Latest Odisha News

BREAKING NEWS

Browsing Category

ଫିଚର

ରାୟଗଡା କୋଲନରା ତହସିଲଦାରଙ୍କୁ କରୋନା, ତହସିଲ ଅଫିସ୍ ସିଲ୍

ରାୟଗଡା: ରାୟଗଡା ଜିଲ୍ଲା କୋଲନରାର ତହସିଲଦାର କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ଏନେଇ ଜିଲ୍ଲାପାଳ ପ୍ରମୋଦ କୁମାର ବେହେରା ସୂଚନା ଦେଇଛନ୍ତି । କୋଲନରାର ତହସିଲଦାରଙ୍କ ସମେତ ୨ଜଣଙ୍କ କୋଭିଡ-୧୯ ରିପୋର୍ଟ ପଜିଟିଭ ଆସିଛି । ଏହାପରେ ସେମାନଙ୍କୁ କୋଭିଡ…

ଜେବ୍ରା ଛୁଆକୁ ବଂଚାଇବା ପାଇଁ ନିଜକୁ ରଙ୍ଗରେ ରଙ୍ଗେଇଦେଲେ ଚିଡିଆଖାନାର କର୍ମଚାରୀ

ନାଇରୋବି: କେନିୟାରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଥିଲା । ସିଂହ ଆକ୍ରମଣରେ ମାଆ ଜେବ୍ରାର ମୃତ୍ୟୁ ଘଟିଥିଲା । ପାଖରେ ଲୁଚି ରହିଥିବା ଜେବ୍ରା ଛୁଆଟି ଭୟଭୀତ ହୋଇ ପଡିଥିଲା । ତାକୁ ବଂଚାଯିବା ପରେ ସାଭୋ ଇଷ୍ଟ ନ୍ୟାଶନାଲ ପାର୍କକୁ ଅଣା ଯାଇଥିଲା । ତେବେ ସେ ତା ମାଆକୁ ଝୁରିବା ଛାଡି ନ…

‘ବନ୍ଦ ଘରେ ବି ମାସ୍କ ଜରୁରୀ’

ନୂଆଦିଲ୍ଲୀ: ଏଣିକି ବନ୍ଦ ଘରେ ତଥା ବନ୍ଦ ଜାଗାରେ ବି ମାସ୍କ ପିନ୍ଧିବା ଜରୁରୀ । ବାୟୁରେ କରୋନା ବ୍ୟାପିବା ଆଶଙ୍କା ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କହିବା ପରେ ବନ୍ଦ ଜାଗାରେ ବି ମାସ୍କ ପିନ୍ଧିବା ପାଇଁ ସିଏସ୍‌ଆଇଆର୍‌ (କାଉନସିଲ୍ ଅଫ୍ ସାଇଂଟିଫିକ୍ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ)…

ଏଣିକି ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମଧ୍ୟ ମିଳିବ ମଧ୍ୟାହ୍ନ ଭୋଜନ

କେନ୍ଦୁଝର: ରାଜ୍ୟ ସରକାର ଶିକ୍ଷା କ୍ଷେତ୍ରକୁ ସବୁବେଳେ ପ୍ରାଧାନ୍ୟ ଦେଇ ଆସିଛନ୍ତି । କେନ୍ଦୁଝର ଜିଲ୍ଲାରେ ୫୫ ପ୍ରତିଶତ ଜନସଂଖ୍ୟା ଅନୁସୂଚିତ ଜାତି ଓ ଜନଜାତି ବର୍ଗର । ତେବେ ସାଧାରଣତଃ ଦେଖାଯାଏ ଜିଲ୍ଲାରେ ପ୍ରଥମ ଶ୍ରେଣୀରେ ନାମ ଲେଖାଉଥିବା ୧୦୦ ପିଲା ମଧ୍ୟରୁ ୬୦ରୁ କମ ପିଲା ଦଶମ ଶ୍ରେଣୀ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ

