Latest Odisha News

BREAKING NEWS

Browsing Category

ଫିଚର

ୟୁଏଇରେ ଆୟୋଜିତ ହେବ ଆଇପିଏଲ !

ମୁମ୍ବାଇ:ଆଇସିସି ଟି୨୦ ବିଶ୍ୱକପ ୨୦୨୧କୁ ଘୁଂଚାଇଦେବା ଫଳରେ ଆଇପିଏଲ ସମ୍ଭାବନା ଆଶା ଉଜ୍ଜୀବୀତ ହୋଇଛି । ଆଇପିଏଲ ଚେୟାରମ୍ୟାନ ବ୍ରିଜେଶ ପଟେଲ କହିଛନ୍ତି ଖୁବ୍‌ଶୀଘ୍ର ଅନୁମତି ପାଇଁ ସରକାରଙ୍କ ସହ ବୋର୍ଡ କଥା ହେବ । ୧୦ ଦିନ ପରେ ଆଇପିଏଲ ଗଭର୍ଣ୍ଣିଂ କାଉନସିଲ ବୈଠକ ବସିବ ଏବଂ ଏହାପରେ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଜୟ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର: ପଞ୍ଚଭୂତରେ ଲୀନ ହେଲା ଭେଟେରାନ୍ ଓଲିଉଡ ଅଭିନେତା ତଥା ନିର୍ଦ୍ଦେଶକ ସ୍ୱର୍ଗତଃ ବିଜୟ ମହାନ୍ତିଙ୍କର ପାର୍ଥୀବ ଶରୀର । ଆଜି ଭୁବନେଶ୍ୱରର ସତ୍ୟନଗର ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି । ଗତକାଲି ତାଙ୍କର ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ ଭୁବନେଶ୍ୱରର ଏକ…

ଲକଡାଉନରେ ପୋଲିସର ମାଡ ଥିଓରୀ: ତଦନ୍ତ ନିର୍ଦ୍ଦେଶ

ଝାରସୁଗୁଡା: ଝାରସୁଗୁଡାରେ ଲକଡାଉନରେ ଘରୁ ବାହାରିଥିବା ଜଣେ ଯୁବକଙ୍କୁ ପୋଲିସ ମାଡ ମାରିବା ଘଟଣାରେ ଏସପି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଘଟଣାର ସତ୍ୟାସତ୍ୟ ଅନୁଧ୍ୟାନ କରିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଝାରସୁଗୁଡା ଏସପି କହିଛନ୍ତି । ଏସପି ଜାରି କରିଥିବା ପ୍ରେସନୋଟରେ…

ଭୁୁବନେଶ୍ୱରରୁ ବାହାରିଲେ ଆଉ ୨୧ ପଜିଟିଭ, ୪୯ ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୨୧ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୬ ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ୫ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିପରି ୪୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ ବିଏମ୍‌ସି ପକ୍ଷରୁ ଟ୍ୱିଟ୍‌ ଜରିଆରେ ସୂଚନା ଦିଆଯାଇଛି…

କରୋନା ପରୀକ୍ଷା ଓ ପରିଚାଳନାକୁ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ଦ୍ରୁତ ଗତିରେ ବ୍ୟାପିଚାଲିଥିବା ବେଳେ ସରକାରଙ୍କ କୋଭିଡ୍ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବିରୋଧୀ । କଂଗ୍ରେସ କହିଛି, ରାଜ୍ୟ ସରକାରଙ୍କ କୋଭିଡ ପରିଚାଳନାରେ ସମ୍ପୂର୍ଣ୍ଣ ତ୍ରୁଟି ରହିଛି । ଚିକିତ୍ସା ବଦଳରେ ସରକାର କେବଳ ସଚେତନ ଓ କିଟ୍ କିଣାରେ…

