରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ସରକାରଙ୍କୁ ଘେରିଛନ୍ତି । ସେ ଚାଷୀମାନଙ୍କୁ କାଳିଆ ଟଙ୍କା ନଫେରାଇବାକୁ…

ଏନ୍‌କାଉଣ୍ଟରରେ ହାର୍ଡକୋର ମାଓବାଦୀ ମୃତ

ମାଲକାନଗିରି: ଆନ୍ଧ୍ର-ଓଡ଼ିଶା ସୀମାରେ ପୋଲିସ-ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି । ଏହି ଏନ୍‌କାଉଂଟରରେ ଜଣେ ହାର୍ଡକୋର ମାଓବାଦୀ ନିହତ ହୋଇଛି । ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ସୀମାନ୍ତ ଆନ୍ଧ୍ରର ଗୁଜେଡି ଜଙ୍ଗଲରେ ଆଜି ସକାଳେ ମାଓବାଦୀ ଏବଂ ଆନ୍ଧ୍ରର ଗ୍ରେହାଉଣ୍ଡ ମଧ୍ୟରେ…

କରୋନା ବିପତ୍ତି ଯାଇନି, ସତର୍କ ରହିବାକୁ ପଡିବ: ମୋଦି

ନୂଆ ଦିଲ୍ଲୀ: କରୋନା ବିପତ୍ତି ଦେଶରୁ ଅପସରିଯାଇନି । ଅନେକ ଜାଗାରେ ଏହା ଦ୍ରୁତ ଗତିରେ ମାଡି ଚାଲିଛି । ତେଣୁ ଆମକୁ ଅଧିକ ସତର୍କ ରହିବାର ଆବଶ୍ୟକତା ରହିଛି । ମନ କି ବାତ୍ ରେଡିଓ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ କରୋନା ମହାମାରୀ ନେଇ କିଛି ଏଭଳି ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।…

ପିଠିରେ ଛୁରୀ ମାରିଥିଲା ପାକିସ୍ତାନ: ମୋଦି

ନୂଆ ଦିଲ୍ଲୀ: କାରଗିଲ ବିଜୟ ଦିବସରେ ଭାରତୀୟ ବୀର ଯବାନଙ୍କ ସାହସ ଓ ବଳିଦାନକୁ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ରେଡିଓରେ ଦେଶବାସୀଙ୍କୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ୨୧ ବର୍ଷ ପୂର୍ବେ ପାକିସ୍ତାନ ବଡ ବଡ ସ୍ୱପ୍ନ ଦେଖି ଭାରତର ଭୂମି ଅକ୍ତିଆର କରିବାକୁ ହୀନ ଉଦ୍ୟମ…

କରୋନା ଭିତରେ ବ୍ୟାପକ ହେବ ରକ୍ତ ସଂଗ୍ରହ: ଓଡିଶା ମୋ ପରିବାର

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ଭିତରେ ରକ୍ତ ସଂକଟ ସୃଷ୍ଟି ହୋଇଛି । ଓଡିଶାରେ ସାଢେ ୩ ଲକ୍ଷରୁ ୪ ଲକ୍ଷ ୟୁନିଟ୍ ରକ୍ତର ଆବଶ୍ୟକତା ରହୁଛି । ରାଜ୍ୟରେ ଦୁଇ ଲକ୍ଷ ୟୁନିଟ୍ ସ୍ୱେଚ୍ଛାକୃତ ଭାବେ ଆସିଥାଏ । ତେବେ କରୋନା ଭିତରେ ତାହା ପ୍ରଭାବିତ ହୋଇଛି । ତେଣୁ ମୁଖ୍ୟମନ୍ତ୍ରୀଙ୍କ…

ରାଜ୍ୟରେ ୧୦ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୧୪୦ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ରବିବାର ଦିନ ଆଉ ୧୦ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୧୪୦ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ମୃତକ ମାନଙ୍କ ମଧ୍ୟରେ…

ଓଡିଶାର ୩୦ ଜିଲ୍ଲାରୁ ନୂଆ ୧୩୭୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୩୭୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ୩୮୯ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

କରୋନା କାଳରେ ଚିତ୍ର ଆଙ୍କି କଟକର ଗୌରବ ବଢାଇଲେ ହର୍ଷିଲ

କଟକ: କରୋନା ସଂକ୍ରମଣ ଭୟରେ ସ୍କୁଲ କଲେଜ ସବୁ ବନ୍ଦ । ଏଥି ପାଇଁ ଛାତ୍ରଛାତ୍ରୀ ଅନଲାଇନ କ୍ଲାସରେ ପାଠ ପଢୁଛନ୍ତି । ଅନ୍ୟ ସମୟରେ କିଏ ଡ୍ରଇଁ କରୁଛି ତ କିଏ ଗୀତ କି ନୃତ୍ୟ ଅଭ୍ୟାସ କରୁଛି । ଏହି ଅଭ୍ୟାସ ପାଇଁ କଟକର ଜଣେ ଛାତ୍ରଙ୍କୁ ଏବେ ବିଶ୍ୱସ୍ତରରେ ମିଳିଛି ପ୍ରଶଂସା । କରୋନା…

ଦେଶରେ ସ୍ଥିତି ଅସମ୍ଭାଳ: ୨୪ ଘଣ୍ଟାରେ ୪୮ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ !

ନୂଆଦିଲ୍ଲୀ: ଦେଶରେ ଅସମ୍ଭାଳ କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ ହୋଇ ଚାଲିଛି । ଆଖି ପିଛୁଳାକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ୪୮,୨୦୦ ଜଣ ବ୍ୟକ୍ତି କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ ୨୪…