ଅଗରତାଲା: ପଂଜାବୀ ଓ ଜାଠଙ୍କ ପ୍ରତି ବିବାଦୀୟ ମନ୍ତ୍ୟ ଦେଇଥିବା ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ ସମାଲୋଚିତ ହେବା ପରେ କ୍ଷମା ମାଗିଛନ୍ତି । ଏହି ଦୁଇ ସମ୍ପ୍ରଦାୟର ମୋର ଅନେକ ବନ୍ଧୁ ଅଛନ୍ତି । ଯଦି ମୋ ମନ୍ତବ୍ୟ ନେଇ କେହି ଆଘାତ ପାଇଥାନ୍ତି ତାହାହେଲେ ମୁଁ କ୍ଷମା ପ୍ରାର୍ଥନା କରୁଛି…

କଟକରୁ ଆଉ ୩୨ ପଜିଟିଜ ଚିହ୍ନଟ

କଟକ: ରାଜ୍ୟରେ କରୋନା ତାର କାୟା ବିସ୍ତାର କରି ଚାଲିଛି । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଛି । ଆଜି କଟକ ସହରରେ ଆଉ ୩୨ କରୋନା ପଜିଟିଜ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୫ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । କ୍ୱାରେଣ୍ଟାଇନରେ ରହିଥିବା…

ବିଲରେ ଧାନ ରୋଉଛନ୍ତି ସଲମାନ ଖାନ, ଦେଖନ୍ତୁ ଭିଡିଓ

ମୁମ୍ବାଇ: ଅଭିନେତାରୁ ଚାଷୀ ପାଲଟିଲେ ବଲିଉଡର ଭାଇଜାନ ସଲମାନ ଖାନ । ବିଲରେ ରୋଇଲେ ଧାନ । କେବଳ ସେତିକି ନୁହେଁ ଟ୍ରାକ୍ଟର ଚଳାଇ ହଳ ମଧ୍ୟ କଲେ । ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । Rice plantation done . . pic.twitter.com/uNxVj6Its4 — Salman Khan…

ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଆସନ: ଆରମ୍ଭ ହେଲା ଉପନିର୍ବାଚନ ଅଙ୍କକଷା

ଭୁୁବନେଶ୍ୱର: କରୋନା ମହାମାରୀ ଭିତରେ ଓଡିଶାରେ ଖାଲି ପଡିଥିବା ଦୁଇ ଦୁଇଟି ଆସନରେ ଉପନିର୍ବାଚନ ପାଇଁ ଆରମ୍ଭ ହୋଇଯାଇଛି ଅଙ୍କକଷା । ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଆସନରେ କେଉଁ ଦଳର କିଏ ପ୍ରାର୍ଥୀ ହେବ ସେନେଇ ଆଶା ଆଶଙ୍କା ଭିତରେ ବାଲେଶ୍ୱର ସଦର ପାଇଁ ନବଜ୍ୟୋତି ପଟ୍ଟନାୟକଙ୍କ ନାଁ…

ପାଇଲଟ ଓ ତାଙ୍କ ଟିମ୍‌କୁ ୨୪ ଯାଏଁ ଆଶ୍ୱସ୍ତି

ଜୟପୁର: ଥମୁନି ରାଜସ୍ଥାନ ରାଜନୀତି ସଂକଟ । ଏହାରି ଭିତରେ କଂଗ୍ରେସର ବିଦ୍ରୋହୀ ନେତା ସଚିନ ପାଇଲଟ ଓ ତାଙ୍କ ଟିମ୍‌ଙ୍କୁ ମିଳିଛି ସାମୟିକ ଆଶ୍ୱସ୍ତି । ରାଜସ୍ଥାନ ହାଇକୋର୍ଟ ମଙ୍ଗଳବାର ଦିନ ବାଚସ୍ପତିଙ୍କ ନୋଟିସ ବିରୋଧରେ କରାଯାଇଥିବା ଆବେଦନର ଶୁଣାଣି କରିଛନ୍ତି । ସଚିନ ପାଇଲଟ ଓ ଅନ୍ୟ…

ରାଜଧାନୀରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ଭୁବନେଶ୍ୱର: ଦିନ ଦ୍ୱିପ୍ରହରରେ ରାଜଧାନୀର ବାପୁଜୀ ନଗରରେ ବୁଲିଲା ଖଣ୍ଡାକାତି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଗୁରୁତର ଆହତ ଯୁବକଙ୍କୁ ଚିକିତ୍ସା ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି । ସୂଚନା ଅନୁଯାୟୀ,…