ସୁଶାନ୍ତ ସିଂହ ରାଜପୁତଙ୍କୁ ମ୍ୟୁଜିକାଲ୍ ଟ୍ରିବ୍ୟୁଟ୍ ଦେବେ ଏଆର ରେହମାନ

ମୁମ୍ବାଇ: ଆସନ୍ତା ଜୁଲାଇ ୨୨ ତାରିଖରେ ଓସ୍କାର ବିଜେତା ଏଆର ରେହମାନଙ୍କ ସମେତ ବହୁ ବଡବଡ କଳାକାର ସ୍ୱର୍ଗତଃ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କୁ ମ୍ୟୁଜିକାଲ୍ ଟ୍ରିବ୍ୟୁଟ୍ ଦେବେ । ଏନେଇ ଡିଜନୀ-ହଟଷ୍ଟାର ପକ୍ଷରୁ ଟ୍ୱିଟ୍ କରାଯାଇଛି ।…

ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳଙ୍କ ଦେହାନ୍ତ

ଗଜପତି: ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ କରୁଣାକର ରାଇକାଙ୍କର ଦେହାନ୍ତ ହୋଇଛି । ଗତ କିଛି ଦିନ ହେବ ସେ ଅସୁସ୍ଥ ଥିଲେ । ତେଣୁ ବ୍ରହ୍ମପୁର ମେଡିକାଲରେ ତାଙ୍କର ଚିକିତ୍ସା ଚାଲିଥିଲା । ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ, ସେ ପାରଳାଖେମୁଣ୍ଡି…

କମାଲ କଲା ଦିଲ୍ଲୀ: ୪୯ ଦିନ ପରେ ହଜାରେରୁ କମ୍ କରୋନା କେସ୍

ନୂଆଦିଲ୍ଲୀ: ଜୁନରେ ଦେଶର ରାଜଧାନୀରେ ଟେନସନ୍ ବଢାଇଥିଲା କରୋନା କେସ୍ । ଜୁଲାଇ ଶେଷ ଆଡକୁ ଟିକେ ଆଶ୍ୱସ୍ତି ଆସିଲା ଭଳି ଲାଗୁଛି । ଚଳିତ ସପ୍ତାହରେ କମୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ଦିଲ୍ଲାରେ ଲକ୍ଷେ ୨୩ ହଜାର ଲୋକ ଭୂତାଣୁ ସଂକ୍ରମିତ ହୋଇଥିବା ବେଳେ ଲକ୍ଷେ ଲୋକ…

ଓଡ଼ିଶାର ୧୪ ଜିଲ୍ଲାରୁ ମୁଣ୍ଡ ନେଲାଣି କରୋନା

ଭୁବନେଶ୍ୱର: କରୋନା କାୟା ମାଡୁଛି । ମୁଣ୍ଡ ବି ନେଉଛି । ରାଜ୍ୟରେ ପ୍ରତିଦିନ ଆକ୍ରାନ୍ତଙ୍କ ଜୀବନ ଯାଉଛି । ବର୍ତ୍ତମାନ ସୁଦ୍ଧା ୧୦୩ ଜଣ ଭୂତାଣୁ ସଂକ୍ରମିତ ମୃତ୍ୟୁବରଣ କଲେଣି । ରାଜ୍ୟର ୧୪ ଜିଲ୍ଲାରୁ ମୁଣ୍ଡ ନେଇଛି ଭାଇରସ୍ । ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର, ସୁନ୍ଦରଗଡ଼, ଗଜପତି,…

ଓଡିଶା ସମ୍ବାଦ ଓ ଓଡିଶା ବାଇଟସ୍ ନିବେଦିତ କରୋନା କ୍ରିଏଟିଭିଟି : ଘୋଷଣା ହେଲା ଟପ୍ ୨୦ ତାଲିକା

ଭୁବନେଶ୍ୱର : ଅଗ୍ରଣୀ ଡିଜିଟାଲ ଗଣମାଧ୍ୟମ www.odishasambad.in ଏବଂ www.odishabytes.com ନିବେଦିତ କରୋନା କ୍ରିଏଟିଭିଟି ପ୍ରତିଯୋଗିତାରେ ଟପ୍ ୨୦ ତାଲିକା ପ୍ରକାଶ ପାଇଛି । ଟପ୍ ୨୦ ରେ ସ୍ଥାନ ପାଇଥିବା ପ୍ରତିଯୋଗୀମାନେ ହେଲେ - ସଙ୍ଗୀତଗାନରେ ଭୁବନେଶ୍ୱରର ମୌମିତା ଦେ ରୟ, ଶାଶ୍ୱତୀ…